କୃଷକଙ୍କ ବାଡ଼ିରେ ଫଳିଛି ୩ କେଜିର ଲେମ୍ବୁ, ଦେଖିବା ପାଇଁ ନାହିଁ ନ ଥିବା ଭିଡ଼
ଚଣ୍ଡିଗଡ଼,୨୬ା୧୨: ହରିୟାଣାର ଆଦାମପୁରର କିଶନଗଡ଼ ଗ୍ରାମ ନିବାସୀ କୃଷକ ବିଜେନ୍ଦ୍ର ଥୋରିଙ୍କ ବାଡ଼ିରେ ଏକ ଚମତ୍କାରିତା ଦେଖିବାକୁ ମିଳିଛି। ଯେଉଁଠାରେ ଲେମ୍ବୁଗୁଡ଼ିକ ତରଭୁଜ ଆକାରର ଫଳିଛି। ଶୁଣି ଆଶ୍ଚର୍ଯ୍ୟ ହେଉଥିଲେ ମଧ୍ୟ ସତ। ବିଜେନ୍ଦ୍ରଙ୍କ ବାଡ଼ିରେ ଫଳିଥିବା ତରଭୁଜ ଆକାରର ଲେମ୍ବୁ…
ସୁରକ୍ଷା କର୍ମୀଙ୍କ ଗୁଳିରେ ଟଳିଲେ ୨ ଆତଙ୍କବାଦୀ: ଚାଲିଛି ସର୍ଚ୍ଚ ଅପରେସନ
ଶ୍ରୀନଗର,୨୬।୧୨-ଜାମ୍ମୁ ଓ କାଶ୍ମୀରର ସୋପିଅନ ଜିଲା କାନିଗାମ ଅଞ୍ଚଳରେ ସୁରକ୍ଷା କର୍ମୀଙ୍କ ଏନ୍ କାଉଣ୍ଟରରେ ଶନିବାର ୨ ଆତଙ୍କବାଦୀ ନିହତ ହୋଇଛନ୍ତି। କିଛି ଆତଙ୍କବାଦୀ ସେଠାରେ ଲୁଚି ରହିଥିବା ଖବର ମିଳିବା ପରେ ସୁରକ୍ଷା କର୍ମୀଙ୍କ ପକ୍ଷରୁ ଜୋରଦାର ସର୍ଚ୍ଚ ଅପରେସନ…
ଭୁବନେଶ୍ୱରରୁ ଆଜି ପୁଣି ୨୦ ପଜିିଟିଭ୍ ଚିହ୍ନଟ: ୪୩ ସୁସ୍ଥ
ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩ ଜଣ ରହିଥିବା ବେଳେ ଲୋକାଲ କେସ୍ ୧୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ରାହାନେଙ୍କ ନେତୃତ୍ୱକୁ ପ୍ରଶଂସା କଲେ ସେହ୍ବାଗ
ମେଲବୋର୍ନ,୨୬।୧୨- ବକ୍ସିଂ ଡେ’ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୧୯୫ ରନ୍ରେ ଅଲଆଉଟ୍ କରିବା ପରେ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ନେତୃତ୍ୱକୁ ପ୍ରଶଂସା କରିଛନ୍ତି ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ। ରାହାନେଙ୍କ ଜବରଦସ୍ତ ବୋଲିଂ ଚେଞ୍ଜ ଓ ସ୍ମାର୍ଟ…
ରାସ୍ତାରେ ଏହାକୁ ଦେଖି ପୁଅର ହାତ ଛାଡି ଦୌଡିଲା ଝିଅ, ଆଉ ତା’ ପରେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ…
ମା’ଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇ ଭାବପ୍ରବଣ ହେଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ, ଲେଖିଲେ ଏମିତି…
ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଥିବା ଅଭିନେତ୍ରୀଙ୍କ ମଧ୍ୟରୁ କଙ୍ଗନା ରଣାୱତ ଅନ୍ୟତମ। ପ୍ରତ୍ୟେକ ପ୍ରସଙ୍ଗରେ ସେ ନିଖୁଣ ଭାବରେ ତାଙ୍କର ମତ ରଖିଥାନ୍ତି। ଏହି କାରଣରୁ ସେ ଟ୍ରୋଲ ମଧ୍ୟ ହୋଇଥାନ୍ତି । ହେଲେ କଙ୍ଗନା ସେମାନଙ୍କୁ ଉତ୍ତର ଦେବାରେ…
ପୁଅ ସହ ନଜର ଆସିଲେ ସାନିଆ ମିର୍ଜା
