Home Left

ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପରେ ବି ଅବହେଳା

ଖଣ୍ଡପଡ଼ା,୨୬ା୧୨(ଡି.ଏନ.ଏ.): ଗତ ୪ ବର୍ଷ ତଳେ ନୟାଗଡ଼ ଜିଲା କୋସକା ପଞ୍ଚାୟତସ୍ଥିତ ଯୋଗୀଯୋଗିଆଣୀ ବୌଦ୍ଧ ପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପ୍ରଦାନ କରିଥିଲେ। ଏହି ପୀଠର ଉନ୍ନତି ତଥା ପର୍ଯ୍ୟଟକଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି…

ଭିତରକନିକାରେ କୋଭିଡ୍‌ କଟକଣା ଉଲ୍ଲଂଘନ: ୫ ଶହ ବଦଳରେ ବୁଲିଲେ ୧୮୫୨ ପର୍ଯ୍ୟଟକ

ରାଜନଗର,୨୬ା୧୨(ଡି.ଏନ.ଏ.): ଶୁକ୍ରବାର ଥିଲା ବଡଦିନ । ଭିତରକନିକା ଜାତୀୟ ଉଦ୍ୟାନରେ ପର୍ଯ୍ୟଟକମାନଙ୍କ ଭିଡ ଜମିଥିଲା । କୋଭିଡ୍‌ କଟକଣା ଯୋଗୁ ଭିତରକନିକା ଭିତରକୁ ପ୍ରତିଦିନ ୫ଶହ ପର୍ଯ୍ୟଟକ ଯାଇ ପାରିବେ ବୋଲି ନିୟମ ହୋଇଥିଲା । ହେଲେ ଶୁକ୍ରବାର ୧୮୫୨ ପର୍ଯ୍ୟଟକ…

ୟୁରୋପର ୮ ଦେଶରେ କରୋନାର ନୂଆ ଷ୍ଟ୍ରେନ୍‌: ଡବ୍ଲୁଏଚଓ

ଜେନେଭା,୨୬ ।୧୨: କରୋନା ଭାଇରସର ନୂଆ ଷ୍ଟ୍ରେନ୍ ସାମ୍ନାକୁ ଆସିବା ପରେ ସାରା ବିଶ୍ୱ ଏକ ପ୍ରକାର ଚିନ୍ତାରେ ପଡିଯାଇଛି । ଏବେ ୟରୋପର ପ୍ରାୟ ୮ ଦେଶରେ ଏହି ନୂଆ ଷ୍ଟ୍ରେନ୍ ଦେଖା ଦେଇଥିବା କହିଛି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)…

ଆଜିଠୁ ଦାରୁଦିଅଁ ଦର୍ଶନ କରିବେ ପୁରୀ ସହରବାସୀ: ୧୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

ପୁରୀ ଅଫିସ,୨୬ା୧୨: ପୁରୀ ସହରବାସୀ ଶନିବାରଠାରୁ ଶ୍ରୀମନ୍ଦିରରେ ଦାରୁଦିଅଁ ଦର୍ଶନ କରିବେ। ଏହି ଦର୍ଶନ ବ୍ୟବସ୍ଥା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ନେଇ ପ୍ରଶାସନ ସମସ୍ତ ପ୍ରସ୍ତୁତି ଶେଷ କରିଥିବା ବେଳେ ଶୁକ୍ରବାର ପୋଲିସ ପକ୍ଷରୁ ମକ୍‌ଡ୍ରିଲ କରାଯାଇଛି। କେନ୍ଦ୍ରାଞ୍ଚଳ…

‘ଦୋକାନ ସାମ୍ନାରେ ୨ ଡଷ୍ଟବିନ୍‌ ନ ରଖିଲେ କାର୍ଯ୍ୟାନୁଷ୍ଠାନ’

ପୁରୀ ଅଫିସ,୨୬ା୧୨: ପୁରୀ ସହରର ବ୍ୟବସାୟୀ ଓ ଦୋକାନୀମାନେ ନିଜ ଦୋକାନ ସମ୍ମୁଖରେ ଦୁଇଟି ଲେଖାଏ ଡଷ୍ଟବିନ୍‌ ରଖିବେ। ଗୋଟିକରେ ଓଦା ଏବଂ ଅନ୍ୟଟିରେ ଶୁଖିଲା ଆବର୍ଜନା ପକାଇବେ। ଆବର୍ଜନା ସଂଗ୍ରହ ପାଇଁ ପୌରସଂସ୍ଥା ପକ୍ଷରୁ ଯାଉଥିବା ଗାଡ଼ିରେ ଆବର୍ଜନା ପକାଇବେ।…

ପୁରୀରେ ବ୍ରଙ୍କୋସ୍କୋପି ଚିକିତ୍ସା ସୁବିଧା

ପୁରୀ ଅଫିସ,୨୬ା୧୨: ପୁରୀସ୍ଥିତ ଯକ୍ଷ୍ମା ଓ ସଂକ୍ରାମକ (ଟିବି ଆଣ୍ଡ୍‌ ଆଇଡିଏଚ୍‌) ରୋଗ ଚିକିତ୍ସାଳୟରେ ବ୍ରଙ୍କୋସ୍କୋପି ଚିକିତ୍ସା ସୁବିଧା ଉପଲବ୍ଧ ହୋଇଛି। ଏହାପୂର୍ବରୁ କୌଣସି ଜିଲାସ୍ତରୀୟ ଡାକ୍ତରଖାନାରେ ଏହି ଚିକିତ୍ସା ସୁବିଧା ନ ଥିଲା। ରାଜ୍ୟରେ ପୁରୀ ପ୍ରଥମ ଜିଲା ଭାବେ…

ଅର୍ଦ୍ଧରାତ୍ରରେ ସିରିଆ ଉପରେ ରକେଟ ମାଡ଼

ଦାମାସକସ୍‌,୨୬।୧୨: ଇସ୍ରାଏଲ୍‌ ସିରିଆ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଶୁକ୍ରବାର ଅର୍ଦ୍ଧରାତ୍ରରେ ଇସ୍ରାଏଲ୍‌ ପକ୍ଷରୁ ସିରିଆ ଉପରେ ରକେଟ ମାଡ଼ କରାଯାଇଛି। ହମା ପ୍ରଦେଶର ମସିୟଫ ସହରରେ ଥିବା ପ୍ରତିରକ୍ଷା ବୈଜ୍ଞାନିକ ଅନୁସନ୍ଧାନ କେନ୍ଦ୍ର ଉପରେ ରକେଟ ମାଡ଼ ଘଟଣାରେ ୬…

ସଉଦି ଆରବର କ୍ରାଉନ ପ୍ରିନ୍ସ ସଲମାନ ନେଲେ କରୋନା ଭ୍ୟାକ୍ସିନର ପ୍ରଥମ ଡୋଜ

ରିୟାଦ,୨୬ ।୧୨: ସଉଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ଶୁକ୍ରବାର କରୋନା ଭାଇରସ ଭ୍ୟାକ୍ସିନର ପ୍ରଥମ ଡୋଜ ନେଇଛନ୍ତି । ଦେଶର ସରକାରୀ ଗଣମାଧ୍ୟମ ଏହି ସୂଚନା ଦେଇଛି । ସ୍ୱାସ୍ଥ୍ୟମନ୍ତ୍ରୀ ତୈଫିକ ଅଲ-ରବିୟା କ୍ରାଉନ ପ୍ରିନ୍ସଙ୍କ ମଧ୍ୟରେ…

ବାଂଲାଦେଶ-ମ୍ୟାନମାର୍‌କୁ ଗୁପ୍ତ ସୂଚନା ଦେବ ଆଇବି

ନୂଆଦିଲ୍ଲୀ,୨୬।୧୨: ଅନ୍ତର୍ଜାତୀୟ ସୀମାରେ ଆତଙ୍କବାଦୀ କାର୍ଯ୍ୟକଳାପ ଉପରେ ରୋକ ଲଗାଇବା ପାଇଁ ଭାରତ, ବାଂଲାଦେଶ ଏବଂ ମ୍ୟାନମାର୍‌ ମଧ୍ୟରେ ବୁଝାମଣା ହୋଇଛି। ଏହା ଅନ୍ତର୍ଗତ ଭାରତର ଇଣ୍ଟେଲଜେନ୍ସ୍‌ ବ୍ୟୁରୋ (ଆଇବି) ବାଂଲାଦେଶ ଏବଂ ମ୍ୟାନମାର୍‌କୁ ଆତଙ୍କବାଦ ସମ୍ପର୍କିତ ଗୁପ୍ତ ସୂଚନା ଯୋଗାଇଦେବ।…

ଏଫ୍‌ଓ ଅପମିଶ୍ରଣର ଆଡ୍ଡାସ୍ଥଳ ନଳିପୁର

ଯାଜପୁର ଅଫିସ,୨୬ା୧୨: ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ପାରାଦୀପ ୫୩ ନମ୍ବର ଜାତୀୟ ରାଜପଥର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ନଳିପୁର ନିକଟ ଅଞ୍ଚଳ ତୈଳ ଜାତୀୟ ଇନ୍ଧନ ଅପମିଶ୍ରଣର ଆଡ୍ଡାସ୍ଥଳୀ ପାଲଟିଛି। ଏଠାରେ ବିଶେଷକରି ଭାରତୀୟ ତୈଳ ନିଗମ ଲିଃ (ଆଇଓସିଏଲ)ର…

ଲଭ୍‌ ଜେହାଦ୍‌ ପାଇଁ କଡ଼ା ଆଇନ ଆଣିବେ ଶିବରାଜ: ଦୋଷୀଙ୍କୁ ୧୦ ବର୍ଷ ଜେଲଦଣ୍ଡ

ଭୋପାଳ,୨୬।୧୨: ଲଭ୍‌ ଜେହାଦ୍‌ ପାଇଁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ସରକାର କଡ଼ା ଆଇନ ଆଣିବେ। ଏସମ୍ପର୍କିତ ଏକ ପ୍ରସ୍ତାବକୁ କା୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଧର୍ମ ସ୍ବତନ୍ତ୍ରତା ବିଧେୟକ-୨୦୨୦ ଅନ୍ତର୍ଗତ ଏହି ଆଇନ ପ୍ରଣୟନ କରାଯିବ। ଆଇନରେ ୧୯ଟି ବିଭିନ୍ନ…

ଜାଣିଶୁଣି କରୋନା ପଜିଟିଭ ହେବେ ୨,୫୦୦ ଲୋକ!

ଲଣ୍ଡନ,୨୬ ।୧୨: ବ୍ରିଟେନରେ ଦେଖା ଦେଇଥିବା କରୋନାର ନୂଆ ଷ୍ଟ୍ରେନ୍ ଏବେ ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଏହାକୁ ନେଇ ଲଣ୍ଡନରୁ ଏକ ଚ୍ୟାଲେଞ୍ଜ କଲାଭଳି ଖବର ସାମ୍ନାକୁ ଆସିଛି । ସେଠାରେ ଏକ ହ୍ୟୁମାନ ଟ୍ରାଏଲ ଚ୍ୟାଲେଞ୍ଜ ହେବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri