Home Left

ଘୁଞ୍ଚିଲା ମେଡିକାଲ ଅଫିସର ପରୀକ୍ଷା

ଭୁବନେଶ୍ୱର, ୨୧।୪(ବ୍ୟୁରୋ): କରୋନା ସ୍ଥିତିକୁ ଦେଖି ରାଜ୍ୟ ସରକାର ଶନିବାର ଓ ରବିବାର ସମସ୍ତ ସହରାଞ୍ଚଳରେ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହା ଆସନ୍ତା ୨୪ତାରିଖରୁ ଲାଗୁ ହେବ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ମେଡିକାଲ ଅଫିସର ପରୀକ୍ଷାକୁ ଘୁଞ୍ଚାଇ…

ଏନ୍‌ଇଟି ସ୍ଥଗିତ

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ୨୦୨୦ ଡିସେମ୍ବର ପର୍ଯ୍ୟାୟ ୟୁଜିସି ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି) ପରୀକ୍ଷାକୁ ସ୍ଥଗିତ ରଖିଛି। ଆସନ୍ତା ମେ’ ମାସରେ ହେବାକୁ ଥିବା…

ରାମ ନବମୀର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୪: କରୋନାର ଦ୍ୱିତୀୟ ଲହର ମଧ୍ୟରେ ଆଜି ସାରା ଦେଶରେ ରାମ ନବମୀ ପାଳନ କରାଯାଉଛି। ରାମ ନବମୀ ପ୍ରତିବର୍ଷ ଚୈତ୍ର ମାସ ଶୁକ୍ଲ ପକ୍ଷ ନବମୀ ତିଥିରେ ପାଳନ କରାଯାଏ। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଚାକିରି ସ୍ଥାୟୀ ନ ହେବାରୁ ଆତ୍ମାହୁତି

ସମ୍ବଲପୁର, ୨୧।୪ (ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ)ରେ କମ୍ପ୍ୟୁଟର ଆସିଷ୍ଟାଣ୍ଟ ଭାବେ କାର୍ଯ୍ୟରତ ଅସ୍ଥାୟୀ କର୍ମଚାରୀ ଦୀନବନ୍ଧୁ ମିଶ୍ର (୫୦) ମଙ୍ଗଳବାର ଆତ୍ମାହୁତି ଦେଇଛନ୍ତି। ବିଶ୍ୱବିଦ୍ୟାଳୟ ପ୍ରଶାସନିକ କୋଠା ସମ୍ମୁଖରେ ସେ ନିଜ ଦେହରେ ଡିଜେଲ ଢାଳି ନିଆଁ ଲଗାଇ ଦେଇଥିଲେ।…

ମିସୋରି ହାଉସ୍‌ ସଦସ୍ୟଙ୍କୁ ବହିଷ୍କାର ପ୍ରସ୍ତାବ

ଜେଫେରସନ ସିଟି, ୨୧ା୪: ନିଜ ୨ ଝିଅଙ୍କୁ ଯୌନ ଶୋଷଣ ସହ ଶାରୀରିକ ନିର୍ଯାତନା ଦେବା ମାମଲାରେ ମିସୋରି ହାଉସ୍‌ ସଦସ୍ୟ ରିପବ୍ଲିକାନ ରିକ୍‌ ରୋବରଙ୍କୁ ଗୃହରୁ ବହିଷ୍କାର କରାଯିବାକୁ ମିସୋରି ହାଉସ୍‌ ଏଥିକ୍ସ କମିଟି ସୋମବାର ପ୍ରସ୍ତାବ ଆଗତ କରିଛି।…

ଫେବୃୟାରୀରୁ ହୋଇନି ଅସ୍ତ୍ରବିରତି ଉଲ୍ଲଂଘନ

ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଉଲ୍ଲଂଘନ ନ ହେବା ନେଇ ଚୁକ୍ତି ହେବା ପରେ ଫେବୃୟାରୀଠାରୁ ଏଲ୍‌ଓସିରେ ଶାନ୍ତି ବଜାୟ ରହିଥିବା ଭାରତୀୟ ସେନା ମୁଖ୍ୟ ଜେନେରାଲ ଏମ୍‌. ଏମ୍‌. ନରଓ୍ବଣେ ସୋମବାର କହିଛନ୍ତି। ଚାଇନା ସହ ସୀମା ବିବାଦକୁ ଆଲୋଚନା…

