Home Left

ପଡିଆକୁ ଆସିବା ପୂର୍ବରୁ ମଦ ପିଉଥିଲେ ଏହି ୪ ଖେଳାଳି

କିଛି ଖେଳାଳି ଅଛନ୍ତି ଯେଉଁମାନେ ନିଜ ପରିଶ୍ରମରେ କ୍ରିକେଟରେ ସ୍ବତନ୍ତ୍ର ପରିଚୟ ହାସଲ କରିଛନ୍ତି। ଆଉ କିଛି ଖେଳାଳି ଅଛନ୍ତି ପ୍ରାରମ୍ଭରେ ନିଜ ପ୍ରଦର୍ଶନ ଦ୍ୱାରା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ନିଜ ଖରାପ ଅଭ୍ୟାସ ଯୋଗୁ ଦର୍ଶକ ତାଙ୍କୁ…

ମାର୍ଚ୍ଚ ୩୧ ଯାଏ ବଢ଼ିଲା ଗାଡ଼ି କାଗଜପତ୍ର ବୈଧତା

ନୂଆଦିଲ୍ଲୀ, ୨୭।୧୨ -ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌), ଆର୍‌ସି, ପର୍‌ମିଟ, ଫିଟ୍‌ନେସ୍‌ ସାର୍ଟିଫିକେଟ ଆଦି ଗାଡ଼ି କାଗଜପତ୍ରର ବୈଧତାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯେଉଁମାନଙ୍କର କାଗଜପତ୍ର ବୈଧତା ୨୦୨୦ ଫେବୃୟାରୀରୁ ଶେଷ ହୋଇଥିବ କିମ୍ବା ୨୦୨୧ ମାର୍ଚ୍ଚ ୩୧ ସୁଦ୍ଧା…

ଚାଇନାରେ ଛୁରୀ ଆକ୍ରମଣରେ ୭ ମୃତୁ

ବେଜିଂ,୨୭।୧୨: ଚାଇନାର ଉତ୍ତରାଞ୍ଚଳରେ ରବିବାର ଛୁରୀ ଆକ୍ରମଣରେ ଅତିକମ୍‌ରେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଆହତ ହୋଇଛନ୍ତି ସମାନ ସଂଖ୍ୟକ ବ୍ୟକ୍ତି। ଲିଆଓନିଙ୍ଗ୍‌ ପ୍ରଦେଶର କାୟୁଆନ ସହରରେ ଏକ ସାଧନା ଗୃହ ବାହାରେ ଏହି ଆକ୍ରମଣ ହୋଇଥିଲା। ଆକ୍ରମଣକାରୀଙ୍କ…

ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ

ବରଗଡ଼ ଅଫିସ୍‌/ଅତାବିରା,୨୭।୧୨-ବରଗଡ଼ ସହର ଉପକଣ୍ଠ ପାଣିଛତର ଓଭରବ୍ରିଜ ଏବଂ ଗୋଡ଼ଭଗା-ତୁରୁମ ରାସ୍ତାରେ ରବିବାର ପୃଥକ ଭାବେ ୨ଟି ସଡ଼କ ଦୁର୍ଘଟଣା ଘଟିଛି। ଉଭୟ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ପାଣିଛତର ବ୍ରିଜ ଉପରେ ଜଣେ ଲୋକ ଯାଉଥିବା ବେଳେ ତାଙ୍କୁ ଏକ…

ଚାଷୀଙ୍କ ଦୁଃଖ ଦେଖି ନ ପାରି ଆତ୍ମହତ୍ୟା କଲେ ଓକିଲ

ନୂଆଦିଲ୍ଲୀ,୨୭।୧୨: ନୂଆ କୃଷି ଆଇନ ବିରୋଧରେ ସିଙ୍ଘୁ ସୀମାରେ ଦୀର୍ଘ ଏକ ମାସ ହେଲା ଚାଲିଥିବା ଚାଷୀ ଆନ୍ଦୋଳନ ତିବ୍ରତର ହେବାରେ ଲାଗିଛି। ଚାଷୀ ଆନ୍ଦୋଳନକୁ ସମର୍ଥନ କରି ପୁଣି ଜଣେ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି। ପଞ୍ଜାବର ଜଣେ…

ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଭୂସ୍ଖଳନ: ୧୦ ଘଣ୍ଟା ଧରି ଅଟକି ରହିଲା ୧୫୦୦ ଗାଡି

ଶ୍ରୀନଗର,୨୭।୧୨-ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ରବିବାର ସକାଳେ ଭୂସ୍ଖଳନ ହୋଇଛି। ଫଳରେ ଦୀର୍ଘ ୧୦ ଘଣ୍ଟା ଧରି ରାସ୍ତା ଅବରୋଧ ହୋଇଥିଲା। ଏଥିଯୋଗୁ ଜାତୀୟ ରାଜପଥରେ ପ୍ରାୟ ୧୫୦୦ ଗାଡି ଅଟକି ରହିଥିଲା। ଜାତୀୟ ରାଜପଥ ଟ୍ରାଫିକ୍‌ ବରିଷ୍ଠ ଅଧୀକ୍ଷକ ଜେଏସ ଜୋହର…

