Home Left

୩୧ରେ ଗୋପାଳପୁର ବେଳାଭୂମି ମନା

ଛତ୍ରପୁର,୨୮ା୧୨(ଡି.ଏନ୍‌.ଏ.): ଚଳିତବର୍ଷର ଶେଷଦିନ ଅର୍ଥାତ୍‌ ୩୧ତାରିଖ (ଗୁରୁବାର) ଗୋପାଳପୁର ବେଳାଭୂମିକୁ ଯିବା ମନା ହୋଇଛି। କାହାରିକୁ ସେଠାକୁ ଛଡ଼ାଯିବନି ବୋଲି ରବିବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଏଥିସହ ବାହାରେ ଜିରୋନାଇଟ୍‌ ପାଳନ କରିବାକୁ ନିଷେଧ କରାଯାଇଥିବା…

ଦେଶର ପ୍ରଥମ ଚାଳକ ବିହୀନ ମେଟ୍ରୋ ଟ୍ରେନ୍ ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶର ପ୍ରଥମ ଚାଳକ ବିହିନ ମେଟ୍ରୋକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ୍ ଦିଲ୍ଲୀ ମେଟ୍ରୋର ମଜେଣ୍ଟା ଲାଇନ୍ ଉପରେ ଜନକପୁରୀ ୱେଷ୍ଟ ବଟାନିକାଲ ଗାର୍ଡେନ କରିଡରରେ ୩୭ କିଲୋମିଟର…

ଦୁନିଆର ସବୁଠାରୁ ବଡ଼ ପାପ ‘ନାରୀର ଅପମାନ’, ଭୋଗିବାକୁ ପଡେ ଏପରି କର୍ମଫଳ

ସଂସାରରେ ବିଭିନ୍ନ ପ୍ରକାରର ଲୋକ ଅଛନ୍ତି। କିଛି ଲୋକ ଭଲ ହୋଇଥିବା ବେଳେ କିଛି ଖରାପ। ତେବେ ଖରାପ ବ୍ୟକ୍ତିଟିଏ ସାରା ଜୀବନ ପାପ କରୁଥିବା ବେଳେ ଭଲ ଲୋକ ପୂଣ୍ୟ କମାଇଥାନ୍ତି। ଏସବୁ ଭିତରେ ସଂସାରର ସବୁଠାରୁ ବଡ଼ ପାପ…

ଅଷ୍ଟ୍ରେଲିଆଠାରୁ ମ୍ୟାଚ୍‌ ଛଡାଇ ଆଣିପାରନ୍ତି ଏହି ୨ ଖେଳାଳି

ମେଲବୋର୍ନ,୨୮।୧୨: କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ବର୍ଡର-ଗାଭାସ୍କର ଟ୍ରଫିରେ ଭାରତ ସିରିଜ୍‌କୁ ଫେରିବା ନେଇ ଆଶାବାଦୀ ଅଛନ୍ତି। ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କେ ରାହାଣେ ଏବଂ ରବିନ୍ଦ୍ର ଜାଡେଜାଙ୍କ ମଧ୍ୟରେ ୧୦୪ ରନ୍‌ର ଭାଗିଦାରୀ ବଳରେ…

ଏସିଆ ବୁକ୍‌ ଅଫ୍‌ ରେକର୍ଡସରେ କନ୍ଧୁଣୀ ଦେବୀଙ୍କ ପ୍ରତିମୂର୍ତ୍ତି

ବ୍ରହ୍ମପୁର ଅଫିସ୍‌,୨୮ା୧୨: ବାଲୁକା ଶିଳ୍ପୀ ସତ୍ୟନାରାୟଣ ମହାରଣା ପୁଣି ଥରେ ଏକ ନୂତନ ରେକର୍ଡ ହାସଲ କରିବା କ୍ଷେତ୍ରରେ ସଫଳ ହୋଇଛନ୍ତି। ସତ୍ୟଙ୍କ ଦ୍ୱାରା ୧୧୧୫ ବୋତାମରେ ନିର୍ମିତ ହୋଇଥିବା କନ୍ଧୁଣୀ ଦେବୀଙ୍କ ପ୍ରତିମୂର୍ତ୍ତି ଏସିଆ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ…

ବ୍ରହ୍ମପୁରର ଗୁଗଲ୍‌ ଗର୍ଲ ଜିଜ୍ଞାସା

ବ୍ରହ୍ମପୁର ଅଫିସ୍‌,୨୮ା୧୨: ପିଲାଟି ଦିନରୁ ସବୁ ବିଷୟରେ ଜାଣିବାକୁ ଇଚ୍ଛା ରଖିଥିବା ୪ ବର୍ଷର ଝିଅ ଆଜି ବ୍ରହ୍ମପୁରର ଗୁଗୁଲ୍‌ ଗର୍ଲ ଭାବେ ପରିଚୟ ପାଇଛି। ସେ ହେଉଛି ବ୍ରହ୍ମପୁର ଫାଷ୍ଟଗେଟ୍‌ ଅଞ୍ଚଳର ଜିଜ୍ଞାସା ମହାନ୍ତି। ସାଧାରଣ ଜ୍ଞାନ ଦକ୍ଷତାରେ ବେଶ୍‌…

କରୋନା ଟିକା ବିବାଦ: ଆମେରିକା ଟିକାରେ ଗାଈ ରକ୍ତ !

ନୂଆଦିଲ୍ଲୀ,୨୮।୧୨: କରୋନା ମହାମାରୀ ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଜାରି ରହିଥିବାବେଳେ ଏବେ ଟିକା ଦେବାକୁ ନେଇ ଭିନ୍ନ ଭିନ୍ନ ବିବାଦ ମୁଣ୍ଡ ଟେକିବାରେ ଲାଗିଛି। ଚାଇନା ଦ୍ୱାରା ପ୍ରସ୍ତୁତ ଟିକାରେ ଘୁଷୁରୀ ରକ୍ତ ରହିଥିବା ନେଇ ପୂର୍ବରୁ ଦାବି କରାଯାଇଥିଲା।…

କଂଗ୍ରେସ ପ୍ରତିଷ୍ଠା ଦିବସ: ବିଦେଶରେ ରାହୁଲ, ଆସିଲେନି ସୋନିଆ

ନୂଆଦିଲ୍ଲୀ,୨୮ ।୧୨: କଂଗ୍ରେସ ଦଳ ସୋମବାର ତା’ର ୧୩୬ ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ଦଳ ମୁଖ୍ୟାଳୟରେ ବରିଷ୍ଠ କଂଗ୍ରେସ ନେତା ଏ.କେ. ଆଣ୍ଟୋନି ପତାକା ଉତ୍ତୋଳନ କରିଛନ୍ତି । ପ୍ରତିଷ୍ଠା ଦିବସରେ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀ…

ବିବାହର ୨ ଦିନ ପରେ ବିମାନରେ ଏକ୍ସବୟପ୍ରେଣ୍ଡଙ୍କୁ ଭେଟିଲେ ଏହି ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ତଥା ବିଗ ବସ ୭ ବିଜେତା ଗୌହର ଖାନ ଡିସେମ୍ବର ୨୫ରେ ପ୍ରେମିକ ଜୈଦ ଦରବାରଙ୍କୁ ବିବାହ କରିଥିଲେ। ଅନେକ ସେଲିବ୍ରିଟି ଏହି ବିବାହରେ ଯୋଗ ଦେଇଥିଲେ। ଗୌହର ବିବାହର ଦୁଇ ଦିନ ପରେ ହନିମୁନ୍‌ ନ ଯାଇ…

୧୬ ନମ୍ବର ଜାତୀୟ ରାଜପଥ ଏବେ ମରଣଯନ୍ତା

ଖୋର୍ଦ୍ଧା ଅଫିସ,୨୮।୧୨: ଭୁବନେଶ୍ୱର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ଏବେ ମରଣଯନ୍ତା ପାଲଟିଛି। ରାଜପଥର ଖୋର୍ଦ୍ଧା ଓ ଭୁବନେଶ୍ୱର ମଧ୍ୟରେ ଗତ ମେ ମାସରୁ ଡିସେମ୍ବର ୨୭ ସୁଦ୍ଧା ଅର୍ଥାତ୍‌ ୮ ମାସରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ଦୈନିକ ଛୋଟ…

ଗାଡିରେ ଜାତି ସୂଚକ ଶବ୍ଦ ଲେଖି ୫୦୦ ଟଙ୍କାର ତଣ୍ଡ ଗଣିଲେ ମାଲିକ

ଲକ୍ଷ୍ନୌ,୨୮।୧୨: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଗାଡ଼ିରେ ଜାତି ସୂଚକ ଶବ୍ଦ ଲେଖିବା ନେଇ କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଗାଡ଼ି ମାଲିକ ନିଜ ଗାଡ଼ି ଉପରେ ସାକ୍‌ସେନା ଜୀ ଲେଖି ପୋଲିସକୁ ୫୦୦ ଟଙ୍କାର…

ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ବାସଭବନରେ ଚାଲିଛି ଚଢ଼ାଉ

ବରଗଡ଼ ଅଫିସ,୨୮ା୧୨: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ତାଲପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ)ପାଣ୍ଡବ ନନ୍ଦଙ୍କ ବାସଭବନରେ ସୋମବାର ସକାଳୁ ଭିଜିଲାନ୍ସ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପିଇଓ ନନ୍ଦଙ୍କ ବିଜେପୁର ବ୍ଲକ ଅନ୍ତର୍ଗତ କଲଙ୍ଗାପାଲି ପୈତୃକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri