Home Left

ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ବାସଭବନରେ ଚାଲିଛି ଚଢ଼ାଉ

ବରଗଡ଼ ଅଫିସ,୨୮ା୧୨: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ତାଲପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ)ପାଣ୍ଡବ ନନ୍ଦଙ୍କ ବାସଭବନରେ ସୋମବାର ସକାଳୁ ଭିଜିଲାନ୍ସ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପିଇଓ ନନ୍ଦଙ୍କ ବିଜେପୁର ବ୍ଲକ ଅନ୍ତର୍ଗତ କଲଙ୍ଗାପାଲି ପୈତୃକ…

୧୯୮୫-୮୬ ପରେ ପ୍ରଥମଥର ପାଇଁ ଅଷ୍ଟ୍ରେଲିଆ ମାଟିରେ ଏମିତି କାରନାମା କଲା ଭାରତ

ମେଲବୋର୍ନ, ୨୮।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର ଗାଭାସ୍କର ଟ୍ରଫି ଆରମ୍ଭ ହୋଇଛି। ସିରିଜର ଦ୍ୱିତୀୟ ମ୍ୟାଚ ମେଲବୋନର୍ର୍ କ୍ରିକେଟ ଗ୍ରାଉଣ୍ଡରେ (ଏମସିଜି) ଖେଳାଯାଉଛି। ବକ୍ସିଂ ଡେ ଟେଷ୍ଟରେ ଭାରତ ପ୍ରଥମ ଇନିଂସରେ ୧୩୧ ରନ ଅଗ୍ରଣୀ ହାସଲ କରିଥିଲା।…

ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୮ ।୧୨: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାୱତଙ୍କୁ ଦିଲ୍ଲୀ ସ୍ଥିତି ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍‌(ଏମ୍ସ)କୁ ସ୍ଥାନାନ୍ତର କରାଯାଇଛି । ତାଙ୍କୁ ଚିକିତ୍ସା କରୁଥିବା ଡା. ଏନ୍‌.ଏସ୍‌. ବିସ୍ତଙ୍କ ସୂଚନା ଅନୁଯାୟୀ ତାଙ୍କ ଛାତିରେ ଇନଫେକ୍ସନ ବା…

ଏମିତି କରି ସମସ୍ତଙ୍କ ହୃଦୟ ଜିତିଲେ ଅଜିଙ୍କେ ରାହାନେ

ମେଲବୋର୍ନ, ୨୮।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ (ଏମସିଜି) ଖେଳାଯାଉଥିବା ବକ୍ସିଂ ଡେ’ ଟେଷ୍ଟର ତୃତୀୟ ଦିନରେ ଅଧିନାୟକ ଅଜିଙ୍କେ ରାହାଣେ ୧୧୨ ରନ୍‌ରେ ଆଉଟ୍‌ ହୋଇଥିଲେ। ସାଥୀ ରବିନ୍ଦ୍ର ଜାଡେଜାଙ୍କ ଭୁଲ ଦ୍ୱାରା ରାହାନେ ଆଉଟ…

ବାଡ଼ ଅଛି, ଗଛ ନାହିଁ: ଉଜୁଡ଼ିଯାଉଛି ରାସ୍ତା ପାର୍ଶ୍ୱ ବନୀକରଣ

ଚମ୍ପୁଆ, ୨୮।୧୨(ଡି.ଏନ.ଏ.)-ପରିବେଶକୁ ସବୁଜ ସୁନ୍ଦର କରିବା ପାଇଁ ସରକାର ରାସ୍ତାପାର୍ଶ୍ୱ ବନୀକରଣ ଲାଗି ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ରକ୍ଷଣାବେକ୍ଷଣ ଅଭାବରୁ କିଛି ଦିନ ମଧ୍ୟରେ ରାସ୍ତାପାର୍ଶ୍ୱ ବନୀକରଣ ଉଜୁଡ଼ିଯାଉଛି। ବାଡ଼ ଅଛି, ବତା ଅଛି, ଗଛ ନାହିଁ।…

ଆଜିଠାରୁ ଭାରତରେ କରୋନା ଟିକା ମକ୍‌ ଡ୍ରିଲ , ଜାଣନ୍ତୁ ପ୍ରଥମେ କେଉଁ ରାଜ୍ୟରେ ହେବ ଆରମ୍ଭ

ନୂଆଦିଲ୍ଲୀ,୨୮ା୧୨: ବ୍ରିଟେନ ଓ ଆମେରିକା ସମେତ ଅନ୍ୟ ଦେଶରେ କରୋନା ଟିକାକରଣ ଆରମ୍ଭ ହୋଇସାରିଲାଣି। ଭାରତକୁ କରୋନା ଟିକା ଆସିବା ନେଇ ସମସ୍ତେ ଉତ୍କଣ୍ଠାର ସହ ଚାହିଁ ରହିଛନ୍ତି । ତେବେ ଭ୍ୟାକ୍ସିନ ଆସିବା ପୂର୍ବରୁ ଭାରତ ବିଶ୍ୱର ସବୁଠୁ ବଡ଼…

ବକ୍ସିଂ ଡେ’ ଟେଷ୍ଟରେ ଭାରତର ସ୍ଥିତି ମଜଭୁତ

ମେଲବୋର୍ନ,୨୮।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବକ୍ସିଂ ଡେ’ ଟେଷ୍ଟର ଭାରତ ମଜଭୁତ ସ୍ଥିତିରେ ପହଞ୍ଚିଛି। ପ୍ରଥମ ଇନିଂସରେ ଭାରତ ୩୨୬ ରନ କରି ଅଲଆଉଟ ହୋଇଯାଇଛି। ଏହା ସହିତ ଦଳ ପ୍ରଥମ ଇନିଂସ୍‌ରେ ଅଷ୍ଟ୍ରେଲିଆ ଠାରୁ ୧୩୧ ରନ୍‌ରେ…

ୟୁପି ଛାଡ଼ୁଛନ୍ତି ପ୍ରେମୀଯୁଗଳ

ବରେଲି,୨୮ା୧୨: ଉତ୍ତରପ୍ରଦେଶରେ ଧର୍ମାନ୍ତରୀକରଣ ବା ‘ଲଭ ଜିହାଦ୍‌’ ଆଇନ ପ୍ରଚଳନ ପରେ ଅଲଗା ଧର୍ମର ପ୍ରେମୀଯୁଗଳଙ୍କୁ ଘାରିଛି ଗିରଫଦାରୀ ଭୟ। ଉଭୟ ଝିଅ ଓ ପୁଅ ସେମାନଙ୍କ ସମ୍ପର୍କ ପାଇଁ ରାଜିଥିଲେ ବି ପରିବାରର ବିରୋଧ ଯୋଗୁ ମାମଲା ଆଶଙ୍କାରେ ଘର…

‘ଅନ୍ତର୍ଧ୍ୱନି’କୁ ୨ ପୁରସ୍କାର

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବାଂଲାଦେଶର ଢାକାଠାରେ ଆୟୋଜିତ ସିନେ ମେକିଙ୍ଗ୍‌ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ‘ଅନ୍ତର୍ଧ୍ୱନି’କୁ ୨ଟି ପୁରସ୍କାର ମିଳିଛି। ଚଳଚ୍ଚିତ୍ରର ନାୟିକା ସ୍ବପ୍ନା ପତି ଶ୍ରେଷ୍ଠ ଅନ୍ତର୍ଜାତୀୟ ଅଭିନେତ୍ରୀ ଭାବେ ସମ୍ମାନିତ ହୋଇଥିବାବେଳେ ନିର୍ଦ୍ଦେଶକ ଏ.କେ. ବୀରଙ୍କୁ ମିଳିଛି ଶ୍ରେଷ୍ଠ ଏସୀୟ ନିର୍ଦ୍ଦେଶକ…

୧୧ ଦେଶକୁ ବ୍ୟାପିଲାଣି ନୂଆ ଷ୍ଟ୍ରେନ୍‌

ଲଣ୍ଡନ, ୨୮।୧୨ : ଇଂଲଣ୍ଡରେ ପ୍ରଥମେ ଦେଖାଦେଇଥିବା କରୋନା ଭୂତାଣୁର ନୂଆ ରୂପ ଏବେ ଅନ୍ୟ ୧୧ଟି ଦେଶକୁ ବ୍ୟାପିସାରିଲାଣି। ସଂକ୍ରମଣ ରୋକିବାକୁ ସମସ୍ତ ଉଦ୍ୟମ ସତ୍ତ୍ୱେ ଏହା କାୟା ମେଲାଇ ଚାଲିଛି। ବିମାନ ଚଳାଚଳ ଓ ଯାତାୟାତ ବନ୍ଦ ସତ୍ତ୍ୱେ…

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌ ଉଦ୍‌ଘାଟିତ

ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌ ରବିବାର କଟକର ବାରବାଟୀ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ସମାରୋହରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) କର୍ମକର୍ତ୍ତାମାନେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନବନିଯୁକ୍ତ ସିନିୟର ଚୟନ କମିଟି ସଦସ୍ୟ…

ପାଲାନିସ୍ବାମୀ ହେବେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଚେନ୍ନାଇ, ୨୮।୧୨(ପି.ଟି.): କେନ୍ଦ୍ରର କୃଷି ଆଇନକୁ ବିରୋଧ କରି ଗୋଟିଏ ପରେ ଗୋଟିଏ ଦଳ ଏନ୍‌ଡିଏ ଛାଡ଼ୁଥିବାବେଳେ ତାମିଲନାଡ଼ୁର ଶାସକ ଦଳ ଏଆଇଏଡିଏମ୍‌କେ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ସହଯୋଗୀ ଦଳ ଭାଜପା ଆଗରେ ସର୍ତ୍ତ ରଖିଛି। ଆସନ୍ତାବର୍ଷ ହେବାକୁ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri