ବାପଘରକୁ ନେବା ବାଟରେ ସ୍ତ୍ରୀଙ୍କୁ ମାରିଦେଲେ
ଉମରକୋଟ, ୬।୧(ସ୍ବ.ପ୍ର.): ପାରିବାରିକ କଳହକୁ କେନ୍ଦ୍ର କରି ମଙ୍ଗଳବାର ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ୟୁଭି-୫୨ ଗ୍ରାମର ବିପ୍ଳବ ବିଶ୍ବାସ ତାଙ୍କ ସ୍ତ୍ରୀ ସିପ୍ରାଙ୍କୁ ହତ୍ୟା କରିଛନ୍ତି। ଏହାପରେ ବିପ୍ଳବ ଉମରକୋଟ ଥାନାରେ ଆତ୍ମସମର୍ପଣ କରିଛନ୍ତି। ପ୍ରକାଶ ଯେ, ବିପ୍ଳବ ଦେଢ଼ବର୍ଷ…
ପର୍ଯ୍ୟଟନସ୍ଥଳୀ: ‘ଟୁଙ୍କି’ ଜଳପ୍ରପାତ
ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନର ସବୁଜ ସୁନ୍ଦର ଓ ପ୍ରାକୃତିକ ଶୋଭା ଅନେକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ସୁଉଚ୍ଚ ପାହାଡ଼ରୁ ଝରୁଥିବା ଜଳ ସାଙ୍ଗକୁ ପଶୁପକ୍ଷୀଙ୍କ କଳରବ ପରିବେଶକୁ କରେ ଆନନ୍ଦମୁଖର। ଏଇଥି ପାଇଁ ହଜାର ହଜାର ଦର୍ଶକଙ୍କ ଭିଡ଼…
‘ଫାୟାର ପାର୍କ’ ଉଦ୍ଘାଟିତ
ଭୁବନେଶ୍ୱର, ୬।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭର୍ଚୁଆଲ୍ ମାଧ୍ୟମରେ ଭୁବନେଶ୍ୱରଠାରେ ‘ଫାୟାର ପାର୍କ’ ଉଦ୍ଘାଟନ କରିବା ସହ ଓଡ଼ିଶା ଅଗ୍ନିଶମ ସେବାର ପ୍ରଭାବୀ ଅନ୍ଲାଇନ ପୋର୍ଟାଲ ‘ଅଗ୍ନିଶମ ସେବା’ର ଶୁଭାରମ୍ଭ କରିଛନ୍ତି ା ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…
୪ ଅଭିଯୁକ୍ତ ଗିରଫ
ନିଶ୍ଚିନ୍ତକୋଇଲି/ମାହାଙ୍ଗା,୬ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ନୃତ୍ତାଙ୍ଗସ୍ଥିତ ଯଁକୁଟି ନିକଟରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳ ହତ୍ୟା ଘଟଣାରେ ଗ୍ରାମାଞ୍ଚଳ ପୋଲିସ ମଙ୍ଗଳବାର ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ଜଣଙ୍କୁ ଗିରଫ କରିଛି। ମୁଖ୍ୟ ଅଭିଯୁକ୍ତ ହେଲେ ଯଁକୁଟି…
ହସ୍ପିଟାଲ ରାସ୍ତାରେ ହାତୀ
ରାଇବଣିଆ, ୬ା୧: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧିନ ଖୁଆଡ଼ ହସ୍ପିଟାଲ ନିକଟରେ ମଙ୍ଗଳବାର ଏକ ଦନ୍ତାହାତୀ ରାସ୍ତାରେ ବୁଲୁଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଅଞ୍ଚଳବାସୀ ହାତୀକୁ ଦେଖି ଭୟଭୀତ ହୋଇପଡିଥିଲେ। ହାତୀଟି କାହାର କିଛି କ୍ଷତି କରୁ ନ ଥିବା…
ବାର୍ଡ ଫ୍ଲୁ ଆଶଙ୍କା: ପଠାଗଲା ୪୦୦ ନମୁନା
ଭୁବନେଶ୍ୱର,୬ା୧(ବ୍ୟୁରୋ): କରୋନା ମହାମାରୀ ସମ୍ପୂର୍ଣ୍ଣ ଥମି ନ ଥିବା ବେଳେ ବାର୍ଡ ଫ୍ଲୁ ଭଳି ଆଉ ଏକ ବିପଦର ଆଶଙ୍କା ଦେଖାଦେଇଛି। ବିଭିନ୍ନ ରାଜ୍ୟରେ ବିଦେଶାଗତ ପକ୍ଷୀଙ୍କ ସମେତ କାଉ ଓ ବତକ ଭଳି ପକ୍ଷୀ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ…
ଦୀପିକା ପାଦୁକୋଣଙ୍କ ସର୍ବାଧିକ ଆୟ କରିଥିବା ଫିଲ୍ମ
ବଲିଉଡ୍ର ଆଗଧାଡ଼ିର ଅଭିନେତ୍ରୀ ଦୀପିକା ପାଦୁକୋଣ ମଙ୍ଗଳବାର ୩୫ ତମ ଜନ୍ମଦିନ ପାଳନ କରିଛନ୍ତି। ୨୦୦୭ରେ କିଙ୍ଗ୍ ଖାନ ତଥା ଶାହାରୁଖ ଖାନଙ୍କ ଅପୋଜିଟ୍ରେ ଡେବ୍ୟୁ କରିଥିବା ଦୀପିକାଙ୍କୁ ବଲିଉଡ୍ରେ ବିତିଗଲାଣି ୧୩ ବର୍ଷ। ଆଉ ଏହା ମଧ୍ୟରେ ସେ ଫ୍ୟାନଙ୍କୁ…
ହୁଡ଼ିସାହିରେ ବିଜୁଳି ସାତସପନ
ଚମ୍ପୁଆ,୬।୧(ଡି.ଏନ.ଏ.)- ଦ୍ୱୀପ ତଳ ଅନ୍ଧାର ଭଳି ସ୍ବାଧୀନତାର ୭୨ ବର୍ଷ ପରେବି ବିଜୁଳି ଆଲୁଅ ଦେଖିବାରୁ ବଞ୍ଚିତ ହୋଇଛନ୍ତି ଚମ୍ପୁଆ ଏନ୍ଏସି ଅଧୀନରେ ରହିଥିବା ୧୩ ନଂ ୱାର୍ଡର ଆଦିବାସୀ ଗାଁ ନୁଆଗାଁ ହୁଡିସାହି। ଆଦିବାସୀମାନେ ଏଠାରେ କାହିଁ କେଉଁ କାଳରୁ…
ଆଦାନୀ ଓ୍ବିଲ୍ମର ବିଜ୍ଞାପନରୁ ବାଦ୍ ପଡିଲେ ଗାଙ୍ଗୁଲି
ନୂଆଦିଲ୍ଲୀ,୬।୧: ପୂର୍ବତନ ଅଧିନାୟକ ତଥା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ମୃଦୁ ହୃଦ୍ଘାତର ଶିକାର ହେବାର ୩ ଦିନ ପରେ ଆଦାନୀ ଓ୍ବିଲ୍ମର ଲିମିଟେଡ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଏହି କମ୍ପାନୀ ଗାଙ୍ଗୁଲିଙ୍କ ସହିତ…
ଓଡ଼ିଶା ଟି୨୦ କ୍ରିକେଟ ଲିଗ୍: ଟାଇଗର୍ସ ୨୯ ରନରେ ବିଜୟୀ
ଭୁବନେଶ୍ୱର,୬।୧(ସ୍ପୋଟର୍ସ ବ୍ୟୁରୋ): ଓଡ଼ିଶା ଟି୨୦ କ୍ରିକେଟ ଲିଗ୍ରେ ମଙ୍ଗଳବାର ଖେଳାଯାଇଥିବା ପ୍ରଥମ ମ୍ୟାଚ୍ରେ ଓଡ଼ିଶା ଟାଇଗର୍ସ ୨୯ ରନରେ ଓଡ଼ିଶା ଚିତାସ୍କୁ ପରାସ୍ତ କରିଛି। ମଙ୍ଗଳବାର ଟୁର୍ନାମେଣ୍ଟରେ ୧୯ତମ ମ୍ୟାଚ୍ରେ ଟସ୍ ଜିତି ଟାଇଗର୍ସ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦…
୬୨ ବର୍ଷରେ ପାଦ ଦେଲେ କପିଲ୍ ଦେବ: ବହୁ ଅଭିନେତ୍ରୀଙ୍କ ସହିତ ପ୍ରେମ ସମ୍ପର୍କ ନେଇ ଥିଲେ ଚର୍ଚ୍ଚାରେ…
ନୂଆଦିଲ୍ଲୀ,୬।୧: ଅଲ୍ରାଉଣ୍ଡର କ୍ରିକେଟ୍ ତାରକା କପିଲ୍ ଦେବଙ୍କୁ ବୁଧବାର ୬୧ ବର୍ଷ ପୂରଣ ହୋଇଛି। ସେ ୬୨ ବର୍ଷରେ ପାଦ ଥାପିଛନ୍ତି। ସେ ୧୯୫୯ ଜାନୁୟାରୀ ୬ରେ ଚଣ୍ଡିଗଡ଼ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ କପିଲ୍ ଦେବ୍ ରାମଲାଲ୍ ନିଖଞ୍ଜ୍।…
ଉଚ୍ଚଶିକ୍ଷା ପାଇଁ ବାଳିକା କରନ୍ତି ଏପରି…
ଯୁବବର୍ଗଙ୍କୁ ଗୁଣବତ୍ତାଯୁକ୍ତ ଶିକ୍ଷା ଯୋଗାଇ ଦେବା ପାଇଁ ପୃଥିବୀର ବିଭିନ୍ନ ଦେଶର ସରକାର ନାନା ଶିକ୍ଷାନୀତିର ପ୍ରଣୟନ କରିଥାନ୍ତି। ତେବେ କେତେକ ଗରିବ ଦେଶରେ ଅଭିଭାବକ ଶିକ୍ଷା ଲାଗି ହେଉଥିବା ଖର୍ଚ୍ଚ ବହନ କରିପାରି ନ ଥାନ୍ତି। ଫଳରେ ପରିବାରରେ ପିଲାମାନେ…
Archives


