ଡି’ ଭିଲର୍ସଙ୍କ ରେକର୍ଡ ତାଲିକାରେ ଯୋଡ଼ି ହେଲା ନୂଆ ଫର୍ଦ
ଅହମ୍ମଦାବାଦ,୨୭।୪ : ଏବି ଡି’ଭିଲର୍ସଙ୍କ କ୍ୟାରିୟରରେ ଯୋଡ଼ି ହୋଇଛି ନୂଆ ରେକର୍ଡ। ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଆଇପିଏଲରେ ୫ ହଜାର ରନ୍ ପୂରଣ କରିଛନ୍ତି। ଏଠାରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୭୫ ରନ୍ର ଅପରାଜିତ ଇନିଂସ ଅବସରରେ ଏହି ରେକର୍ଡ କରିଛନ୍ତି…
ଅଟୋରେ ଅପେକ୍ଷା କରି କରି ଚାଲିଗଲା ଜୀବନ
ନୂଆଦିଲ୍ଲୀ,୨୭।୪ : ଦେଶର ରାଜଧାନୀର ଏକ କୋଭିଡ୍ ହସ୍ପିଟାଲ ବାହାରେ ଫୁଟ୍ପାତରେ ବସି ଜଣେ ଯୁବକ କାନ୍ଧୁ ଥାଏ। ଉକ୍ତ ଯୁବକଙ୍କ ମା’ ପାଖରେ ଛିଡ଼ା ହୋଇଥିବା ଅଟୋରେ ଶୋଇଥିଲେ। ଦୀର୍ଘ ଘଣ୍ଟା ଧରି ଚିକିତ୍ସା ପାଇଁ ଅପେକ୍ଷା କରି କରି…
ଅନ୍ତିମ ଓଭରରେ ସ୍ଥିତି ବଦଳି ଦେଲେ ଡି’ ଭିଲର୍ସ
ଅହମ୍ମଦାବାଦ,୨୭।୪ : ଦିଲ୍ଲୀ କ୍ୟାପିଟାଲ୍ସ ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଚ୍ୟାଲେଞ୍ଜିଂ ସ୍କୋରରେ ପହଞ୍ଚି ପାରିବ ଲାଗୁ ନ ଥିଲା। କିନ୍ତୁ ଅନ୍ତିମ ଓଭରରେ ସ୍ଥିତି ବଦଳି ରଖି ଦେଇଥିଲେ ଏବି ଡି’ ଭିଲର୍ସ। ମାର୍କସ ଷ୍ଟୋଇନିସଙ୍କ…
ଦୁଇଟି ବିଶ୍ୱଯୁଦ୍ଧ ଯାହା କରିପାରି ନ ଥିଲା, ତାହା କରି ଦେଖାଇଲା କୋଭିଡ୍-୧୯
କଲମ୍ବୋ,୨୭।୪ : ଶ୍ରୀଲଙ୍କାରେ ଦେଖାଦେଇଥିବା କରୋନା ଭାଇରସର ନୂଆ ଷ୍ଟ୍ରେନ ଯୋଗୁ ବାଧାପ୍ରାପ୍ତ ହୋଇଛି ଦେଶର ଦୁଇ ସ୍କୁଲ ମଧ୍ୟରେ ହେବାକୁ ଥିବା ପାରମ୍ପରିକ କ୍ରିକେଟ ମ୍ୟାଚ୍। ଦୀର୍ଘ ୧୪୧ ବର୍ଷ ହେଲା ଖେଳାଯାଉଥିବା ଏହି ମ୍ୟାଚ୍ ଦୁଇ ଦୁଇଟି ବିଶ୍ୱଯୁଦ୍ଧ…
କରୋନାରେ ପ୍ରାଣ ହରାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଖୁଡୀ
ଅହମ୍ମଦାବାଦ,୨୭।୪: ସାରା ଦେଶରେ କରୋନାର ଦ୍ୱିତୀୟ ଲହର ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। କରୋନା ଅନେକ ଜୀବନ ନେଲାଣି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଖୁଡୀ ନର୍ମଦାବେନ ମୋଦି ସିଭିଲ ହସ୍ପିଟାଲରେ ମୃତ୍ୟୁ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା।…
ଭାରତକୁ ସାହାଯ୍ୟ ପାଇଁ ଆଗେଇ ଆସିଲେ ମହାନ ଖେଳାଳି
ନୂଆଦିଲ୍ଲୀ,୨୭।୪ : ଅଷ୍ଟ୍ରେଲିଆନ ପେସର ପାଟ କୁମିନ୍ସଙ୍କ ପରେ ଭାରତକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି ମହାନ କ୍ରିକେଟର ତଥା କମେଣ୍ଟଟର ବ୍ରେଟ୍ ଲି। ବର୍ତ୍ତମାନ ଆଇପିଏଲ ପାଇଁ ଭାରତରେ ଥିବା ୪୪ ବର୍ଷୀୟ ପୂର୍ବତନ କ୍ରିକେଟର ଟୁଇଟର ମାଧ୍ୟମରେ…
ଫିଲ୍ମ, ରାଜନୀତି ଜଗତକୁ ଅଲବିଦା କହିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ଦକ୍ଷିଣ ଅଭିନେତ୍ରୀ ତଥା ଭାରତୀୟ ଜାତୀୟ କଂଗ୍ରେସ ପୂର୍ବତନ ଏମ୍ପି ଥିବା ରମ୍ୟା ଉଭୟ ଚଳଚ୍ଚିତ୍ର ଏବଂ ରାଜନୀତିକୁ ଅଲବିଦା କହିଛନ୍ତି। ତାଙ୍କୁ ରାହୁଲ ଗାନ୍ଧୀଙ୍କ ଟିମ୍ର ପ୍ରମୁଖ ସଦସ୍ୟ ବୋଲି କୁହାଯାଉଥିଲା। ଏନେଇ ସେ କହିଛନ୍ତି ଯେ ମୁଁ ଭାରତୀୟ…
ଡାକ୍ତରଙ୍କୁ କରୋନା ଆକ୍ରାନ୍ତଙ୍କ ପରିବାରବର୍ଗ ଗୋଡ଼େଇ ଗୋଡ଼େଇ ପିଟିଲେ
ନୂଆଦିଲ୍ଲୀ,୨୭।୪ : ଦିଲ୍ଲୀର ଏକ ହସ୍ପିଟାଲର ଏମରଜେନ୍ସି ଓ୍ବାର୍ଡରେ ମଙ୍ଗଳବାର ସକାଳେ କରୋନା ଆକ୍ରାନ୍ତ ଜଣେ ୬୭ ବର୍ଷୀୟା ମହିଳାଙ୍କ ମୃତ୍ୟୁ ହେବା ପରେ ପରିବାରବର୍ଗ ଡାକ୍ତରଙ୍କୁ ଆକ୍ରମଣ କରିଛନ୍ତି। ଆପୋଲୋ ହସ୍ପିଟାଲ ବାହାରେ ଘଟିଥିବା ଏହି ଘଟଣାରେ କିଛି ଡାକ୍ତର…
ପ୍ରଥମ ରାଜ୍ୟ ଭାବେ ୪ କୋଟିରୁ ଊର୍ଦ୍ଧ୍ୱ ନମୁନା ଯାଞ୍ଚ୍ କଲା ଉତ୍ତରପ୍ରଦେଶ
ଲକ୍ଷ୍ନୌ,୨୭।୪: ଦେଶରେ ପ୍ରଥମ ରାଜ୍ୟ ଭାବେ କରୋନା ପାଇଁ ୪ କୋଟିରୁ ଊର୍ଦ୍ଧ୍ୱ ନମୁନା ଯାଞ୍ଚ୍ କରିଛି ଉତ୍ତର ପ୍ରଦେଶ। ରାଜ୍ୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅମିତ ମୋହନ ପ୍ରସାଦ ଏନେଇ ସୂଚନା ଦେଇଛନ୍ତି। ଏପର୍ଯ୍ୟନ୍ତ ଉତ୍ତରପ୍ରଦେଶରେ ସମୁଦାୟ ୪,୦୧,୪୧,୩୫୪…
ମୃତ୍ୟୁ ସଂଖ୍ୟା ଉପରେ ଆଲୋଚନା କରି କିଛି ଲାଭ ନାହିଁ : ହରିୟାଣା ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ଼,୨୭।୪ : ବର୍ତ୍ତମାନ ସଙ୍କଟ ସ୍ଥିତିରେ କୋଭିଡ୍ ଜନିତ ମୃତ୍ୟୁ ସଂଖ୍ୟା ସମ୍ପର୍କରେ ଆଲୋଚନା କରିବାର ଆବଶ୍ୟକତା ନାହିଁ। ଅଧିକ ସଂଖ୍ୟାରେ ଆକ୍ରାନ୍ତମାନେ କେଉଁ ଭଳି ଆରୋଗ୍ୟ ଲାଭ କରିବେ, ତାହା ଉପରେ ଗୁରୁତ୍ୱ ଦେବା ଦରକାର। ଏଭଳି ମନ୍ତବ୍ୟ ଦେଇଛନ୍ତି…
ଗୋଟିଏ ଆମ୍ବୁଲାନ୍ସରେ ୨୨ ମୃତଦେହ ଶ୍ମଶାନ ଯିବା ଘଟଣା: ହାଇକୋର୍ଟ ମାଗିଲେ ଜବାବ
ମୁମ୍ବାଇ,୨୭।୪: ମହାରାଷ୍ଟ୍ରରେ କରୋନା ପରିସ୍ଥିତି ଭୟାବହ ହୋଇଛି। ଏଠାରେ ପ୍ରତିଦିନ ଶହ ଶହ ଲୋକ ପ୍ରାଣ ହରାଉଛନ୍ତି। ଏହାସହ ମୃତଦେହ ପୋଡିବା ପାଇଁ ଶ୍ମଶାନରେ ଯାଗା ମିଳୁନାହିଁ। ମଙ୍ଗଳବାର ବମ୍ବେ ହାଇକୋର୍ଟ କହିଛନ୍ତି ଯେ, କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ମୃତଦେହକୁ…
କରୋନା ଆକ୍ରାନ୍ତ ବେସରକାରୀ କର୍ମଚାରୀଙ୍କୁ ମିଳିବ ୨୮ ଦିନର ଦରମା
ଲକ୍ଷ୍ନୌ,୨୭।୪ : କରୋନା ସଂକ୍ରମଣ ହାର ହୁ ହୁ ହୋଇ ବଢ଼ୁଥିବାବେଳେ ବେସରକାରୀ ସଂସ୍ଥାରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ମିଳିଛି ଖୁସି ଖବର। କରୋନା ସଂକ୍ରମିତ ହେଲେ ବେସରକାରୀ କର୍ମଚାରୀଙ୍କ ଦରମା ଆଉ କଟା ଯିବ ନାହିଁ। ଏଭଳି ଏକ ନିର୍ଦ୍ଦେଶ…

