Home Left

ଲଭ୍‌ ଜିହାଦ: କେନ୍ଦ୍ର ସରକାରଙ୍କ ପାଖରେ ନାହିଁ କୌଣସି ସୂଚନା

ନୂଆଦିଲ୍ଲୀ,୩୧।୧୨: ଲଭ୍‌ ଜିହାଦ ନେଇ ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। ଇତିମଧ୍ୟରେ ଉତ୍ତରପ୍ରଦେଶରେ ଲଭ୍‌ ଜିହାଦ ଆଇନ ପ୍ରଣୟନ ହୋଇସାରିଛି। ମଧ୍ୟପ୍ରଦେଶ କ୍ୟାବିନେଟ୍‌ରେ ଏହାକୁ ମଞ୍ଜୁରୀ ମିଳିଛି। ଏବେ ଏହା ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲଙ୍କ ପାଖରେ ପଡ଼ିରହିଛି।…

ଗର୍ଭରେ ଥିଲେ ଯାଆଁଳା ପିଲା, ଡେଲିଭରୀ ପୂର୍ବରୂ ପୁଣି ଥରେ ଗର୍ଭବତୀ ହେଲେ ମହିଳା

ଆମେରିକାର ଜଣେ ମହିଳାଙ୍କ ସହିତ ଏକ ଅଜବ ଘଟଣା ଘଟିଛି। ଯାଆଁଳା ପିଲା ଗର୍ଭଧାରଣ କରିବାର ଗୋଟିଏ ସପ୍ତାହ ପରେ ଜଣାପଡ଼ିଲା ତାଙ୍କ ଗର୍ଭରେ ତୃତୀୟ ପିଲା ରହିଛି। ସୋସିଆଲ ମିଡିଆରେ ବେଶ୍‌ ଲୋକପ୍ରିୟ ଏହି ଟିକ୍‌ଟକ ମହିଳାଙ୍କ ଭିଡିଓ ଏବେ…

ପୁଅ ନୁହେଁ ପୋଷା କୁକୁର ହେଲା ଉତ୍ତରାଧିକାରୀ

ଭୋପାଳ,୩୧।୧୨: ପିତାଙ୍କ ଅନ୍ତେ ତାଙ୍କ ସମ୍ପତ୍ତିର ଉତ୍ତରାଧିକାରୀ ଭାବେ ଝିଅ-ପୁଅଙ୍କୁ ବିବେଚିତ କରାଯାଇଥାଏ। ତେବେ ମଧ୍ୟପ୍ରଦେଶରେ ଜଣେ ଚାଷୀ ମୃତ୍ୟୁ ପରେ ତାଙ୍କର ସମସ୍ତ ସମ୍ପତ୍ତିର ଉତ୍ତରାଧିକାରୀ ଭାବେ ପୋଷା କୁକୁର ଜ୍ୟାକି ଏବଂ ସ୍ତ୍ରୀ ଚମ୍ବାବାଈଙ୍କୁ ଘୋଷଣା କରିଛନ୍ତି। ଏସମ୍ପର୍କରେ…

ଦିଦିଙ୍କ ଉପରେ ଘନେଇଲା ସଙ୍କଟ: ଅଭିଷେକଙ୍କ ନିକଟତମ ବିନୟଙ୍କ ଘରେ ସିବିଆଇ ଚଢ଼ାଉ

କୋଲକାତା,୩୧।୧୨: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଉପରେ ଏବେ ସଙ୍କଟ ଘନେଇବାରେ ଲାଗିଛି। ମମତାଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ ନିକଟତମ ଥିବା ବିନୟ ମିଶ୍ରାଙ୍କ ଘରେ ଗୁରୁବାର ସିବିଆଇ ଚଢ଼ାଉ କରାଯାଇଛି। ବେଆଇନ୍‌ ଗୋଚାଲାଣ ଦୁର୍ନୀତିରେ ନେଇ ଚଢ଼ାଉ କରାଯାଇଛି।…

ଆଜି ରାଜ୍ୟରୁ ୩୧୫ କରୋନା ପଜିଟିଭ୍‌ ଚିହ୍ନଟ, ଆଖି ବୁଜିଲେ ୨ ଆକ୍ରାନ୍ତ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାଜ୍ୟରେ ୩୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୬୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୧ଜଣ ଚିହ୍ନଟ ହୋଇଥିବା…

ଏହି କ୍ରିକେଟର୍‌ଙ୍କ କାର୍‌ ଓଲଟିଲା

ଜୟପୁର,୩୧।୧୨:ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହମ୍ମଦ ଆଜାରୁଦ୍ଦିନଙ୍କ କାର୍‌ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏଥିରେ ସେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଲାଲସୋଟ କୋଟା ମେଗା ହାଇଓ୍ବେରେ ଏହି ଦୁର୍ଘଟଣା ଘଟିଥିଲା। ଆଜାରୁଦ୍ଦିନ୍‌ ନିଜ ପରିବାର ସହ ରଣନ୍ଥମ୍ବୋର ଭବନ…

ପଞ୍ଚାୟତ ଜିପିଇଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୩୧ା୧୨: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ପୁଇଁତଲା ପଞ୍ଚାୟତର ଜିପିଇଓ ବିହାରୀଲାଲ ବାରିକଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ପିଇଓଙ୍କ ଶାନ୍ତିପଡ଼ା ଘର ଏବଂ ପୁଇଁନ୍ତଲା ଅଫିସରେ ଏକକାଳୀନ ଚଢ଼ାଉ ଜାରି…

ପଡ଼ୋଶୀ ମହିଳାଙ୍କ ସହ ପ୍ରେମସମ୍ପର୍କ ରଖିବାକୁ ବେଡ୍‌ରୁମ୍‌ ତଳେ ତିଆରି କରିଥିଲେ ଗୁପ୍ତ ସୁଡ଼ଙ୍ଗ, ଜଣାପଡ଼ିବା ପରେ…

ଜଣେ ବିବାହିତ ବ୍ୟକ୍ତି ପଡ଼ୋଶୀ ମହିଳାଙ୍କ ସହିତ ପ୍ରେମସମ୍ପର୍କ ରଖିବା ପାଇଁ ବେଡ୍‌ରୁମ୍‌ ତଳେ ଏକ ସୁଡ଼ଙ୍ଗ ତିଆରି କରିଥିଲେ। ମହିଳା ଜଣଙ୍କ ତାଙ୍କ ସ୍ବାମୀଙ୍କ ସହ ଘରେ ରୁହନ୍ତି। ମାତ୍ର ଯେତେବେଳେ ସ୍ବାମୀ କାମ କରିବାକୁ ବାହାରକୁ ଯାଆନ୍ତି ସେହି…

ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟାନ୍‌ ହେଲେ କେନ୍‌ ଓ୍ବିଲିୟମସନ, କୋହଲି ଏହି ସ୍ଥାନରେ

ଦୁବାଇ,୩୧।୧୨: ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ ତାଲିକା ପ୍ରକାଶ ପାଇଛି। ଏହି ତାଲିକାର ପ୍ରଥମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ୍‌। ସେ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଷ୍ଟିଭ୍‌ ସ୍ମିଥ୍‌ଙ୍କୁ ପଛରେ ପକାଇ ସେ ପ୍ରଥମ ସ୍ଥାନ…

ରାଜଧାନୀର ୪ ବ୍ୟକ୍ତି କରୋନାର ନୂଆ ଷ୍ଟ୍ରେନରେ ପୀଡ଼ିତ

ନୂଆଦିଲ୍ଲୀ,୩୧ ।୧୨: କରୋନା ଭାଇରସ ସଂକ୍ରମଣ କମି କମି ଆସୁଥିବା ବେଳେ ଏବେ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି କରୋନାର ନୂଆ ଷ୍ଟ୍ରେନ୍ । ପ୍ରଥମେ ଏହା ବ୍ରିଟେନରେ ଦେଖା ଦେଇଥିବା ବେଳେ ଧିରେ ଧିରେ ଏହା ଆହୁରି କିଛି…

ବରଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହ

ମାଲକାନଗିରି,୩୧ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦରମହକୁମା ଜବରଦସ୍ତ କଲୋନୀର ମନ୍ଦିର ନିକଟରେ ଥିବା ଏକ ବରଗଛରୁ ଯୁବକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ କରାଯାଇଛି। ଉଭୟଙ୍କ ମୃତଦେହ ବରଗଛରେ ଏକ ଗାମୁଛାରେ ବନ୍ଧା ହୋଇଥିବା ବେଳେ ଉଭୟ ପ୍ରେମୀଯୁଗଳ ବୋଲି ଅନୁମାନ…

ଦେଶରେ କାମ କରୁଛି ୫୯୭ ଫାଷ୍ଟ୍‌ ଟ୍ରାକ୍‌ କୋର୍ଟ

ନୂଆଦିଲ୍ଲୀ,୩୧।୧୨: ଦେଶରେ ସମ୍ପ୍ରତି ୫୯୭ ଫାଷ୍ଟ ଟ୍ରାକ୍‌ କୋର୍ଟ କାମ କରୁଛି। ସେଥିମଧ୍ୟରୁ ୩୨୧ କୋର୍ଟରେ ମୁଖ୍ୟତଃ ପୋକ୍ସୋ ମାମଲାର ବିଚାର କରାଯାଉଛି। ଦେଶର ୨୪ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କୋର୍ଟଗୁଡ଼ିକ ରହିଛି। ଆଇନମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri