Home Left

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ପାଣି ମୋଟର ଏବଂ କିଛି ଆସବାବପତ୍ର କେହି ନେଇଯାଇଥିବା ଜଣାପଡିଛି ।…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ ବ୍ୟାପି ସ୍ୱାମୀ ଚେତନାନନ୍ଦ ସରସ୍ୱତୀ ପରମହଂସ ଦେବଙ୍କ ୯୪ତମ ଜନ୍ମୋତ୍ସବ ମହାସମାରୋହରେ ପାଳିତ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ – ବିପରୀତରେ, ସଙ୍କେତଗୁଡ଼ିକ ଶତ୍ରୁତା ବୃଦ୍ଧିକୁ ସୂଚିତ କରୁଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି । ଏହି ସିଜିନ୍‌ରେ ପାକିସ୍ତାନ ସୁପର…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ, ଗ୍ରାମରେ ଥିବା ପ୍ରାୟ ୮ ଏକର ସରକାରୀ ଜମିରୁ କିଛି ବ୍ୟକ୍ତି ଅବୈଧ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ ମିଳିପାରି ନାହିଁ। ବାଇକ୍‌ରେ ଦୁହେଁ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି।…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ତାଙ୍କ ପୋଷ୍ଟରେ, ଟ୍ରମ୍ପ ଦୃଢ଼ ଭାବରେ କହିଛନ୍ତି…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ଗତକାଲି(ଶନିବାର) ବିଳମ୍ବିତ…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ ମହାନଗର ପୋଲିସ ଷ୍ଟେସନ ଅଧୀନସ୍ଥ ନିଶାତଗଞ୍ଜ ଅଞ୍ଚଳର ଲେନ୍ ନମ୍ବର ୨ରେ ଘଟିଛି।…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ ୪ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସୂଚନାରୁ ପ୍ରକାଶ, ଭେଲୋରା…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ କରିଛନ୍ତି ଯେ ଏହି ଦୁର୍ଘଟଣାରେ ଛଅ ଜଣଙ୍କର ମୃତ୍ୟୁ ହୋଇଛି । ଏହି…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨ ଜଣକୁ ଅଟକ ରଖି ପଚରାଉଚୁରା ଜାରି ରହିଛି । ଘଟଣାରେ ଅଧିକ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?