କୋଟଲା ଷ୍ଟାଣ୍ଡ୍‌ରୁ ନା ହଟେଇଲେ ଆଇନର ଆଶ୍ରୟ ନେବି: ବିଶନ ସିଂ ବେଦୀ

ନୂଆଦିଲ୍ଲୀ,୨୭।୧୨: ସ୍ଥାନୀୟ ଫିରୋଜ ଶାହ କୋଟଲା ଗ୍ରାଉଣ୍ଡର ଦର୍ଶକଙ୍କ ଷ୍ଟାଣ୍ଡ୍‌ରୁ ତୁରନ୍ତ ନାମ ହଟାଇବା ପାଇଁ ଦାବି କରିଛନ୍ତି ସ୍ପିନ କିମ୍ବଦନ୍ତୀ ବିଶନ ସିଂ ବେଦୀ। ଯଦି ଦିଲ୍ଲୀ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ତାଙ୍କ ଦାବି ପୂରଣ ନ କରେ,…

ପରଲୋକରେ ସୁନୀଲ କୋଠାରୀ

ନୂଆଦିଲ୍ଲୀ,୨୭।୧୨: ପ୍ରସିଦ୍ଧ ଐତିହାସିକ ନୃତ୍ୟ ବିଶାରଦ ତଥା ସମାଲୋଚକ ସୁନୀଲ କୋଠାରୀଙ୍କ ପରଲୋକ ଘଟିଛି। ରବିବାର ଦିଲ୍ଲୀର ଏକ ଡାକ୍ତରଖାନାରେ ହୃଦ୍‌ଘାତରେ ତାଙ୍କର ଦେହାନ୍ତ ହୋଇଛି। ଏକ ମାସ ପୂର୍ବରୁ ସେ କରୋନା ସଂକ୍ରମିତ ଥିଲେ। ମୃତ୍ୟୁବେଳକୁ ତାଙ୍କୁ ୮୭ ବର୍ଷ…

ରାଜ୍ୟରେ ସୁସ୍ଥ ହେଲେ ୩୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ବାଲେଶ୍ୱରୁ ୩୫, ସୁନ୍ଦରଗଡରୁ ୩୫, ଅନୁଗୋଳରୁ ୩୪, କଟକରୁ ୨୯, ସମ୍ବଲପୁରରୁ ୨୧, ମୟୂରଭଞ୍ଜରୁ ୧୭, କେନ୍ଦୁଝରରୁ ୧୨,…

‘ଗୋ କରୋନା ଗୋ’ ପରେ ଏବେ ‘ନୋ କରୋନା ନୋ’

ନୂଆଦିଲ୍ଲୀ,୨୭।୧୨: ଭାରତ ସମେତ ସମଗ୍ର ବିଶ୍ୱରେ ଯେତେବେଳେ କରୋନା ଭୂତାଣୁ ବ୍ୟାପିଥିଲା, ସେତେବେଳେ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ ‘ଗୋ କରୋନା ଗୋ’ ସ୍ଲୋଗାନ ଦେଇ ଚର୍ଚ୍ଚାରେ ରହିଥିଲେ। ଏହି ସ୍ଲୋଗାନ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଥିଲା। ଏବେ କରୋନା…

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଲେଖିବା ପଡିଲା ମହଙ୍ଗା, ଗଲା ଚାକିରି

ଥିରୁଭାନନ୍ତପୁରମ୍‌,୨୭।୧୨: କେରଳରେ ଜଣେ ବିମାନବନ୍ଦର କର୍ମଚାରୀ ଫେସବୁକରେ ରାଜ୍ୟ ସରକାରଙ୍କ ବିରୋଧରେ ଲେଖିବା ମହଙ୍ଗା ପଡିଛି। ଫଳରେ ତାଙ୍କ ଚାକିରି ଯାଇଛି। କନ୍ନୁର ଅନ୍ତର୍ଜାତୀୟ ବିମାନବନ୍ଦର ଲିମିଟେଡର ଜଣେ କର୍ମଚାରୀ କେରଳ ସରକାରଙ୍କ ବିରୋଧରେ ଫେସବୁକରେ ଏକ ପୋଷ୍ଟ ଲେଖିଥିଲେ, ଯାହା…

ସଞ୍ଜୟ ରାଉତଙ୍କ ସ୍ତ୍ରୀଙ୍କୁ ଇଡିର ସମନ

ମୁମ୍ବାଇ,୨୭।୧୨: ଶିବସେନା ନେତା ତଥା ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତଙ୍କ ସ୍ତ୍ରୀ ବର୍ଷା ରାଉତଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ନୋଟିସ ପଠାଯାଇଛି। ପିଏମସି ବ୍ୟାଙ୍କ ଘୋଟାଲା ମାମଲାର ତଦନ୍ତ ସଂପର୍କରେ ଏହି ନୋଟିସ ପଠାଯାଇଥିବା ଜଣାପଡିଛି। ଡିସେମ୍ବର ୨୯ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri