‘ବିରାଟ-ଅନୁଷ୍କାଙ୍କ ସନ୍ତାନ ଭବିଷ୍ୟତରେ ଅଷ୍ଟ୍ରେଲିଆ ପାଇଁ ଖେଳୁ’
ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ଜାନୁଆରୀରେ ତପ୍ରଥମ ସନ୍ତାନ ଜନ୍ମ ଦେବାକୁ ଯାଉଛନ୍ତି। ବିରାଟ ସ୍ତ୍ରଙ୍କ ସହ ସମୟ ବିତାଇବା ପାଇଁ ସିରିଜ୍ ଅଧାରୁ…
ଏହି ତେଲ ବଢ଼ାଏ ସୌନ୍ଦର୍ଯ୍ୟ: ଜାଣନ୍ତୁ କିପରି କରିବେ ବ୍ୟବହାର
ଲବଙ୍ଗରେ ଅନେକ ଉପକାରୀ ଗୁଣ ରହିଛି। ଏହାକୁ ମସଲା ଭାବେ ବ୍ୟବହାର କରାଯିବା ସହ ଥଣ୍ଡାରୁ ମୁକ୍ତି ପାଇବା ଲାଗି ଚା’ରେ ପକାଯାଏ। ପାଟି ଦୁର୍ଗନ୍ଧ ମଧ୍ୟ ଦୂର କରେ। ଅନ୍ୟପକ୍ଷରେ ଏହାର ସୌନ୍ଦର୍ଯ୍ୟ ବୃଦ୍ଧି ଗୁଣ ରହିଛି। ଏହାର ତେଲକୁ…
ଭାରତୀୟ ଦଳ ପାଇଁ ଖୁସି ଖବର, ପାସ୍ ହେଲେ ଏହି ଖେଳାଳି
ମେଲବର୍ନ,୨୫।୧୨: ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ସହ ସେ ଏବେ ମେଲବର୍ନ କ୍ରିକେଟ ଗ୍ରାଉଣ୍ଡରେ (ଏମସିଜି) ଖେଳା ଯିବାକୁ ଥିବା ବକ୍ସିଂ ଡେ ଟେଷ୍ଟର ଏକାଦଶରେ ଯୋଗଦେବାକୁ ପ୍ରସ୍ତୁତ ଅଛନ୍ତି। ଡିସେମ୍ବର…
ବାଜପେୟୀଙ୍କୁ ମନେପକାଇଲେ ମୋଦି
ନୂଆଦିଲ୍ଲୀ,୨୫।୧୨: ମହାନ ରାଜନେତା ଭାରତ ରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ଶୁକ୍ରବାର ଜନ୍ମବାର୍ଷିକୀ ପାଳନ କରାଯାଉଛି। ୩ ଥର ଦେଶର ପ୍ରଧାନମନ୍ତ୍ରୀ ହୋଇଥିବା ବିଂବଗତ ବାଜପେୟୀଙ୍କୁ ଜନ୍ମଦିନରେ ଅନେକ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇ ତାଙ୍କୁ ମନେ…
ଥରିଲା ଦିଲ୍ଲୀ
ନୂଆଦିଲ୍ଲୀ,୨୫।୧୨: ନୂଆଦିଲ୍ଲୀରେ ଶୁକ୍ରବାର ସକାଳୁ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ମାତ୍ର ୨.୩ ଥିବାରୁ ବିଶେଷ କିଛି କ୍ଷୟକ୍ଷତି ହୋଇନାହିଁ। ଦିଲ୍ଲୀର ନାଙ୍ଗଲୋଇ ଓ ଏହାର ଆଖପାଖ ଅଞ୍ଚଳରେ ସକାଳ ୫.୦୨ ମିନିଟ୍ରେ ଏହି ଝଟକା…
ହାଟ ଖୋଜୁଛି ବାଟ
କାମାକ୍ଷାନଗର, ୨୫।୧୨: ହାଟ କେବଳ ବ୍ୟବସାୟିକ କେନ୍ଦ୍ରସ୍ଥଳ ନୁହେଁ, ଅଧିକନ୍ତୁ ଏହା ସାମାଜିକ, ସାଂସ୍କୃତିକ ଭାବଧାରାର ପ୍ରତୀକ। ଦ୍ରୁତ ସହରୀକରଣ, ମଲ୍ କଲ୍ଚର, ଅନ୍ଲାଇନ୍ ମାର୍କେଟିଂ ସତ୍ତ୍ୱେ ହାଟ ନିଜର ଅସ୍ତିତ୍ୱ ବଜାୟ ରଖିଛି। ତେବେ ଶତାଧିକ ବ୍ୟବସାୟୀ ଏବଂ ଗ୍ରାହକଙ୍କ…
ପ୍ରେମିକାଙ୍କ ଇଚ୍ଛାକୁ ପୂରଣ କଲେ କ୍ରିକେଟର୍ କେ.ଏଲ ରାହୁଲ
ଅଭିନେତା ସୁନୀଲ ସେଟ୍ଟୀଙ୍କ ତନୟା ତଥା ଅଭିନେତ୍ରୀ ଆଥିଆ ସେଟ୍ଟୀ ଏବଂ କ୍ରିକେଟର୍ କେ.ଏଲ ରାହୁଲଙ୍କ ମଧ୍ୟରେ ପ୍ରେaମ ସମ୍ପର୍କ କାହାକୁ ଅଚପା ନାହିଁ। ଉଭୟ ଦୀର୍ଘଦିନ ହେବ ପରସ୍ପରକୁ ଡେଟ୍ କରୁଛନ୍ତି। ଏକଥା ସ୍ବୀକାର କରି ନ ଥିଲେ ମଧ୍ୟ…
‘ସହରାଞ୍ଚଳ ବିକାଶରେ ଓଡ଼ିଶା ହେବ ରୋଲ୍ ମଡେଲ’
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଗୁରୁବାର ଭୁବନେଶ୍ୱର ଉପକଣ୍ଠର ୪ଟି ଗାଁ ସହଜପୁର, ନରଗୋଦା, ସଜୁପୁଟ ଓ ପାଇକରାପୁର ଗ୍ରାମବାସୀଙ୍କୁ ବିକଶିତ ଅଞ୍ଚଳର ଜମିପଟ୍ଟା ଆବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସ ଜରିଆରେ ପଟ୍ଟା ଆବଣ୍ଟନ କରିଛନ୍ତି।…
୩ରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ
ଖୋର୍ଦ୍ଧା ଅଫିସ,୨୫ା୧୨:ଆସନ୍ତା ଜାନୁୟାରୀ ୩ତାରିଖରୁ ଖୋର୍ଦ୍ଧା ଜିଲାର ସମସ୍ତ ମନ୍ଦିର ଓ ଧାର୍ମିକ ଅନୁଷ୍ଠାନ ଖୋଲିବା ଲାଗି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ଏସ୍ଓପି ଜାରି କରାଯାଇଛି। କୋଭିଡ୍-୧୯ ଗାଇଡ୍ଲାଇନ ଅନୁଯାୟୀ ମନ୍ଦିରରେ…
ଫିକା ଫିକା ବଡ଼ଦିନ
ଭୁବନେଶ୍ୱର, ୨୫ା୧୨(ବ୍ୟୁରୋ):ମଧ୍ୟରାତ୍ରିରୁ ପ୍ରଭୁ ଯିଶୁଙ୍କ ଧରାବତରଣ ହୋଇଛି॥ ଆଜି ସମଗ୍ର ବିଶ୍ୱ ବଡ଼ଦିନ ପାଳୁଛି। ହେଲେ କୋଭିଡ୍ କଟକଣା ଯୋଗୁ ଏଥର ଉତ୍ସବ ଫିକା ପଡ଼ିଛି। ରାଜଧାନୀ ଭୁବନେଶ୍ୱର, କଟକ ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଥିବା ଚର୍ଚ୍ଚରେ ନାହିଁ କୋଳାହଳ,…
ବିବାହ କଥା ଉଠିବାରୁ ୩ ଦିନ ଧରି କବାଟ ବନ୍ଦ କରି ରହିଥିଲେ ଏହି ପ୍ରସିଦ୍ଧ ରାଜନେତା
ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସଫଳ ରାଜନୈତିକ କ୍ୟାରିୟର ରହିଥିଲା। ୧୯୨୪, ଡିସେମ୍ବର ୨୫ରେ ସେ ଗ୍ବାଲିୟରରେ ଜନ୍ମଗ୍ରହଣ କରିଥିଲେ। ଅଟଳ ଜୀ ସାରା ଜୀବନ ଅବିବାହିତ ରହିଥିଲେ। ଥରେ ବାଜପେୟୀଙ୍କୁ ପଚରା ଯାଇଥିଲା ଆପଣ ଅବିବାହିତ କାହିଁକି ଅଛନ୍ତି?…
ସଡ଼କ ଦୁର୍ଘଟଣା: ସେପ୍ଟେମ୍ବର- ଅକ୍ଟୋବରରେ ୨୭% ବଢ଼ିଲା
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ରାଜ୍ୟରେ ଦୁଇମାସରେ ସଡ଼କ ଦୁର୍ଘଟଣା ଆଶାତୀତ ବୃଦ୍ଧି ପାଇଛି। ୨୦୨୦ ସେପ୍ଟେମ୍ବର ଓ ଅକ୍ଟୋବରରେ ୨୭.୫ ପ୍ରତିଶତ ବୃଦ୍ଧି ପାଇଛି। ସଡ଼କ ଦୁର୍ଘଟଣା ବୃଦ୍ଧିକୁ ନେଇ ରାଜ୍ୟ ସରକାର ଉଦ୍ବେଗ ପ୍ରକାଶ କରିବା ସହ ଜିଲାପାଳଙ୍କ ଠାରୁ ରିପୋର୍ଟ ତଲବ କରିଛନ୍ତି।…
Archives


