ପରୀ ହତ୍ୟାକାଣ୍ଡର ତଦନ୍ତ ତ୍ୱରାନ୍ବିତ
ନୟାଗଡ ଅଫିସ,୩୦।୧୨: କିଛି ଦିନର ନୀରବତା ପରେ ଏସ୍ଆଇଟି ପୁଣି ତଦନ୍ତକୁ ତ୍ୱରାନ୍ବିତ କରିଛି। ଏସ୍ଆଇଟି ଯଦୁପୁର ଗଁାକୁ ନ ଯାଇ ନୟାଗଡରେ ଯଦୁପୁରର କିଛି ଲୋକଙ୍କୁ ଡକାଇ ଜେରା କରୁଛି। ଏଭଳି ସ୍ଥଳେ ଜେରା କରାଯାଉଥିବା ଲୋକମାନେ ଗଣମାଧ୍ୟମ ସମ୍ମୁଖରେ…
ଏହି ଭାରତୀୟ କ୍ରିକେଟର୍ ରଚିଲେ ଇତିହାସ
ମେଲବୋର୍ନ,୨୯।୧୨: ମେଲବୋର୍ନରେ ଖେଳାଯାଇଥିବା ଭାରତ ଏବଂ ଅଷ୍ଟ୍ରେଲିଆ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆର ବିଜୟରେ ରବିନ୍ଦ୍ର ଜାଡେଜା ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ପ୍ରଥମ ଇନିଂସରେ ୫୭ ରନ ସଂଗ୍ରହ କରିଥିବା ଜାଡେଜା ମଧ୍ୟ ଏହି ମ୍ୟାଚରେ…
ମାଛଘେରି ନଷ୍ଟ କଲେ ହାତୀପଲ
ଚିକିଟି,୩୦।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ଗତ କିଛିଦିନ ହେଲା ହାତୀପଲ ଉପଦ୍ରବ ଚଳାଇଛନ୍ତି। ୧୫ ଦିନ ତଳେ ବ୍ଲକ୍ ଅନ୍ତର୍ଗତ ଗୋବିନ୍ଦନଗର, ପିତାତଳି, ରାମଚନ୍ଦପୁର ପଞ୍ଚାୟତର ବିଭିନ୍ନ ଗ୍ରାମାଞ୍ଚଳରେ ହାତୀପଲ ପଶି ଧାନଫସଲ ସମେତ ପାନବରଜ ଆଦି…
ହୀରାକୁଦ ନିଷିଦ୍ଧାଞ୍ଚଳରେ ଯୁବତୀଯୁବକ
ସମ୍ବଲପୁର,୩୦।୧୨ (ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ ନିଷିଦ୍ଧାଞ୍ଚଳରେ କେତେକ ଯୁବତୀଯୁବକ ଚଳପ୍ରଚଳ କରୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ସେମାନେ ସେଲ୍ଫି ନେବା ସହ ଫଟୋ ଉତ୍ତୋଳନ କରୁଛନ୍ତି। ଏହାପରେ ହୀରାକୁଦ ଡ୍ୟାମରେ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଭିନ୍ନ…
ଅସ୍ତ୍ରୋପଚାର ବେଳେ ରହିଗଲା ଛୁଞ୍ଚି
ନୟାଗଡ଼ ଅଫିସ,୩୦।୧୨: ନିରାପଦ ପ୍ରସବ ପାଇଁ ଜଣେ ମହିଳାଙ୍କୁ ତାଙ୍କ ପରିବାର ଲୋକେ ନୟାଗଡ଼ ଜିଲା ଖଣ୍ଡପଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ନର୍ମାଲ ଡେଲିଭରି ବି ହେଲା। ହେଲେ ଏହି ପ୍ରସବ ପାଇଁ ମହିଳାଙ୍କ ପରିସ୍ରା ଦ୍ୱାରକୁ ସାମାନ୍ୟ କାଟିବାକୁ ପଡିଥିଲା।…
ସରକାରୀ ନିର୍ଦ୍ଦେଶକୁ ଅପେକ୍ଷା
କାମାକ୍ଷାନଗର, ୩୦ା୧୨(ଡି.ଏନ.ଏ.) – ଶିକ୍ଷାୟତନ ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଟଣାଯାଇଛି ଲକ୍ଷ୍ମଣରେଖା। କରୋନା ସଂକ୍ରମଣ ଭୟରେ ଦୀର୍ଘ ୯ମାସ ହେଲା ଶିକ୍ଷାନୁଷ୍ଠାନରେ ଝୁଲୁଛି ତାଲା। ଯଦିଓ ବିକଳ୍ପ ଭାବେ ଅନ୍ଲାଇନ ମାଧ୍ୟମରେ ପାଠପଢ଼ା ଆରମ୍ଭ ହୋଇଛି, ତଥାପି ଏହା ଶ୍ରେଣୀଗୃହ ଶିକ୍ଷାର…
‘ବ୍ରିଟେନ ଫେରନ୍ତା ନିଜ ତଥ୍ୟ ଦିଅନ୍ତୁ’
ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ବ୍ରିଟେନ୍ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ୁଛି। ପତ୍ତା ମିଳୁ ନ ଥିବା ବ୍ରିଟେନ ଫେରନ୍ତାଙ୍କୁ ନିଜ ନିଜର ତଥ୍ୟ ଦେବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିବେଦନ କରାଯାଇଛି। ନିଜ ଆଡୁ ସରକାରଙ୍କ ପାଖରେ ତଥ୍ୟ ରଖିବାକୁ ଜନସ୍ବାସ୍ଥ୍ୟ ବିଭାଗ…
ଶିଶୁର ଏହି ଅଙ୍ଗ ପାଇଁ ପାଳନ କରାଯାଏ ଶୋକ
ଶିଶୁଟିଏ ଜନ୍ମ ହେବା ପରେ ପରିବାରରେ ଖୁସିର ବାତାବରଣ ଦେଖାଯାଏ। ତେବେ ଶିଶୁ ଜନ୍ମକୁ ନେଇ ବିଶ୍ୱର ଅନେକ ସମ୍ପ୍ରଦାୟରେ ପୃଥକ ପୃଥକ ପରମ୍ପରା ପାଳନ କରିଥାନ୍ତି। କାରଣ ବିଶ୍ୱାସ କରାଯାଏ ଯେ, ଏହି ରୀତିନୀତି ଦ୍ୱାରା ପିଲାଟି ସମସ୍ତ ସମସ୍ୟାରୁ…
୩୧ରୁ ବଢ଼ିବ ଶୀତ
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ରାଜ୍ୟରେ ଶୀତ କମିଯାଇଛି। ଗୋଟିଏ ଦୁଇଟି ସ୍ଥାନକୁ ବାଦ୍ ଦେଲେ ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍ସିୟସ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫.୫ ଡିଗ୍ରୀ…
ପରପାରିରେ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ବିଶିଷ୍ଟ ଓ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ଏନେଇ ତାଙ୍କ ପୁଅ କୌଶିକ ମହାପାତ୍ର ସୂଚନା ଦେଇଛନ୍ତି। ୮୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ତେବେ ଗତ କିଛି ଦିନ…
ଦିଲ୍ଲୀରେ ମନ ଜିଣୁଛନ୍ତି ଶ୍ରୀମନ୍ତ, ନିବେଦିତା
ଖଇରା, ୩୦।୧୨(ଡି.ଏନ.ଏ.)-ଦିଲ୍ଲୀରେ ଓଡିଆ ଲୋକଙ୍କ ଯେକୌଣସି ସାଂସ୍କତିକ ହେଉ କି ମନୋରଞ୍ଜନଭିତ୍ତିକ କାର୍ଯ୍ୟକ୍ରମ ହେଉ ତାଙ୍କ କଣ୍ଠରୁ ଗୀତଟିଏ ନ ଶୁଣିବା ଯାଏ ଦର୍ଶକଙ୍କ ମନ ବୁଝେ ନାହିଁ । ଏମିତି ବି କୌଣସି ବି ଉତ୍ସବ ନାହିଁ ଯେଉଁ ମଞ୍ଚରେ…
ଜୀବନ ସଜାଡିଛି କଣ୍ଢେଇ
ବାରିପଦା ଅଫିସ,୩୦ା୧୨-ବିଶ୍ୱ ମହାମାରୀ କରୋନା ପାଇଁ ଲକ୍ଡାଉନ୍ ପରିସ୍ଥିତି। ଘରୁ କେହି ପଦାକୁ ବାହାରୁ ନ ଥିବା ବେଳେ ଜୀବନ ଜୀବିକା ହୋଇ ପଡ଼ିଥିଲା ବିପନ୍ନ। ଠିକ୍ ଏହି ସମୟରେ ୟୁ ଟ୍ୟୁବ୍ ଦେଖି ଖେଳନା କଣ୍ଢେଇ ତିଆରି ଆରମ୍ଭ କଲେ।…
Archives


