ଅନ୍ଧାରୀ କପ କ୍ରିକେଟ ଟୁର୍ନାମେଣ୍ଟ: ବାଟଗାଁ ଚାମ୍ପିୟନ
ନାକଟିଦେଉଳ,୩୧ା୧୨(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ବଳମ ଗ୍ରାମ ୟୁଥ୍ ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଚାଲିଥିବା ଅନ୍ଧାରୀ କପ କ୍ରିକେଟ ଟୁର୍ନାମେଣ୍ଟ ବୁଧବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ନାକଟିଦେଉଳ ଏକାଦଶକୁ ହରାଇ ବାଟଗାଁ ଦଳ ଚାମ୍ପିୟନ ହୋଇଥିଲା। ବାଟଗାଁ ଦଳ…
ସ୍ନେହାଙ୍ଗୀନି ଛୁରିଆ ବିଜେଡି ମହିଳା ସଭାନେତ୍ରୀ
ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)- ବିଜୁ ଜନତା ଦଳର ମହିଳା ସଭାନେତ୍ରୀ ଭାବେ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗୀନି ଛୁରିଆଙ୍କୁ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି ଦିଆଯାଇଥିବା ଗୁରୁବାର ବିଜେଡି ପକ୍ଷରୁ ଜାରି କରାଯାଇଥିବା ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା…
ଜାନୁୟାରୀ ପହିଲାରୁ ଡବଲ ହେଲ୍ମେଟ ଚେକିଂ କଡ଼ାକଡ଼ି
ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)-ଜାନୁୟାରୀ ପହିଲାରୁ ବାଇକ ପଛ ସିଟ୍ରେ ବସୁଥିବା ବ୍ୟକ୍ତିଙ୍କ ପାଇଁ ହେଲ୍ମେଟ ବାଧ୍ୟତାମୂଳକ କରାଯିବ। ଏ ନେଇ ଯାଞ୍ଚ କଡ଼ାକଡ଼ି କରାଯିବ। ଯେଉଁମାନେ ହେଲ୍ମେଟ ପିନ୍ଧି ନ ଥିବେ ସେମାନଙ୍କର ଅନ୍ୟାନ୍ୟ ଗାଡି କାଗଜପତ୍ର ମଧ୍ୟ ଯାଞ୍ଚ କରାଯିବ। ବାଣିଜ୍ୟ ଓ…
୨୪ ବର୍ଷର ସ୍ବପ୍ନକୁ କାହିଁକି ଭାଙ୍ଗି ଦେଲେ ରଜନୀକାନ୍ତ
ରଜନୀକାନ୍ତ ଭାରତୀୟ ଫିଲ୍ମ ଇତିହାସର ସବୁଠୁ ବଡ଼ ନାମ କହିଲେ ଭୁଲ ହେବ ନାହିଁ। ଏହି ଅଭିନେତାଙ୍କ ଫ୍ୟାନ ଫଲୋଇଂ ବିଷୟରେ କିଏବା ଜାଣି ନାହିଁ। ମାତ୍ର ନିକଟରେ ସେ ନେଇଥିବା କିଛି ନିଷ୍ପତ୍ତି ସଭିଙ୍କୁ ଚକିତ କରି ଦେଇଛି। ରାଜନେତା…
ମନ୍ଥର ଗତିରେ ଧାନକିଣା : ଅପେକ୍ଷାରେ ବସିଛନ୍ତି ୨୭ହଜାର ଚାଷୀ
ସୋନପୁର,୩୧।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଧାନ କିଣା ଆରମ୍ଭ ହେବା ଇତିମଧ୍ୟରେ ୪୦ଦିନ ବିତିଲାଣି । ସରକାର ଜିଲାର ଚାଷୀଙ୍କଠାରୁ ୩ ଲକ୍ଷ ୪୦ହଜାର କୁଇଣ୍ଟାଲ ଧାନ ସଂଗ୍ରହ କରିବାକୁ ଏ ପର୍ଯ୍ୟନ୍ତ ଟାର୍ଗେଟ୍ ଦେଇଛନ୍ତି। ମାତ୍ର ଗୁରୁବାର ସନ୍ଧ୍ୟା ସୁଦ୍ଧା ୧୯…
ଘରେ ରହି ନୂଆବର୍ଷ ସ୍ବାଗତ କରିବାକୁ ପରାମର୍ଶ
ଛତ୍ରପୁର,୩୧ା୧୨(ଡି.ଏନ୍.ଏ.)-ଘରେ ନିଜ ପରିବାର ସହ ରହି ନୂଆବର୍ଷର ପ୍ରଥମ ଦିନକୁ ସ୍ବାଗତ କରିବାକୁ ଗଞ୍ଜାମ ଜିଲାବାସୀଙ୍କୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରାମର୍ଶ ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ଜିଲାପାଳ କହିଛନ୍ତି, ନୂଆବର୍ଷ ପାଇଁ ବାହାରକୁ ଯଥା ପାର୍କ, ବେଳାଭୂମିକୁ ଯାଇ…
ଗଞ୍ଜାମରେ ୭ ଘଣ୍ଟା ୧୪୪ ଧାରା
ଛତ୍ରପୁର,୩୧ା୧୨(ଡି.ଏନ.ଏ.)-ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ଉଦ୍ଦୀପନା ଦେଖାଦେଇଥିଲେ ମଧ୍ୟ କରୋନା ସଂକ୍ରମଣ ଆଶଙ୍କା ଥିବାରୁ ରାଜ୍ୟ ସରକାର ଏଥିରେ କଟକଣା ଲଗାଇଛନ୍ତି। ଗୁରୁବାର ରାତି ୧୦ରୁ ଶୁକ୍ରବାର ସକାଳ ୫ଟା ପର୍ଯ୍ୟନ୍ତ ନାଇଟ କର୍ଫ୍ୟୁ ଜାରି ହୋଇଛି।…
ତୈମୁରଙ୍କ ସ୍ବେଟରର ଦାମ୍ ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ବଲିଉଡ୍ ଅଭିନେତ୍ରୀ କରିନା କପୁର ଏବଂ ସୈଫ୍ ଅଲ୍ଲୀ ଖାନ୍ଙ୍କ ପୁଅ ତୈମୁର ଅଲ୍ଲୀ ଖାନ୍ ଜଣେ ଲୋକପ୍ରିୟ ଷ୍ଟାର କିଡ୍। ଗତ ଡିସେମ୍ବର ୨୦ରେ ସେ ୪ ବର୍ଷର ହୋଇଯାଇଛନ୍ତି। ନିକଟରେ ତୈମୁର ଖ୍ରୀଷ୍ଟମାସ ପାଳନ କରୁଥିବା ଦେଖିବାକୁ ମିଳିଥିଲା।…
ଶ୍ରୀନଗର ଏନ୍କାଉଣ୍ଟର: ମୃତ ଆତଙ୍କବାଦୀଙ୍କ ପରିବାର ଲୋକଙ୍କୁ ଭେଟିଲେ ମେହବୁବା
ଶ୍ରୀନଗର,୩୧।୧୨-ଶ୍ରୀନଗର ଲାଓପୋରା ଏନ୍କାଉଣ୍ଟରରେ ନିହତ ହୋଇଥିବା ଆତଙ୍କବାଦୀଙ୍କ ପରିବାର ଲୋକଙ୍କୁ ଗୁରୁବାର ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ଭେଟିଛନ୍ତି। ଏହାପରେ ରାଜ୍ୟପାଳ ମନୋଜ ସିହ୍ନାଙ୍କୁ ମେହବୁବା ଚିଠି ଲେଖିଛନ୍ତି। ସେ ଟୁଇଟ କରି ଲେଖିଛନ୍ତି, ଲାଓପୋରାରେ ଏନ୍କାଉଣ୍ଟରରେ ନିହତ ହୋଇଥିବା…
କ୍ରିକେଟ ଟୁର୍ନାମେଣ୍ଟ: ସୋନପୁର ନିୟୁଷ୍ଟାର ଚାମ୍ପିୟନ
ମନମୁଣ୍ଡା,୩୧।୧୨(ଡି.ଏନ୍.ଏ.): ବୌଦ୍ଧ ଜିଲା ଶଗଡ଼ା ପଞ୍ଚାୟତ ଶରଧାପାଲିରେ ଚାଳିଥିବା ମା’କନ୍ଧେନବୁଢ଼ୀ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ତେଲିବନ୍ଧ ଦଳକୁ ହରାଇ ସୋନପୁର ନିୟୁଷ୍ଟାର ଦଳ ଚାମ୍ପିୟନ ହୋଇଛି। ଫାଇନାଲ ମ୍ୟାଚ ୩ଟି ଫର୍ମାଟରେ ହୋଇଥିଲା। ପ୍ରଥମ ମ୍ୟାଚରେ ତେଲିବନ୍ଧ…
ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଲେ ଏହି ବ୍ୟକ୍ତି
ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଚେୟାରମ୍ୟାନ୍ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଲେ ଚାଇନାର ଓ୍ବାଟର କିଙ୍ଗ୍ ବ୍ୟବସାୟୀ ଝୋଙ୍ଗ ଶାନ୍ଶାନ। ଝୋଙ୍ଗ ଏବେ ଏସିଆର ସବୁଠୁ ଧନୀ ବ୍ୟକ୍ତି ଭାବେ ପରିଗଣିତ। ଚଳିତବର୍ଷ ତାଙ୍କର ସମ୍ପତ୍ତି ୭୦.୭ ଅରବ ଡଲାରରୁ…
ସମାଧାନ ଆଡ଼େ ମୁହାଁଉଛି କେନ୍ଦ୍ର-କୃଷକ ବିବାଦ
ନୂଆଦିଲ୍ଲୀ,୩୧ା୧୨- ନୂଆ କୃଷି ଆଇନକୁ ନେଇ କେନ୍ଦ୍ର ସରକାର ଓ କୃଷକଙ୍କ ମଧ୍ୟରେ ଚାଲିଥିବା ବିବାଦ ଦୀର୍ଘ ମାସକ ପରେ ସମାଧାନ ମୁହଁା ହୋଇଛି। ବୁଧବାର କୃଷକ ସଂଗଠନର ପ୍ରତିନିଧି ଓ ୩ ଜଣ କେନ୍ଦ୍ର ମନ୍ତ୍ରୀଙ୍କ ମଧ୍ୟରେ ୪ ପ୍ରସଙ୍ଗକୁ…
Archives


