ରିମାଣ୍ଡ ନୋହିଲା, ଆଜି ଆସିବେ ସର୍ବେଶ୍ୱର
ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରମୁଖ ସହଯୋଗୀ ଭି. ସର୍ବେଶ୍ୱର ରାଓଙ୍କୁ ରବିବାରଠାରୁ ୨ଦିନିଆ ରିମାଣ୍ଡ ଅନୁମତି ଦେଇଥିଲେ କୋର୍ଟ। ହେଲେ କାଗଜପତ୍ରଜନିତ କିଛି ସମସ୍ୟା ଯୋଗୁ କ୍ରାଇମବ୍ରାଞ୍ଚ ତାଙ୍କୁ ରିମାଣ୍ଡରେ ଆଣିପାରିନି। ସୋମବାରଠାରୁ ସେ ୨ ଦିନିଆ ରିମାଣ୍ଡରେ…
ମମତାଙ୍କୁ ଅଙ୍ଗୁଳି ଉଠାଇଲା ସିବିଆଇ
ନୂଆଦିଲ୍ଲୀ, ୨୮।୧୨ (ଆଇଏଏନ୍ଏସ୍): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ଆଉ ଚାରିମାସ ବାକି ଥିବାବେଳେ ସାରଦା ଚିଟ୍ଫଣ୍ଡ ଦୁର୍ନୀତି ମାମଲାରେ ସିବିଆଇର ନୂଆ ଖୁଲାସା ମମତା ବାନାର୍ଜୀ ସରକାରଙ୍କ ପାଇଁ ଅଡୁଆ ସୃଷ୍ଟି କରିଛି। ସାରଦା ଗ୍ରୁପ୍ ଅଫ୍ କମ୍ପାନିଜ୍ର ଅଂଶବିଶେଷ ଥାଇ…
ପରୀ ହତ୍ୟାକାଣ୍ଡ : ଚାପରେ ଚେପା ଏସ୍ଆଇଟି ତଦନ୍ତ
ନୟାଗଡ଼ ଅଫିସ,୨୮ା୧୨: ପୋଲିସ ପରି ଏସ୍ଆଇଟି ତଦନ୍ତ ଚାପରେ ଚେପା ହୋଇପଡ଼ିଛି। ପରୀ ମା’ବାପାଙ୍କ ଅଭିଯୋଗକୁ ଏସ୍ଆଇଟି ଅଣଦେଖା କରୁଥିବା ଅଭିଯୋଗ ହେଉଛି। ପରୀ ହତ୍ୟାକାଣ୍ଡ ନେଇ ମା’ବାପାଙ୍କ ମନରେ ଉଠୁଥିବା ଅସମାହିତ ପ୍ରଶ୍ନର ଉତ୍ତର ନ ଥିବାରୁ ସେମାନେ ସିବିଆଇ…
‘ମନ୍ କି ବାତ୍’ ବେଳେ ଥାଳି ମାଡ଼
ନୂଆଦିଲ୍ଲୀ, ୨୮।୧୨: କେନ୍ଦ୍ରର ନୂଆ କୃଷି ଆଇନକୁ ବିରୋଧ କରି ମାସେ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍ କୀ ବାତ୍’ ରେଡିଓ କାର୍ଯ୍ୟକ୍ରମ ବେଳେ ଥାଳି ବାଡ଼େଇବା ସହ ସ୍ଲୋଗାନ ଦେଇଥିଲେ। ଦିଲ୍ଲୀର ସିଙ୍ଘୁ ସୀମା,…
ବ୍ରାଣ୍ଡ୍ ଅସଲି, ସାମଗ୍ରୀ ନକଲି
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ନକଲି ଓ ଅପମିଶ୍ରତି ସାମଗ୍ରୀରେ ହବ୍ ପାଲଟିଛି ଓଡ଼ିଶା। ଅସଲି ବ୍ରାଣ୍ଡରେ ବିକ୍ରି ହେଉଛି ନକଲି ସାମଗ୍ରୀ। ଜାଲ୍ ନୋଟ୍ଠାରୁ ଆରମ୍ଭ କରି ପୂଜା ଓ ଖାଦ୍ୟ ସାମଗ୍ରୀ ଅପମିଶ୍ରଣ ଚାଲିଛି। ଏପରି କି ଦିନକୁ ଦିନ ନକଲି ସାମଗ୍ରୀ…
ମଡର୍ନ ବସ୍ପୋର୍ଟ: ଉତ୍ତର ଦେଲାନି ରେଲଓ୍ବେ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ନିକଟରେ ରାଜ୍ୟ ସରକାର ଭୁବନେଶ୍ୱରର ବରମୁଣ୍ଡା ବସ୍ଷ୍ଟାଣ୍ଡକୁ ଅତ୍ୟାଧୁନିକ ରୂପ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏଭଳି ଘୋଷଣା ପରେ ବରମୁଣ୍ଡା ବସ୍ଷ୍ଟାଣ୍ଡର ରୂପରେଖ କିଭଳି ହେବ ସେନେଇ ଏକ କାଳ୍ପନିକ ନକ୍ସା ପ୍ରକାଶ କରାଯାଇଛି।…
ଆଜି ଖୋଲିଲା ଆଖଣ୍ଡଳମଣି ମନ୍ଦିର, ପ୍ରଥମେ ଦର୍ଶନ କରୁଛନ୍ତି ସେବାୟତଙ୍କ ପରିବାର
ଭଦ୍ରକ ଅଫିସ,୨୮ା୧୨: ଦୀର୍ଘ ମାସର କୋଭିଡ୍ କଟକଣା ଯୋଗୁ ଭକ୍ତ ଓ ଭଗବାନ ମଧ୍ୟରେ ସୃଷ୍ଟି ହୋଇଥିବା ଦୂରତା କ୍ରମଶଃ ହ୍ରାସ ପାଇଛି। ଭକ୍ତମାନଙ୍କ ଦୀର୍ଘ ଦିନର ଆକୁଳ ନିବେଦନ ପରେ ଏବେ ବିଭିନ୍ନ ଜିଲାରେ ଥିବା ଧର୍ମାନୁଷ୍ଠାନ ଖୋଲିବାରେ ଲାଗିଛି।…
୧୦ ଡିଗ୍ରୀ ତଳେ ୧୧ ସହର: ଫୁଲବାଣୀରେ ସର୍ବନିମ୍ନ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ସାରା ରାଜ୍ୟରେ ଶୀତ ପ୍ରକୋପ ଜାରି ରହିଛି। ଥଣ୍ଡାରେ ଥରୁଛି ସାରା ରାଜ୍ୟ। ପାରଦ ଉପରମୁହାଁ ହେବାର ନାଁ ଧରୁନି। ରବିବାର ରାଜ୍ୟର ୧୧ ସହର ୧୦ ଡିଗ୍ରୀ ତଳକୁ ଖସି ଆସିଥିବାବେଳେ ଫୁଲବାଣୀ ରାଜ୍ୟର ସବୁଠୁ ଥଣ୍ଡା ସହର…
ମେଦବହୁଳତା ସମସ୍ୟା ନେଇ ଚିନ୍ତିତ କି ? ଖାଆନ୍ତୁ ଏହି ୫ ଫଳ
ପରିବର୍ତ୍ତିତ ଜୀବନଶୈଳୀ ମେଦବହୁଳତାର ମୁଖ୍ୟ କାରଣ। ଛୋଟରୁ ବଡ଼ ପ୍ରାୟ ସମସ୍ତେ ଏହାର ଶିକାର ହେଉଛନ୍ତି। ଏଥିରୁ ମୁକ୍ତି ପାଇବା ଲାଗି ନିଜ ଖାଦ୍ୟପେୟରେ ବିଶେଷ ଧ୍ୟାନ ଦେବା ଆବଶ୍ୟକ। ଅନେକ ସମୟରେ ଫଳରେ ସୁଗାର ରହିଥିବା ଯୋଗୁ ଏହା ଓଜନ…
ଓଜନ କମାଇଥାଏ ଏହି ଜୁସ୍
ଆଜିକାଲି ଓଜନ ବୃଦ୍ଧି ମୁଖ୍ୟ ସମସ୍ୟା ହୋଇଛି। ଓଜନ କମାଇବା ପାଇଁ କିଏ କେତେ କ’ଣ ତରିକା ଆପଣାଉଛନ୍ତି। ମାତ୍ର କମଳା ଏବଂ ଗାଜର ଜୁସ୍ ପିଇଲେ ଓଜନ ଖୁବ୍ ଶୀଘ୍ର ହ୍ରାସ ପାଇଥାଏ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦିଅନ୍ତି।…
ଏସବୁ ରାଶିର ବ୍ୟକ୍ତି ହୋଇଥାନ୍ତି ମେଡ୍ ଫର୍ ଇଚ୍ ଅଦର…
ପାର୍ଟନରଙ୍କ ସହ ପରଫେକ୍ଟ ମ୍ୟାଚ୍ ବନାଇ ରଖିବାକୁ କିଏ ବା ନ ଚାହେଁ । ସେଥିପାଇଁ ବିବାହ ପୂର୍ବରୁ ବରକନ୍ୟାଙ୍କ ରାଶି ମେଳକ ଲାଗି ଜ୍ୟୋତିଷଶାସ୍ତ୍ରରେ ପରାମର୍ଶ ଦିଆଯାଇଥାଏ । ଏପରି କିଛି ରାଶି ଅଛି ଯାହାଙ୍କ ମେଳକ ବହୁତ ପରଫେକ୍ଟ…
ଏସବୁ ଅଙ୍ଗ କୁହେ ନାରୀଙ୍କ ମନ କଥା…
ନାରୀଙ୍କ ମନ କଥା ଜାଣିବା ଭାରି କଷ୍ଟ ବୋଲି ଶାସ୍ତ୍ରରେ ଉଲ୍ଲେଖ ଅଛି । କିନ୍ତୁ ଏପରି କିଛି କୌଶଳ ରହିଛି ଯାହା ଦ୍ୱାରା ଖୁବ୍ ସହଜରେ ନାରୀଙ୍କ ମନକଥା ଜାଣିହେବ । ନାରୀଙ୍କ ଶରୀରର କିଛି ନିଦ୍ଦିଷ୍ଟ ଅଙ୍ଗ ସେମାନଙ୍କ…
Archives


