ରାହାନେଙ୍କ ନେତୃତ୍ୱକୁ ନେଇ ଏମିତି କହିଦେଲେ ବିରାଟ କୋହଲି
ମେଲବୋର୍ନ,୨୯।୧୨: ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ମ୍ୟାଚ୍ରେ ଭାରତୀୟ ଦଳ ୮ ଉଇକେଟ୍ରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଫଳରେ ସିରିଜ୍ ୧-୧ ବରାବର ରହିଛି। ବିରାଟ କୋହଲିଙ୍କ ଅନୁପସ୍ଥିତିରେ ନେତୃତ୍ୱ ନେଉଥିବା ଅଜିଙ୍କେ ରାହାନେ ପୂରା ମ୍ୟାଚରେ ଚମତ୍କାର ଅଧିନାୟକ ଦାୟିତ୍ୱ ତୁଲାଇ…
ପୂର୍ବତନ ଡ୍ରାଇଭରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଧର୍ମଗଡ଼,୩୦।୧୨(ଡି.ଏନ୍.ଏ): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ପ୍ରକଳ୍ପର ପୂର୍ବତନ ଡ୍ରାଇଭର ରମେଶ ପଣ୍ଡାଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଏକକାଳୀନ ତାଙ୍କ ଧର୍ମଗଡ଼ସ୍ଥିତ ବାସଭବନ ଓ ଜୁନାଗଡ଼ ଗେଷ୍ଟ ହାଉସରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି…
ରହସ୍ୟ ଉପରୁ ପରଦା ଉଠାଇଲେ ଅମିତାଭ ବଚ୍ଚନ
ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ପ୍ରଶଂସକମାନେ ମଧ୍ୟ ତାଙ୍କ ମଜାଳିଆ ଏବଂ ପ୍ରେରଣାଦାୟକ ପୋଷ୍ଟକୁ ଉତ୍ସାହର ସହିତ ଅପେକ୍ଷା କରନ୍ତି। ଅମିତାଭ ବଚ୍ଚନଙ୍କ ବିଷୟରେ ଏକ ବିଶେଷ କଥା ହେଉଛି ଯେ ସେ ନିଜ ପୋଷ୍ଟରେ…
ଶାନ୍ତନୁ ମହାପାତ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ବିଶିଷ୍ଟ ଓ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଶୋକ ପ୍ରକାଶ କରିଛନ୍ତିି। ସେ ଟୁଇଟ୍ ଯୋଗେ ଲେଖିଛନ୍ତି, ‘ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ…
ସ୍ନେକ୍ ମସାଜ: ପିଠି-ମୁହଁରେ ଛଡ଼ାଯାଏ ୨୮ ପ୍ରକାର ସାପ
କାଏରୋ,୩୦।୧୨: ବିଭିନ୍ନ ପ୍ରକାର ମସାଜ ସମ୍ପର୍କରେ ଜଣାଅଛି। ତେବେ ପିଠି ଏବଂ ମୁହଁରେ ସାପକୁ ଛାଡ଼ି ମସାଜ୍ କରିବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ମାତ୍ର ଇଜିପ୍ଟରେ ଏଭଳି ଏକ ସ୍ପା ରହିଛି ଯେଉଁଠି ସାପଙ୍କ ଦ୍ୱାରା ମସାଜ…
ଓ୍ବେସ୍କୋ ଆକାଉଣ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ସୁନା ବିସ୍କୁଟ ଜବତ
ବଲାଙ୍ଗୀର ଅଫିସ,୩୦।୧୨: ବଲାଙ୍ଗୀର ଓ୍ବେସ୍କୋ ସୁପରିଟେଣ୍ଡେଣ୍ଟ ଅଫିସର ଆକାଉଣ୍ଟାଣ୍ଟ ବିଭୂତିଶଙ୍କର ବିନ୍ଧାଣୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ଚଢାଉ ହୋଇଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ମାମଲାରେ ବଲାଙ୍ଗୀର ସର୍କିଟ ହାଉସ ନିକଟରେ ଥିବା ତାଙ୍କ ଘର ଓ ପ୍ୟାଲେସରେ ଥିବା ୱେସ୍କୋ କାର୍ଯ୍ୟାଳୟରେ…
