Home Left

ମତେ ଜହର ଦେଇ ହତ୍ୟା କରାଯିବାର ହୋଇଥିଲା ଉଦ୍ୟମ: ଇସ୍ରୋ ବୈଜ୍ଞାନିକ

ବେଙ୍ଗାଲୁରୁ,୬।୧: ଇସ୍ରୋର ବରିଷ୍ଠ ବୈଜ୍ଞାନିକ ତପନ ମିଶ୍ରାଙ୍କୁ ଜହର ଦେଇ ହତ୍ୟା କରାଯିବା ଉଦ୍ୟମ ହୋଇଥିଲା। ଏନେଇ ନିଜେ ତପନ ସୂଚନା ଦେଇଛନ୍ତି। ୨୦୧୭ରେ ସେ ଅହମଦାବାଦ୍‌ ସ୍ପେସ୍‌ ଆପ୍ଲିକେଶନ ସେଣ୍ଟରରେ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ସେହି ବର୍ଷ ମେ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୩୧ କରୋନା ପଜିଟିଭ: ମୃତ୍ୟୁ ସଂଖ୍ୟା ଶୂନ

ଭୁବନେଶ୍ୱର, ୬।୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୨୩୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୯୨୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ଘରୁ ପଳାଇ ବିବାହ କରିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ୍‌ ଫିଲ୍ମ ‘ଗୋଲମାଲ’(୧୯୭୯)ରେ ଉର୍ମି ଭୂମିକାରେ ଅଭିନୟ କରିଥିବା ଅଭିନେତ୍ରୀ ବିନ୍ଦିୟା ଗୋସ୍ବାମୀଙ୍କର ଆଜି ଅର୍ଥାତ୍‌ ଜାନୁଆରୀ ୬ ହେଉଛି ଜନ୍ମଦିନ। ସେ ନିଜଠାରୁ ୧୨ ବର୍ଷ ବଡ଼ ଜେପି ଦତ୍ତାଙ୍କ ସହ ଘରୁ ପଳାଇ ବିବାହ କରିଥିଲେ। ବିନ୍ଦିୟାଙ୍କ ପରିବାର…

ପୃଥିବୀର ଘୂରିବା ଗତି ବୃଦ୍ଧି ପାଉଛି: ଚିନ୍ତାରେ ବୈଜ୍ଞାନିକ

ଓ୍ବାଶିଂଟନ,୬।୧: ପୃଥିବୀର ଘୂରିବା ଗତି ବୃଦ୍ଧି ପାଉଛି। ୫୦ ବର୍ଷ ତଳେ ଥିବା ପୃଥିବୀର ଘୂରିବା ବେଗ ଏବଂ ବର୍ତ୍ତମାନ ବେଗ ମଧ୍ୟରେ ପାର୍ଥକ୍ୟ ରହିଛି। ଏବେ ପୃଥିବୀ ନିଜ ଚାରିପଟେ ଘୂରିବା ପାଇଁ ୨୪ ଘଣ୍ଟାରୁ କମ୍‌ ସମୟ ନେଉଛି।…

ସଲମାନଙ୍କ ପାଇଁ ମା’ ହୋଇପାରିଥିଲେ ଏହି ଅଭିନେତ୍ରୀ

ଟିଭି ଏବଂ ବଲିଉଡ୍‌ କଳାକାରଙ୍କ ମଧ୍ୟରେ ଅନ୍ୟତମ କଶ୍ମିରା ଶାହା। ନିକଟରେ ତାଙ୍କୁ ରିଆଲିଟି ଶୋ’‘ବିଗ୍‌ ବସ୍‌’ରେ ଦେଖିବାକୁ ମିଳିଥିଲା। କିନ୍ତୁ ବିଗ୍‌ ବସ୍‌ ଘରେ ତାଙ୍କର ଯାତ୍ରା ବେଶିଦିନ ତିଷ୍ଠି ନ ଥିଲା। ମାତ୍ର ବୋଲ୍ଡ ଫଟୋସୁଟ୍‌ ପାଇଁ ସେ…

ବିହାର କଂଗ୍ରେସରେ ଫାଟ: ବାଡ଼ ଡେଇଁବାକୁ ୧୧ ବିଧାୟକ ପ୍ରସ୍ତୁତ !

ପାଟନା,୬।୧: ବିହାରରେ କଂଗ୍ରେସରେ ଫାଟ ବଢ଼ିବାରେ ଲାଗିଛି। ଦଳର ୧୯ ଜଣ ବିଧାୟକଙ୍କ ମଧ୍ୟରୁ ଖୁବ୍‌ ଶୀଘ୍ର ୧୧ ଜଣ ଦଳ ଛାଡ଼ିବାକୁ ପ୍ରସ୍ତୁତ ହେଉଥିବା କୁହାଯାଇଛି। ଏନେଇ ଦଳର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଭରତ ସିଂ ସୂଚନା…

ଝିଅ ଜନ୍ମ ହେବାରୁ ମାଗଣାରେ ସେବା ଯୋଗାଇଲେ ସଲମାନ୍‌

ଆମ ସମାଜରେ ପୁଅ ଏବଂ ଝିଅ ମଧ୍ୟରେ ଅନେକ ଭେଦଭାବ ରହିଛି। ଅନେକ ଲୋକ ଅଛନ୍ତି, ଯେଉଁମାନେ ଘରେ କେବଳ ପୁତ୍ର ସନ୍ତାନ ହେଉ ବୋଲି ଚାହିଁଥାନ୍ତି। ହେଲେ ମଧ୍ୟପ୍ରଦେଶର ଗ୍ବାଲିୟରର ସଲମାନ ନାମକ ଜଣେ ସେଲୁନ ମାଲିକଙ୍କ ଘରେ ଝିଅ…

ପ୍ରତି ସପ୍ତାହରେ ପ୍ରକଳ୍ପର ସ୍ଥିତି ଅନୁଧ୍ୟାନ କର

ଭୁବନେଶ୍ୱର,୬ା୧(ବ୍ୟୁରୋ): କୋଭିଡ୍‌ ପରବର୍ତ୍ତୀ ସ୍ଥିତିରେ ଜୀବିକା ଅର୍ଜନ ଓ ନିଯୁକ୍ତି ସୃଷ୍ଟିଭିତ୍ତିକ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଦ୍ୟାନ କୃଷି, ପ୍ରାଣୀପାଳନ, ସମନ୍ବିତ କୃଷି, ଉଠା ଜଳସେଚନ, ପାନୀୟ ଜଳ…

ବଲାଙ୍ଗୀର ବାଳକଙ୍କ ବିରଳ କୃତିତ୍ୱ

ବଲାଙ୍ଗୀର ଅଫିସ, ୬ା୧: କମ୍ପ୍ୟୁଟର ପ୍ରୋଗ୍ରାମିଂରେ ବିଶ୍ୱସ୍ତରରେ ବିରଳ କୃତିତ୍ୱ ଅର୍ଜନ କରିଛନ୍ତି ବଲାଙ୍ଗୀରର ୭ବର୍ଷର ବାଳକ ଭେଙ୍କଟରମଣ ପଟ୍ଟନାୟକ। ସେ ଅନ୍ୟତମ କନିଷ୍ଠ ଛାତ୍ରଭାବେ ବିଶ୍ୱ ସ୍ବୀକୃତ ମାଇକ୍ରୋସଫ୍ଟ ଟେକ୍ନୋଲୋଜି ଆସୋସିଏଟ୍‌ (ଏମ୍‌ଟିଏ) ପ୍ରୋଗ୍ରାମିଂ ପରୀକ୍ଷାରେ ପ୍ରମାଣପତ୍ର ହାସଲ କରିଛନ୍ତି।…

ଖଣ୍ଡପଡ଼ା ବନାଞ୍ଚଳରେ ୪ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ

ଖଣ୍ଡପଡ଼ା,୬ା୧(ସ୍ବ.ପ୍ର.): ଚଳିତବର୍ଷ ଖଣ୍ଡପଡ଼ା ବନାଞ୍ଚଳ ପକ୍ଷରୁ ପକ୍ଷୀଗଣନା ଶେଷ ହୋଇଛି। ନୟାଗଡ଼ ବନଖଣ୍ଡ ସହକାରୀ ସଂରକ୍ଷକ ଆର.ବି. ମହାନ୍ତିଙ୍କ ନେତୃତ୍ୱରେ ୪ଟି ସ୍ଥାନରେ ପକ୍ଷୀଗଣନା କରାଯାଇଥିଲା। ଏହି ଗଣନାରେ ବନାଞ୍ଚଳରେ ମୋଟ ୪ହଜାର ୪୯୫ ବିଭିନ୍ନ ପ୍ରଜାତିର ପକ୍ଷୀ ଆସିଥିବା ଜଣାପଡିଛି।…

ସବୁଜ ବନାନୀ କାଟି ମୋରମ ଚାଲାଣ

ଚଣ୍ଡିଖୋଲ,୬ା୧(ଡି.ଏନ୍‌.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ଅସିଆ ପର୍ବତମାଳାର ଅଂଶବିଶେଷ ଧାଉଡିଆପଦା ପାହାଡ଼। ଏହି ପାହାଡ଼ର କୌଣସି ଅଂଶ ଲିଜ୍‌ ଦିଆଯାଇ ନ ଥିବା ବେଳେ ପ୍ରତିଦିନ ଶତାଧିକ ଟ୍ରିପ୍‌ ମୋରମ ବେଆଇନ ଭାବେ ଚାଲାଣ ହେଉଛି। ବିଳମ୍ବିତ ରାତିରେ…

ବିହାର ପ୍ରଭାରୀ ହେଲେ ଭକ୍ତ ଦାସ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ସୋନିଆ ଗାନ୍ଧୀ ମଙ୍ଗଳବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଓଡିଶାର ବରିଷ୍ଠ ନେତା ଭକ୍ତଚରଣ ଦାସଙ୍କୁ ବିହାର ଏଆଇସିସି ଇନଚାର୍ଜ ଦାୟିତ୍ୱ ପ୍ରଦାନ କରିଛନ୍ତି। ପୂର୍ବରୁ ଭକ୍ତ ଦାସଙ୍କୁ ମିଜୋରାମ ଏବଂ ମଣିପୁର ପ୍ରଭାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri