କେନ୍ଦ୍ର ସରକାରଙ୍କୁ ବିତର୍କ ଲାଗି ଚ୍ୟାଲେଞ୍ଜ ଦେଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୨୭।୧୨: ମାସେରୁ ଅଧିକ ଦିନ ହେଲା ହଜାର ହଜାର କୃଷକମାନେ ଆନ୍ଦୋଳନ କରୁଥିବା ସିଙ୍ଘୁସୀମା ପରିଦର୍ଶନ କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦକେନ୍ଦ୍ର ସରକାରଙ୍କୁ ବିତର୍କ ଲାଗି ଚ୍ୟାଲେଞ୍ଜ ଦେଲେ କେଜରିଓ୍ବାଲ ଓ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ଦିଲ୍ଲୀ ସରକାରଙ୍କ ପକ୍ଷରୁ…
କୃଷକଙ୍କ ସହ ପ୍ରତାରଣା କରୁଛନ୍ତି ସରକାର: କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୨୭।୧୨: ଚାଷୀ ଏବଂ ସରକାରଙ୍କ ମଧ୍ୟରେ ବିବାଦ ଜାରି ରହିଛି। ଶୀତଦିନେ ମଧ୍ୟ ଚାଷୀମାନେ ରାସ୍ତାରେ ଆନ୍ଦୋଳନ ଚଳାଇଛନ୍ତି। ରବିବାର ଆନ୍ଦୋଳନ ୩୨ ତମ ଦିନରେ ପହଞ୍ଚିଛି। ଏସବୁ ମଧ୍ୟରେ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ବୁଝାମଣା ପ୍ରସ୍ତାବକୁ କୃଷକମାନେ ଗ୍ରହଣ କରିଛନ୍ତି।…
ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ଭେଟିଲେ ଗାଙ୍ଗୁଲି
କୋଲକାତା,୨୭।୧୨-ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖାରଙ୍କୁ ରବିବାର ଭେଟିଛନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ଆସନ୍ତା ବର୍ଷ ଏପ୍ରିଲ-ମେ ମାସରେ ରାଜ୍ୟରେ ବିଧାନସଭା ନିର୍ବାଚନ ଥିବାରୁ ସେ ରାଜନୀତିରେ ଯୋଗ ଦେଇପାରନ୍ତି ବୋଲି କଳ୍ପନାଜଳ୍ପନା ଚାଲିଛି। ରାଜ୍ୟପାଳ ଜଗଦୀପଙ୍କୁ ଭେଟିବା ପରେ ପଶ୍ଚିମବଙ୍ଗରେ…
ଉଦ୍ଧବ ଠାକ୍ରେଙ୍କୁ ଚେତାବନୀ ଦେଲେ ଫଡନଭିସ
ମୁମ୍ବାଇ,୨୭।୧୨:ମହାରାଷ୍ଟ୍ରରେ ବିରୋଧୀ ଦଳର ନେତା ଦେବେନ୍ଦ୍ର ଫଡନଭିସ ରାଜ୍ୟ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଲେଖିଛନ୍ତି। ରିଅଲ ଇଷ୍ଟେଟ କ୍ଷେତ୍ରରେ ଦିଆଯାଇଥିବା ନୀତି ଉପରେ ଫଡନାଭିସ ପ୍ରଶ୍ନ କରିଛନ୍ତି। କେବଳ ଏତିକି ନୁହେଁ, ଯଦି ସେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ…
ଯେଉଁ କାମ ସଚିନ-କୋହଲି କରିପାରି ନ ଥିଲେ ତାହା କରିଦେଖାଇଲେ ରିଷଭ ପନ୍ତ
ମେଲବୋର୍ନ, ୨୭।୧୨: ମେଲବର୍ନରେ ଖେଳାଯାଉଥିବା ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତୀୟ ଉଇକେଟ କିପର ରିଷଭ ପନ୍ତ ଏକ ସ୍ବତନ୍ତ୍ର କ୍ଲବରେ ଯୋଗ ଦେଇଛନ୍ତି। ଭାରତର ପ୍ରଥମ ଇନିଂସରେ ପନ୍ତ ୪୦ଟି ବଲରୁ ୨୦ ରନ…
କୃଷକ ଆନ୍ଦୋଳନ: ପଞ୍ଜାବରେ ୧୫୦ରୁ ଅଧିକ ଟେଲିକମ୍ ଟାଓ୍ବାରରେ ଭଙ୍ଗାରୁଜା
ଚଣ୍ଡିଗଡ଼,୨୭।୧୨: ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ଅନୁରୋଧ ରଖିଲେ ନାହିଁ ଆନ୍ଦୋଳନରତ କୃଷକ। ପଞ୍ଜାବରେ ରାତାରାତି ୧୫୦ରୁ ଅଧିକ ସିଗ୍ନାଲ ଟ୍ରାନ୍ସମିଟିଂ ଟାଓ୍ବାର ଭାଙ୍ଗି ଦିଆଯାଇଥିବା ସୂତ୍ରରୁ ଜଣାପଡ଼ିଛି। ମୁକେଶ ଅମ୍ବାନୀ ଏବଂ ଗୌତମ ଆଦାନୀଙ୍କୁ ଲାଭ ଦେବା ପାଇଁ କେନ୍ଦ୍ର…
ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍: ୭ ମୃତ, ୨୦ ଆହତ
ଗୁଆହାଟୀ,୨୭।୧୨-ଆସାମର କୋକ୍ରାଝର ଜିଲା ଛତାଗୁରୀଠାରେ ରବିବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଟ୍ରକକୁ ଧକ୍କା ଦେବାରୁ ୭ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନରେ ଭର୍ତ୍ତି…
ଭୁବନେଶ୍ୱରରୁ ଆଜି ୧୬ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୨୭।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୧ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ…
ଅନ୍ତର୍ଜାତୀୟ ହକି ଖେଳାଳି ନମିତା ଟପ୍ପୋଙ୍କୁ ମିଳିଲା ଏକଲବ୍ୟ ପୁରସ୍କାର
ଭୁବନେଶ୍ୱର,୨୭।୧୨(ବ୍ୟୁରୋ)-ଅନ୍ତର୍ଜାତୀୟ ହକି ଖେଳାଳି ନମିତା ଟପ୍ପୋଙ୍କୁ ଏକଲବ୍ୟ ପୁରସ୍କାର ମିଳିଛି । ତାଙ୍କୁ ପୁରସ୍କାର ବାବଦକୁ ୫ ଲକ୍ଷ ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଛି। ସେହିପରି ଭାରୋତ୍ତଳକ ସ୍ନେହା ସୋରେନ ଓ ବ୍ୟାଡମିଣ୍ଟନ ଖେଳାଳି ଋତପର୍ଣ୍ଣା ପଣ୍ଡାଙ୍କୁ ଉପବିଜେତା ଭାବେ…
ମା’ ଦୁର୍ଗାଙ୍କ ଫଟୋ ଶେୟାର କଲେ ଏହି ପାକିସ୍ତାନ କ୍ରିକେଟର୍
ପାକିସ୍ତାନର ପୂର୍ବତନ ବୋଲର ଦାନିଶ କାନେରିଆ ନିଜ ମନ୍ତବ୍ୟକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥାନ୍ତି। ପାକିସ୍ତାନ କ୍ରିକେଟ ବୋର୍ଡର ଜଣେ ସମାଲୋଚକ କାନେରିଆ ଆଜିକାଲି ତାଙ୍କ ୟୁଟ୍ୟୁବ ଚ୍ୟାନେଲରେ ଖୋଲାଖୋଲି ନିଜ ମତ ଦେଉଛନ୍ତି। ଏହା ବ୍ୟତୀତ ହିନ୍ଦୁ ଧର୍ମରେ…
ରାହାନେଙ୍କୁ ପ୍ରଶଂସା କଲେ କୋହଲି
ମେଲବୋର୍ନ,୨୭।୧୨: ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ବକ୍ସିଂ ଡେ’ ଟେଷ୍ଟର ଦ୍ୱିତୀୟ ଦିନ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେ ଧୈର୍ଯ୍ୟପୂର୍ଣ୍ଣ ଶତକ ହାସଲ କରିଛନ୍ତି। ତାଙ୍କ କ୍ୟାରିୟରର ଦ୍ୱାଦଶ ଶତକ ଯୋଗୁ ଦ୍ୱିତୀୟ ଟେଷ୍ଟକୁ ନିୟନ୍ତ୍ରଣକୁ ଆଣିପାରିଛି ଟିମ୍…
ପିତାଙ୍କ ଶେଷ ଇଚ୍ଛା ପୂରଣ କଲେ ଏହି କ୍ରିକେଟର୍
ମେଲବୋର୍ନ,୨୭।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍ ମେଲବୋର୍ନରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତ ପକ୍ଷରୁ ବୋଲର୍ ମହମ୍ମଦ ସିରାଜ୍ ଡେବ୍ୟୁ କରୁଛନ୍ତି। ଭାରତୀୟ ଦଳ ସହ ଅଷ୍ଟ୍ରେଲିଆ ଗସ୍ତରେ ଥିବାରୁ ପିତାଙ୍କ ଅନ୍ତିମ ସଂସ୍କାରରେ ଯୋଗ…
Archives