ଆମେରିକାରେ ପହଞ୍ଚିଲା କରୋନାର ନୂଆ ଷ୍ଟ୍ରେନ୍
ଓ୍ବାଶିଂଟନ,୩୦।୧୨: ବ୍ରିଟେନ୍ରୁ ଆରମ୍ଭ ହୋଇଥିବା କରୋନାର ନୂଆ ଷ୍ଟ୍ରେନ୍ ଏବେ ଆମେରିକାରେ ପହଞ୍ଚିଛି। କୋଲୋରାଡୋରେ ଜଣେ ୨୦ ବର୍ଷ ବୟସ୍କ ଯୁବକଙ୍କ ନମୁନା ପରୀକ୍ଷା ସମୟରେ ନୂଆ ଷ୍ଟ୍ରେନ୍ ଚିହ୍ନଟ ହୋଇଛି। ଯୁବକଙ୍କୁ କ୍ୱାରାଣ୍ଟାଇନ୍ କରାଯାଇଛି। ଯୁବକ ଜଣକ ଅନ୍ୟ କାହା…
ଅନ୍ନଦାତାଙ୍କୁ ସମର୍ଥନ: ପୁରସ୍କାର ଫେରାଇଲେ ନବ ଭାଟିଆ
ଟରୋଣ୍ଟୋ,୩୦।୧୨: ଭାରତରେ ଜାରି ରହିଥିବା ଅନ୍ନଦାତାଙ୍କୁ ସମର୍ଥନ ବିଦେଶରୁ ମଧ୍ୟ ମିଳିବାରେ ଲାଗିଛି। ଏହି ସମର୍ଥନ ତାଲିକାରେ ବ୍ରିଟେନ୍ ଏବଂ କାନାଡ଼ା ଶୀର୍ଷରେ ରହିଛନ୍ତି। ଭାରତୀୟ ବଂଶୋଭବ ନବ ଭାଟିଆ ଗ୍ଲୋବାଲ ଇଣ୍ଡିଆନ୍ ଆଓ୍ବାର୍ଡ ଗ୍ରହଣ କରିବାର ଗୋଟିଏ ଦିନ ପରେ…
ରାଜ୍ୟ, ଦେଶ, ବିଶ୍ୱର ପ୍ରଭାବଶାଳୀ ନେତୃତ୍ୱଙ୍କୁ ନେଇ ‘ଧରିତ୍ରୀ’ର ପାୱାର ଲିଷ୍ଟ ୨୦୨୦
୨୦୨୦ ମସିହା କେବଳ ଓଡ଼ିଶା କିମ୍ବା ଭାରତ ନୁହେଁ, ସମଗ୍ର ପୃଥିବୀକୁ ଦୋହଲାଇ ଦେଇଛି। କରୋନା ଭୂତାଣୁ ମଣିଷ ଜାତିକୁ ଅନେକ ନୂଆ ଦିଗ ଦେଖାଇଛି। ଏହି ସମୟରେ ରାଜନୈତିକ ଏବଂ ସାମାଜିକ ନେତୃତ୍ୱର ଗୁରୁତ୍ୱ ବହୁ ପରିମାଣରେ ବୃଦ୍ଧି ପାଇଛି।…
ଜାନୁୟାରୀରେ ଭାରତ-ଫ୍ରାନ୍ସ୍ ‘ସ୍କାଏରୋଜ୍’: ଚାଇନାର ବଢ଼ିଲା ଚିନ୍ତା
ନୂଆଦିଲ୍ଲୀ,୩୦।୧୨: ଭାରତ ଚାଇନା ମଧ୍ୟରେ ପୂର୍ବ ଲଦାଖର ଏଲ୍ଏସିରେ ଉତ୍ତେଜନା ଜାରି ରହିଛି। ଏପରିସ୍ଥଳେ ଭାରତ ଏବଂ ଫ୍ରାନ୍ସ୍ ମଧ୍ୟରେ ୨୦୨୧ ଜାନୁୟାରୀରେ ଯୁଦ୍ଧାଭ୍ୟାସ ‘ସ୍କାଏରୋଜ୍’ ଅନୁଷ୍ଠିତ ହେବ। ରାଜସ୍ଥାନ ଯୋଧପୁରରେ ହେବାକୁ ଥିବା ଯୁଦ୍ଧାଭ୍ୟାସରେ ଫ୍ରାନ୍ସ୍ର ଯୁଦ୍ଧବିମାନ ରାଫାଲ ଅଂଶଗ୍ରହଣ…
ଧନଜୀବନ, ଜୈବ ବିବିଧତାକୁ ଅଣଦେଖା
ଯାଜପୁର ଅଫିସ,୩୦।୧୨: କେତେଜଣ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସ୍ବାର୍ଥ ପାଇଁ ଜୈବ ବିବିଧତା ଓ ଲୋକଙ୍କ ଧନଜୀବନକୁ ଅଣଦେଖା କରାଯାଉଛି। ବାଲି ଖାଦାନ ଲିଜ୍ ଦେବା ପୂର୍ବରୁ ସେଠାକାର ପାରିପାର୍ଶ୍ୱିକ ସ୍ଥିତି ସମ୍ପର୍କରେ କୌଣସି ଅନୁଧ୍ୟାନ କରାଯାଉ ନାହିଁ। ଏହି ମର୍ମରେ ଧରିତ୍ରୀରେ…
ପ୍ରଶିକ୍ଷଣ, ଗବେଷଣା ଉପରେ ଗୁରୁତ୍ୱ
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ୬୨ତମ ବରିଷ୍ଠ ପୋଲିସ ଅଧିକାରୀ ସମ୍ମିଳନୀର ତୃତୀୟ ଦିନରେ ମଙ୍ଗଳବାର ଇଣ୍ଟରପୋଲ (ସିଙ୍ଗାପୁର)ର ନିର୍ବାହୀ ନିର୍ଦ୍ଦେଶକ ଏମ୍.ଏମ୍. ଓବରୋଇ ଯୋଗ ଦେଇଥିଲେ। ଭର୍ଚୁଆଲ ମାଧ୍ୟମରେ ଚାଲିଥିବା ଏହି ସମ୍ମିଳନୀରେ ଓବରୋଇ କମ୍ବାଟିଂ ସାଇବର କ୍ରାଇମ୍ ଏ ହୋଲିଷ୍ଟିକ ଆପ୍ରୋଚ ବିଷୟବସ୍ତୁ…
Archives


