Home Left

ନିଖୋଜ ପୂର୍ବତନ କାଉନସିଲରଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବୌଦ୍ଧ,୩ା୧: ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦର ପୂର୍ବତନ କାଉନସିଲର ଅଗସ୍ତୀ ମହାକୁଡଙ୍କ ମୃତଦେହ ଏକ ବିଲରୁ ରବିବାର ଉଦ୍ଧାର ହୋଇଛି । ତାଙ୍କୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି । ପୋଲିସ ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ମିଳିଥିବା,…

ଶୀତ, ବର୍ଷା ସବୁ ସହିଯିବୁ; ଆଇନ୍‌ ଲାଗୁ ହେବାକୁ ଦେବୁ ନାହିଁ

ନୂଆଦିଲ୍ଲୀ,୩।୧: କେନ୍ଦ୍ର କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଗତ ୩୯ ଦିନ ହେବ ଚାଷୀମାନେ ଆନ୍ଦୋଳନରେ ବସିଛନ୍ତି। ହାଡଭଙ୍ଗା ଶୀତ, କାକର ସହିବା ପରେ ଏବେ ବର୍ଷାର ସେମାନଙ୍କ ଉପରେ ଦାଉ ସାଜିଛି। ରବିବାର ସକାଳେ ଆନ୍ଦୋଳନକାରୀ ଚାଷୀଙ୍କ…

ମା’ଙ୍କ ଦର୍ଶନ ପାଇ ଭାବବିହ୍ବଳ ହେଲେ ଶ୍ରଦ୍ଧାଳୁ

ସମ୍ବଲପୁର,୩।୧(ବ୍ୟୁରୋ): ସମ୍ବଲପୁର ସମଲେଶ୍ୱରୀ ମନ୍ଦିର ନିର୍ଦ୍ଧାରିତ ସମୟ ରବିବାର ଭୋର ୬ଟାରୁ ଦର୍ଶନ ପାଇଁ ଖୋଲାଯାଇଛି। ପ୍ରଥମ ଦିନରେ ପ୍ରାୟ ୧୦ହଜାର ସ୍ଥାନୀୟ ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ କରିଥିବା ମନ୍ଦିର ଟ୍ରଷ୍ଟ ପକ୍ଷରୁ ସୂଚନା ଦିଆଯାଇଛି। ମନ୍ଦିର ମୁଖ୍ୟ ଗେଟ୍‌ ଖୋଲିବା…

ଅହଙ୍କାର ଛାଡି କୃଷି ଆଇନ୍‌ ପ୍ରତ୍ୟାହାର କରନ୍ତୁ ସରକାର: ସୋନିଆ

ନୂଆଦିଲ୍ଲୀ,୩।୧: କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ରବିବାର କୃଷକଙ୍କ ପ୍ରଦର୍ଶନଙ୍କୁ ସମର୍ଥନ କରି କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ସୋନିଆ କହିଛନ୍ତି ଯେ, ଦେଶର ସ୍ବାଧୀନତା ପରଠାରୁ ପ୍ରଥମ ଥର ପାଇଁ ଏଭଳି ଏକ ଅହଂକାରୀ ସରକାର କ୍ଷମତାକୁ ଆସିଛି, ଯାହା…

କୃଷକଙ୍କ ଉପରେ ପୋଲିସର ଲାଠିଚାର୍ଜ

ନୂଆଦିଲ୍ଲୀ,୩।୧: ପ୍ରାୟ ମାସେ ହେବ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ରବିବାର ହରିୟାଣା ସୀମାରେ ଚାଷୀ ଏବଂ ପୋଲିସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଉଭୟଙ୍କ ମଧ୍ୟରେ ସଂଘର୍ଷ ଏତେ ବଢିଗଲା ଯେ ପରିସ୍ଥିତିକୁ ନିୟନ୍ତ୍ରଣ…

ଦ୍ୱିତୀୟ ଟେଷ୍ଟ: ଜେମିସନଙ୍କୁ ୫ ଉଇକେଟ

ଖ୍ରୀଷ୍ଟଚର୍ଚ୍ଚ,୩।୧: ନ୍ୟୁଜିଲାଣ୍ଟ ଯୁବ ଦ୍ରୁତ ବୋଲର କାଏଲ ଜେମିସନ ମାତ୍ର ୬ଟି ଟେଷ୍ଟ ଖେଳି ତୃତୀୟଥର ପାଇଁ ଟେଷ୍ଟରେ ୫ ଉଇକେଟ ସଫଳତା ଅର୍ଜନ କରିଛନ୍ତି। ରବିବାରଠାରୁ ସ୍ଥାନୀୟ ହଗଲି ଓଭାଲ ଗ୍ରାଉଣ୍ଡରେ ଆରମ୍ଭ ହୋଇଥିବା ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ…

ଖୋଲା ଆକାଶ ତଳେ ଅସହାୟ ପରିବାର: ମିଳୁନି ସରକାରୀ ସୁବିଧା

ତରବୋଡ଼,୩।୧(ଡି.ଏନ.ଏ): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଲିଟିଗୁଡା ପଞ୍ଚାୟତ କୋକପଦର ଗ୍ରାମ ଜଙ୍ଗଲ ନିକଟରେ ରୁହନ୍ତି କାହ୍ନୁ ମାଝୀ(୫୦)। ସ୍ତ୍ରୀ ବାସନ୍ତି ମାଝୀ(୪୫) ଓ ପୁଅ ଗୋସିଙ୍ଗ ମାଝୀ(୧୧)ଙ୍କୁ ନେଇ ତାଙ୍କ ପରିବାର। ସେମାନେ ଗରିବ ଶ୍ରେଣୀର। କାହ୍ନୁଙ୍କ ସ୍ତ୍ରୀ ଜଣେ…

ଗୋବରରୁ ଚପଲ ତିଆରି କରି ଚର୍ଚ୍ଚାରେ ଏହି ବ୍ୟକ୍ତି

ଅଧିକାଂଶ ଲୋକ ଗାଈ ଗୋବର ନା ଶୁଣିବା ପରେ ନାକ ଟେକିବା ଆରମ୍ଭ କରନ୍ତି। କିନ୍ତୁ ଏପରି ଜଣେ ବ୍ୟକ୍ତି ଅଛନ୍ତି ଯିଏ କେବଳ ଗୋବର ଉପରେ ଗବେଷଣା କରୁନାହାଁନ୍ତି, ବରଂ ଗୋବରରୁ ଏପରି ଉତ୍ପାଦ ମଧ୍ୟ ତିଆରି କରୁଛନ୍ତି, ଯାହା…

ଶ୍ମଶାନ ଛାତ ଭୁଷୁଡ଼ିବା ଘଟଣା: ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି

ଗାଜିଆବାଦ୍‌,୩।୧: ଦିଲ୍ଲୀ ନିକଟସ୍ଥ ଗାଜିଆବାଦରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ଏକ ଶ୍ମଶାନ ଛାତ ଭୁଷୁଡ଼ି ପଡିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୯ ଜଣଙ୍କର ମତ୍ୟୁ ହୋଇଛି। ଏଥିରେ ଅନେକ ଲୋକ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏବେ…

୨୧ ବର୍ଷ ପରେ ଜାତୀୟ ପରେଡରେ କମାଲ ଦେଖାଇବ ବଜାଶାଲ ନୃତ୍ୟ

ଭବାନୀପାଟଣା,୩।୧(ଡି.ଏନ.ଏ.): ଘୁମୁରା ନାଚର ୨୧ ବର୍ଷ ପରେ ଆସନ୍ତା ସାଧାରଣତନ୍ତ୍ର ଦିବସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ପରେଡରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରତିଭା ଅନୁଷ୍ଠାନର ୮୦ ଜଣ କଳାକାର ବଜାଶାଲ ନୃତ୍ୟ ପରିବେଷଣ କରି ନିଜ କମାଲ…

ଗାଙ୍ଗୁଲିଙ୍କ ସ୍ତ୍ରୀଙ୍କୁ ଫୋନ୍‌ କଲେ ସଚିନ ତେନ୍ଦୁଲକର

ଭାରତୀୟ ପୂର୍ବତନ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ହୃଦଘାତରେ ଆକ୍ରାନ୍ତ ହୋଇ କୋଲକତାର ବୁଡଲ୍ୟାଣ୍ଡ୍ସ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଗାଙ୍ଗୁଲିଙ୍କ ସଫଳ ଆଞ୍ଜିଓପ୍ଲାଷ୍ଟି ହୋଇଛି। ଗାଙ୍ଗୁଲି ପୂର୍ବ ଅପେକ୍ଷା ଭଲ ଏବଂ ତାଙ୍କ ଅବସ୍ଥା ସ୍ଥିର ରହିଛି। ଖବର…

ସେଲ୍‌ଫି ହେଲା କାଳ, ଇବ୍‌ ନଦୀରେ ଖସିପଡ଼ିଲେ ଯୁବତୀ

ବାଲିଶଙ୍କରା,୩।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅନ୍ତର୍ଗତ ଇବ୍‌ ନଦୀର ଘୋଘର ଘାଟରେ ପିକ୍‌ନିକ୍‌ କରିବାକୁ ଆସିଥିବା ଜଣେ ଯୁବତୀ ସେଲଫି ନେବାବେଳେ ପାଣିରେ ଖସି ପଡ଼ି ନିଖୋଜ ଅଛନ୍ତି। ଯୁବତୀ ଜଣକ ହେଉଛନ୍ତି ରାଜଗାଙ୍ଗପୁରର ଅନୁପମା ପ୍ରଜାପତି(୨୪)। ଖବର ପାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri