ଦୁର୍ଘଟଣାର ଶିକାର ହେଲେ ଭାରତର ଏହି ପୂର୍ବତନ ଅଧିନାୟକ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ହାଇଦ୍ରାବାଦ କ୍ରିକେଟ ଆସୋସିଏଶନର ସଭାପତି ମହମ୍ମଦ ଆଝାରୁଦ୍ଦିନ ଦୁର୍ଘଟଣାର ଶିକାର ହୋଇଛନ୍ତି। ହେଲେ ସୌଭାଗ୍ୟ ବଶତଃ ତାଙ୍କର କୌଣସି କ୍ଷତି ହୋଇ ନାହିଁ। ରାଜସ୍ଥାନର ଲାଲସୋଟ-କୋଟା ହାଇୱେରେ ସୁରୱାଲ ଥାନା ଦେଇ ଆଝାରୁଦ୍ଦିନ…
ଭୁବନେଶ୍ୱରରୁ ୨୦ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୧୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ସ୍ନାୟୁ ରୋଗରେ ଆକ୍ରାନ୍ତ ଶିଶୁ: ଚିକିତ୍ସାରେ ଅର୍ଥ ବାଧକ
ଜହ୍ନାପଙ୍କ,୩୦।୧୨(ଡି.ଏନ୍.ଏ.): ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଜଗତି ଗାଁର ଦେଢବର୍ଷର ଶିଶୁ ନିହାରିକା ବେହେରା ସ୍ନାୟୁ ରୋଗରେ ଆକ୍ରାନ୍ତ। ବର୍ତ୍ତମାନ ତାଙ୍କର ଅଧିକ ଚିକିତ୍ସାର ଆବଶ୍ୟକ ରହିଛି। ହେଲେ ଅର୍ଥାଭାବରୁ ତାହା ସମ୍ଭବ ହେଉ ନ ଥିବା ପରିବାର ଲୋକେ କହିଛନ୍ତି।…
ଭାଜପାରେ ସାମିଲ ହେଲେ ଏହି ପୂର୍ବତନ କ୍ରିକେଟର: ୧୭ ବର୍ଷରେ ଖେଳିଥିଲେ ପ୍ରଥମ ଟେଷ୍ଟ
ଭାରତୀୟ ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ୍ ଭାଜପାରେ ସାମିଲ ହୋଇଛନ୍ତି। ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଶିବରାମ ଭାଜପାରେ ଯୋଗ ଦେଇଛନ୍ତି। ତାମିଲନାଡୁର ଭାଜପା ଇନ୍ଚାର୍ଜ ସିଟି ରବିଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି। ୧୭ ବର୍ଷ ବୟସରେ ଓ୍ବେଷ୍ଟଇଣ୍ଡିଜ୍…
ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍: ଦ୍ୱିତୀୟ ସ୍ଥାନ ବଜାୟ ରଖିଲା ଭାରତ
ଦୁବାଇ,୩୦ା୧୨- ଆଗାମୀ ବର୍ଷ ହେବାକୁ ଥିବା ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲ ମ୍ୟାଚ୍ ଖେଳିବା ଦୌଡ଼ରେ ରହିଛି ଭାରତୀୟ ଦଳ। ଅଷ୍ଟ୍ରେଲିଆ ବିପକ୍ଷରେ ମେଲବୋର୍ନ ଟେଷ୍ଟ ଜିତିବା ପରେ ଭାରତୀୟ ଦଳ ଅଙ୍କ ତାଲିକାର ଦ୍ୱିତୀୟ ସ୍ଥାନ ବଜାୟ ରଖିଛି।…
ପରୀ ହତ୍ୟା ମାମଲା: ହାଇକୋର୍ଟରେ ଆଉ ଏକ ମିସ୍ କେସ୍
ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟା ମାମଲାରେ ହାଇକୋର୍ଟରେ ଆଉ ଏକ ମିସ୍ କେସ୍ ଦାୟର ହୋଇଛି। ପରୀ ହତ୍ୟା ଘଟଣାରେ ପରିବାର ପକ୍ଷରୁ ଥାନାରେ ଦିଆଯାଇଥିବା ଏତଲାରେ ଯେଉଁମାନଙ୍କ ନାମ ରହିଛି ସେମାନଙ୍କର ପଲିଗ୍ରାଫ ଟେଷ୍ଟ କରିବାକୁ…
ସନ୍ତାନ ନ ହେବାରୁ ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା
କପ୍ତିପଦା,୩୦।୧୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଶରତ ଥାନା ଅଧୀନ କଳମଗଡ଼ିଆ ପଞ୍ଚାୟତ ଶାରିସୁଆ ଗ୍ରାମରେ ଡାହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ କାଟି ହତ୍ୟା କରାଯାଇଛି । ସେ ହେଲେ ଉକ୍ତ ଗ୍ରାମର ଖଇରୀ ମହାନ୍ତ(୪୫)। ପ୍ରକାଶ ଯେ,…
ବିଶ୍ୱସ୍ତରୀୟ ହେବ ପାରାଦୀପ ବନ୍ଦର
ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ପାରାଦୀପ ବନ୍ଦରକୁ ବିଶ୍ୱସ୍ତରୀୟ କରିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି। ପାରାଦୀପ ବନ୍ଦରରେ ନିର୍ମାଣ ହେବ ଓ୍ବେଷ୍ଟର୍ଣ୍ଣ ଡକ୍। ନବୀକରଣ ଓ ବିଶ୍ୱସ୍ତରୀୟ ପାଇଁ ଖର୍ଚ୍ଚ ହେବ ୩ ହଜାର କୋଟି ଟଙ୍କା।…
୧ କ୍ୱିଣ୍ଟାଲ ନକଲି ପନିର୍ ଜବତ
କଟକ ଅଫିସ୍,୩୦।୧୨: ନକଲି ମସଲା, ଘିଅ, ହଳଦୀ ପରେ ଏବେ ଜବତ ହୋଇଛି ୧ କ୍ୱିଣ୍ଟାଲ ନକଲି ପନିର୍। କଟକର ଚାଉଳିଆଗଞ୍ଜ ପୋଲିସ ଏବଂ ସିଏମସି ସ୍ବାସ୍ଥ୍ୟ ବିଭାଗର ଏକ ଟିମ ଚଢାଉ କରି ୧ କ୍ୱିଣ୍ଟାଲରୁ ଅଧିକ ନକଲି ପନିର…
୬ ସରକାରୀ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ୬ ଜଣ ସରକାରୀ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଦୁର୍ନୀତି ଏବଂ ଅପାରଗତା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ସମ୍ପୃକ୍ତ କର୍ମଚାରୀଙ୍କ ମଧ୍ୟରେ ୪ ଜଣ ଇଞ୍ଜିନିୟ ଏବଂ ୨ ଅବକାରୀ…
୭୫ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ୍
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଆସନ୍ତା ଜାନୁଆରୀ ମାସରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଏବଂ ସବ-ଅର୍ଡିନେଟ ଅଫିସ ଚାଲିବା ସମ୍ପର୍କରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ତଦନୁଯାୟୀ ଭୁବନେଶ୍ୱର ଓ ସମସ୍ତ ବିଭାଗୀୟ ଓ ଅଧସ୍ତନ କାର୍ଯ୍ୟାଳୟ କଟକରେ ୭୫ ପ୍ରତିଶତ କର୍ମଚାରୀରେ ସରକାରୀ…
ରାଜ୍ୟପାଳଙ୍କୁ ହଟାଇବା ପାଇଁ ରାଷ୍ଟ୍ରପତିଙ୍କୁ ଚିଠି
କୋଲକାତା,୩୦।୧୨: ପଶ୍ଚିମବଙ୍ଗରେ ରାଜନୈତିକ କାଦୁଅ ଫିଙ୍ଗା ଜାରି ରହିଛି। ଆଗକୁ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁଥିବାବେଳେ ଶାସକ ତୃଣମୂଳ କଂଗ୍ରେସ ଏବଂ ଭାଜପା ମୁହାଁମୁହିଁ ସ୍ଥିତିରେ ରହିଛନ୍ତିି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କ ପକ୍ଷରୁ ରାଜ୍ୟପାଳ ଜଗଦୀପ୍ ଧନଖଣ୍ଡଙ୍କୁ ହଟାଇବା…
Archives


