Home Left

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘X’ରେ ପୋଷ୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀ ଗୀତର ଲିଙ୍କ୍‌ ଶେୟାର କରି ହିନ୍ଦୀରେ ଲେଖିଛନ୍ତି…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ ଖରିଫ୍‌ରେ ଅମଳ ହୋଇଥିବା ଧାନ ବିକ୍ରି ପାଇଁ ଏପର୍ଯ୍ୟନ୍ତ ଜିଲାର ଅନେକ ଚାଷୀ…

ଦେଶୀ ବନ୍ଧୁକ ଜବତ, ଜଣେ ଗିରଫ

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ପୋଲିସ ରବିବାର ଉକ୍ତ ଥାନା ଅନ୍ତର୍ଗତ ଧଉରାଖମଣ ଗ୍ରାମର କେଶବ ହେମ୍ରମ (୩୦) ନାମକ ଜଣେ ବ୍ୟକ୍ତିଙ୍କ ଠାରୁ ଏକ ସିଙ୍ଗଲ ବ୍ୟାରେଲ ଦେଶୀ ବନ୍ଧୁକ ଓ…

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ ସଫଳତା ମିଳିଛି । ଗତ ଶୁକ୍ରବାର ଦିନ ଘରେ ତାଲା ପକାଇ ସମ୍ପର୍କୀୟଙ୍କ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ ଥର ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି । ଦିଗପହଣ୍ଡି ପୋଲିସ ଘର ଭିତରୁ ପଙ୍ଖାରେ ଝୁଲୁଥିବା ଅବସ୍ଥାରେ ଯୁବତୀଙ୍କ ମୃତଦେହ ଜବତ…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବରଗଡ଼ ଜିଲା ଗାଇସିଲେଟର…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି । ଡ୍ରାଇଭରମାନଙ୍କ ବେପରୁଆ ଗାଡି ଚାଳନା ଯୋଗୁଁ ଅନେକ ସମୟରେ ଛୋଟ ବଡ଼…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି । ଗତ କିଛି ଦିନ ଧରି ଏଠାରେ ଥିବା ଭାଙ୍ଗିରୁଜି ଯାଇଥିବା Cattle…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏନେଇ ଗାଁ ଉତ୍ସବ ମୁଖର ହୋଇ ପଡିଛି। ଚୈତ୍ର ଶୁକ୍ଳ…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ । କନଷ୍ଟେବଳଙ୍କ ଏଭଳି କାର୍ଯ୍ୟ ପାଇଁ ତାଙ୍କୁ ପ୍ରଶଂସା କରୁଛନ୍ତି ସ୍ଥାନୀୟ ଲୋକେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ ମେଡିକାଲଠାରୁ କିଛି ଦୂରରେ ଥିବା ରାସ୍ତା କଡ ତାର ବାଡ଼ରେ ପିଟିହୋଇ ଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?