Home Left

ବସ୍‌ ଚଲାଇଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ୍‌ର ସୁପର୍‌ହିଟ୍‌ ଚଳଚ୍ଚିତ୍ର ‘ବାହୁବଳୀ’ର ଅବନ୍ତିକା ଅର୍ଥାତ୍‌ ତମନ୍ନା ଭାଟିଆ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ତମନ୍ନା ତାଙ୍କ ଦୈନନ୍ଦିନ ଜୀବନ ସହ ଜଡିତ ବିଶେକ କଥା ତାଙ୍କ ପ୍ରଶଂସକଙ୍କ ସହ ବାଣ୍ଟିବାରେ ଲାଗିଛନ୍ତ। ନିକଟରେ ସେ ନିଜେ ତାଙ୍କ ଅଫିସିଆଲ…

ଆଜି ରାଜ୍ୟରୁ ୨୪୫ ପଜିଟିଭ୍‌ ଚିହ୍ନଟ, ଆଉ ୩ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୧ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ୨୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୮୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩୯ ଜଣ ଚିହ୍ନଟ…

ଗାୟତ୍ରୀ ମନ୍ତ୍ରରୁ ନୂଆ ବର୍ଷ ଆରମ୍ଭ କଲେ ଅକ୍ଷୟ କୁମାର

ନୂଆ ବର୍ଷ ଆରମ୍ଭ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବଲିଉଡ ସେଲିବ୍ରିଟି ପର୍ଯ୍ୟନ୍ତ ସମସ୍ତେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଅକ୍ଷୟ କୁମାର ମଧ୍ୟ ବର୍ଷର ପ୍ରଥମ ଦିନକୁ ଏକ ବିଶେଷ ଢଙ୍ଗରେ ଆରମ୍ଭ କରିଛନ୍ତି। ଅକ୍ଷୟ ଇନଷ୍ଟାଗ୍ରାମରେ ଏକ…

ଦାୟିତ୍ୱ ନେଲେ ମୁଖ୍ୟ ଶାସନ ସଚିବ ସୁରେଶ କୁମାର ମହାପାତ୍ର

ଭୁବନେଶ୍ୱର,୧ା୧(ବ୍ୟୁରୋ): ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଆଇଏଏସ ଅଫିସର ସୁରେଶ କୁମାର ମହାପାତ୍ର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଗୁରୁବାର ଅବସର ନେଇଥିଲେ। ଜାନୁୟାରୀ ୧ରେ ଅର୍ଥାତ ଶୁକ୍ରବାର…

ନୂଆବର୍ଷରେ କବିତା ଲେଖିଲେ ମୋଦି

ନୂଆଦିଲ୍ଲୀ,୧ ।୧: ବିଦାୟ ନେଇଛି ପୁରୁଣା ବର୍ଷ ୨୦୨୦ । ଏକ ନୂଆ ସକାଳ ନେଇ ପାଦ ଥାପି ସାରିଛି ଇଂରାଜୀ ନୂଆବର୍ଷ ୨୦୨୧ । ନୂଆବର୍ଷକୁ ନେଇ ସମସ୍ତଙ୍କ ମନରେ ଅନେକ ଉତ୍ସାହ କାରଣ ପୁରୁଣା ବର୍ଷ ପ୍ରାୟ ସମସ୍ତ…

ଯୁବରାଜଙ୍କୁ କ୍ୟାନ୍‌ସର ହୋଇଥିବା ନେଇ ପ୍ରଥମେ ଜାଣିବାକୁ ପାଇଥିଲେ ଧୋନୀ, ହେଲେ ଲୁଚାଇ ଆସୁଥିଲେ କୋହ

ନୂଆଦିଲ୍ଲୀ,୧।୨୧: ମହେନ୍ଦ୍ର ସିଂ ଧୋନୀଙ୍କ ଅଧିନାୟକତ୍ୱରେ ୨୮ ବର୍ଷ ପରେ ବିଶ୍ୱକପ୍‌ ଜିତିଥିଲା ଭାରତୀୟ ଟିମ୍‌। ଏହି ବିଜୟରେ ପ୍ରମୁଖ ଭୂମିକା ତୁଲାଇଥିଲେ ବ୍ୟାଟ୍ସମ୍ୟାନ୍‌ ଯୁବରାଜ ସିଂହ। ତାଙ୍କୁ ପ୍ଲେୟର ଅଫ୍‌ ଦ ଟୁର୍ନାମେଣ୍ଟ ମଧ୍ୟ ଚୟନ କରାଯାଇଥିଲା। ଏହା ପରେ…

ବର୍ଷକୁ ଦୁଇଥର ବଦଳିଥାଏ ଏହି ଦ୍ୱୀପର ମାଲିକାନା

ବିଶ୍ୱରେ ଏମିତି ଏକ ଦ୍ୱୀପ ଅଛି, ଯାହାର ମାଲିକାନା ପ୍ରତି ୬ ମାସରେ ବଦଳିଥାଏ। ଦ୍ୱୀପଟି ଫ୍ରାନ୍ସ ଏବଂ ସ୍ପେନ୍‌ ମଝିରେ ଅବସ୍ଥିତ। ଯେଉଁଥିପାଇଁ ପ୍ରତି ୬ ମାସରେ ଦ୍ୱୀପଟି ଦେଶ ବଦଳାଇଥାଏ। ଏହି ଦୁଇ ଦେଶ ୬ ମାସ ଲେଖାଏ…

ଫାଇଜର ଟିକାକୁ ଡବ୍ଲୁଏଚ୍‌ଓର ମଞ୍ଜୁରୀ, ଭାରତକୁ ମିଳିପାରେ ଖୁସିଖବର

ନୂଆଦିଲ୍ଲୀ,୧ ।୧: ଫାଇଜର ଓ ବାୟୋଏନଟେକର କରୋନା ଭାଇରସ ଭ୍ୟାକ୍ସିନକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର ମଞ୍ଜୁରୀ ମିଳିଯାଇଛି । ଏହାକୁ ଜରୁରୀକାଳିନ ସ୍ଥିତିରେ ବ୍ୟବହାର କରିବାକୁ ଡବ୍ଲୁଏଚ୍‌ଓ ଅନୁମତି ପ୍ରଦାନ କରିଛି । ଡବ୍ଲୁଏଚ୍‌ଓ କହିଛି ବିଶ୍ୱରେ ଅବସ୍ଥିତ ଏହାର ଆଞ୍ଚଳିକ…

ନୂଆ ବର୍ଷରେ ୬ ରାଜ୍ୟକୁ ଲାଇଟ୍ ହାଉସ୍ ପ୍ରୋଜେକ୍ଟ ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୧ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳେ ଭିଡିଓ କନଫରେନସିଂ ଜରିଆରେ ୬ ରାଜ୍ୟକୁ ଲାଇଟ୍ ହାଉସ୍ ପ୍ରୋଜେକ୍ଟ ଉପହାର ଦେଇଛନ୍ତି । ନୂଆବର୍ଷରେ ମୋଦିଙ୍କର ଏହା ପ୍ରଥମ କାର୍ଯ୍ୟକ୍ରମ । ମୋଦି ଗ୍ଲୋବାଲ ହାଉସିଂ ଟେକ୍ନୋଲୋଜି ଚ୍ୟାଲେଞ୍ଜ ଇଣ୍ଡିଆ…

ନିଜକୁ ପ୍ରଥମ ସ୍ଥାନରେ ଦେଖି ଆଶ୍ଚର୍ଯ୍ୟ ହେଲେ ଏହି କ୍ରିକେଟର୍‌

ଆଇସିସି ଟେଷ୍ଟ ମାନ୍ୟତାରେ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ଏବଂ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପଛରେ ପକାଇ ନ୍ୟୁଜିଲାଣ୍ଡ ଅଧିନାୟକ କେନ ୱିଲିୟମସନ ଶୀର୍ଷ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ୱିଲିୟମସନ ୧୨୯ ଏବଂ…

ବନ୍ଧୁଙ୍କ ପାଇଁ ଘର ବନ୍ଧା ପକାଇଥିଲେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ ଅଭିନେତା ନାନା ପାଟେକର ଆଜି ୭୦ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୫୧ ଜାନୁଆରୀ ୧ରେ ସେ ମହାରାଷ୍ଟ୍ରର ମୁରୁଦରେ ଜନ୍ମଗ୍ରଣ କରିଥିଲେ। ନାନା ପାଟେକର ମଧ୍ୟବିତ୍ତ ପରିବାରର। ଘରର ଅବସ୍ଥାକୁ ଦୃଷ୍ଟିରେ ରଖି ସ୍କୁଲ ପରେ ପିଲାବେଳେ ସେ ସ୍କୁଲଠାରୁ…

ନୂଆବର୍ଷରେ ରେକର୍ଡ ଭାଙ୍ଗିଲା ଶୀତ

ନୂଆଦିଲ୍ଲୀ,୧।୧: ୨୦୨୦ ବିଦାୟ ଦେଇଛି। ସମସ୍ତେ ନିଜ ନିଜ ଶୈଳୀରେ ୨୦୨୧ ବର୍ଷକୁ ସ୍ବାଗତ କରିଛନ୍ତି। ନୂଆବର୍ଷରେ ରାଜଧାନୀ ଦିଲ୍ଲୀରେ ପ୍ରବଳ ଶୀତ ଅନୁଭୂତ ହୋଇଛି। ଅନେକ ଅଞ୍ଚଳରେ ନୂଆ ବର୍ଷର ପ୍ରଥମ ଦିନ ପାରା ୧.୧ ଡିଗ୍ରୀ ସେଲସିୟସକୁ ଖସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri