8th pay commissionକୁ ନେଇ ମନ୍ତ୍ରୀ ଦେଲେ ବଡ଼ ଅପ୍ଡେଟ୍: ସରକାରୀ କର୍ମଚାରୀଙ୍କୁ ମିଳିବ…
ନୂଆଦିଲ୍ଲୀ,୨୪।୧୦:କେନ୍ଦ୍ର ସରକାର ଖୁବ ଶୀଘ୍ର ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ନୂତନ ଘୋଷଣା କରିବାର ସମ୍ଭାବନା ରହିଛି। ଫଳରେ ଅଷ୍ଟମ ବେତନ କମିଶନ ପ୍ରକ୍ରିୟାରେ ଚାଲିଥିବା ବାଧା ସମାଧାନ ହେବ ବୋଲି ଆଶା କରାଯାଉଛି। ଏହି ଖବର ପ୍ରାୟ ୧୦…
‘ଗଛ’ରେ ଜମିଦାରି ଅଧିକାର
ଦିନଥିଲା ଏ ରାଜ୍ୟରେ ଜମିଦାରି ଶାସନ ଥିଲା। ସେତେବେଳେ ପ୍ରଜା କେହି ସ୍ଥିତିବାନ ନ ଥିଲେ, ଥିଲେ ହାକିମ ସ୍ବତ୍ୱ ପ୍ରଜା । ବୋଲହାକ ପାଇଁ ଥିଲେ ପ୍ରଜା। ପୂର୍ବେ ଯେତେବେଳେ ଲିପିବଦ୍ଧ ପ୍ରମାଣ ଆବଶ୍ୟକ ପଡ଼ିଲା, ସେତେବେଳେ ଟିପା ପାଉତି…
ଭଙ୍ଗାଯାଏ ଗଢ଼ିବା ପାଇଁ
କେ ସବୁ ଯାତନା ସହିପାରନ୍ତି କିପରି? ଜୀବନ ବାରମ୍ବାର ତାଡ଼ନା ଦେଲା ପରେ ବି ସ୍ଥିର ରହିପାରନ୍ତି କିପରି ମଣିଷ। ସମୟ, ପରିସ୍ଥିତି ବିଶେଷକରି ମଣିଷମାନେ ଅନ୍ୟକୁ ଯନ୍ତ୍ରଣା ଦିଅନ୍ତି। ସେଥିରେ ଲୋକେ ଅବିଚଳିତ ହୋଇ ଚୁପ୍ଚାପ୍ ରହନ୍ତି। ପ୍ରତିବାଦ କରନ୍ତି…
ପନିପରିବା ଦର ଆକାଶଛୁଆଁ: ଗ୍ରାହକ ଅସନ୍ତୁଷ୍ଟ
ଦାରିଙ୍ଗବାଡି, ୨୪/୧୦(ଅରୁଣ ସାହୁ ): ପନିପରିବା ଦର ଆକାଶଛୁଆଁ। ବଜାରରେ ସମସ୍ତ ଦର ବୃଦ୍ଧି ଗ୍ରାହକଙ୍କୁ ଯେତିକି କଷ୍ଟ ଦେଇଛି ତା’ଠାରୁ ଅଧିକା କଷ୍ଟ ଦେଉଛି ପନିପରିବା ଦର। ଖାଉଟିଙ୍କୁ ଚଳିବା ମୁସ୍କିଲ ହୋଇପଡିଛି। ସ୍ବଳ୍ପ ରୋଜଗାର କରୁଥିବା ଗରିବ ସୀମାରେଖା…
ଟ୍ରମ୍ପଙ୍କ ଅନୁରୋଧରେ ଭାରତ ଋଷିଆ ତେଲ ଆମଦାନୀ କମାଉଛି: ଆମେରିକାର ଦାବିକୁ ଭାରତର ଖଣ୍ଡନ
ନୂଆଦିଲ୍ଲୀ,୨୪।୧୦: ଋଷିଆ-ୟୁକ୍ରେନ ଯୁଦ୍ଧକୁ ଶେଷ କରିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଅନୁରୋଧ କ୍ରମେ ଭାରତ, ଚାଇନା ଭଳି ଋଷିଆରୁ ତେଲ ଆମଦାନୀ ହ୍ରାସ କରୁଛି ବୋଲି ହ୍ୱାଇଟ୍ ହାଉସ୍ ପୁନର୍ବାର ଦାବି କରିଛି। ଅନ୍ୟପକ୍ଷରେ, ଭାରତ ଏହି ଦାବିକୁ…
ବିକାଶରେ ବାଧକ ସାଜିଛି ଗୁଡ଼ାଙ୍ଗଘାଟି: ପ୍ରାଥମିକ ଶିକ୍ଷାରୁ ପିଲାଙ୍କ ପାଠପଢା ଠପ୍
ଭବାନୀପାଟଣା,୨୪ା୧୦(ଉତ୍ତମ କୁମାର ଦାଶ):ସରକାର ବଦଳିଛି, ମାତ୍ର କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳର ବାସ୍ତବ ଚିତ୍ରରେ କୌଣସି ପରିବର୍ତ୍ତନ ଆସିଲା ନାହିଁ। ରାସ୍ତା ନ ଥିବାରୁ ବିକାଶ ଅପହଞ୍ଚ ହୋଇରହିଛି। ପୂର୍ବରୁ ଯେଉଁ ସମସ୍ୟା ଥିଲା ଆଜି ମଧ୍ୟ ସମାନ ଅବସ୍ଥା। ଲୋକଙ୍କ…
ସରକାରଙ୍କ ବଡ଼ ନିଷ୍ପତ୍ତି: ଅଣ୍ଡା ଖାଉ ନ ଥିବା ପିଲାଙ୍କୁ ମିଳିବ..
ଭୁବନେଶ୍ୱର,୨୪ା୧୦(ସୁଚିସ୍ମିତା ସାହୁ):ସ୍କୁଲ ମଧ୍ୟାହ୍ନଭୋଜନରେ ଅଣ୍ଡା ଖାଉ ନ ଥିବା ପିଲାଙ୍କୁ ଫଳ ଦିଆଯିବ। ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ଯେଉଁ ପିଲାମାନେ ବିଦ୍ୟାଳୟରେ ଅଣ୍ଡା ଖାଉନାହାନ୍ତି କିମ୍ବା ନିରାମିଷ ଖାଉଥିବା ପିଲାଙ୍କୁ ଅଣ୍ଡା ମୂଲରେ ଫଳ ଖାଇବାକୁ ଦିଆଯିବ।…
ଘୂର୍ଣ୍ଣିବଳୟ ସକ୍ରିୟ, ୪ଦିନ ବର୍ଷା: ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର, ୨୪ା୧୦(ବନ୍ଦନା ସେଠୀ):ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଶୁକ୍ରବାର ଦକ୍ଷିଣ ପୂର୍ବ ଏବଂ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି…
ଡାଲି ଜାତୀୟ ଫସଲରେ ଆତ୍ମନିର୍ଭର ହେବ ଓଡ଼ିଶା, ଏପରି ରହିଛି ସରକାରୀ ଟାର୍ଗେଟ
ନୂଆଦିଲ୍ଲୀ,୨୪।୧୦: ଡାଲି ଜାତୀୟ ଫସଲ ଉତ୍ପାଦନରେ ଭାରତକୁ ଆତ୍ମନିର୍ଭର କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନରେ ଅନୁପ୍ରାଣିତ ହୋଇ ଓଡ଼ିଶାକୁ ଡାଲିର “ବିହନ କେନ୍ଦ୍ର” (Seed Hub) ରେ ପରିଣତ କରିବାକୁ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଲକ୍ଷ୍ୟ ରଖିଛନ୍ତି। ଗୁରୁବାର ଲୋକସେବା…
‘ସି-ସେକ୍ସନ୍’ ପ୍ରସବ ଅସ୍ୱାଭାବିକ ନୁହେଁ, ମୋର ଦୁଇଥର ହୋଇଛି: କରିନା କପୁର
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କରିନା କପୁର ଖାନ୍ ତାଙ୍କର ଦୁଇ ପୁଅ ତୈମୁର ଓ ଜେହାଙ୍ଗିରଙ୍କୁ ‘ସି-ସେକ୍ସନ୍’ (ଶଲ୍ୟ ଚିକିତ୍ସା ଦ୍ୱାରା ପ୍ରସବ) ମାଧ୍ୟମରେ ଜନ୍ମ ଦେବା ବିଷୟରେ ଖୋଲାଖୋଲି ଭାବେ କହିଛନ୍ତି। ସେ ଜୋର ଦେଇ କହିଛନ୍ତି ଯେ, କୌଣସି…
‘ବରିଷ୍ଠ ଖବରଦାତା ସନ୍ତୋଷ ପାଢ଼ୀଙ୍କ ଅକାଳ ବିୟୋଗ କରିଛି ମର୍ମାହତ’
ଛତ୍ରପୁର,୨୩ା୧୦(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ସ୍ଥାନୀୟ ଶିବକୁମାର ପଟ୍ଟନାୟକ ରିଡିଙ୍ଗ ରୁମ୍ ପରିସରରେ ଛତ୍ରପୁର ପ୍ରେସ୍ କ୍ଳବର ପୂର୍ବତନ ସାଧାରଣ ସମ୍ପାଦକ ତଥା ବରିଷ୍ଠ ଖବରଦାତା ସନ୍ତୋଷ କୁମାର ପାଢ଼ୀଙ୍କ ଅକାଳ ବିୟୋଗରେ ଏକ ଶୋକ ସଭା ଛତ୍ରପୁର ନାଗରିକ କମିଟି ପକ୍ଷରୁ…
ନଦୀ ତଟରେ ପଡ଼ିଛି ଅଜଣା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତି ଦେଖି…
ଗଞ୍ଜାମ,୨୩ା୧୦(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ଋଷିକୂଲ୍ୟା ନଦୀ ତଟରେ ପଙ୍କାଳ ନିକଟରେ ଗୁରୁବାର ସନ୍ଧ୍ୟାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଜବତ ହୋଇଛି। ସ୍ଥାନୀୟ ଲୋକେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। ହତ୍ୟାକରି ଫିଙ୍ଗି ଦିଆଯାଇଥିବାର ସନ୍ଦେହ କରାଯାଉଛି। ଖବର…
Archives


