Home Left

ଛୁଟି ନେଇ ଘରକୁ ଯିବା ଏହି କ୍ରିକେଟରଙ୍କୁ ପଡିଲା ମହଙ୍ଗା; ଦଳରୁ ପଡିଲେ ବାଦ୍‌

ସିଡନୀ,୫।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଜାନୁଆରୀ ୭ରୁ ଅଷ୍ଟ୍ରେଲିଆରେ ସିଡନୀରେ ଖେଳାଯିବ। ଦୁଇ ଦଳ ମଧ୍ୟରେ ଚାରିଟି ଟେଷ୍ଟ ମ୍ୟାଚର ସିରିଜ ୧-୧ ବରାବର ରହିଛି। କିନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ଆୟୋଜକ ଅଷ୍ଟ୍ରେଲିଆ…

ଦଳ ଛାଡ଼ିବା ପରେ ନିଲମ୍ବନ ହେଲେ ଭଗବାନ

ଭୁବନେଶ୍ୱର,୫।୧(ବ୍ୟୁରୋ) ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ ଦର୍ଶାଇ ପୁରୀ ଜିଲା ବ୍ରହ୍ମଗିରି ମଣ୍ଡଳ ସଭାପତି ଭଗବାନ ନାୟକଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରାଯାଇଛି। ଏନେଇ ଦଳର ରାଜ୍ୟ…

ସୁନ୍ଦର ସହର ଗଢ଼ି ତୋଳିବାକୁ ଆହ୍ବାନ

ବ୍ରହ୍ମପୁର ଅଫିସ୍‌,୫।୧: ବ୍ରହ୍ମପୁର ମହାନଗରକୁ ଦେଶରେ ସୁନ୍ଦର ସହର ଭାବେ ଗଢ଼ି ତୋଳିବା ପାଇଁ ପରିକଳ୍ପନା କରାଯାଇଛି। ତେଣୁ ସମସ୍ତେ ମିଳିମିଶି ଏହାର ସଫଳ ରୂପାୟନ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେଶମ ନଗରବାସୀଙ୍କୁ ଆହ୍ବାନ ଦେଇଛନ୍ତି। ସହରରେ ବାଣିଜ୍ୟ…

ଆଇଏଫ୍‌ଏଫ୍‌ଆଇରେ ପ୍ରଦର୍ଶିତ ହେବ ୩ ଓଡ଼ିଆ ଫିଲ୍ମ

ଭୁବନେଶ୍ୱର,୫।୧(ବ୍ୟୁରୋ): ଦେଶର ସର୍ବବୃହତ୍‌ ଚଳଚ୍ଚିତ୍ର ମହୋତ୍ସବ ‘ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ ଅଫ୍‌ ଇଣ୍ଡିଆ-୨୦୨୦’ ଆଇଏଫ୍‌ଏଫ୍‌ଆଇ ଗୋଆରେ ଏଥର ପ୍ରଦର୍ଶିତ ହେବ ୩ ଓଡ଼ିଆ ଚଳଚ୍ଚିତ୍ର। ଏହାସହ ଗତବର୍ଷ ପରଲୋକ ଗମନ କରିଥିବା ଓଡ଼ିଆ ଚଳଚ୍ଚିତ୍ର ଜଗତର ଦୁଇ ବରିଷ୍ଠ ଅଭିନେତା ବିଜୟ…

ଭାରତୀୟ ଦଳକୁ ବଡ଼ ଝଟ୍‌କା: ଆହତ ହୋଇ ସିରିଜ୍‌ରୁ ବାଦ୍‌ ପଡିଲେ ଏହି ଖେଳାଳି

ସିଡନୀ,୫।୧: ଅଷ୍ଟ୍ରେଲିଆ ବିପକ୍ଷ ବାକି ଦୁଇଟି ଟେଷ୍ଟରୁ ଭାରତୀୟ ଦଳର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲଙ୍କୁ ବାଦ ଦିଆଯାଇଛି। ଓପନିଂ ବ୍ୟାଟିଂ, ମିଡିଲ ଅର୍ଡର ବ୍ୟାଟିଂ ତଥା ଉଇକେଟ କିପିଂର ବିକଳ୍ପ ଭାବେ ରାହୁଲଙ୍କୁ ଏପର୍ଯ୍ୟନ୍ତ ଟେଷ୍ଟ ସିରିଜରେ ସୁଯୋଗ ମିଳି ନ…

ଗୋବରଗୋଲା ଜଳପ୍ରପାତ

ପର୍ଯ୍ୟଟନ ଋତୁ ଆସିଲେ କଳାହାଣ୍ଡି ଜିଲାର ପର୍ଯ୍ୟଟନସ୍ଥଳୀ ମଧ୍ୟରୁ ମନେପଡେ ଗୋବରଗୋଲା ଜଳ ପ୍ରପାତ। ଜିଲାର ସଦରମହକୁମା ଭବାନୀପାଟଣାଠାରୁ ଏହାର ଦୂର ପ୍ରାୟ ୪୫ କି.ମି.। ଜୁନାଗଡ ବ୍ଲକ ଅନ୍ତର୍ଗତ ବୁଡିଦର ପଞ୍ଚାୟତରେ ଏହି ମନୋରମ ପର୍ଯ୍ୟଟନସ୍ଥଳୀ ରହିଛି। ଏବେ ବି…

ବିଧାୟକ ପ୍ରଦୀପଙ୍କ ଜାମିନ ଆବେଦନ ମାମଲା: କେସ୍‌ ଡାଏରି ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୫।୧(ଡି.ଏନ.ଏ.): ପୂର୍ବତନ ମନ୍ତ୍ରୀ ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ଦେବବ୍ରତ ଦାସ ଏହି ମାମଲାର ଶୁଣାଣି କରି କେସ୍‌ ଡାଏରି ଦାଖଲ କରିବାକୁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ…

ଶ୍ରୀଲଙ୍କାରେ ପହଞ୍ଚିବା ପରେ କରୋନା ପଜିଟିଭ ହେଲେ ଏହି ଖେଳାଳି

କଲମ୍ବୋ, ୫।୧: ଇଂଲଣ୍ଡର ଅଲରାଉଣ୍ଡର ମୋଇନ ଅଲି ଦଳ ସହ ଶ୍ରୀଲଙ୍କାରେ ପହଞ୍ଚିବା ପରେ କରୋନା ଟେଷ୍ଟ ହେବାରୁ ତାଙ୍କର ରିପୋର୍ଟ ପଜିଟିଭ ଆସିଛି। ଆଗାମୀ ୧୦ ଦିନ ପର୍ଯ୍ୟନ୍ତ ସେ କ୍ୱାରାଣ୍ଟାଇନରେ ରହିବେ। ଇଂଲଣ୍ଡ ଏବଂ ଓ୍ବେଲ୍ସ କ୍ରିକେଟ ବୋର୍ଡ…

ବ୍ରିଟେନରେ ବଢୁଛି କରୋନା ସଂକ୍ରମଣ ସଂଖ୍ୟା: ଜରୁରୀ ବୈଠକ ପରେ ସମ୍ପୂର୍ଣ୍ଣ ଦେଶ ଲକ୍‌ଡାଉନ

ଲଣ୍ଡନ,୫ ।୧: ବ୍ରିଟେନରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଦେଖି ପ୍ରଧାନମନ୍ତ୍ରୀ ବୋରିସ ଜନସନ ସମ୍ପୂର୍ଣ୍ଣ ଦେଶକୁ ଲକ୍‌ଡାଉନ ଘୋଷଣା କରିଛନ୍ତି । କାରଣ ଏବେ ଦେଶ ଭାଇରସର ନୂଆ ଷ୍ଟ୍ରେନ୍ ସହ ଲଢୁଥିବାରୁ ପ୍ରଧାନମନ୍ତ୍ରୀ ଏଭଳି…

ଜରିମାନାରୁ ବଞ୍ଚାଉଛି, ଜୀବନ ନେଉଛି

ଭୁବନେଶ୍ୱର,୫।୧(ବ୍ୟୁରୋ): ବାଇକ୍‌ ଚାଳକଙ୍କ ସୁରକ୍ଷା କବଚ ହେଉଛି ହେଲ୍‌ମେଟ୍‌। ଦୁର୍ଘଟଣାଜନିତ ମୃତ୍ୟୁ ରୋକିବାକୁ ହେଲ୍‌ମେଟ୍‌ ପିନ୍ଧି ବାଇକ୍‌ ଚଳାଇବା ବାଧ୍ୟତାମୂଳକ କରାଯାଇଛି। କିଛିଦିନ ତଳେ ପରିବହନ ବିଭାଗ ପକ୍ଷରୁ ଡବଲ୍‌ ହେଲ୍‌ମେଟ୍‌ ନିୟମ କରାଯାଇଥିବାବେଳେ ନୂଆବର୍ଷରୁ ଏହା କାର୍ଯ୍ୟକାରୀ ହୋଇଛି। ଏହାପରଠୁ…

ଅନ୍ୟ ଜଣେ ଯୁବତୀଙ୍କ ପ୍ରେମରେ ସ୍ବାମୀ, ସ୍ତ୍ରୀ ଦେଲେ ଏମିତି ଅଫର୍‌

ଭୋପାଳ,୫।୧୨: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ତ୍ରିକୋଣୀୟ ପ୍ରେମ କାହାଣୀ ଦେଖିବାକୁ ମିଳିଛି। ଜଣେ ସ୍ତ୍ରୀ ଦେଢ ଼ କୋଟି ଟଙ୍କା ନେଇ ତାଙ୍କ ସ୍ବାମୀଙ୍କୁ ପ୍ରେମିକାଙ୍କ ସହ ଛାଡି ଦେଇଥିଲେ। ଫ୍ୟାମିଲି କୋର୍ଟରେ କିଛି ଦିନ ପୂର୍ବରୁ ଏକ ଅଭିଯୋଗ…

୩-୪ ଡଲାରରେ ଟିକା ଯୋଗାଇବ ସେରମ୍‌

ନୂଆଦିଲ୍ଲୀ, ୫।୧(ପି.ଟି.): ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଓ ଅଷ୍ଟ୍ରାଜେନିକା ଦ୍ୱାରା ବିକଶିତ ତଥା ଭାରତର ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ପ୍ରସ୍ତୁତ କରୋନା ଟିକା ‘କୋଭିଶିଲ୍ଡ’ ସରକାରଙ୍କୁ ସ୍ବତନ୍ତ୍ର ମୂଲ୍ୟ ୩ରୁ ୪ ଡଲାର (୨୧୯ରୁ ୨୯୨ ଟଙ୍କା)ରେ ଯୋଗାଇ ଦିଆଯିବ ବୋଲି ସେରମ୍‌ ସିଇଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri