Home Left

ମାନିଲେ ରାଜନାଥ: ଚାଇନା ସହିତ ଆଲୋଚନାରେ ମିଳିନି ସମାଧାନ ସୂତ୍ର

ନୂଆଦିଲ୍ଲୀ,୩୦।୧୨: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ବିବାଦ ଜାରି ରହିଛି। ଏନେଇ ବହୁଥର ଆଲୋଚନା ହୋଇଛି। ତେବେ ଏସବୁ ଅସଫଳ ରହିଥିବା ସରକାର ମାନିଛନ୍ତି। ଦୁଇଦେଶ ମଧ୍ୟରେ ଦେଖାଦେଇଥିବା ସୀମା ବିବାଦର ସମାଧାନର ସୂତ୍ର ଏପର୍ଯ୍ୟନ୍ତ ମିଳିନି ବୋଲି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ…

ନୂଆ ରୂପ ପାଇବ ରାଜ୍ୟ ସଂଗ୍ରହାଳୟ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ଭର୍ଚୁଆଲ୍‌ ସଂଗ୍ରହାଳୟ ମଙ୍ଗଳବାର ଉଦ୍‌ଘାଟିତ ହୋଇଛି। ସଂଗ୍ରହାଳୟର ୬୩ତମ ପ୍ରତିଷ୍ଠା ଦିବସରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ପ୍ରତ୍ନତତ୍ତ୍ୱ ବିଭାଗ ଗ୍ୟାଲେରିରୁ ଏହି ଭର୍ଚୁଆଲ୍‌ ସଂଗ୍ରହାଳୟର ଶୁଭାରମ୍ଭ କରିଛନ୍ତି। ପ୍ରତ୍ନତତ୍ତ୍ୱ ଗ୍ୟାଲେରୀର ୩ଟି…

ନନ୍ଦନକାନନ ପାଇଁ ୬୦୦ କୋଟିର ଯୋଜନା

ବାରଙ୍ଗ,୩୦।୧୨(ଡି.ଏନ୍‌.ଏ.): ଦେଶର ବୃହତ୍ତମ ଚିଡିଆଖାନା ନନ୍ଦନକାନନ ଖୁବଶୀଘ୍ର ଅନ୍ତର୍ଜୀତୀୟ ସ୍ତରରେ ମାନ୍ୟତା ପାଇବାକୁ ଯାଉଛି। କେନ୍ଦ୍ରୀୟ ଚିଡ଼ିଆଖାନା ପ୍ରାଧିକରଣ ଏଥିପାଇଁ ପ୍ରସ୍ତୁତିପର୍ବ ଆରମ୍ଭ କରିଦେଇଛନ୍ତି। ଏପରିକି ନନ୍ଦନକାନନର ଉନ୍ନତି ସକାଶେ ୬୦୦କୋଟି ଟଙ୍କାର ମାଷ୍ଟରପ୍ଲାନ ପ୍ରସ୍ତୁତ କରାଯାଇଛି ବୋଲି ନନ୍ଦନକାନନର ୬୧ତମ…

‘ଖୁସି’ ସଫ୍ଟଓ୍ବେର ଉନ୍ମୋଚିତ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟରେ ପାଠ ପଢ଼ୁଥିବା କିଶୋରୀମାନଙ୍କ ମାସିକ ଋତୁକାଳୀନ ସ୍ବଚ୍ଛତା ଓ ସ୍ବାସ୍ଥ୍ୟରକ୍ଷା ନିମନ୍ତେ ସାନିଟାରି ନାପ୍‌କିନ୍‌ ବଣ୍ଟନ ପାଇଁ ସରକାର ‘ଖୁସି’ ଯୋଜନା ଆରମ୍ଭ କରିଥିଲେ। ୨୦୧୯ରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ରାଜ୍ୟର…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗିରୀଶ ମୁର୍ମୁ

ଭୁବନେଶ୍ୱର,୩୦।୧୨ (ବ୍ୟୁରୋ):  କମ୍ପଟ୍ରୋଲର ଆଣ୍ଡ୍‌ ଅଡିଟର ଜେନେରାଲ(ସିଏଜି) ଗିରୀଶ ଚନ୍ଦ୍ର ମୁର୍ମୁ ମଙ୍ଗଳବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ୍‌ କରିଛନ୍ତି। ଏହା ଏକ ସୌଜନ୍ୟମୂଳକ ସାକ୍ଷାତ୍‌କାର ଥିଲା। ନବୀନ ମୁର୍ମୁଙ୍କୁ ସ୍ବାଗତ କରିବା ସହ ଉଭୟଙ୍କ ମଧ୍ୟରେ…

ଝାରପାଲିରୁ ଇସ୍ରୋ ବୈଜ୍ଞାନିକ

ବରଗଡ଼ ଅଫିସ୍‌,୩୦।୧୨: ବରଗଡ଼ ଜିଲା ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ଝାରପାଲି ଗ୍ରାମର ନିହାର ରଞ୍ଜନ ପ୍ରଧାନ ଇସ୍ରୋ ବୈଜ୍ଞାନିକ ଭାବେ ମନୋନୀତ ହୋଇଛନ୍ତି। ସେ ଆସନ୍ତା ଜାନୁୟାରୀ ମାସରେ ଇସ୍ରୋରେ ଯୋଗଦେବେ ବୋଲି କହିଛନ୍ତି। ପଙ୍କଜିନୀ ଓ ରାଜକୁମାରଙ୍କ ସାନପୁଅ ନିହାର…

ଟେଲି ମେଡିସିନରେ ଅଶ୍ଳୀଳତା

ନୂଆଦିଲ୍ଲୀ, ୩୦ା୧୨: କରୋନା ସଂକ୍ରମଣବେଳେ ଅନ୍‌ଲାଇନ ସେବାକୁ ମିଳିଛି ପ୍ରାଥମକିତା। ଦିନକୁ ଦିନ ବଢ଼ୁଛି ଓ୍ବେବସାଇଟ୍‌, ଆପ୍‌ର ମାତ୍ରା ଏବଂ ଅଧିକ ସଂଖ୍ୟାରେ ଲୋକଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରି ବେପାର ବଢ଼ାଇବାକୁ ଚାଲିଛି ପ୍ରତିଯୋଗିତା। ସ୍ବାସ୍ଥ୍ୟସେବାର ଗୁରୁତ୍ୱ ବଢ଼ିଥିବାରୁ ଡାକ୍ତରଙ୍କ…

ଆର ଅଶ୍ୱିନଙ୍କୁ ନେଇ ବଡ ଖୁଲାସା କଲେ ସ୍ତ୍ରୀ

ମେଲବୋର୍ନ,୨୯।୧୨: ଐତିହାସିକ ମେଲବୋର୍ନ ଟେଷ୍ଟରେ ଅଜିଙ୍କେ ରାହାନେଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଚାରି ମ୍ୟାଚ ବିଶିଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍‌ରେ ବିଜୟ ହାସଲ କରିଛି। ପ୍ରଥମ ଟେଷ୍ଟରେ ଆୟୋଜକ ଅଷ୍ଟ୍ରେଲିଆଠାରୁ ଏକ ଲଜ୍ଜାଜନକ ପରାଜୟ ପରେ ଟିମ ଇଣ୍ଡିଆ ଦ୍ୱିତୀୟ ଟେଷ୍ଟ…

ଟିଏମ୍‌‌ସିକୁ କିଣିପାରିବ ନାହିଁ

ନୂଆଦିଲ୍ଲୀ, ୩୦।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଭାଜପା ଉପରେ ଜୋର୍‌ଦାର ବର୍ଷିଛନ୍ତି। ଗୈରିକ ଦଳ କେତେଜଣ ବିଧାୟକଙ୍କୁ କିଣିନେଇପାରେ କିନ୍ତୁ ଟିଏମ୍‌ସିକୁ କଦାପି କିଣିପାରିବ ନାହିଁ ବୋଲି ବୋଲପୁରଠାରେ ଏକ ରାଲିକୁ ସମ୍ବୋଧିତ କରି ମମତା କହିଥିଲେ। ଜନସାଧାରଣଙ୍କ…

ସିବିଆଇ ଜାଲରେ ଜିଏସ୍‌ଟି, ସେଣ୍ଟ୍ରାଲ ଏକ୍ସସାଇଜ୍‌ର ୩ ଅଧିକାରୀ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଏକ ଘରୋଇ ଶିକ୍ଷାନୁଷ୍ଠାନର ଜିଏସ୍‌ଟି ମାମଲା ସମାଧାନ ନିମନ୍ତେ ୧୦ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଜିଏସ୍‌ଟି ଓ ସେଣ୍ଟ୍ରାଲ ଏକ୍ସସାଇଜ୍‌ର ୩ଜଣ ସୁପରିଣ୍ଟେଣ୍ଡେଣ୍ଟ ଓ ଉକ୍ତ ଶିକ୍ଷାନୁଷ୍ଠାନର ଜଣେ କର୍ମଚାରୀ ସିବିଆଇ ହାତରେ ଧରାପଡିଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଏକ୍ସସାଇଜ୍‌…

ଗୋପାଳକରୁ ଜଜ୍‌ ସୋନଲ ଶର୍ମା

ଉଦୟପୁର, ୩୦ା୧୨: ଜଣେ ଗୋପାଳକରୁ ରାଜସ୍ଥାନ ନ୍ୟାୟିକ ସେବା(ଆର୍‌ଜେଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ଉଦୟପୁରର ସୋନଲ ଶର୍ମା। ୨୦୧୮ରେ ଦ୍ୱିତୀୟ ଥର ପରୀକ୍ଷା ଦେବା ପରେ ସେ ଏଥିରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏକ ଗରିବ ପରିବାରରେ ଜନ୍ମ ଜଣେ…

କ୍ଷମା ମାଗିଲେ ଅମିତାଭ

ମୁମ୍ବାଇ, ୩୦ା୧୨: ସୋସିଆଲ ମିଡିଆରେ ସକ୍ରିୟ ରହୁଥିବା ବଲିଉଡ୍‌ ବିଗ୍‌ ବି ଅମିତାଭ ବଚ୍ଚନ ଟୁଇଟରରେ କ୍ଷମା ପ୍ରାର୍ଥନା କରିଛନ୍ତି। ସେ ଏକ କବିତା ପୋଷ୍ଟ କରିବା ପରେ କବିଙ୍କୁ କ୍ରେଡିଟ ନ ଦେବାରୁ ତାଙ୍କୁ ଭୁଲ୍‌ ମାଗିବାକୁ ପଡିଛି। ଅମିତାଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri