ଟିକା ନେବା ପରେ ପ୍ରତି ୧୦ ହଜାରରୁ ୨-୪ ଜଣ ଆକ୍ରାନ୍ତ ହେଉଛନ୍ତି
ନୂଆଦିଲ୍ଲୀ,୨୧।୪: ଟିକା ନେବା ପରେ କରୋନା ଖୁବ୍ କମ୍ ସଂଖ୍ୟାରେ ଲୋକେ କୋଭିଡ୍ ଆକ୍ରାନ୍ତ ହେଉଛନ୍ତି। ଆଉ ଏହା ଚିନ୍ତା ଜନକ ନୁହେଁ ବୋଲି ବୁଧବାର କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ଟିକା ନେବା ପରେ ଆକ୍ରାନ୍ତ ହେବାକୁ ‘ବ୍ରେକଥ୍ରୁ ଇନ୍ଫେକଶନ’…
ରେସିଂ କାର ତିଆରି କଲେ ଓଡ଼ିଆ ଇଞ୍ଜିନିୟରିଂ ଛାତ୍ର
ଭବାନୀପାଟଣା,୨୧।୪: କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସରକାରୀ ଇଞ୍ଜିିନିୟରିଂ କଲେଜର ମେକାନିକାଲ ଓ ଇଲେକ୍ଟ୍ରିକାଲ ଛାତ୍ରମାନେ ନିଜ ପ୍ରଚେଷ୍ଟାରେ ଏକ ହାତ ତିଆରି ଦ୍ରୁତଗାମୀ କାର ନିର୍ମାଣ କରିଛନ୍ତି। ସେମାନେ ଉନ୍ନତମାନର ଯନ୍ତ୍ରପାତି ବ୍ୟବହାର କରି ଏହି କାରକୁ ଉଦ୍ଭାବନ କରିଛନ୍ତି। ବାହାରର…
ଶବଦାହ ପାଇଁ ଅସ୍ଥାୟୀ ଗ୍ରାଉଣ୍ଡ ଖୋଜୁଛନ୍ତି କର୍ନାଟକ ସରକାର
ବେଙ୍ଗାଲୁରୁ,୨୧।୪: କରୋନାର ଦ୍ୱିତୀୟ ଲହରରେ ପ୍ରଭାବିତ ହୋଇଥିବା ଅନ୍ୟ ରାଜ୍ୟ ଠାରୁ କର୍ନାଟକରେ ମୃତ୍ୟୁହାର କମ ରହିଛି। କିନ୍ତୁ ରାଜ୍ୟର ରାଜଧାନୀରେ ଗତ କିଛି ଦିନ ହେଲା ଦିନ ରାତି ଜଳୁଛି ଜୁଇ। ତଥାପି ଶବଦାହ କେନ୍ଦ୍ରରେ ଲାଗି ରହିଛି ମୃତଦେହର…
ଘରକୁ ଘର ବୁଲି ବର୍ଜ୍ୟବସ୍ତୁ ସଂଗ୍ରହ କରିବେ କିନ୍ନର
ବାରିପଦା ଅଫିସ,୨୧ା୪: ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବାରିପଦା ପୌରପାଳିକାକୁ ସ୍ବଚ୍ଛ ଓ ସୁନ୍ଦର ରଖିତ୍ବା ପାଇଁ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି। ପ୍ରଥମ ଥର ପାଇଁ କିନ୍ନର ଓ ମହିଳାମାନେ ବ୍ୟାଟେରି ଚାଳିତ ୩ ଚକିଆ…
ବିବାହ ପ୍ରତିଶ୍ରୁତି ଦେଇ ୫ ବର୍ଷ ଧରି ଯୁବତୀଙ୍କୁ ବଳାତ୍କାର
ବାରିପଦା ଅଫିସ,୨୧।୪: ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ବଳାତ୍କାର କରିଥିବା ବାରିପଦା ଟାଉନ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୪୦୧/୨୧) ରୁଜୁ କରି ତଦନ୍ତ ଜାରି ରଖିଛି।…
ଉଦୟ ହେଲା ସନରାଇଜର୍ସର ସୂର୍ଯ୍ୟ
ଚେନ୍ନାଇ,୨୧।୪: କ୍ରମାଗତ ୩ ପରାଜୟ ପରେ ଉଦୟ ହୋଇଛି ସନରାଇଜର୍ସ ହାଇଦ୍ରାବାଦ୍ର ସୂର୍ଯ୍ୟ। ଦଳୀୟ ବୋଲର ଓ ବ୍ୟାଟ୍ସମ୍ୟାନଙ୍କ ଯୋଗୁ ଡେଭିଡ୍ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ଦଳ ବୁଧବାର ପଏଣ୍ଟ ଖାତା ଖୋଲିବାକୁ ସକ୍ଷମ ହୋଇଛି। ଏଠାରେ ପଞ୍ଜାବ ବିପକ୍ଷ ମ୍ୟାଚ୍କୁ ୯…
ଦୁଇ ପୁଅଙ୍କ ଇଚ୍ଛା, ପୁଣି ଥରେ ବିବାହ କରନ୍ତୁ ଅଭିନେତ୍ରୀ ମା’
ନୂଆଦିଲ୍ଲୀ,୨୧।୪: ଅଭିନେତ୍ରୀ ଉର୍ବଶୀ ଢୋଲକିଆ ସିଙ୍ଗଲ ମଦର ଭାବେ ଜାଆଁଳା ପୁଅ ସାଗର ଓ କ୍ଷିତିଜଙ୍କୁ ସମ୍ଭାଳୁଛନ୍ତି। କିନ୍ତୁ ତାଙ୍କ ଦୁଇ ପୁଅ ଚାହଁାନ୍ତି ମା’ ଆଉ ଥରେ ବିବାହ କରନ୍ତୁ କିମ୍ବା ଡେଟ୍ରେ ଯାଆନ୍ତୁ। ଏକ ଇଂରାଜୀ ଖବର କାଗଜକୁ…
ହୋମ୍ ଆଇସୋଲେଶନରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ
ନୂଆଦିଲ୍ଲୀ,୨୧।୪: କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ସୋମବାର କରୋନା ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ୍ ଆଇସୋଲେଶନରେ ରହିଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ପୋଖରିୟାଲ ଟୁଇଟ କରି ମୋର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଡାକ୍ତରଙ୍କ…
ଏହି ଉପାୟରେ ରୋହିତଙ୍କୁ ଆଉଟ୍ କରନ୍ତି ଦକ୍ଷ ସ୍ପିନର
ଚେନ୍ନାଇ,୨୧।୪: ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ତଥା ବିସ୍ଫୋରକ ଓପନର ରୋହିତ ଶର୍ମାଙ୍କୁ କେଉଁ ଭଳି ଆଉଟ୍ କରି ହେବ, ତାହା ପ୍ରକାଶ କରିଛନ୍ତି ବରିଷ୍ଠ ଲେଗ୍ ସ୍ପିନର ଅମିତ୍ ମିଶ୍ରା। ଏହି ସ୍ପିନର (୨୪/୪)ଙ୍କ ଯୋଗୁ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ସହଜ…
ଜୀବନରୁ ଦୁଃଖ ଦୂର କରିବାକୁ ଚାହାନ୍ତି କି? ଚାଣକ୍ୟନୀତିର ଏହି ଉପାୟକୁ ଅବଲମ୍ବନ କରନ୍ତୁ
ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିରେ ସବୁ ସମସ୍ୟାର ସମାଧାନ ମିଳିଥାଏ। ଜୀବନର ପ୍ରତ୍ୟେକଟି ଚ୍ୟାଲେଞ୍ଜ ସହ ଲଢ଼ି ଜିତିବାକୁ ଏହା ପ୍ରେରଣା ଦେଇଥାଏ। ଏହି କ୍ରମରେ ଚାଣକ୍ୟ ଜୀବନରୁ ଦୁଃଖ ଦୂର କରି ସୁଖ ସମୃଦ୍ଧି ବୃଦ୍ଧି କରିବା ପାଇଁ ନୀତିରେ ବର୍ଣ୍ଣନା…
ଯୋଦ୍ଧାଙ୍କ ପାଇଁ ଆଗକୁ ଆସିଲା ବଲିଉଡ: ରଣବୀର-ଆଲିଆଙ୍କ ଭ୍ୟାନିଟି ଭ୍ୟାନ୍ ବ୍ୟବହାର କରିବ ମୁମ୍ବାଇ ପୋଲିସ
ବମ୍ବେ: କରୋନାର ଦ୍ୱିତୀୟ ଲହରର ସବୁଠାରୁ ଅଧିକ ପ୍ରଭାବ ପଡ଼ିଛି ମହାରାଷ୍ଟ୍ରରେ। ସଂକ୍ରମଣକୁ ରୋକିବା ଲାଗି କର୍ଫ୍ୟୁ ଲଗାଯାଇଛି। ଏସବୁ ମଧ୍ୟରେ ପୋଲିସ କର୍ମଚାରୀମାନେ ଆଗଧାଡ଼ିରେ ରହି ଲୋକଙ୍କ ଉପରେ ନଜର ରଖିଛନ୍ତି। ହେଲେ ଏହି ଯୋଦ୍ଧାଙ୍କ ସହାୟତା ପାଇଁ ଆଗକୁ…
ମେ’ ୧୩ରେ ପରଦାକୁ ଆସିବ ‘ରାଧେ’, ରିଲିଜକୁ ନେଇ…
ବମ୍ବେ: ସଲ୍ଲୁଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। କରୋନା ସଂକ୍ରମଣକୁ ନେଇ କଟକଣା ସତ୍ତ୍ୱେ ଦବଙ୍ଗ ଖାନ୍ଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ରାଧେ’ ମେ’ ୧୩ରେ ଇଦ୍ ଅବସରରେ ବଡ଼ ପରଦାକୁ ଆସିବ। ରିଲିଜ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।…

