ମହିଳା ସଶକ୍ତୀକରଣ ନେଇ ଭାଜପା-ବିଜେଡିର ଟୁଇଟ୍ ଯୁଦ୍ଧ
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ମହିଳା ସଶକ୍ତୀରଣ ପ୍ରସଙ୍ଗରେ ବିଜେଡି-ଭାଜପା ଏବେ ମୁହାଁମୁହିଁ ହୋଇଛନ୍ତି। ଏହି ପ୍ରସଙ୍ଗରେ ଉଭୟ ଦଳର ନେତାଙ୍କ ଭିତରେ ବର୍ତ୍ତମାନ ଟୁଇଟ୍ ଯୁଦ୍ଧ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରତିଷ୍ଠା ଦିବସରେ ମହିଳା ସଶକ୍ତୀକରଣ କଥା ଉଠାଇଥିଲେ। କେନ୍ଦ୍ରମନ୍ତ୍ରୀ…
ଜନ୍ମପରେ ଶିଶୁର ଏହି ଅଙ୍ଗକୁ ରଖାଯାଏ ବାସ୍କରେ
ଶିଶୁଟିଏ ଜନ୍ମ ହେଲେ ପରିବାରରେ ଆନନ୍ଦର ଲହରୀ ଖେଳିଯାଏ। ତେବେ ଶିଶୁ ଜନ୍ମକୁ ନେଇ ପ୍ରାୟ ସବୁ ସ୍ଥାନରେ ଭିନ୍ନ ଭିନ୍ନ ନିୟମ ପାଳନ କରାଯାଏ। ବିଶ୍ୱର ଅନେକ ସମ୍ପ୍ରଦାୟ, ଶିଶୁ ଜନ୍ମ ହେବା ସମୟରେ ପୃଥକ ପୃଥକ ପରମ୍ପରା ପାଳନ…
ମିଳୁନି ମୂଲ୍ୟ, କ୍ଷତି ସହୁଛନ୍ତି ବୁଣାକାର
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): କରୋନାଜନିତ ଲକ୍ଡାଉନ ପାଇଁ ସମଗ୍ର ଓଡ଼ିଶାରେ ବୁଣାକାରମାନେ ଅସୁବିଧା ଭୋଗୁଛନ୍ତି। ମେଳା, ମହୋତ୍ସବ ଓ ପ୍ରଦର୍ଶନୀ ବନ୍ଦ ଥିବାରୁ ବୁଣାକାରଙ୍କ ଉତ୍ପାଦିତ ସାମଗ୍ରୀ ବିକ୍ରି ହୋଇପାରୁନି। ଏଭଳି ସମୟରେ ବୁଣାକାର ଓ ହସ୍ତଶିଳ୍ପୀଙ୍କ ସାମଗ୍ରୀ କିଣିବାପାଇଁ ରାଜ୍ୟ ସରକାର ମାତ୍ର…
ଦେଶ ପାଇଁ ପିତାଙ୍କ ଶେଷଦର୍ଶନ କରିପାରି ନ ଥିଲେ ଏହି କ୍ରିକେଟର୍
ମେଲବୋର୍ନ,୨୯।୧୨: ପିତାଙ୍କ ଛାୟା ମୁଣ୍ଡ ଉପରୁ ଉଠିଗଲେ ଯେକୌଣସି ବ୍ୟକ୍ତି ଭାଙ୍ଗିଯାଏ। ଏହି ଦୁଃଖରୁ ମୁକ୍ତି ପାଇବା ପ୍ରାୟ ଅସମ୍ଭବ । ତଥାପି, କିଛି ବିଶେଷ ବ୍ୟକ୍ତି ମଧ୍ୟ ଅଛନ୍ତି ଯେଉଁମାନେ ଦେଶ ପାଇଁ ନିଜ ପିତାଙ୍କ ମୃତ୍ୟୁକୁ ଭୁଲି ନିଜ…
ସଙ୍ଗୀତଜ୍ଞ ଶାନ୍ତନୁ ମହାପାତ୍ର ଅସୁସ୍ଥ
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ବରିଷ୍ଠ ଖ୍ୟାତନାମା ଓଡ଼ିଆ ସଙ୍ଗୀତଜ୍ଞ ଶାନ୍ତନୁ ମହାପାତ୍ର (୮୪) ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ନିମୋନିଆ ସହ ଅନ୍ୟ କେତେକ ରୋଗରେ ପୀଡିତ ଥିବା ସୂଚନା ମିଳିଛି। ରବିବାର ରାତିରେ ହଠାତ୍ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ…
ପୁରୀ ବେଳାଭୂମିରେ ଉଡ଼ିଲା ବ୍ଲୁ ଫ୍ଲାଗ୍
ପୁରୀ ଅଫିସ, ୨୯।୧୨: ପୁରୀର ସ୍ବର୍ଣ୍ଣିମ ବେଳାଭୂମିକୁ ବିଧିବଦ୍ଧ ଭାବେ ମର୍ଯ୍ୟାଦାଜନକ ବ୍ଲୁ ଫ୍ଲାଗ୍ ମାନ୍ୟତା ମିଳିଛି। ଏଥିଲାଗି ପୁରୀ ବେଳାଭୂମି ୩୩ଟି ସର୍ତ୍ତ ପୂରଣ କରିଛି। ଅନ୍ତର୍ଜାତୀୟ ଜୁରି ସଂସ୍ଥା ଡେନ୍ମାର୍କର ଫି (ଫାଉଣ୍ଡେଶନ ଫର୍ ଏନ୍ଭାଇରନ୍ମେଣ୍ଟାଲ ଏଜୁକେଶନ) ପକ୍ଷରୁ…
ଅନଶନରେ ବସିବେ ଆନ୍ନା
ପୁଣେ, ୨୯।୧୨(ପି.ଟି.): ଜାନୁୟାରୀ ଶେଷ ସୁଦ୍ଧା କେନ୍ଦ୍ର ସରକାର ଯଦି ଦାବି ପୂରଣ ନ କରନ୍ତି, ତେବେ ଅନଶନରେ ବସିବାକୁ ସାମାଜିକ କର୍ମୀ ଆନ୍ନା ହାଜାରେ ଧମକ ଦେଇଛନ୍ତି। ଏହା ତାଙ୍କର ଶେଷ ଆନ୍ଦୋଳନ ହେବ ବୋଲି ସେ କହିଛନ୍ତି। ମହାରାଷ୍ଟ୍ରର…
ଓଏଏସ୍ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଓଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଛତ୍ରପୁର ଆସିଷ୍ଟାଣ୍ଟ କଲେକ୍ଟର ବିଶ୍ୱମ୍ବର ରଥଙ୍କୁ ଡେପୁଟି କଲେକ୍ଟର(ରାଜସ୍ବ) ଭାବେ ନିଯୁକ୍ତି…
‘ଗେମ୍ ଅଫ୍ ଥ୍ରୋନ୍ସ’ ଡେଭେଲପରଙ୍କୁ ହତ୍ୟା
ବେଜିଂ, ୨୯ା୧୨: ଗେମ୍ ଡେଭେଲପର ୟୋଜୁର ସଭାପତି ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଲିନ୍ ଚିଙ୍କ ଖ୍ରୀଷ୍ଟମାସରେ ମୃତ୍ୟୁ ଘଟିଛି। ‘ଗେମ୍ ଅଫ୍ ଥ୍ରୋନ୍ସ’ ପାଇଁ ପରିଚିତ ଲିନ୍ଙ୍କୁ ଚା’ରେ ବିଷ ଦେଇ ହତ୍ୟା କରାଯାଇଥିବା ତଦନ୍ତରୁ ଜଣାପଡିଛି। ଅସୁସ୍ଥତା ଅନୁଭବ କରିବାରୁ…
ଜମି ବିବାଦ ମାମଲାରେ ଅମର୍ତ୍ତ୍ୟଙ୍କୁ ମମତାଙ୍କ ସମର୍ଥନ
କୋଲକାତା, ୨୯।୧୨ : ଶାନ୍ତି ନିକେତନରେ ନୋବେଲ ବିଜେତା ଅମର୍ତ୍ତ୍ୟ ସେନ୍ଙ୍କର ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେଇଥିଲାବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କୁ ସମର୍ଥନ ଜଣାଇଥିଲେ। ଏଥିପାଇଁ ଅମର୍ତ୍ତ୍ୟ ମମତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବିଶ୍ୱ ଭାରତୀ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍…
ବର୍ଷା, ଶୀତ ବଢ଼ାଉଛି ଲା ନିନା
ନୂଆଦିଲ୍ଲୀ, ୨୯।୧୨ : କ୍ରମାଗତ ଦୁଇବର୍ଷ ହେଲା ଭାରତର ପାଣିପାଗକୁ ପ୍ରଭାବିତ କରିବାରେ ଲା ନିନା ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଆସୁଛି। ଫଳରେ ଏଠାରେ ସ୍ବାଭାବିକଠାରୁ ଅଧିକ ବର୍ଷା ଓ ଶୀତ ଅନୁଭୂତ ହେଉଛି। ସେହିପରି ଗ୍ରୀଷ୍ମପ୍ରବାହ ମଧ୍ୟ ପୂର୍ବାପେକ୍ଷା କମିଛି।…
ଓଡ଼ିଶା ପୋଲିସକୁ ପ୍ରଶଂସା କଲେ ବିପିନ ରାଓ୍ବତ
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ସୁରକ୍ଷାର ଅଗ୍ରଦୂତ ହେଉଛି ପୋଲିସ। ଯେକୌଣସିି ସଙ୍କଟ କାଳରେ ସରକାରଙ୍କ ସବୁଠାରୁ ଅଧିକ ଦୃଶ୍ୟମାନ ଓ ପ୍ରଥମ ପ୍ରତିକ୍ରିୟା ଦେଉଥିବା ପ୍ରତିନିଧି ହେଉଛି ପୋଲିସ ବୋଲି ଭାରତର ପ୍ରତିରକ୍ଷା ମୁଖ୍ୟ ଜେନେରାଲ ବିପିନ ରାଓ୍ବତ କହିଛନ୍ତି। କଟକସ୍ଥିତ ରାଜ୍ୟ ପୋଲିସ…
Archives


