Home Left

ସେଲ୍‌ଫି ନେବା ସମୟରେ ନଦୀରେ ଖସି ପଡ଼ିଥିଲେ ଯୁବତୀ: ଆଜି ମିଳିଲା ମୃତଦେହ

ସୁନ୍ଦରଗଡ଼/ବାଲିଶଙ୍କରା,୪।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅନ୍ତର୍ଗତ ଇବ୍‌ ନଦୀର ଘୋଘର ଘାଟକୁ ରବିବାର ପିକ୍‌ନିକ୍‌ କରିବାକୁ ଆସିଥିବା ଜଣେ ଯୁବତୀ ସେଲ୍‌ଫି ନେବାବେଳେ ପାଣିରେ ଖସି ପଡ଼ି ନିଖୋଜ ଥିଲେ। ଯୁବତୀ ଜଣକ ହେଉଛନ୍ତି ରାଜଗାଙ୍ଗପୁରର ଅନୁପମା ପ୍ରଜାପତି(୨୪)। ଖବର…

ଆଣ୍ଟିବାୟୋଟିକ୍‌ ଖାଉଥିଲେ…

କେତେକ ରୋଗ ପାଇଁ ନିର୍ଦ୍ଦିଷ୍ଟ ଔଷଧ ସହ ଆଣ୍ଟିବାୟୋଟିକ ଖାଇବାକୁ ପଡିଥାଏ। ତେବେ ଏହି ସମୟରେ ଡାକ୍ତରଙ୍କ ସହ ପରାମର୍ଶ କରିବାକୁ ଆଦୌ ଭୁଲନ୍ତୁ ନାହିଁ। ଆପଣଙ୍କ ରୋଗ ବିଷୟରେ ପରାମର୍ଶ କରୁଥିବା ଡାକ୍ତରଙ୍କୁ ବିଷଦ ଭାବରେ କୁହନ୍ତୁ। କାରଣ ତାହାକୁ…

ଡ୍ରଗ୍ସ ମାମଲାରେ ଗିରଫ ହେଲେ ଆଉ ଜଣେ ଅଭିନେତ୍ରୀ

ନୂଆ ଦିଲ୍ଲୀ, ୪।୧: ଡ୍ରଗ୍ସ ମାମଲା ଏବେ ଆଉ ଜଣେ ଅଭିନେତ୍ରୀଙ୍କୁ ଗିରଫ କରାଯାଇଛି। ସେ ଜଣେ ଟଲିଉଡ୍‌ ଅଭିନେତ୍ରୀ ବୋଲି ଜଣାପଡ଼ିଛି। ତାଙ୍କର ବୟସ ୨୦ ହେବ। ଅଭିନେତ୍ରୀଙ୍କ ନିକଟରୁ କିଛି ପରିମାଣର ଡ୍ରଗ୍ସ ଜବତ କରିଛି ଏନ୍‌ସିବି। ଏନ୍‌ସିବି…

ଏହି ସର୍ତ୍ତରେ ଅଭ୍ୟାସ କରିବେ ୫ ଭାରତୀୟ ଖେଳାଳି

ସିଡନୀ,୪।୧: ଭାରତୀୟ ଦଳର ୫ ଖେଳାଳି ନୂଆବର୍ଷରେ ବାହାର ରେଷ୍ଟୁରାଣ୍ଟରେ ଖାଇବାକୁ ନେଇ ବିବାଦ ଦେଖାଦେଇଛି। ରୋହିତ ଶର୍ମାଙ୍କ ସମେତ ୫ ଜଣ ଭାରତୀୟ ଖେଳାଳି ମେଲବୋର୍ନରୁ ସିଡନୀକୁ ସମଗ୍ର ଦଳ ଯାଇଛନ୍ତି କିନ୍ତୁ ସେମାନଙ୍କୁ ଦଳ ସହିତ ସ୍ବତନ୍ତ୍ର ଭାବେ…

ସ୍ବପ୍ନକୁ ବି କରିହେବ ହ୍ୟାକ୍‌

ଓ୍ବାଶିଂଟନ,୪।୧: ସ୍ବପ୍ନ ମଣିଷର ନିୟନ୍ତ୍ରଣ ବାହାରେ ରହିଥାଏ। ତେବେ ଏହାକୁ ନିୟନ୍ତ୍ରଣ କରିବା ଏବେ ସମ୍ଭବ ହେବ। ମଣିଷ ନିଜ ପସନ୍ଦ ଅନୁସାରେ ଏବେ ସ୍ବପ୍ନ ଦେଖି ପାରିବ। ଏନେଇ ଏକ ଡିଭାଇସ୍‌ ପ୍ରସ୍ତୁତ କରାଯାଉଛି। ଏହାର ବ୍ୟବହାର ଦ୍ୱାରା ମଣିଷର…

ସାବଧାନ! ଗାଡ଼ି ପାର୍ଟରେ ବି କରୋନା ଭୂତାଣୁ

ବେଜିଂ,୪।୧: ସମଗ୍ର ବିଶ୍ୱ ବର୍ତ୍ତମାନ କରୋନା ମହାମାରୀ ସହିତ ଲଢୁଛି। ଏହି ଭୂତାଣୁର ନୂଆ ଷ୍ଟ୍ରେନ୍‌ ପୁଣି ଥରେ ଲୋକଙ୍କୁ ଭୟଭୀତ କରିଛି। ଏହି ସମୟରେ ଚାଇନାରୁ କରୋନା ସମ୍ପର୍କରେ ଆସିଥିବା ଆଉ ଏକ ଖବର ଆହୁରି ଚକିତ କରିଛି। ଚାଇନାରେ…

ଘରୋଇ ହସ୍ପିଟାଲକୁ ମାର୍ଚ୍ଚ ସୁଦ୍ଧା ମିଳିବ କରୋନା ଟିକା: ପୁନାୱାଲା

ନୂଆଦିଲ୍ଲୀ,୪ ।୧: ସରକାର ପୁଣେ ସ୍ଥିତ ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ(ସିଆଇଆଇ)ର କରୋନା ଭ୍ୟାକ୍ସିନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହାଦ୍ୱାରା କେବଳ ସ୍ୱାସ୍ଥ୍ୟକର୍ମୀ ନୁହେଁ ବରଂ ସାଧାରଣ ଜନତା ମଧ୍ୟ ଲାଭ ପାଇବେ ବୋଲି କୁହାଯାଉଛି । ସିରମ ଇନଷ୍ଟିଚ୍ୟୁଟ…

ମାଲାୟଲମ ଗୀତିକାର ଅନିଲଙ୍କ ପରଲୋକ: କରୋନାରେ ହୋଇଥିଲେ ଆକ୍ରାନ୍ତ

ଥିରୁଭାନନ୍ତପୁରମ୍‌,୪।୧: ଲୋକପ୍ରିୟ ମାଲାୟଲମ ଗୀତିକାର ଅନିଲ ପାନାଚୋରାନ୍‌ଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ହୋଇଥିଲା। ଗତ ଏକ ସପ୍ତାହ ଧରି ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିଲା। ସେ କରୋନାରେ ଆକ୍ରାନ୍ତ ହୋଇ କୋଲମ୍‌ ଜିଲାର ଏକ ହସ୍ପିଟାଲରେ…

ଦୁର୍ଘଟଣାର ଶିକାର ହେଲେ ଏହି ଅଭିନେତା

ଛୋଟ ପରଦାର ଚର୍ଚ୍ଚିତ ରିଆଲିଟି ଶୋ’ ‘ବିଗ୍‌ ବସ୍‌-୧୪’ର ପ୍ରତିଯୋଗୀ ରହିସାରିଥିବା ଅଭିନେତା ନିଶାନ୍ତ ସିଂହ ମଲଖାନ ଦୁର୍ଘଟଣାର ଶିକାର ହୋଇଛନ୍ତି। ସେ ମୁମ୍ବାଇରୁ ଜେସଲମେର ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ମାତ୍ର ନିଶାନ୍ତ ସମ୍ପୂର୍ଣ୍ଣ ସୁରକ୍ଷୀତ ଅଛନ୍ତି, କିନ୍ତୁ…

ବିର୍ଜୁ କୁଲୁଙ୍କ ପତ୍ତା ମିଳୁନି

ସୁନ୍ଦରଗଡ଼,୪।୧(ଡି.ଏନ୍‌.ଏ.) ୨୦ ବର୍ଷ ପାକିସ୍ତାନ ଜେଲ୍‌ରେ ସଜା କାଟିବା ପରେ ଗତ ନଭେମ୍ବରରେ ଜନ୍ମମାଟିକୁ ଫେରିଥିବା ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ବିରଙ୍ଗାଟୋଲିର ବିର୍ଜୁ କୁଲୁ (୫୫) ଶନିବାର ରାତିରେ ନିଖୋଜ ହୋଇଯାଇଛନ୍ତି। ଏ ନେଇ ତାଙ୍କ ଭଉଣୀ ଟେଡ୍ରାସ…

ଭବିଷ୍ୟବାଣୀ କଲେ ଏହି ପ୍ରସିଦ୍ଧ କ୍ରିକେଟର୍‌!

ସିଡନୀ,୪।୧: ଭାରତ ଏବଂ ଅଷ୍ଟ୍ରେଲିଆର ମଧ୍ୟ ଚାଲିଥିବା ବର୍ଡର-ଗାଭାସ୍କର ସିରିଜ ମଧ୍ୟରେ ଏକ ବିବାଦ ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର କିଛି ଖେଳାଳି ମେଲବୋର୍ନର ହୋଟେଲରେ ଖାଇବାକୁ ଯାଇଥିଲେ। ସେଠାରେ ବାୟୋ ବବୁଲ ଭାଙ୍ଗିବାକୁ ନେଇ ବିବାଦ ସାମ୍ନାକୁ ଆସିଥିଲା ଏବଂ…

ଡାଇବେଟିସ୍‌ ରୋଗୀଙ୍କ ପାଇଁ

ଯଦି ଆପଣ ଡାଇବେଟିସ୍‌ ଦ୍ୱାରା ଆକ୍ରାନ୍ତ ତେବେ କେତୋଟି ବିଷୟ ପ୍ରତି ଯଥେଷ୍ଟ ଧ୍ୟାନ ଦେବାକୁ ପଡିଥାଏ। ଖାଦ୍ୟପେୟ ବ୍ୟତୀତ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ଆପଣଙ୍କ ରକ୍ତରେ ସୁଗାର ପରିମାଣ କେତେ ରହୁଛି ତାହା ପରୀକ୍ଷା କରାଇ ନେବାକୁ ଭୁଲନ୍ତୁ ନାହିଁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri