ଜେଲ୍ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ: ୧୦ ଦିନରେ ଗଲାଣି ୩ ଜୀବନ
ମାଲକାନଗିରି,୨୭ା୧୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଉପକାରାଗାର ବିଚାରାଧୀନ ବନ୍ଦୀଙ୍କ ପାଇଁ ସତେ ଯେପରି ମରଣଯନ୍ତା ପାଲଟିଛି। ୧୦ ଦିନ ମଧ୍ୟରେ ୩ ଜଣଙ୍କ ଜୀବନ ଯାଇସାରିଲାଣି। ତେବେ ଉପକାରାଗାରରେ କାର୍ଯ୍ୟରତ କର୍ମଚାରୀଙ୍କ କର୍ତ୍ତବ୍ୟ ପରାୟଣତାକୁ ଏହା ପଦାରେ ପକାଇଛି। ଶନିବାର ରାତିରେ ମାଓବାଦୀ…
ପୁରୁଷ ବନ୍ଧୁଙ୍କ ସହ ଗୋଆରେ ଛୁଟି କାଟୁଛନ୍ତି ମଲାଇକା
ମୁମ୍ବାଇ: ବଲିଉଡ୍ ସେଲିବ୍ରିଟି କପୁଲ ମଲାଇକା ଆରୋରା ଓ ଅର୍ଜୁନ କପୁର ସବୁବେଳେ ଥାଆନ୍ତି ଲାଇମଲାଇଟରେ । ଏମାନେ ବଲିଉଡ୍ର ସବୁଠାରୁ ଚର୍ଚ୍ଚିତ ଯୋଡି । ଏବେ ଏହି ଯୋଡି ଗୋଆରେ ଛୁଟି କାଟୁଛନ୍ତି । ଏମାନେ ଏବେ ଗୋଟିଏ ସପ୍ତାହ…
ଆର୍.ସି.ପି. ସିଂ ହୋଇ ପାରନ୍ତି ଜେଡ଼ିୟୁର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ: ନୀତିଶ ଦେଲେ ସଙ୍କେତ
ପାଟନା,୨୭।୧୨: ଜେଡ଼ିୟୁର ଦୁଇ ଦିନିଆ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକର ଦ୍ୱିତୀୟ ଦିନରେ ବିବହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଦଳର ନୂଆ ଅଧ୍ୟକ୍ଷ ନିଯୁକ୍ତି ସମ୍ପର୍କରେ ସଙ୍କେତ ଦେଇଛନ୍ତି। ସେ ଆର୍.ସି.ପି. ସିଂଙ୍କୁ ଗେଡ଼ିୟୁର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଯୁକ୍ତ କରିବାକୁ ପ୍ରସ୍ତାବ…
ମିନି ବସ ଦୁର୍ଘଟଣା: ବୃଦ୍ଧି ପାଇଲା ମୃତକଙ୍କ ସଂଖ୍ୟା
ରାଉରକେଲା ଅଫିସ,୨୭।୧୨: ୧୪୩ ନଂ. ଜାତୀୟ ରାଜପଥ ରାଉରକେଲା ବାଲୁଘାଟ ଡାକବଙ୍ଗଳା ନିକଟରେ ରବିବାର ହୋଇଥିବା ମିନି ବସ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନା ନେବା ରାସ୍ତାରେ ଆର ଜଣଙ୍କର…
ଦ୍ୱିତୀୟ ଟେଷ୍ଟରେ ଶତକ କରି ରେକର୍ଡ କଲେ ରାହାଣେ
ମେଲବୋର୍ନ,୨୭।୧୨: ବ୍ୟକ୍ତିଗତ କାରଣରୁ ଅଷ୍ଟ୍ରେଲିଆ ଗସ୍ତ ଛାଡ଼ି ସ୍ବଦେଶ ଫେରିଛନ୍ତି ଭାରତୀୟ ଟିମ୍ର ନିୟମିତ ଅଧିନାୟକ ବିରାଟ କୋହଲି। ଏଣୁ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ନେତୃତ୍ୱ ନେଇଛନ୍ତି ଅଜିଙ୍କ୍ୟ ରାହାଣେ। ଅଧିନାୟକ ଭାବେ ରାହାଣେ ଦମ୍ଦାର ବ୍ୟାଟିଂ କରି…
ମଝି ଆକାଶରେ ପାକିସ୍ତାନ ସୈନ୍ୟ ବାହିନୀ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ୪ ମୃତ
ମୁଲତାନ୍,୨୭।୧୨: ପାକିସ୍ତାନ ସୈନ୍ୟ ବାହିନୀର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ହେଲିକପ୍ଟର କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁ ମଝି ଆକାଶରେ ଜଳି ଯାଇଥିବା ପାକିସ୍ତାନ ସୈନ୍ୟ ବାହିନୀ ପକ୍ଷରୁ…
ନିଜେ ମରି ୪ଜଣଙ୍କୁ ନୂଆ ଜୀବନ ଦେଲେ ଏହି ମହିଳା
ଉତ୍ତରପ୍ରଦେଶର ଗାଜିଆବାଦରେ ଜଣେ ମହିଳା ମରୁ ମରୁ ଚାରି ଜଣଙ୍କୁ ଜୀବନ ଉପହାର ଦେଇଛନ୍ତି। ଗତ ସପ୍ତାହରେ ବ୍ରେନ ହାମ୍ରେଜ୍ ପରେ ୪୧ ବର୍ଷ ବୟସ୍କା ରାଫତ ପରବିନ୍ଙ୍କୁ ମ୍ୟାକ୍ସ ସୁପର ସ୍ପେସିଆଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ଯେଉଁଠାରେ ତାଙ୍କ ଅବସ୍ଥା…
ପତ୍ର ଖାଇ ପାରିଲାନି: ରାଗରେ ୩୮ ସେକେଣ୍ଡରେ ବିରାଟ ଗଛ ଉପାଡ଼ିଲା ହାତୀ, ଦେଖନ୍ତୁ ଭିଡିଓ
ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଖୁବ୍ ଭାଇରାଲ ହେଉଛି। ଭିଡିଓଟିରେ ଦେଖିବାକୁ ମିଳିଛି, ଏକ ହାତୀ ମାତ୍ର ୩୮ ସେକେଣ୍ଡରେ ଏକ ଗଛକୁ ଉପାଡ଼ି ପକାଉଛି। ହାତୀର ଏପରି ଶକ୍ତି ଦେଖି ସୋସିଆଲ ମିଡିଆରେ କେହି କେହି ତାଙ୍କୁ ଜେସିବି…
ଫାର୍ମ ହାଉସରେ ଜନ୍ମଦିନ ପାଳିଲେ ଭାଇଜାନ
ମୁମ୍ବାଇ: ବଲିଉଡ୍ ଭାଇଜାନ୍ ସଲମାନ ଖାଁ ରବିବାର ତାଙ୍କର ୫୫ ତମ ଜନ୍ମଦିନ ପାଳନ କରିଛନ୍ତି । ଏଥର ସେ ପନବେଲରେ ଥିବା ତାଙ୍କ ଫାର୍ମ ହାଉସରେ ଅଧା ରାତିରେ କେକ କାଟିଛନ୍ତି । ସେ ତାଙ୍କ ବାନ୍ଦ୍ରା ସ୍ଥିତ ଗାଲାକ୍ସି…
ଦାଉଦ୍ଙ୍କ ସହଯୋଗୀ ମଜିଦ୍ ଗିରଫ: ୨୪ ବର୍ଷ ଧରି ଥିଲେ ଫେରାର
ରାଞ୍ଚି,୨୭।୧୨: ଗୁଜରାଟର ଆତଙ୍କବାଦ ନିରୋଧି ସ୍କ୍ବାଡ୍(ଏଟିଏସ୍)ଙ୍କୁ ବଡ଼ ସଫଳତା ମିଳିଛି। ଅଣ୍ଡରଓ୍ବାଲର୍ଡ ଡନ୍ ଦାଉଦ୍ ଇବ୍ରାହିମ୍ଙ୍କ ସହଯୋଗୀ ଅବ୍ଦୁଲ୍ ମଜିଦ୍ କୁଟ୍ଟିଙ୍କୁ ଝାଡ଼ଖଣ୍ଡରୁ ଗିରଫ କରିବାରେ ଏଟିଏସ୍ ଟିମ୍ ସକ୍ଷମ ହୋଇଛନ୍ତି। ଗତ ୨୪ ବର୍ଷ ଧରି ମଜିଦ୍ ଫେରାର ଥିଲେ।…
ଭାଜପା ସରକାର ଗଠନ କରିବା ପରେ ବନ୍ଦ ହୋଇନି ମଣିପୁର: ଶାହା
ଇମ୍ଫାଲ,୨୭ ।୧୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ମଣିପୁରର ରାଜଧାନୀ ଇମ୍ଫାଲ ପହଞ୍ଚିଛନ୍ତି । ବିମାନ ବନ୍ଦରରେ ତାଙ୍କୁ ସ୍ୱାଗତ କରାଯିବା ପରେ ସେ ମଣିପୁର ବିକାଶ ଯାତ୍ରାକୁ ସମ୍ବୋଧିତ କରିଥିଲେ । ଏହି ସମୟରେ ସେ କେତେଗୁଡିଏ ବିକାଶ ଯୋଜନାର…
ବାଇକ୍ ଚାଳକଙ୍କୁ ୨୨ ହଜାର ଫାଇନ୍
ସୁନ୍ଦରଗଡ,୨୭।୧୨(ଡି.ଏନ୍.ଏ.): ମଦ ପିଇ ଗାଡ଼ି ଚଲାଇବା ବାଇକ୍ ଚାଳକଙ୍କୁ ପଡିଲା ମହଙ୍ଗା। ଏ ନେଇ ୨୨ ହଜାର ୫ ଶହ ଫାଇନ୍ ଗଣିଛନ୍ତି। ସୁନ୍ଦରଗଡ଼ ପରିବହନ ବିଭାଗ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ରାଜଗାଙ୍ଗପୁର ବିଜୁ ଏକ୍ସପ୍ରେସ ୱେରେ ଚେକିଂ ଚାଲିଥିବା…
Archives


