Home Left

ମା’, ବାପାଙ୍କୁ ପନିକିରେ ହାଣି ହତ୍ୟା କଲା ପୁଅ

ନୂଆଗାଁ, ୨୫।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଖୁଣ୍ଟଗାଁ ପଞ୍ଚାୟତ ଅନ୍ତର୍ଗତ ବିଶପୁର ଗ୍ରାମରେ ଶୁକ୍ରବାର ଘଟିଛି ଅଭାବନୀୟ ଘଟଣା । ସାନପୁଅର ବିବାହ ଲାଗି ଜମି ବିକ୍ରି କଥା କହିବାରୁ ବଡ଼ପୁଅ ପନିକିରେ ମା’ବାପାଙ୍କୁ ହାଣି…

ନେହାଙ୍କ ବଦାନ୍ୟତା

ମୁମ୍ବାଇ: ବଲିଉଡ୍ ଗାୟିକା ନେହା କକ୍କଡ କିଛି ଦିନ ହେବ ରହୁଛନ୍ତି ଚର୍ଚ୍ଚାରେ । ନିକଟରେ ତାଙ୍କର ନୂଆ ଗୀତ ‘ଖୟାଲ ରଖୟା କର’ ରିଲିଜ୍ ହୋଇଥିବା ବେଳେ ଏଥିରେ ସେ ତାଙ୍କ ସ୍ୱାମୀ ରୋହନପ୍ରୀତଙ୍କ ସହ ନଜର ଆସିଥିଲେ ।…

ଖ୍ରୀଷ୍ଟମାସ ଅବସରରେ ସାଣ୍ଟା କ୍ଲଜ ପୋଷାକରେ ଶୁଭେଚ୍ଛା ଜଣାଇଲେ ସଚିନ

ନୂଆଦିଲ୍ଲୀ,୨୫ା୧୨- କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସଚିନ ତେନ୍ଦୁଲକର ଶୁକ୍ରବାର ସାଣ୍ଟା କ୍ଲଜ ପୋଷାକ ପରିଧାନ କରି ଖ୍ରୀଷ୍ଟମାସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟରରେ ଭିଡିଓ ଶେୟାର କରିବା ସହ ସଚିନ ଲେଖିଛନ୍ତି, ପ୍ରତ୍ୟେକଙ୍କୁ ବଡ଼ଦିନର ଶୁଭେଚ୍ଛା। ଏହା ସର୍ବଦା ଏକତା ଓ…

ମୟୂରଭଞ୍ଜରେ ପୁଣି ଭୂକମ୍ପ ଝଟକା

ବାରିପଦା ଅଫିସ/ବୈଶିଙ୍ଗା(ଡି.ଏନ.ଏ.),୨୫ା୧୨-ମୟୂରଭଞ୍ଜ ଜିଲାରେ ଶୁକ୍ରବାର ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଅପରାହ୍ନ ୨ଟା ୧୫ ମିନିଟ ସମୟରେ ଜିଲାର ବଡ଼ସାହି, ବେତନଟୀ, ବୈଶିଙ୍ଗା, ଖୁଣ୍ଟା ଓ ଗୋପବନ୍ଧୁନଗର ଆଦି ଅଞ୍ଚଳରେ ଅନୁଭୂତ ଏହି ମୃଦୁ ଭୂମିକମ୍ପ ବିଷୟରେ ଲୋକେ ହଠାତ୍‌ କିଛି…

ଶାହା, ପନ୍ତଙ୍କ ଭବିଷ୍ୟତ ସହ ଖେଳୁଛି ଟିମ୍‌ ଇଣ୍ଡିଆ ମ୍ୟାନେଜମେଣ୍ଟ

ନୂଆଦିଲ୍ଲୀ,୨୫ା୧୨- ଟିମ୍‌ ଇଣ୍ଡିଆ ମ୍ୟାନେଜମେଣ୍ଟ ରିଦ୍ଧିମାନ ଶାହା ଓ ରିଷଭ ପନ୍ତଙ୍କ ଭବିଷ୍ୟତ ସହ ଖେଳୁଛି। ଦୁହିଁଙ୍କ ମଧ୍ୟରେ କରାଯାଉଥିବା ଅଦଳ ବଦଳ ଉଚିତ୍‌ ନୁହେଁ। ଏହା ଦ୍ୱାରା ଦୁଇ ଖେଳାଳି ଅସୁରକ୍ଷିତ ମନେ କରିବେ କହିଛନ୍ତି ପୂର୍ବତନ ଭାରତୀୟ ଓପନର…

ଭାଜପାରେ ମିଶିଲେ ଜେଡିୟୁର ୬ ବିଧାୟକ

ପାଟନା,୨୫।୧୨-ନୀତିଶ କୁମାରଙ୍କ ଦଳ ଜନତା ଦଳ ୟୁନାଇଟେଡ (ଜେଡିୟୁ)କୁ ଲାଗିଛି ଶକ୍ତ ଝଟକା। ଦଳର ୬ ଜଣ ବିଧାୟକ ଭାଜପାରେ ସାମିଲ ହୋଇଛନ୍ତି। ଅରୁଣାଚଳ ପ୍ରଦେଶରେ ଜେଡିୟୁର ୭ଜଣ ବିଧାୟକଙ୍କ ମଧ୍ୟରୁ ୬ ଜଣ ଦଳ ଛାଡି ଶୁକ୍ରବାର ଭାଜପାରେ ଯୋଗ…

ନୀତୀଶଙ୍କୁ ଧୋକା ଦେଲା ଭାଜପା!

ଇଟାନଗର,୨୫ ।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ନିଜ ସହଯୋଗୀ ଦଳ ଜନତା ଦଳ ୟୁନାଇଟେଡ(ଜେଡିୟୁ)କୁ ଝଟ୍‌କା ଦେଇଛି । ବିହାରରେ ନୀତୀଶ ସରକାରରେ ସାମିଲ ଭାଜପା ଅରୁଣାଚଳ ପ୍ରଦଶରେ ନୀତୀଶଙ୍କ ଦଳର ୬ ବିଧାୟକଙ୍କୁ ନିଜ ଦଳରେ ସାମିଲ କରି ଦେଇଛି…

ଗ୍ୟାଙ୍ଗଷ୍ଟର ଡି-ବ୍ରଦର୍ସଙ୍କ ଘରୁ ପୁଣି ମିଳିଲା ଗୁଳି ଓ ବନ୍ଧୁକ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ)-ଗ୍ୟାଙ୍ଗଷ୍ଟର ଡି-ବ୍ରଦର୍ସଙ୍କ ଘରୁ ପୁଣି ମିଳିଲା ବନ୍ଧୁକ ଓ ଗୁଳି। ଶୁକ୍ରବାର କମିଶନରେଟ ପୋଲିସ ଚଢାଉ କରି ୩ଟି ବନ୍ଧୁକ ଓ ୧୭୦ ରାଉଣ୍ଡ ଗୁଳି ଜବତ କରିଛି। ଏ ନେଇ ପୋଲିସ କମିଶନର ଡକ୍ଟର ସୁଧାଂଶୁ ଷଡଙ୍ଗୀ ସୂଚନା ଦେଇଛନ୍ତି।…

ବୋଲେରୋ ଉପରେ ଚଢିଗଲା ଟ୍ରକ

ବାଲିଆ,୨୫।୧୨-ଉତ୍ତରପ୍ରଦେଶର ବାଲିଆ ଜିଲା ସାହାଟୱାର ପୋଲିସ ଷ୍ଟେସନ ନିକଟ ବାଶଂଡିହ-ରେବତୀ ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ମାଲ ବୋଝେଇ ଟ୍ରକ ବୋଲେରୋ ଉପରେ ଚଢିଯିବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଆହତ ହୋଇଛନ୍ତି।…

ଜନ୍ ଅବ୍ରାହମ୍ ଆହତ

ମୁମ୍ବାଇ: ଅଭିନେତା ଜନ୍ ଅବ୍ରାହମ୍ ଏବେ ବାରାଣସୀରେ ଫିଲ୍ମ ‘ସତ୍ୟମେବ ଜୟତେ ୨’ ର ଶୁଟିଂରେ ବ୍ୟସ୍ତ ଅଛନ୍ତି । ଏହି ଆକ୍ସନ୍ ଫିଲ୍ମର ଶୁଟିଂ ପାଇଁ ସେ ଖୁବ୍ ପରିଶ୍ରମ କରୁଥିବା ଜଣାପଡିଛି । ତେବେ ମୁଭିର ଷ୍ଟଣ୍ଟ କରୁଥିବା…

ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ କଟକ ବଡ଼ ମେଡିକାଲରେ ଭର୍ତ୍ତି

କଟକ ଅଫିସ,୨୫।୧୨: ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ଶୁକ୍ରବାର ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଥିବା ସୂଚନା ମିଳିଛି। ଡି. ପ୍ରକାଶ ରାଓ ଗୁରୁବାରଠାରୁ ଅସୁସ୍ଥ…

ଅଷ୍ଟ୍ରେଲିଆ ପାଇଁ ବିପଦ ଋଷଭ ପନ୍ଥ-କେ.ଏଲ୍‌: ଅଧିନାୟକ ପେନ୍‌

ମେଲବର୍ନ,୨୫।୧୨: ଡିସେମ୍ବର ୨୬ରେ ଖେଳାଯିବ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌। ଏହାପୂର୍ବରୁ ଘରୋଇ ଦଳ ନିଜର ହୋମଓ୍ବାର୍କ ଶେଷ କରିଛି। ମ୍ୟାଚ୍‌ ପୂର୍ବ ସନ୍ଧ୍ୟାରେ ଦଳର ଅଧିନାୟକ ଟିମ୍‌ ପେନ୍‌ ଭାରତୀୟ ଟିମ୍‌ର ଋଷଭ ପନ୍ଥ ଏବଂ କେ.ଏଲ୍‌ ରାହୁଲଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri