ଧାଡ଼ିରେ ଛିଡ଼ା ହେଲେ ମମତା
କୋଲକାତା, ୬ା୧: ‘ସ୍ବାସ୍ଥ୍ୟ ସାଥୀ’ ସ୍ମାର୍ଟ କାର୍ଡ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର କୋଲକାତା ମ୍ୟୁନିସିପାଲିଟି କାର୍ଡ ବଣ୍ଟନ କେନ୍ଦ୍ରରେ ଧାଡ଼ିରେ ଛିଡ଼ା ହୋଇଥିବା ଦେଖିବାକୁ ମିଳିଥିଲା। ନଗର ଉନ୍ନୟନ ମନ୍ତ୍ରୀ ଫିର୍ହାଦ ହାକିମ ଏବଂ ଅନ୍ୟ ସରକାରୀ…
ଆଖିବୁଜିଲା ବାଘୁଣୀ ଆନିନୀ
ବାରଙ୍ଗ,୬।୧(ଡି.ଏନ୍.ଏ.): ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ନନ୍ଦନକାନନର ବାଘୁଣୀ ଆନିନୀ ମଙ୍ଗଳବାର ଆଖିବୁଜିଛି। ପ୍ରାଣୀଉଦ୍ୟାନର ବାଘ ସଫାରିରେ ରହି ଆନିନୀ ପର୍ଯ୍ୟଟକଙ୍କ ଆର୍କଷଣର କେନ୍ଦ୍ରବିନ୍ଦୁ ସାଜିଥିଲା। ହେଲେ ନନ୍ଦନକାନନ ଡାକ୍ତରୀ ଟିମ୍ ଶତ ପ୍ରଚେଷ୍ଟା ସତ୍ତ୍ୱେ ବାଘୁଣୀ ଆନିନୀକୁ…
ବାଚସ୍ପତି ବିର୍ଲାଙ୍କ ଝିଅଙ୍କୁ ୟୁପିଏସ୍ସିରେ ସଫଳତା
ନୂଆଦିଲ୍ଲୀ, ୬ା୧: ଲୋକ ସଭା ବାଚସ୍ପତି ଓମ୍ ବିର୍ଲାଙ୍କ ଝିଅ ଅଞ୍ଜଳି ବିର୍ଲା ୟୁନିୟନ ପବ୍ଲିକ ସର୍ଭିସ କମିଶନ (ୟୁପିଏସ୍ସି) ଦ୍ୱାରା ଆୟୋଜିତ ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ପ୍ରଥମ ଉଦ୍ୟମରେ ହିଁ ତାଙ୍କୁ ଏହି ସଫଳତା ମିଳିଛି। ଅଞ୍ଜଳୀଙ୍କ…
ଭାରତ ଗସ୍ତ ବାତିଲ କଲେ ବୋରିସ୍
ନୂଆଦିଲ୍ଲୀ, ୬।୧: ଆଗାମୀ ସାଧାରଣତନ୍ତ୍ର ଦିବସରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ ଅତିଥି ହେବେନାହିଁ। ଚଳିତ ମାସ ଶେଷ ସପ୍ତାହରେ ଭାରତ ଗସ୍ତ କାର୍ଯ୍ୟକ୍ରମକୁ ସେ ବାତିଲ କରିଛନ୍ତି। କରୋନା ମହାମାରୀ ବେଳେ ନିଜ ଦେଶରେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ…
ପଲିଥିନ୍ କାରଖାନାରେ ଚଢ଼ାଉ
ଭୁବନେଶ୍ୱର, ୬।୧(ବ୍ୟୁରୋ): ଭଗବାନପୁର ଅଞ୍ଚଳର ଏକ ପଲିଥିନ୍ କାରଖାନାରେ ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍ ଚଢ଼ାଉ କରିଛି। ଏହି କାରଖାନାରୁ ୨୫ କେଜି ବିଶିଷ୍ଟ ୬୯ଟି ପଲିଥିନ୍ କ୍ୟାରିବ୍ୟାଗ୍ ବସ୍ତା ଜବତ କରାଯିବା ସହ ମାଲିକଙ୍କୁ ୧୦…
ପ୍ରତି ମୁହୂର୍ତ୍ତ ପାଇଁ ପ୍ରସ୍ତୁତ ରୁହ
ବେଜିଂ, ୬।୧: ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ ଦେଶର ସୈନ୍ୟବାହିନୀକୁ ପ୍ରତ୍ୟେକ ମୁହୂର୍ତ୍ତରେ କାର୍ଯ୍ୟାଷ୍ଠାନ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସବୁ ସମୟରେ ପ୍ରସ୍ତୁତିକୁ ସୁନିଶ୍ଚିତ କରିବାକୁ ହେଲେ ପ୍ରକୃତ ଯୁଦ୍ଧ ସ୍ଥିତି ଭଳି ପ୍ରଶିକ୍ଷଣ ବଢ଼ାଇବାକୁ ସେ ସଶସ୍ତ୍ର…
୭୫୫୬ ସ୍ବାସ୍ଥ୍ୟକର୍ମୀ ନେବେ କୋଭିଡ୍ ଟିକା
ଖୋର୍ଦ୍ଧା ଅଫିସ,୬ା୧: କୋଭିଡ୍-୧୯ ଟିକାକରଣ ପାଇଁ ଟାସ୍କଫୋର୍ସ କମିଟିର ତୃତୀୟ ପର୍ଯ୍ୟାୟ ବୈଠକ ମଙ୍ଗଳବାର ଜିଲାପାଳଙ୍କ ସମ୍ମଳିନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ବିଶ୍ୱରଞ୍ଜନ ପତି କହିଲେ ଯେ, ଟିକାଦାନ…
୪୫୫ ପ୍ରଶିକ୍ଷାର୍ଥୀ ନାବିକଙ୍କ ପାସିଂ ଆଉଟ ପରେଡ୍
ବାଲୁଗାଁ,୬।୧(ଡି.ଏନ୍.ଏ.): ଭାରତୀୟ ନୌସେନା ବିଭାଗ ଚିଲିକା ଶାଖା ତାଲିମ କେନ୍ଦ୍ରରେ ମଙ୍ଗଳବାର ୪୫୫ଜଣ ପ୍ରଶିକ୍ଷାର୍ଥୀ ନାବିକଙ୍କ ପାସିଂ ଆଉଟ୍ ପରେଡ୍ ଅନୁଷ୍ଠିତ ହୋଇଯାଇଛି। ଏହି ତାଲିମ କେନ୍ଦ୍ରଟି ନାବିକଙ୍କ ନିମନ୍ତେ ପ୍ରାରମ୍ଭିକ ପ୍ରଶିକ୍ଷଣ କେନ୍ଦ୍ର ଅଟେ। ଏହି ପରେଡ୍କୁ ଭାଇସ୍ ଆଡ୍ମିରାଲ୍…
ଚିଲିକାରେ ୧୨. ୪୨ ଲକ୍ଷ ପକ୍ଷୀ
ବାଲୁଗଁା,୬।୧(ଡି.ଏନ୍.ଏ.): ଚିଲିକାରେ ମଙ୍ଗଳବାର ପକ୍ଷୀ ଗଣନା ସମାପ୍ତ ହୋଇଛି। ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ର ମିଳିତ ଆନୁକୂଲ୍ୟରେ ଏହି ପକ୍ଷୀ ଗଣନା କରାଯାଇଥିଲା। ବିଭାଗ ପକ୍ଷରୁ ପ୍ରକାଶିତ ଗଣନା ରିପୋର୍ଟ ଅନୁଯାୟୀ ଗତବର୍ଷ ସମଗ୍ର ଚିଲିକାରେ…
ବିବାହ କଲେ ଏହି ପ୍ରସିଦ୍ଧ ଅଭିନେତା
ବଲିଉଡ୍ ସୁପରହିଟ୍ ଫିଲ୍ମ ‘କୁଛ୍ କୁଛ୍ ହୋତା ହୈ’ରେ ଶିଶୁ କଳାକାର ଭାବେ ଅଭିନୟ କରି ଚର୍ଚ୍ଚାକୁ ଆସିଥିବା ଅଭିନେତା ପରଜାନ ଦସ୍ତୁତ ପ୍ରେମିକା ଡେଲନା ଶ୍ରଫ୍ଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଉଭୟ ପାର୍ସୀ ରୀତିନୀତିରେ ବିବାହ କରିଛନ୍ତି।…
ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିକ୍ଷୋଭ
ପୁରୀ ଅଫିସ/ନିମାପଡ଼ା/ପିପିଲି, ୬ା୧ (ଡି.ଏନ୍.ଏ./ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧୀନ ନୃତାଙ୍ଗସ୍ଥିତ ଯଁକୁଟି ନିକଟରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳ ଶନିବାର ହତ୍ୟା କରାଯାଇଥିଲା। ଏହି ଘଟଣାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଥିବା…
ଗୋ-ରକ୍ଷା, ମନ୍ଦିର ସୁରକ୍ଷାକୁ ଗୁରୁତ୍ୱ
ପୁରୀ ଅଫିସ,୬ା୧: ପୁରୀସ୍ଥିତ ରାଧାବଲ୍ଲଭ ମଠରେ ମଙ୍ଗଳବାର ଅଖିଳ ଭାରତୀୟ ସନ୍ଥ ସମିତି ଓଡ଼ିଶା ଶାଖାର ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମିତିର ଓଡ଼ିଶା ଶାଖା ସଭାପତି ସ୍ବାମୀ ଶଙ୍କରାନନ୍ଦ ଗିରି ପୌରୋହିତ୍ୟ କରିଥିଲେ। ଅଯୋଦ୍ଧାରେ ନିର୍ମାଣାଧୀନ ରାମ ମନ୍ଦିର ପାଇଁ…
Archives


