ସିନେଟରଙ୍କ ଘର ଆଗରେ ଘୁଷୁରିମୁଣ୍ଡ
ଓ୍ବାଶିଂଟନ, ୪ା୧: ଆମେରିକା ସିନେଟର ରିପବ୍ଲିକାନ ସଦସ୍ୟ ମିଚ ମ୍ୟାକକୋନେଲ ଏବଂ ଡେମୋକ୍ରାଟ ସ୍ପିକର ନାନ୍ସୀ ପେଲୋସିଙ୍କ ଘର ଆଗରେ ହୋୟାର ଇଜ୍ ମାଇ ମନି (ମୋ ଟଙ୍କା କେଉଁଠି ଅଛି) ବୋଲି ଲେଖିବା ସହ କେହି ଘୁଷୁରି ମୁଣ୍ଡ ଏବଂ…
ଚାଇନା ସୈନ୍ୟବାହିନୀକୁ ଅଧିକ କ୍ଷମତା
ବେଜିଂ, ୪।୧(ପି.ଟି.): ଚାଇନାର ଜାତୀୟ ପ୍ରତିରକ୍ଷା ଆଇନରେ ସଂଶୋଧନ କରାଯାଇ ରାଷ୍ଟ୍ରପତି ଶି ଜିନ୍ପିଙ୍ଗଙ୍କ ନେତୃତ୍ୱାଧୀନ ସୈନ୍ୟବାହିନୀକୁ ଅଧିକ କ୍ଷମତା ପ୍ରଦାନ କରାଯାଇଛି। ଜାତୀୟ ସ୍ବାର୍ଥର ସୁରକ୍ଷା ପାଇଁ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍ଏ) ଉଭୟ ଦେଶ ଭିତରେ ଓ…
ମାହାଙ୍ଗା ଡବଲ ମର୍ଡର: ବିଜେଡିକୁ ଭାଜପାର ଅଙ୍ଗୁଳି
ଭୁବନେଶ୍ୱର,୪।୧(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଦଳର ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି, ପଶ୍ଚିମବଙ୍ଗ ପରି ଓଡ଼ିଶାରେ ରାଜନୈତିକ ହିଂସା ଦେଖାଦେଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ସ୍ବର ଉତ୍ତୋଳନ କଲେ ଯେପରି ଭାଜପା ନେତାଙ୍କୁ…
୫ କୋଟି ଫି’ ଛାଡ଼ କଲେ ଡାକ୍ତର
ଓ୍ବାଶିଂଟନ୍, ୪ା୧: ଆମେରିକାର ଜଣେ କ୍ୟାନ୍ସର ରୋଗ ବିଶେଷଜ୍ଞ ତାଙ୍କ ରୋଗୀଙ୍କ ପ୍ରାୟ ୫ କୋଟି ଟଙ୍କା ଫି’ ଛାଡ଼ କରି ଉଦାହରଣ ସୃଷ୍ଟି କରିଛନ୍ତି। ପାକିସ୍ତାନ ବଂଶୋଦ୍ଭବ ଡା. ଉମର ଅତିକ୍ ନିଜ କ୍ଲିନିକରେ ୨୦୦ରୁ ଊର୍ଦ୍ଧ୍ୱ କ୍ୟାନ୍ସର ପୀଡ଼ିତଙ୍କ…
ଗାଁ ଜମି ନ ଫେରାଇଲେ ଆନ୍ଦୋଳନ: ସୁର
ଖୋର୍ଦ୍ଧା ଅଫିସ,୪।୧: ଗାଁ ସଂସ୍କୃତି ଓ ପରମ୍ପରା ସମାଜକୁ ଉଜ୍ଜୀବିତ କରିଥାଏ। ତେବେ ଗାଁ ଜମି, ଖେଳପଡ଼ିିଆ, ଶ୍ମଶାନ ଜମି, ମେଲଣ ପଡ଼ିିଆ ଉପରେ ରାଜ୍ୟ ସରକାରଙ୍କ ଦୃଷ୍ଟି ପଡ଼ିିଛି। ସରକାର କମ୍ ମୂଲ୍ୟରେ ଏସବୁକୁ ଇଡ୍କୋ ହାତକୁ ଟେକି ଦେଇଛନ୍ତି।…
ଓଡ଼ିଶାରେ ଦ୍ୱିତୀୟଥର ହେବ ଜାତୀୟ ସିନିୟର ଭଲିବଲ
ଭୁବନେଶ୍ୱର, ୪।୧(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ କ୍ରମାଗତ ଦ୍ୱିତୀୟଥରପାଇଁ ହେବ ଜାତୀୟ ସିନିୟର ଭଲିବଲ ଚାମ୍ପିୟନଶିପ୍। ଭଲିବଲ ଇତିହାସରେ ପ୍ରଥମଥରପାଇଁ ଗତବର୍ଷ ଏହି ପ୍ରତିଯୋଗିତା ଆୟୋଜନ କରି ରାଜ୍ୟ ପ୍ରଶଂସା ସାଉଁଟିଥିଲା। ଜାତୀୟ ସିନିୟର ଭଲିବଲର ୬୮ତମ ସଂସ୍କରଣ କିଟ୍ ବିଶ୍ୱବିଦ୍ୟାଳୟ ପରିସରରେ…
ସଂଗ୍ରାମ ପୁଣି ଜଗତ୍ସିଂହପୁର ଜିଲାପାଳ
ଜଗତସିଂହପୁର ଅଫିସ,୪।୧: ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓଏସ୍ଡି ଭାବେ କାର୍ଯ୍ୟ କରୁଥିବା ସଂଗ୍ରାମ କେଶରୀ ମହାପାତ୍ର ପୁଣି ଜଗତ୍ସିଂହପୁର ଜିଲାପାଳ ଭାବେ ନିଯୁକ୍ତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ…
ଆଜି ଶପଥ ନେବେ ହାଇକୋର୍ଟର ମୁଖ୍ୟ ବିଚାରପତି
ଭୁବନେଶ୍ୱର,୪।୧(ବ୍ୟୁରୋ): ସୋମବାର ଶପଥ ନେବେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଡକ୍ଟର ଏସ୍ ମୁରଲୀଧର। ସକାଳ ୯.୩୦ ମିନିଟରେ ରାଜଭବନରେ ଶପଥ ଗ୍ରହଣ ଉତ୍ସବ ରହିଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥପାଠ କରାଇବେ। ନବ ନିଯୁକ୍ତ…
ଭାରତୀୟ ମହିଳା ହକି ଦଳରେ ଓଡ଼ିଶାର ୪
ନୂଆଦିଲ୍ଲୀ, ୪।୧: ରାଣୀ ରାମପାଲଙ୍କ ନେତୃତ୍ୱରେ ଭାରତୀୟ ମହିଳା ହକି ଦଳ ରବିବାର ଆର୍ଜେଣ୍ଟିନା ଗସ୍ତ କରିଛି। ହକି ଇଣ୍ଡିଆ ପକ୍ଷରୁ ଘୋଷିତ ୨୫ ଜଣିଆ ଦଳରେ ଓଡ଼ିଶାର ୪ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ଦୀପ୍ ଗ୍ରେସ୍ ଏକ୍କା,…
ଆଜି ଦ୍ୱିତୀୟ ଦିନରେ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ
ଭୁବନେଶ୍ୱର,୪।୧(ବ୍ୟୁରୋ): ଦୀର୍ଘମାସର ପ୍ରତୀକ୍ଷା ପରେ ରବିବାର ରାଜ୍ୟର ସମସ୍ତ ମନ୍ଦିର ଖୋଲିଛି। ଭାବ ଓ ଭକ୍ତିମୟ ପରିବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଭଗବାନ। ଭୁବନେଶ୍ୱରର ପ୍ରସିଦ୍ଧ ଶୈବପୀଠ ଲିଙ୍ଗରାଜ ମନ୍ଦିର, କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର, ସମ୍ବଲପୁରର ଅଧିଷ୍ଠାତ୍ରୀ…
ସୁରକ୍ଷା ଖୋଜୁଛି ବାଘମାମୁଁ: ସଂଖ୍ୟା ବୃଦ୍ଧି ଉତ୍ସାହ ଭିତରେ ନୈରାଶ୍ୟ ଆଣିଛି ମୃତ୍ୟୁ
ଭୁବନେଶ୍ୱର,୪।୧(ବ୍ୟୁରୋ): ଆଈମା’ କାହାଣୀ ଶୁଣିବାବେଳେ ପିଲେ ଦୁଷ୍ଟ ହେଲେ ବାଘମାମୁ ଆସିବ କହି ଡରାଯାଏ। ଏବେ ସମୟ ବଦଳି ଯାଇଛି। ବାଘ ଛୁଆଟି କଥା ନ ମାନିଲେ ମଣିଷ ଆସିବ କହି କୋଳେଇ ନେଉଛି ବାଘ ମା’। ବାଘର ସବୁଜ ଘର…
ସଂଖ୍ୟା ବଢ଼ିଲେ ସମ୍ଭବ
ଅନୁଗୋଳ ଅଫିସ, ୪।୧: ୯ ମାସ ପରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମିଳିଛି ଅନୁମତି। ମାତ୍ର ୨ଶହ ଲୋକଙ୍କ ଉପସ୍ଥିତିରେ ମଞ୍ଚରେ କଳା ପ୍ରଦର୍ଶନ କରାଯାଇପାରିବ ବୋଲି ଜାନୁୟାରୀ ଗାଇଡ୍ଲାଇନ୍ରେ କୁହାଯାଇଛି। ପ୍ରେକ୍ଷାଳୟ ହେଲେ ସିଟ୍ର ୫୦ ପ୍ରତିଶତ ଓ ଯାତ୍ରା ପାଇଁ ଜିଲାପାଳଙ୍କ…
Archives


