ବ୍ୟାାଡ୍ମିଣ୍ଟନ ଟୁର୍ନାମେଣ୍ଟ: ଯଶୋବନ୍ତ-ଅଜୟଙ୍କୁ ଟାଇଟଲ୍
ଭବାନୀପାଟଣା,୧।୧(ଡି.ଏନ୍.ଏ.): ଭବାନୀପାଟଣା ଦର୍ପଣ ସାଗରପଡ଼ାରେ ଚାଲିଥିବା ନିତ୍ୟାନନ୍ଦ ମହାପାତ୍ର ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଯାଇଛି। ଟୁର୍ନାମେଣ୍ଟରେ ୧୦ଟି ଦଳ ଅଂଶ ଗ୍ରହଣ କରିଥିଲେ। ପ୍ରତ୍ୟେକ ଦଳ ୩ଟି ଲେଖାଏଁ ମ୍ୟାଚ ଖେଳିଥିଲେ। ସେମାନଙ୍କ ମଧ୍ୟରୁ ଫାଇନାଲରେ ଅଜୟ ନାଗ ଓ ଯଶୋବନ୍ତ…
କନ୍ୟା ସନ୍ତାନର ବାପା ହେଲେ ଉମେଶ ଯାଦବ
ନୂଆଦିଲ୍ଲୀ,୧ା୧- ଭାରତୀୟ କ୍ରିକେଟର ଉମେଶ ଯାଦବ ଶୁକ୍ରବାର ଫ୍ୟାନମାନଙ୍କ ସହ ଏକ ଖୁସି ଖବର ଶେୟାର କରିଛନ୍ତି। କନ୍ୟା ସନ୍ତାନର ବାପା ହେବାର ସୌଭାଗ୍ୟ ଲାଭ କରିଥିବା ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ୩୩ ବର୍ଷୀୟ ପେସର। ‘ ରାଜକୁମାରୀଙ୍କୁ ଦୁନିଆକୁ…
କରୋନା ନୂଆ ଷ୍ଟ୍ରେନ୍ରେ ଆଉ ୪ ସଂକ୍ରମିତ ହେବା ପରେ ସଂଖ୍ୟା ଛୁଇଁଲା ୨୯: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧ ।୧: ଦେଶରେ କରୋନାର ନୂଆ ଷ୍ଟ୍ରେନ୍ରେ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଶୁକ୍ରବାର କରୋନାର ନୂଆ ଷ୍ଟ୍ରେନରେ ଆଉ ୪ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି ।…
ପୂଜାରାଙ୍କ ବଦଳରେ ରୋହିତଙ୍କୁ ବଡ଼ ଦାୟିତ୍ତ୍ୱ
ନୂଆଦିଲ୍ଲୀ,୧ା୧- ବାଧ୍ୟତାମୂଳକ କ୍ୱାରାଣ୍ଟାଇନ ପିରିୟଡ୍ ଶେଷ କରିଥିବା ରୋହିତ ଶର୍ମାଙ୍କୁ ଅଷ୍ଟ୍ରେଲିଆ ବିପକ୍ଷ ଅନ୍ତିମ ଦୁଇ ଟେଷ୍ଟ ମ୍ୟାଚ୍ରେ ବଡ଼ ଦାୟିତ୍ତ୍ୱ ତୁଲାଇବେ। ଚେତେଶ୍ୱର ପୂଜାରାଙ୍କ ବଦଳରେ ରୋହିତଙ୍କୁ ଉପଅଧିନାୟକ ପଦ ଦିଆଯାଇଛି। ନିୟମିତ ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ଅନୁପସ୍ଥିତ…
ଜାତୀୟ ସାଧାରଣତନ୍ତ୍ର ଦିବସ ପରେଡ୍ରେ ଭାଗ ନେବ କଳାହାଣ୍ଡିର ନୃତ୍ୟ ଦଳ
ଭବାନୀପାଟଣା,୧।୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଭାନୀପାଟଣା ପ୍ରତିଭା ଅନୁଷ୍ଠାନର ବଜାଶାଲ ନୃତ୍ୟ ଦଳ ଜାତୀୟ ପରେଡ୍ରେ ଯୋଗଦେବା ପାଇ ମନୋନୀତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଧ୍ୟାନାନନ୍ଦ ପଣ୍ଡା ଏହି ସୂଚନା ଦେଇଛନ୍ତି। ଆସନ୍ତା ସାଧାରଣତନ୍ତ୍ର ଦିବସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ…
ଅଭିନେତ୍ରୀ ହେବା ପୂର୍ବରୁ ପାଇଲଟ୍ଙ୍କୁ ବିବାହ କରିଥିଲେ ଏହି ବୋଲ୍ଡ ନାୟିକା: ଏବେ ୪୪ବର୍ଷରେ ବି ଉଡାଉଛନ୍ତି ହୋସ୍
ବମ୍ବେ: ବର୍ଷ ୨୦୨୦ର ଶେଷଦିନରେ ହଟ୍ ଫଟୋକୁ ନେଇ ଚର୍ଚ୍ଚାରେ ମଲ୍ଲିକା ଶେରାଓ୍ବତ। ନିଜର ସୋସିଆଲ ପୃଷ୍ଠାରେ ବିକିନି ପିନ୍ଧା ଫଟୋ ଶେୟାର କରିଛନ୍ତି ୪୪ ବର୍ଷୀୟ ମଲ୍ଲିକା। ହଳଦିଆ ରଙ୍ଗର ବିକିନି ପିନ୍ଧି ସେ ବେଶ୍ ସୁନ୍ଦର ଲାଗୁଛନ୍ତି। ପ୍ରଶଂସକମାନେ…
ଶନିବାରଠାରୁ ଡ୍ରାଏ ରନ
ଭୁବନେଶ୍ୱର,୧।୧(ବ୍ୟୁରୋ): ରାଜ୍ୟରେ କୋଭିଡ ଟିକାକରଣର ଡ୍ରାଏ ରନ ଶନିବାର ହେବ । ପ୍ରକୃତ ଟିକା ଆସିବା ପରେ ଲୋକଙ୍କୁ କିପରି ସୁରୁଖୁରୁରେ ଦିଆଯିବ, ତାର ପୂର୍ବ ଅଭ୍ୟାସ କରାଯିବ। ଏ ନେଇ ସବୁ ପ୍ରକାର ବନ୍ଦୋବସ୍ତ କରାଯାଇଥିବା ଡିଏମ୍ଇଟି ସିବିକେ ମହାନ୍ତି…
ତୁମେ ଟ୍ୟାଲେଣ୍ଟେଡ କିନ୍ତୁ ସୁନ୍ଦର ନୁହେଁ
ମୁମ୍ବାଇ: ଅନୁଷ୍କା ଶର୍ମା ବଲିଉଡ୍ର ଜଣେ ଜଣାଶୁଣା ନାୟିକା । ପାଖାପାଖି ୨ ବର୍ଷ ହେବ ସେ ବଡ ପରଦାଠାରୁ ଦୂରରେ ଥିଲେ ବି ସେ ବଲିଉଡ୍ରେ ନିଜର ଦମଦାର ଅଭିନୟ ଯୋଗୁ ତିଆରି କରିଛନ୍ତି ନିଜର ଏକ ଭିନ୍ନ ପରିଚୟ…
ଏଣିକି ମିସ୍ କଲରେ କରିପାରିବେ ଗ୍ୟାସ୍ ରିଫିଲିଂ
ଭୁବନେଶ୍ୱର, ୧।୧(ବ୍ୟୁରୋ): ଏଣିକି ଗୋଟିଏ ମିସ୍ କଲରେ ଏଲ୍ପିଜି ରିଫିଲିଂ ହେବ । ବୁକିଂ ହେଉ ଅବା ନୂଆ ପଞ୍ଜୀକରଣ ହୋଇପାରିବ। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ନୂଆ ସେବାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଯେକୌଣସି ଗ୍ରାହକ…
ଧୂମ୍ଧାମରେ ନୂଆବର୍ଷ ପାଳିଲେ ଉହାନବାସୀ, ଏକଦା ଥିଲା କରୋନାର ଏନ୍ତୁଡ଼ିଶାଳ
ବେଜିଂ,୧।୧: କରୋନା ଭୂତାଣୁ ଯୋଗୁ ଅନେକ ଦେଶର ଲୋକେ ନୂତନ ବର୍ଷର ଉତ୍ସବରେ ଯୋଗ ଦେଇ ପାରି ନ ଥିଲେ। ତେବେ ଚାଇନାର ଉହାନ ସହର ଯେଉଁଠି କି ପ୍ରଥମେ ଏହି ଭୂତାଣୁ ଚିହ୍ନଟ ହୋଇଥିଲା। ସେହି ସହରରେ ଗତ କିଛି…
୨୦୨୧ରେ ହାତକୁ ଦୁଇହାତ ହେବେ ଏସବୁ ଯୋଡ଼ି: ତାଲିକା ଶୀର୍ଷରେ…
ବମ୍ବେ: ବଲିଉଡ୍ରେ ଏବେ ଚାଲିଛି ବିବାହ ସିଜନ। ଗୋଟିଏ ପରେ ଗୋଟିଏ ସେଲିବ୍ରିଟି ବିବାହ ବନ୍ଧନରେ ଆବଦ୍ଧ ହେଉଛନ୍ତି। କରୋନା ମହାମାରୀ ଯୋଗୁ ବେଶ୍ ପ୍ରଭାବିତ ହୋଇଥିଲା ୨୦୨୦। ଲକ୍ଡାଉନ୍ ଯୋଗୁ ସମସ୍ତ ଉତ୍ସବ ଉପରେ କଟକଣା ଲାଗିଥିଲା। ହେଲେ ଏବେ…
ମଧୁମେହ ରୋଗୀଙ୍କ ଲାଗି ସ୍ବତନ୍ତ୍ର ଅଟାର ରୁଟି: ଖାଇଲେ ନିୟନ୍ତ୍ରଣରେ ରହିବ ସୁଗାର
ଭାରତର ପ୍ରାୟ ଅଧିକାଂଶ ଲୋକ ମଧୁମେହ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ଏହି ରୋଗୀଙ୍କ ସଂଖ୍ୟା ଦିନକୁଦିନ ବଢ଼ିବାରେ ଲାଗିଛି। ଉକ୍ତ କାରଣରୁ ମଧୁମେହ ରୋଗୀଙ୍କଠାରେ ହୃଦ୍ରୋଗ, କିଡ୍ନୀ ସମସ୍ୟା ଭଳି ଅନେକ ଦୁରାରୋଗ୍ୟ ସମସ୍ୟା ଦେଖାଯାଇଥାଏ। ତେବେ ଏଥିରୁ ଉପଶମ ପାଇଁ…
Archives


