Home Left

ନିମୋନିଆ ରେ ସଂକ୍ରମିତ ହୋଇ ଗୁରୁତର ଗୀତାଞ୍ଜଳି: ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ ଭାଇ  ସହାୟତା ପାଇଁ…

ଦାରିଙ୍ଗବାଡି, ୩୦।୧୧ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡିର ଗୀତାଞ୍ଜଳି ମହାରଣା କ୍ରିଟିକାଲ ନିମୋନିଆରେ ସଂକ୍ରମିତ ହୋଇ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଛନ୍ତି। ସେ ଅତି ଗୁରୁତର ରହିଥିବା ବେଳେ ତାଙ୍କ ଚିକିତ୍ସା ପାଇଁ ଅର୍ଥ ବାଧକ ସାଜିଛି...

ଶ୍ରୀଲଙ୍କାରେ ପ୍ରଳୟ ରଚିଲା ବାତ୍ୟା ଡିଟ୍‌ଓ୍ବା: ୧୫୧ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

କଲମ୍ବୋ,୨୯ା୧୧ ବାତ୍ୟା ଡିଟ୍‌ଓ୍ବା ଜନିତ ପ୍ରବଳ ବର୍ଷାରେ ଶ୍ରୀଲଙ୍କାରେ ବନ୍ୟା ଏବଂ ଭୂସ୍ଖଳନ ଘଟି ରବିବାର ମୃତ୍ୟୁସଂଖ୍ୟା ୧୫୧ରେ ପହଞ୍ଚିଥିବା ବେଳେ ଶତାଧିକ ଲୋକ ନିଖୋଜ ଅଛନ୍ତି। ୨୦,୦୦୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଥିବା ବେଳେ ୭୮,୦୦୦ ଲୋକ ସରକାରୀ ଆଶ୍ରୟ...

ବିଜ୍ଞାନ ପ୍ରକଳ୍ପ ଦେଲା ସଫଳତା: ରାଜ୍ୟସ୍ତରରେ  ଅଂଶ ଗ୍ରହଣ କରିବେ ୨ ଅର୍ଚ୍ଚିତା

ଦାରିଙ୍ଗବାଡି,୩୦।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଉଲିପଦର ସେବାଶ୍ରମର ୨ ଜଣ ଛାତ୍ରୀ ବିଜ୍ଞାନ ପ୍ରକଳ୍ପରେ ଜିଲା ଓ ଜୋନାଲ ସ୍ତରରେ ପ୍ରଥମ ସ୍ଥାନ ଅଧିଗ୍ରହଣ କରି ରାଜ୍ୟ ସ୍ତରୀୟ ବିଜ୍ଞାନ ମେଳା ତଥା ସର୍ଗିଫୁଲରେ ଅଂଶ ଗ୍ରହଣ...

ଗୁଡ୍‌ ନ୍ୟୁଜ୍‌: ବାପା ହେବେ ରଣଦୀପ୍‌

ମୁମ୍ବାଇ: ଅଭିନେତା ରଣଦୀପ୍‌ ହୁଡା ତାଙ୍କର ଦ୍ୱିତୀୟ ବିବାହ ବାର୍ଷିକୀରେ ପ୍ରଶଂସକଙ୍କୁ ଗୁଡ୍‌ ନ୍ୟୁଜ୍‌ ଦେଇଛନ୍ତି। ସ୍ତ୍ରୀ ଲିନ ଲାଇଶ୍ରାମଙ୍କ ସହ ଏକ ସୁନ୍ଦର ଫଟୋ ଶେୟାର କରି ଖୁବ୍‌ଶୀଘ୍ର ମାତାପିତା ହେବାକୁ ଯାଉଥିବା କହିଛନ୍ତି। ଫଟୋରେ ଦମ୍ପତି ଜଙ୍ଗଲରେ...

ନିଷ୍କ୍ରିୟ ଜମାଖାତାର ଅର୍ଥରାଶି

ଭାରତର ଅର୍ଥନୀତିକୁ ସୁଦୃଢ଼ କରିବାରେ ବ୍ୟାଙ୍କଗୁଡ଼ିକର ଗୁରୁ୍‌ତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ବ୍ୟାଙ୍କିଙ୍ଗ ସେବା ଦିନକୁ ଦିନ ଏପରି ବ୍ୟବସ୍ଥିତ ହେଉଛି ଯେ ଯାହାଦ୍ୱାରା ଲୋକମାନେ ହାତପାହାନ୍ତାରେ ନିଜ ମୋବାଇଲ ଦ୍ୱାରା ସମସ୍ତ ଦେଣନେଣ କରିପାରୁଛନ୍ତି। ତେବେ ବ୍ୟାଙ୍କରେ ଅର୍ଥ କାରବାର...

ଗଣତନ୍ତ୍ରର ସଂଜ୍ଞା ଓ ସ୍ବରୂପ

ଆମର ପ୍ରାଥମିକ ଶିକ୍ଷା ସମୟରେ ଗଣତନ୍ତ୍ରର ସଂଜ୍ଞାରେ କୁହାଯାଇଥାଏ ଯେ ଏହା ଲୋକମାନଙ୍କର, ଲୋକମାନଙ୍କ ଦ୍ୱାରା ଏବଂ ଲୋକମାନଙ୍କ ପାଇଁ ଶାସନ। ଏହା ମଧ୍ୟ କୁହାଯାଏ ଯେ ସୁଶାସନଠାରୁ ସ୍ବଶାସନ ଭଲ। ସ୍କୁଲଗୁଡ଼ିକରେ ସ୍ବାଧୀନତା ଓ ଗଣତନ୍ତ୍ର ଦିବସରେ ଯେଉଁମାନଙ୍କ...

ମନ୍ତ୍ରୀଙ୍କ ବଡ଼ ବୟାନ: ଅଯୋଗ୍ୟ କଟିବାରୁ ୨୧୦ କୋଟି ବଞ୍ଚିଛି

ଭୁବନେଶ୍ୱର,୩୦ା୧୧(ସୁନିତ୍‌ ମିଶ୍ର): ମୁଲତବୀ ପ୍ରସ୍ତାବରେ ବିରୋଧୀ ଆଣିଥିବା ଅଭିଯୋଗକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଖଣ୍ଡନ କରିଛନ୍ତି। ସେ ଏହାର ଜବାବରେ କହିଛନ୍ତି, ଇ-କଓ୍ବୋଇସି ସର୍ଭେ ଆଳରେ ଗତ ଜୁନ୍‌ଠାରୁ ଜଣେ ହେଲେ ଯୋଗ୍ୟ...

ପ୍ରତିଶୋଧାତ୍ମକ ପଦକ୍ଷେପ

ଗତ ମାସରେ ଏସିଆରୁ ପାକିସ୍ତାନ ଓ ଇରାକ ସହିତ ଭାରତ ଜାତିସଂଘ ମାନବାଧିକାର ପରିଷଦ(ୟୁଏନ୍‌ଏଚ୍‌ଆର୍‌ସି)କୁ ନିର୍ବାଚିତ ହୋଇଥିଲା। ୟୁଏନ୍‌ଏଚ୍‌ଆର୍‌ସି କହେ, ସାରା ବିଶ୍ୱରେ ମାନବାଧିକାରର ପ୍ରୋତ୍ସାହନ ଓ ସୁରକ୍ଷାକୁ ସୁଦୃଢ଼ କରିବା ଏହାର ଦାୟିତ୍ୱ। ୟୁଏନ୍‌ଏଚ୍‌ଆର୍‌ସିକୁ ନିର୍ବାଚିତ ହେବା ପାଇଁ...

ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ସବୁ ଜିଲାରେ ଖୋଲିବ ପୋକ୍‌ସୋ କୋର୍ଟ

ଭୁବନେଶ୍ୱର,୩୦।୧୧(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ନାବାଳକ ପିଲାମାନଙ୍କୁ ଯୌନ ଶୋଷଣରୁ ସୁରକ୍ଷା ଦେବା ପାଇଁ ପ୍ରୋଟେକ୍‌ଶନ ଅଫ୍‌ ଚିଲ୍‌ଡ୍ରେନ୍‌ ଫର୍‌ ସେକ୍ସୁଆଲ ଅଫେନ୍ସ (ପୋକ୍‌ସୋ) ଆକ୍ଟ ଜରିଆରେ ଆଉ ୧୫ଟି ସ୍ବତନ୍ତ୍ର ଅଦାଲତ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ବିଧାନସଭାରେ ସଦସ୍ୟ...

ଶିଶୁ ନିଖୋଜ : ଉଦ୍ଧାରରେ ସବୁଠୁ ପଛରେ ଓଡ଼ିଶା

ଭୁବନେଶ୍ୱର,୩୦ା୧୧ (ସତ୍ୟଜିତ ରାଉତ): ନିଖୋଜ ଶିଶୁମାନଙ୍କୁ ଉଦ୍ଧାର କରିବା କ୍ଷେତ୍ରରେ ଓଡ଼ିଶାର ପ୍ରଦର୍ଶନ ସ୍ଥିତି ଅତି ଖରାପ ରହିଛି। ନିକଟରେ ପ୍ରକାଶିତ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ରିପୋର୍ଟ-୨୦୨୩ରୁ ଏହା ସ୍ପଷ୍ଟ ହୋଇଛି। ନିଖୋଜ ଶିଶୁମାନଙ୍କୁ ଉଦ୍ଧାର ତୁଳନା...

ବିଏଲ୍‌ଓ, ସୁପରଭାଇଜରଙ୍କ ପାରିଶ୍ରମିକ ବଢ଼ିଲା

ନୂଆଦିଲ୍ଲୀ,୩୦ା୧୧: ନିର୍ବାଚନ କମିଶନ ଶନିବାର ବୁଥ୍‌ସ୍ତରୀୟ ଅଫିସର (ବିଏଲ୍‌ଓ)ମାନଙ୍କ ପାରିଶ୍ରମିକକୁ ୬,୦୦୦ ଟଙ୍କାରୁ ୧୨,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ସେହିପରି ବିଏଲ୍‌ଓ ସୁପରଭାଇଜରମାନଙ୍କ ପାରିଶ୍ରମିକ ୧୨,୦୦୦ ଟଙ୍କାରୁ ୧୮,୦୦୦ ଟଙ୍କାକୁ ବଢ଼ାଇ ଦିଆଯାଇଛି। ପ୍ରତି ନିର୍ବାଚନ ସହ ଜଡ଼ିତ ପୂରା...

ବାତ୍ୟା ଡିଟ୍‌ଓ୍ବା: ରବିବାର ସକାଳେ ଛୁଇଁବ ସ୍ଥଳଭାଗ

ଚେନ୍ନାଇ,୨୯ା୧୧: ବାତ୍ୟା ଡିଟ୍‌ଓ୍ବା ଶ୍ରୀଲଙ୍କା ଉପକୂଳ ଅତିକ୍ରମ କରି ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଥିବାବେଳେ ରବିବାର ଭୋର ସୁଦ୍ଧା ଉତ୍ତର ତାମିଲନାଡୁ, ପଣ୍ଡିଚେରୀ ଓ ଆନ୍ଧ୍ରପ୍ରଦେଶର ଦକ୍ଷିଣ ଭାଗରେ ପହଞ୍ଚିବା ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ତାମିଲନାଡୁରେ ପ୍ରବଳ ବର୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri