ଉତ୍କଳ ବିଶ୍ୱବିଦ୍ୟାଳୟ ବିଏଡ୍ ପରୀକ୍ଷା ଅନ୍ଲାଇନ୍ରେ ହେବ
ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟରେ ବିଏଡ୍ ପରୀକ୍ଷା ଅନ୍ଲାଇନ୍ରେ ହେବ। ଏନେଇ ଖୁବ୍ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ। ପୂର୍ବ ନିର୍ଦ୍ଧାରିତ ଦିନରେ ହିଁ ପରୀକ୍ଷା ହେବ ବୋଲି ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର କହିଛନ୍ତି। ଅଫ୍ଲାଇନରେ ବିଏଡ୍ ପରୀକ୍ଷାକୁ ବିରୋଧ କରି ପ୍ରଥମ ବର୍ଷ ଛାତ୍ରୀଛାତ୍ରମାନେ ବୁଧବାର…
ମହିଳା, ଶିଶୁ ଅପରାଧ ରୋକିବାକୁ ହେବ ସ୍ବତନ୍ତ୍ର ଶାଖା
ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ମହିଳା ଓ ଶିଶୁଙ୍କ କ୍ଷେତ୍ରରେ ଘଟୁଥିବା ଅପରାଧ ରୋକିବା ଦିଗରେ ଆହୁରି ପଦକ୍ଷେପ ନିଆଯିବ। ଏଥିପାଇଁ ଓଡ଼ିଶା ପୋଲିସର ଏକ ସ୍ବତନ୍ତ୍ର ଶାଖା ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ବୁଧବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୨ତମ ବରିଷ୍ଠ…
ଡାର୍କ ସର୍କଲ ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…
ଆଖିତଳେ କଳାଦାଗ ବା ଡାର୍କ ସର୍କଲ ଅନେକଙ୍କୁ ସମସ୍ୟାରେ ପକାଇଥାଏ। ସମୟର ଅଭାବରୁ ଅନେକ ନିଜ ଶରୀରର ଯତ୍ନ ନେଇପାରନ୍ତି ନାହିଁ। ଫଳରେ ଆଖି ତଳେ ଦେଖାଯାଏ ଡାର୍କ ସର୍କଲ। ଏହା ସୃଷ୍ଟି ହେବାର ବିଭିନ୍ନ କାରଣ ରହିଛି। ରାତିରେ ଭଲ…
ଇଜିପ୍ଟର ସୁପରଷ୍ଟାରଙ୍କ ସହ ନଜର ଆସିବେ ବଲିଉଡର ଏହି ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ଉର୍ବଶୀ ରୌତେଲା ନିଜର ବୋଲ୍ଡ ଇମେଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ତାଙ୍କର ଫିଲ୍ମ କ୍ୟାରିୟର ସେତେଟା ସଫଳ ହୋଇପାରି ନାହିଁ। କିନ୍ତୁ ଏବେ ସେ ଏକ ଅନ୍ତର୍ଜାତୀୟ ପ୍ରୋଜେକ୍ଟକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଖବର ଅନୁଯାୟୀ, ଏବେ…
ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ର଼୍ୟାଙ୍କିଙ୍ଗ୍: ଭାରତ ଦ୍ୱିତୀୟ ସ୍ଥାନ ବଜାୟ ରଖିଲା
ଦୁବାଇ,୩୧।୧୨(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ର଼୍ୟାଙ୍କିଙ୍ଗ୍ରେ ଭାରତ ତା’ର ଦ୍ୱିତୀୟ ସ୍ଥାନ ବଜାୟ ରଖିଛି। ମେଲବୋର୍ନରେ ଅନୁଷ୍ଠିତ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ବିଜୟୀ ହୋଇ ଭାରତ ଅପରିବର୍ତ୍ତିତ ରହିଛି।…
ମେଦବହୁଳତାରୁ ଦୂରେଇ ରହିବା ପାଇଁ ନିତି ଏଥିରୁ ଚାମଚେ…
ପରିବର୍ତ୍ତିତ ଜୀବନଶୈଳୀରେ କେତେକଙ୍କଠାରେ ମେଦବହୁଳତା ସମସ୍ୟା ଦେଖାଦେଇଥାଏ। ତେବେ ଏହାର ସଫଳ ଚିକିତ୍ସା ବିଭିନ୍ନ ଔଷଧୀୟ ଗଛଲତା ସହାୟତାରେ ସହଜରେ ହୋଇପାରିଥାଏ। ପ୍ରତିଦିନ ଚାମଚେ ଘିକୁଆଁରୀ ରସ ପିଇଲେ ମେଦବହୁଳତା କମିଥାଏ ବୋଲି ଆୟୁବେର୍ଦରେ ଉଲ୍ଲେଖ ଅଛି। ମେଥିପତ୍ର ଓ ଘିକୁଆଁରୀ…
ସଚିନଙ୍କ ‘ହ୍ୟାଲୋ’ ଶୁଣି ଏହି ଖେଳାଳିଙ୍କୁ ହାତରୁ ଖସିପଡିଥିଲା ଖାଦ୍ୟ ଥାଳି
ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ବିଶ୍ୱର ଜଣେ ମହାନ ବ୍ୟାଟ୍ସମ୍ୟାନ୍ ଭାବେ ଜଣାଶୁଣା। ଜଣେ ମହାନ କ୍ରିକେଟର୍ ହୋଇଥିବାରୁ ଯୁବ କ୍ରିକେଟରମାନେ ତାଙ୍କୁ ଭେଟିବାକୁ ମଧ୍ୟ ଡରନ୍ତି। ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସହ ମଧ୍ୟ ଏମିତି ହୋଇଥିଲା। ସଚିନଙ୍କୁ…
ଇଣ୍ଡିଆନ ସୁପର ଲିଗ୍: ଗୋଆ ବିଜୟୀ
ଭାସ୍କୋଡାଗାମା,୩୧।୧୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍(ଆଇଏସ୍ଏଲ୍)ରେ ବୁଧବାର ଖେଳାଯାଇଥିବା ମ୍ୟାଚରେ ଗୋଆ ୨-୧ ଗୋଲରେ ହାଇଦ୍ରାବାଦ ଏଫ୍ସିକୁ ପରାସ୍ତ କରିଛି। ପ୍ରଥମାର୍ଦ୍ଧ ସଂଘର୍ଷପୂର୍ଣ୍ଣ ରହିଥିଲା ଓ ଗୋଲ ସ୍କୋର ହୋଇପାରି ନ ଥିଲା। ଦ୍ୱିତୀୟାର୍ଦ୍ଧରେ ସ୍ପେନ୍ ଷ୍ଟ୍ରାଇକର ଆଡ୍ରିଆନା ସାଣ୍ଟାନା ୫୮ତମ ମିନିଟ୍ରେ…
ସିଡ୍ନୀ ଟେଷ୍ଟ: ଅଷ୍ଟ୍ରେଲିଆ ଦଳରେ ଓ୍ବାର୍ନର, ପୁକୋଭସ୍କି
ମେଲବୋର୍ନ, ୩୦।୧୨- ଭାରତ ବିପକ୍ଷ ଟେଷ୍ଟ ସିରିଜର ଅବଶିଷ୍ଟ ୨ ମ୍ୟାଚ ପାଇଁ ଅଷ୍ଟ୍ରେଲିଆ ଦଳରୁ ଓପନର ଜୋ ବନର୍ସ ବାଦ୍ ପଡ଼ିଛନ୍ତି। ଡେଭିଡ ଓ୍ବାର୍ନର ଓ ଓ୍ବିଲ୍ ପୁକୋଭସ୍କିଙ୍କୁ ଦଳରେ ସାମିଲ କରାଯାଇଛି। ପ୍ରଥମ ଦୁଇ ଟେଷ୍ଟର ୪ ଇନିଂସରେ…
କ୍ରିକେଟ ଟୁର୍ନାମେଣ୍ଟ: ଅଙ୍କରିଆପଦର ଚାମ୍ପିୟନ
ଲୋଇସିଂହା,୩୦।୧୨(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ଅନ୍ତର୍ଗତ ଭାଲୁପାଲିଠାରେ ଚାଳିଥିବା ଜୟ ବାରପାହାଡ଼ ବୁଢା କ୍ରିକେଟ ଟୁର୍ନାମେଣ୍ଟ ବୁଧବାର ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାର ଫାଇନାଲ ମ୍ୟାଚରେ ୧୩ ରନ୍ରେ କଦଳୀପାଲି ଦଳକୁ ହରାଇ ଅଙ୍କରିଆପଦର ଦଳ ବିଜୟୀ ହୋଇଥିଲା।…
ମାଳଦ୍ୱୀପରେ ଛୁଟି କାଟୁଛନ୍ତି କିଆରା-ସିଦ୍ଧାର୍ଥ
ବଲିଉଡ୍ର ଆଗଧାଡ଼ିର ଅଭିନେତ୍ରୀ କିଆରା ଆଡଭାନି ଓ ସିଦ୍ଧାର୍ଥ ମଲହୋତ୍ରା ଏ ପର୍ଯ୍ୟନ୍ତ ରିଲେଶନଶିପ ସମ୍ପର୍କରେ ମୁହଁ ଖୋଲି ନାହାନ୍ତି। କିନ୍ତୁ ସବୁ କିଛି ପ୍ରକାଶ କରୁଛି ଦୁହିଁଙ୍କ ଫଟୋ। ୨୦୨୧ ନୂଆ ବର୍ଷ ଛୁଟି କାଟିବା ପାଇଁ ମାଳଦ୍ୱୀପ ଯାଇଛି…
ନୂଆବର୍ଷ ଆରମ୍ଭରୁ ହୋଇପାରେ ଟିକାକରଣ
ଭୁବନେଶ୍ୱର, ୩୦।୧୨(ବ୍ୟୁରୋ)- ନୂଆବର୍ଷ ଆରମ୍ଭରୁ ରାଜ୍ୟରେ କରୋନା ଟିକାକରଣ ହୋଇପାରେ। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଆସିଲେ ରାଜ୍ୟରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବ। ଏନେଇ ବୁଧବାର ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଟିକା ଆସିବା…
Archives


