କ୍ୱାରେଣ୍ଟିନ୍ ସେଣ୍ଟରରୁ ୩୪ ପ୍ରବାସୀ ଫେରାର
ସାରସକଣା,୨।୫: ମୟୂରଭଞ୍ଜ ଜିଲା ଝାରପୋଖରିଆ ସ୍ଥିତ ସୀମାନ୍ତ ମହାବିଦ୍ୟାଳୟ କ୍ୱାରେଣ୍ଟିନ୍ ସେଣ୍ଟରରୁ ୩୪ ପ୍ରବାସୀ ଫେରାର ହୋଇଯାଇଛନ୍ତି। ଏନେଇ ସାରସକଣା ବିଡ଼ିଓ ସଂଗ୍ରାମ କେଶରୀ ଭୋଳ ୨ ଜଣ ପ୍ରବାସୀଙ୍କ ନାଁରେ ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ…
ମୟଙ୍କ ଅଗ୍ରଓ୍ବାଲଙ୍କ ଓ୍ବାନ ମ୍ୟାନ ଶୋ’
ଅହମ୍ମଦାବାଦ,୨।୫ : ଗୋଟିଏ ପଟେ ପଡ଼ି ଚାଲିଥିଲା ଉଇକେଟ ପରେ ଉଇକେଟ। କିନ୍ତୁ କୌଣସି ବୋଲରଙ୍କୁ ଖାତିର କରି ନ ଥିଲେ କାମଚଳା ଅଧିନାୟକ ମୟଙ୍କ ଅଗ୍ରଓ୍ବାଲ। ବିସ୍ଫୋରକ ବ୍ୟାଟିଂ କରିବା ସତ୍ତ୍ୱେ ପୂରଣ କରିପାରି ନ ଥିଲେ ଶତକ। କିନ୍ତୁ…
‘ କେରଳରେ ଭାଜପା ପାଇଁ ଯାଗା ନାହିଁ ’
ଥିରୁଭାନ୍ଥପୁରମ,୨।୫ : କେରଳରେ ଭାଜପା ପାଇଁ ଯାଗା ନାହିଁ। ଆମ ରାଜ୍ୟ କଦାପି ସାମ୍ପ୍ରଦାୟିକତା ଓ ଧାର୍ମିକ ବିଭେଦକୁ ଗ୍ରହଣ କରିବ ନାହିଁ। ୟୁଡିଏଫ୍ର କ୍ରସ ଭୋଟିଂ ଯୋଗୁ ଭାଜପା ଗତ ଥର ଗୋଟିଏ ସିଟ୍ ହାତେଇଥିଲା। ଆମେ କହିଥିଲୁ ରାଜ୍ୟରେ…
ତୁମ ନେତୃତ୍ୱରେ ରାଜ୍ୟରେ ବିକାଶ ନୂଆ ଉଚ୍ଚତା ଛୁଇଁବ- ନବୀନ
ଭୁବନେଶ୍ୱର,୨।୫: ତୃତୀୟ ଥର ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ। ଏନେଇ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ” କ୍ରମାଗତ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଥିବା ମମତାଙ୍କୁ ହୃଦୟରୁ ଶୁଭେଚ୍ଛା।…
ଦେଶ ପାଇଁ ଆଗେଇ ଆସିଲେ ଅନୁଷ୍କା
ଆଜିକାଲି ଦେଶରେ କରୋନାର ଦ୍ୱିତୀୟ ଲହର ଲୋକଙ୍କ ମନରେ ଭୟ ସୃଷ୍ଟି କରିଛି। ଏହି ମହାମାରୀରେ ସଂକ୍ରମିତ ଓ ମୃତ୍ୟୁବରଣ କରୁଥିବା ଲୋକଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ କରୋନାରେ ସଂକ୍ରମିତ ହେଉଛନ୍ତି ଏବଂ…
କ’ଣ ସବୁ ଖୋଲା ରହିବ ଲକ୍ଡାଉନରେ
ଭୁବନେଶ୍ବର,୨।୫: ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦେଖି ରାଜ୍ୟ ସରକାର ମେ’୫ରୁ ୧୯ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲକ୍ଡାଉନ ଘୋଷଣା କରିଛନ୍ତି। ଲକଡାଉନ ଅବଧି ମଧ୍ୟରେ ଏହି ସେବାଗୁଡିକୁ କଟକଣା ମୁକ୍ତ ରଖାଯାଇଛି। – ଜାରି ରହିବ ଟିକାକରଣ – କୋଭିଡ ପରୀକ୍ଷା…
ଦିଦିଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୨।୫: ୫ଟି ରାଜ୍ୟର ନିର୍ବାଚନ ଫଳାଫଳ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଡିଏମକେ ନେତା ଏମ.କେ ଷ୍ଟାଲିନ ଏବଂ ଅନ୍ୟ ରାଜ୍ୟର ବିଜେତା ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ।…
ମେଡିକାଲରେ ଭର୍ତ୍ତି ହେଲେ ରାହୁଲ
ଅହମ୍ମଦାବାଦ,୨।୫ : ଆଇପିଏଲ ଫ୍ରାଞ୍ଚାଇଜ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଲୋକେଶ ରାହୁଲଙ୍କ ଆପେଣ୍ଡିସାଇଟ୍ସ ଅସ୍ତ୍ରୋପଚାର କରାଯିବ। ଏହି କାରଣରୁ ତାଙ୍କୁ ମୁମ୍ବାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଏଥିନେଇ ଅତିକମ୍ରେ ଗୋଟେ ସପ୍ତାହ ପାଇଁ ସେ ଆଇପିଏଲରୁ ଦୂରେଇ ରହିବେ। ତାଙ୍କ ଅନୁପସ୍ଥିତିରେ…
ଗଛ ତଳେ କ୍ୱାରେଣ୍ଟିନ୍ ଥିଲେ କରୋନା ଆକ୍ରାନ୍ତ
କୋକସରା, ୨।୫: କଳାହାଣ୍ଡି ଜିଲା କୋକସରା ବ୍ଲକ ଛିଲିପାମାଲ ଗ୍ରାମର ଜଣେ ଯୁବକ କରୋନା ଆକ୍ରାନ୍ତ ହେବା ପରେ ସଂଘରୋଧରେ ରହିବା ପାଇଁ ଘରେ କୌଣସି ସୁବିଧା ନ ଥିବାରୁ ଗାଁମୁଣ୍ଡ ଏକ ବରଗଛ ତଳେ ଆଶ୍ରୟ ନେଇଥିଲେ। ଘଟଣା ୩…
ବଦଳିଗଲା କ୍ୟାପଟେନ୍, ଭାଗ୍ୟ ନୁହେଁ
ନୂଆଦିଲ୍ଲୀ,୨।୫ : କ୍ରମାଗତ ବିଫଳତା ପରେ ବଦଳି ଦେଲେ ଅଧିନାୟକ। କିନ୍ତୁ ଫଳାଫଳରେ ଆସିଲା ନାହିଁ କୌଣସି ପରିବର୍ତ୍ତନ। ରବିବାର ଖେଳାଯାଇଥିବା ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ ୫୫ ରନ୍ରେ ସନରାଇଜର୍ସ ହାଇଦ୍ରାବାଦକୁ ହରାଇ ଦେଇଛି। ଏହା ହାଇଦ୍ରାବାଦ୍ ଦଳର ଚଳିତ ଆଇପିଏଲରେ…
କଡ଼ା ଟକ୍କର ପରେ ମମତାଙ୍କୁ ହରାଇଲେ ଶୁଭେନ୍ଦୁ
କୋଲକାତା,୨।୫: କଡା ଟକ୍କର ମଧ୍ୟରେ ନନ୍ଦିଗ୍ରାମରୁ ବିଜୟ ହାସଲ କରିଛନ୍ତି ଶୁଭେନ୍ଦୁ ଅଧିକାରୀ। ସେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ମାତ୍ର ୧୯୫୭ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ଉଭୟଙ୍କ ମଧ୍ୟରେ ଶେଷ ରାଉଣ୍ଡ ଗଣତି ପର୍ଯ୍ୟନ୍ତ କଡା ଟକ୍କର…
ଆଇପିଏଲ ଇତିହାସରେ ପ୍ରଥମ ଥର
ନୂଆଦିଲ୍ଲୀ,୨।୫ : ୨୦୦୯ରୁ ଆଇପିଏଲରେ ଖେଳି ଆସୁଛନ୍ତି ଅଷ୍ଟ୍ରେଲିଆନ ଓପନର ଡେଭିଡ୍ ଓ୍ବାର୍ନର। କଦାପି ଖରାପ ଫର୍ମ ଯୋଗୁ ଚୂଡ଼ାନ୍ତ ଏକାଦଶରୁ ବାଦ୍ ପଡ଼ି ନ ଥିଲେ। ହେଲେ ଚଳିତ ଆଇପିଏଲରେ ସନରାଇଜର୍ସ ହାଇଦ୍ରାବାଦ୍ ଦଳର ଖରାପ ପ୍ରଦର୍ଶନ ଯୋଗୁ ଅଧିନାୟକ…

