Home Left

ଆଉ ୩ ସପ୍ତାହ ପରେ କମିବ ସଂକ୍ରମଣ

ନୂଆଦିଲ୍ଲୀ, ୨୨।୪: ସଂକ୍ରମଣ ଦ୍ରୁତ ବେଗରେ ମାଡ଼ିଚାଲିଥିବା ବେଳେ ମେ’ ଦ୍ୱିତୀୟ ସପ୍ତାହ ବେଳକୁ ଏହା ଶୀର୍ଷରେ ପହଞ୍ଚତ୍ବ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ବିଶେଷଜ୍ଞମାନଙ୍କ ଗାଣିତିକ ସୂତ୍ର ଅନୁଯାୟୀ ମେ’ ୧୧ରୁ ୧୫ ମଧ୍ୟରେ ଦେଶରେ ସକ୍ରିୟ ମାମଲା ସଂଖ୍ୟା…

ଏଭଳି ରେକର୍ଡ କରିବାରେ ଆଇପିଲର ପ୍ରଥମ ବ୍ୟାଟ୍ସମ୍ୟାନ କୋହଲି

ମୁମ୍ବାଇ,୨୨।୪ : ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଧିନାୟକ ବିରାଟ କୋହଲି ଗୁରୁବାର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ପୂରଣ କରିଛନ୍ତି ୬ ହଜାର ରନ୍‌। କ୍ୟାରିୟରର ୧୯୬ ତମ ଆଇପିଏଲ ମ୍ୟାଚ୍‌ ସେ ଏହି ମାଇଲଷ୍ଟୋନ…

ପଶ୍ଚିମବଙ୍ଗର ଟ୍ରିପଲ୍‌-ମ୍ୟୁଟାଣ୍ଟ ଷ୍ଟ୍ରେନ୍‌ ବଢାଉଛି ଚିନ୍ତା

କୋଲକାତା, ୨୨।୪: ପଶ୍ଚିମବଙ୍ଗରେ କରୋନା ଭୂତାଣୁର ନୂଆ ରୂପ (ଟ୍ରିପଲ୍‌ ମ୍ୟୁଟାଣ୍ଟ ଷ୍ଟ୍ରେନ୍‌) ମିଳିବା ପରେ ଏହା ଚିନ୍ତା ବଢ଼ାଇଛି। ଡବଲ୍‌ ମ୍ୟୁଟାଣ୍ଟ (ବି.୧.୬୧୭) ପରେ ଭାରତରେ ଏହା ଦ୍ୱିତୀୟ ଟ୍ରିପଲ୍‌ ମ୍ୟୁଟାଣ୍ଟ (ବି.୧.୬୧୮) ଷ୍ଟ୍ରେନ୍‌। ଉକ୍ତ ନୂଆ ରୂପ ଦ୍ରୁତ…

ଅତିସହଜରେ ରୟାଲ ଲଢ଼େଇ ଜିତିଲା ଆର୍‌ସିବି

ମୁମ୍ବାଇ,୨୨।୪ : ପ୍ରଥମେ ବୋଲିଂ ଓ ତା’ ପରେ ଦେବଦତ୍ତ ପାଡିକଲ ଏବଂ ବିରାଟ କୋହଲିଙ୍କ ଓପନିଂ ଭାଗିଦାରୀ ଯୋଗୁ ୧୦ ଉଇକେଟରେ ବିଜୟ ହାସଲ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)। ଚଳିତ ଆଇପିଏଲରେ ଏହା ଦଳର କ୍ରମାଗତ ୪ର୍ଥ…

ଚିଠି ସହ ଚୋର ଫେରାଇଲା କୋଭିଡ୍‌ ଟିକା ଭର୍ତ୍ତି ବ୍ୟାଗ୍‌

ଚଣ୍ଡିଗଡ଼,୨୨।୪ : ହରିୟାଣର ରାଜଧାନୀ ଚଣ୍ଡିଗଡ଼ରେ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ଚୋର ଗୁରୁବାର ୧୭୦୦ କୋଭିଡ୍‌-୧୯ ଟିକା ଭର୍ତ୍ତି ଥିବା ଏକ ବ୍ୟାଗ ଚୋରି କରିଥିଲା। କିନ୍ତୁ ବ୍ୟାଗରେ କ’ଣ ଅଛି ଜାଣିବା ପରେ ବଦଳି ଯାଇଥିଲା ତା’ର…

ମାସ୍କ ନ ପିନ୍ଧି ପୋଲିସ କର୍ମଚାରୀଙ୍କ ଉନ୍ମତ୍ତ କାଣ୍ଡ

ବଲାଙ୍ଗୀର ଅଫିସ, ୨୨ା୪: ବଲାଙ୍ଗୀର ସହରରେ ଗୁରୁବାର ୩ଜଣ ପୋଲିସ କନ୍‌ଷ୍ଟେବଳଙ୍କ ଉନ୍ମତ୍ତ କାଣ୍ଡକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ୩ କନଷ୍ଟେବଳ ଏକ କାରରେ ବସି ବେପରୁଆ ଗାଡି ଚାଳନା କରିଥିଲେ। ଏନେଇ ସ୍ଥାନୀୟ ଭାଗିରଥି ଛକରେ କିଛି ଲୋକ…

କୋଚିଂ ସେଣ୍ଟରରୁ ଛାତ୍ରୀଙ୍କୁ ଅପହରଣ

ବୁଗୁଡା,୨୨ା୪: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳର ଜନୈକା ଛାତ୍ରୀଙ୍କୁ ଅପହରଣ ଅଭିଯୋଗରେ ପୋଲିସ ଗୁରୁବାର ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ବୁଗୁଡ଼ା ଥାନାରେ ଏକ ମାମଲା ରୁଜୁ ହୋଇଛି। ଅନ୍ୟଜଣେ ଫେରାର ଥିବା ଜଣାପଡିଛି।…

ମା’ଙ୍କୁ ହତ୍ୟା ପରେ ଟିକଟିକ୍‌ କରି ଖାଇ ଦେଲା ପୁଅ

ମାଡ୍ରିଡ୍‌,୨୨।୪ : ସ୍ପେନର ଜଣେ ବ୍ୟକ୍ତି ମା’ଙ୍କୁ ହତ୍ୟା କରିବା ପରେ ଟିକଟିକ୍‌ କରି କାଟି ଦେଇଥିଲେ। କେବଳ ଏତିକି ନୁହେଁ, ମୃତଦେହର ଟିକ ଟିକ ଅଂଶକୁ ନିଜେ ଖାଇବା ସହ ପୋଷା କୁକରକୁ ଖୁଆଇ ଦେଲେ। ଏହି ଅଭିଯୋଗରେ ୨୮…

ରାଜଧାନୀରେ ସ୍ଥାନାନ୍ତର ହେବାକୁ ଯାଉଛି ହାଟ

ଭୁବନେଶ୍ୱର,୨୨।୪: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ବଢି ଚାଳିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଗୁରୁବାର ଏକ ବଡ ନିଷ୍ପତ୍ତି ନେଇଛି। ଭୁବନେଶ୍ୱରରେ ଥିବା ପ୍ରମୁଖ ହାଟଗୁଡିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ବିଏମ୍‌ସି କୁହାଯାଇଛି। ସ୍ଥାନାନ୍ତର ପ୍ରକ୍ରିୟା ସୋମବାର ଆରମ୍ଭ ହେବ।…

ନାବାଳକ ପୁଅ ଧକ୍କାରେ ଚାଳିଗଲା ବାପାଙ୍କ ଜୀବନ

କୁନ୍ଦୁରା,୨୨।୪: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଗୁଣ୍ଡାଳ ପଞ୍ଚାୟତ ଅଧୀନ ତଲିଆଗୁଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ବୁଧବାର ରାତିରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁବାର ସକାଳେ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା। ବାପାଙ୍କୁ ହତ୍ୟା କରିଥିବା ନେଇ…

ଆଇପିଏଲରୁ ବାଦ୍‌ ପଡ଼ିଲେ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୨୨।୪ : ସନରାଇଜର୍ସ ହାଇଦ୍ରାବାଦ୍‌ ପେସର ଟି. ନଟରାଜ ଚଳିତ ଆଇପିଏଲରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଆଣ୍ଠୁରେ ପୁଣି ଥରେ ସମସ୍ୟା ଦେଖାଦେଇଛି। ଆହତ ସମସ୍ୟା ଯୋଗୁ ୩୦ ବର୍ଷୀୟ ପେସର ଚଳିତ ଆଇପିଏଲରେ କେବଳ ଦୁଇଟି ମ୍ୟାଚ୍‌ ଖେଳିଛନ୍ତି। ତାଙ୍କୁ…

ଦିଲ୍ଲୀ ପରେ ମହାରାଷ୍ଟ୍ରକୁ ଅକ୍ସିଜେନ ଯୋଗାଇଲା ଓଡ଼ିଶା

ଭୁବନେଶ୍ୱର,୨୨।୪: ମହାରାଷ୍ଟରେ କରୋନା ସ୍ଥିତି ଭୟାବହ ରହିଛି। ଏଭଳିସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହଯୋଗର ହାତ ବଢାଇଛନ୍ତି। ଦିଲ୍ଲୀ ପରେ ମହାରାଷ୍ଟ୍ରକୁ ଅକ୍ସିଜେନ ଯୋଗାଇଛି ଓଡ଼ିଶା ସରକାର। ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକେର ବିପଦ ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?