ମୁମ୍ବାଇ,୨୬।୧୨-ଭାରତୀୟ ଟେନିସ୍ ତାରକା ସାନିଆ ମିର୍ଜା ନିଜ ପୁଅ ଇଜହାନ ମିର୍ଜା ମଲ୍ଲିକ ସହ ନଜର ଆସିଛନ୍ତି। ଦୀର୍ଘଦିନ ପରେ ସାନିଆଙ୍କୁ ଇଜହାନଙ୍କ ଦେଖିବାକୁ ମିଳିଛି। ଏହି ଫଟୋ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଏକ ସୁଇମିଂ ପୁଲ…
ହାତୀ ଆକ୍ରମଣରେ ନାବାଳକ ମୃତ: ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ
ଛେଣ୍ଡିପଦା,୨୬।୧୨(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ କମ୍ପସଲା ଗ୍ରାମପଞ୍ଚାୟତର ମଣ୍ଡୁଆ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି। ଏହାର ପ୍ରତିବାଦରେ ଶନିବାର ସକାଳେ ମଣ୍ଡୁଆ ଗ୍ରାମର ଶତାଧିକ ଲୋକ ବନାଞ୍ଚଳ ଅଧିକାରୀଙ୍କ…
ଏଠାରେ ଗାଈଙ୍କୁ ପିନ୍ଧାଯାଏ ଅନ୍ତଃବସ୍ତ୍ର, ଜାଣନ୍ତୁ କାହିଁକି
ସାଧାରଣତଃ ମହିଳାମାନେ ଅନ୍ତଃବସ୍ତ୍ର ପିନ୍ଧିଥାନ୍ତି। ମାତ୍ର ଦୁନିଆରେ ଏମିତି ଏକ ସ୍ଥାନ ଅଛି, ଯେଉଁଠି ଗାଈମାନଙ୍କୁ ଅନ୍ତଃବସ୍ତ୍ର ପିନ୍ଧା ଯାଇଥାଏ। ଏହା କୌଣସି ଖୁସିରେ ନୁହେଁ ବରଂ ବାଧ୍ୟବାଧକତାରେ ପିନ୍ଧାଯାଏ। ସାଇବେରିଆରେ ପ୍ରବଳ ଥଣ୍ଡା ପଡୁଥିବାରୁ ଏଥିରୁ ରକ୍ଷା ପାଇବା ପାଇଁ…
କଟ୍ରିନାଙ୍କ ଘରେ ପହଞ୍ଚିଲେ ନୂଆ ପ୍ରେମିକ
ବମ୍ବେ: ଅଭିନେତା ସଲମାନ ପରେ ରଣବିର କପୁରଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଥିଲେ କଟ୍ରିନା କୈଫ। ହେଲେ ରଣବିରଙ୍କ ଜୀବନରେ ଆଲିଆ ଭଟ୍ଟଙ୍କ ଏଣ୍ଟ୍ରି ପରେ ବଦଳିଯାଇଥିଲା ସବୁକିଛି। ସେବେଠାରୁ ଏକାକି ଥିବା କଟ୍ରିନାଙ୍କ ଜୀବନରେ ଏବେ ନୂଆ ନାୟକଙ୍କ…
ଇନଷ୍ଟାଗ୍ରାମ ଆକାଉଣ୍ଟ ଡିଲିଟ୍ କଲେ ପୁନମ!
ମୁମ୍ବାଇ: ବୋଲ୍ଡ ଆକ୍ଟ୍ରେସ୍ ପୁନମ ପାଣ୍ଡେ ତାଙ୍କ ପ୍ରଶଂକଙ୍କୁ ନିରାଶ କରିଛନ୍ତି । ସେ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଡିଲିଟ କରି ଟୁଇଟରରେ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଛନ୍ତି । ତାଙ୍କ ସ୍ୱାମୀ ସାମ ବମ୍ବେ ଏହି ଅପଡେଟସ୍ ଶେୟାର କରିଛନ୍ତି ।…
୫୨ ହଜାର ଟଙ୍କାର କୋଟ ପିନ୍ଧି ବୁଲିବାକୁ ବାହାରିଲେ ପ୍ରିୟଙ୍କା
ମୁମ୍ବାଇ: ବଲିଉଡ୍ ଦେଶୀଗର୍ଲ ତଥା ଗ୍ଲୋବାଲ ଷ୍ଟାର ପ୍ରିୟଙ୍କା ଚୋପ୍ରା ଏବେ ଲଣ୍ଡନରେ ତାଙ୍କର ନ୍ୟୁ ପ୍ରୋଜେକ୍ଟର ଶୁଟିଂରେ ବ୍ୟସ୍ତ ଅଛନ୍ତି । ସେହିଠାରେ ହିଁ ସେ ପତି ନିକ୍ ଜୋନସଙ୍କ ସହ ଟାଇମ ସ୍ପେଣ୍ଡ କରୁଛନ୍ତି ଓ ଖ୍ରୀଷ୍ଟମାସର ମଜା…
Archives


