ଆମେଠି ଭଳି ରାଇବରେଲିରୁ ହଟିବ ଗାନ୍ଧୀ ପରିବାର : ସ୍ମୃତୀ ଇରାନି
ଆମେଠି,୨୬।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ପୂର୍ବତନ ଆମେଠି ଏମ୍ପି ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅପଶବ୍ଦ ବ୍ୟବହାର କରିଛନ୍ତି ଅଭିଯୋଗ ଆଣିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତୀ ଇରାନି। ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଖରାପ ଭାଷା ବ୍ୟବହାର କରିବା ସହ ପୂରା ଦେଶରେ…
ରାଜ୍ୟରେ ସୁସ୍ଥ ହେଲେ ୩୭୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୬।୧୨(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୭୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୭ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୩୨, ବଲାଙ୍ଗିରିରୁ ୨୮, କଟକରୁ ୨୮, ସମ୍ବଲପୁରରୁ ୨୭, କେନ୍ଦୁଝରରୁ ୨୦, ବାଲେଶ୍ବରରୁ ୧୬, ଯାଜପୁରରୁ ୧୬, ମୟୂରଭଞ୍ଜରୁ…
୩୦ରୁ ଶୀତ କମିବ
ଭୁବନେଶ୍ୱର,୨୬ା୧୨(ବ୍ୟୁରୋ)-ରାଜ୍ୟରେ ଶୀତର ପ୍ରକୋପ ହ୍ରାସ ପାଇବାରେ ଲାଗିଛି। ଗତ ଦୁଇ ତିନି ଦିନ ହେବ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲ୍ସିୟସ ଉପରେ ରହୁଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଶୀତ ଏଭଳି ସ୍ବାଭାବିକ ଅବସ୍ଥାରେ ରହିବ। ଡିସେମ୍ବର ୩୦ରୁ ଶୀତ…
ଓ୍ବିଲିୟମସନଙ୍କ ଶତକ ରୋକିଦେଲେ ଫ୍ୟାନ୍
ମାଉଣ୍ଟ ମାଉଙ୍ଗାନୁଇ,୨୬।୧୨: ଏଠାରେ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍ର ପ୍ରଥମ ଦିନ ଦୁଇ ଦଳ ମଧ୍ୟରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିଥିଲା। ଘରୋଇ ଦଳର ଅଧିନାୟକ କେନ ଓ୍ବିଲିୟମସନ ୯୪ ରନ୍ କରି ଅପରାଜିତ ଅଛନ୍ତି।…
ରବିବାରଠାରୁ ଖୋଲିବ ଲିଙ୍ଗରାଜ ମନ୍ଦିର
ପୁରୁଣା ଭୁବନେଶ୍ୱର,୨୬ା୧୨(ଡି.ଏନ୍.ଏ.)-ରବିବାରଠାରୁ ଶ୍ରୀଲିଙ୍ଗରାଜ ମନ୍ଦିର ଖୋଲିବ। ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ଶନିବାର ମନ୍ଦିର ପରିସରକୁ ଅଗ୍ନିଶମ କର୍ମଚାରୀଙ୍କ ଦ୍ୱାରା ସାନିଟାଇଜ୍ କରାଯାଇଛି। ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ କେବଳ ସେବାୟତ ପରିବାରର ସଦସ୍ୟମାନେ ଶ୍ରୀଲିଙ୍ଗରାଜ ମନ୍ଦିରକୁ…
ଗରିବ ଛୁଆଙ୍କ ପାଇଁ ସାଣ୍ଟା ପାଲଟିଲେ ଏହି ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ଜରିନ ଖାନ୍ ଚଳିତବର୍ଷ ଖ୍ରୀଷ୍ଟମାସରେ ପୁଣି ଥରେ ନିଜ ଉଦାରତାର ପରିଚୟ ଦେଇଛନ୍ତି। ସାଣ୍ଟା ପୋଷାକ ପରିଧାନ କରି ଜରିନ ଗରିବ ଛୁଆଙ୍କ ମଧ୍ୟରେ ବାଣ୍ଟିଛନ୍ତି ଉପହାର। ତାଙ୍କର ଏହି ଉଦାରତାପୂର୍ଣ୍ଣ କାର୍ଯ୍ୟ ଯୋଗୁ ତାଙ୍କୁ ବିଭିନ୍ନ ସୋସିଆଲ…
ବୋଲ୍ଡ ଫଟୋ ଶେୟାର କରି ଚର୍ଚ୍ଚାରେ ଏହି ବଲିଉଡ୍ ଅଭିନେତ୍ରୀ
ମୁମ୍ବାଇ,୨୬।୧୨-ବଲିଉଡ ଅଭିନେତ୍ରୀ ଅଲାୟା ଫର୍ଣ୍ଣିଚରୱାଲା ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ସେ ଇନ୍ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରି ଚର୍ଚ୍ଚାରେ ମଧ୍ୟ ରହିଥାନ୍ତି। ବର୍ତ୍ତମାନ ଅଲାୟା ନିଜର ଇନ୍ଷ୍ଟାଗ୍ରାମରେ ଏକ ବୋଲ୍ଡ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ…
ମଧ୍ୟାହ୍ନରେ ମହିଳାଙ୍କ ବେକରୁ ସୁନାହାର ଲୁଟ୍, ସିସିଟିଭିରେ ହେଲା କଏଦ
ହିଞ୍ଜିଳିକାଟୁ,୨୬ା୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବଇଁଚବଣିଆ ଅଞ୍ଚଳରେ ଜଣେ ମହିଳାଙ୍କ ବେକରୁ ଶନିବାର ମଧ୍ୟାହ୍ନରେ ୨ ଜଣ ଦୁର୍ବୃତ୍ତ ବାଇକ୍ରେ ଆସି ୩ ଭରି ଓଜନର ହାର ଲୁଟି ନେଇଛନ୍ତି। ଏଥିନେଇ ଲୁଟ୍ର ଶିକାର ହୋଇଥିବା ହିଞ୍ଜିଳିକାଟୁ ଶ୍ୟାମଳାଇ ନଗରର ବାସନ୍ତୀ…
କଶ୍ମୀରରେ ଶୂନ ଡିଗ୍ରୀ ତାପମାତ୍ରା, ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀନଗର,୨୬ା୧୨: କଶ୍ମୀର ଉପତ୍ୟକାର ଗ୍ରାମାଞ୍ଚଳର ପାଗ ଜନଜୀବନକୁ ଅସ୍ତବ୍ୟସ୍ତ କର ପକାଇଛି। କାରଣ ଏଠାରେ ଏତେ ଥଣ୍ଡା ଯେ, ପ୍ରବଳ ବରଫ ପଡୁଛି। ଶୂନ ଡିଗ୍ରୀ ତଳେ ତାପମାତ୍ରା ରହିଛି। ଫଳରେ ପାଇପଲାଇନ୍ରେ ବରଫ ଜମାଟ ବାନ୍ଧିଥିବାରୁ ଗାଁ ଲୋକ ପାଣି…
ପ୍ରଶଂସକଙ୍କୁ ସଲମାନ କହିଲେ ମୁଁ ଘରେ ନାହିଁ, ମୋ’ ଘର ସାମ୍ନାରେ ଭିଡ଼ କରିବେନି; କାରଣ…
ମୁମ୍ବାଇ,୨୬ା୧୨: ଆସନ୍ତାକାଲି ଅର୍ଥାତ୍ ରବିବାର ଦବଙ୍ଗ ଖାନ୍ ସଲମାନ ଖାଁଙ୍କ ପାଇଁ ଏକ ବିଶେଷ ଦିନ। କାରଣ ଡିସେମ୍ବର ୨୭ରେ ସଲୁ ତାଙ୍କର ୫୫ତମ ଜନ୍ମଦିବସ ପାଳନ କରିବାକୁ ଯାଉଛନ୍ତି। ସଲୁଙ୍କ ପ୍ରଶଂସକମାନେ ମଧ୍ୟ ଏହାକୁ ନେଇ ବହୁତ ଉତ୍ସାହିତ ଅଛନ୍ତି।…
କୃଷି ଆନ୍ଦୋଳନ: ଏନ୍ଡିଏର ହାତ ଛାଡିଲା ଆର୍ଏଲପି
ନୂଆଦିଲ୍ଲୀ,୨୬।୧୨-ଭାଜପାର ସହଯୋଗୀ ଦଳ ରାଷ୍ଟ୍ରୀୟ ଲୋକତାନ୍ତ୍ରିକ ପାର୍ଟି (ଆର୍ଏଲପି) ଏନ୍ଡିଏରୁ ଅଲଗା ହୋଇଯାଇଛି। ଏ ନେଇ ଆରଏଲପି ମୁଖ୍ୟ ହନୁମାନ ବେନିୱାଲ ଶନିବାର ଘୋଷଣା କରିଛନ୍ତି। ରାଜସ୍ଥାନର ଏହି ଆଞ୍ଚଳିକ ଦଳ କିଛି ଦିନ ତଳେ ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ କରିଥିଲା।…
ରାହାନେଙ୍କୁ ପ୍ରଶଂସା କଲେ ମୋ ବିରୋଧରେ ମୁମ୍ବାଇ ଖେଳାଳିଙ୍କୁ ସମର୍ଥନ କରୁଥିବା ଅଭିଯୋଗ ଆସିବ : ଗାଭାସ୍କର
ମେଲବୋର୍ନ, ୨୬।୧୨- ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ନେତୃତ୍ୱକୁ ବହୁ ପୂର୍ବତନ କ୍ରିକେଟର ପ୍ରଶଂସା କରିଛନ୍ତି। ଏହି ତାଲିକାରେ ଅଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ତଥା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସୁନୀଲ ଗାଭାସ୍କର। ହେଲେ…
Archives