ପତନର ଅଂଶୀଦାର ନ ହେଉ ପଶ୍ଚିମବଙ୍ଗ

କୋଲକାତା: ସ୍ଥାନୀୟ ନେତାଙ୍କ ବଦଳରେ କେନ୍ଦ୍ରୀୟ ନେତାଙ୍କୁ ବାଛି ପଶ୍ଚିମବଙ୍ଗ ‘ଜାତୀୟ ପତନ’ରେ ଅଂଶୀଦାର ନ ହେଉ ବୋଲି କହିଛନ୍ତି ନୋବେଲ ବିଜେତା ଅମର୍ତ୍ତ୍ୟ ସେନ। ଅର୍ଥନୀତି ପାଇଁ ଉପଯୁକ୍ତ ପଲିସି ପ୍ରସ୍ତୁତି ଓ ସାମାଜିକ ନ୍ୟାୟ କ୍ଷେତ୍ରରେ ଅତ୍ୟନ୍ତ ଖରାପ…

୩ ପ୍ରବାସୀ ଶ୍ରମିକ ମୃତ

ଗ୍ବାଲିଅର, ୨୧ା୪: ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍‌ ମଧ୍ୟପ୍ରଦେଶର ଗ୍ବାଲିଅର ଜିଲାରେ ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସ୍‌ଟି ଦିଲ୍ଲୀରୁ…

ଯୁଦ୍ଧଭୂଇଁରେ ଜୀବନ ଗଲା

ଏଣ୍ଡଜାମେନା,୨୧ା୪: ତିନି ଦଶନ୍ଧି ଧରି କ୍ଷମତାରେ ରହିବା ପରେ ବିଦ୍ରୋହୀଙ୍କ ସହ ସଂଘର୍ଷରେ ଚାଦ୍‌ ରାଷ୍ଟ୍ରପତି ଇଦ୍ରିସ୍‌ ଡେବି ଇଟ୍‌ନୋଙ୍କ ଜୀବନ ଯାଇଛି। ୬୮ ବର୍ଷୀୟ ଇଦ୍ରିସ୍‌ କ୍ଷମତାରେ ଦୀର୍ଘ ସମୟ ଧରି ରହିଥିବା ଆଫ୍ରିକାର ଅନ୍ୟତମ ଶାସକ। ୧୯୯୦ ଦଶକରେ…

କୌଣସି ସମୟରେ ମୃତ୍ୟୁ ଆଶଙ୍କା

ମସ୍କୋ, ୨୧ା୪: ୩ ସପ୍ତାହ ଧରି ଜେଲରେ ଅନଶନ ଜାରି ରଖିଥିବା ରୁଷ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ବିରୋଧୀ ଦଳ ନେତା ଆଲେକ୍ସି ନଭଲନି(୪୪)ଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି। ଯେ କୌଣସି ମୁହୂର୍ତ୍ତରେ ତାଙ୍କର ମୃତ୍ୟୁ ଘଟିପାରେ ବୋଲି ନଭଲନିଙ୍କ ଓକିଲ…

ଲୋକଙ୍କୁ ଏମିତି ନିବେଦନ କଲେ କୋହଲି

ମୁମ୍ବାଇ,୨୧।୪: ଦେଶରେ କରୋନା ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି। ଗତ ତିନି ଦିନ ଧରି ଦେଶରେ ପ୍ରତିଦିନ ଅଢେଇ ଲକ୍ଷରୁ ଅଧିକ ରୋଗୀ ଚିହ୍ନଟ ହେଉଛନ୍ତି। କରୋନା ପ୍ରୋଟୋକଲ ଅନୁସରଣ କରିବାକୁ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର…

ରାଜସ୍ଥାନ ରୟାଲ୍ସକୁ ଲାଗିଲା ବଡ଼ ଝଟ୍‌କା: ଦଳରୁ ବାଦ୍‌ ପଡିଲେ ଏହି ଖେଳାଳି

ମୁମ୍ବାଇ, ୨୧।୪: ସଞ୍ଜୁ ସାମସନଙ୍କ ନେତୃତ୍ୱାଧୀନ ରାଜସ୍ଥାନ ରୟାଲ୍ସକୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ବେନ ଷ୍ଟୋକ୍ସଙ୍କ ପରେ ଆଉ ଜଣେ ଖେଳାଳି ଦଳରୁ ବାଦ୍‌ ପଡିଛନ୍ତି। ଆହତ କାରଣରୁ ଇଂଲଣ୍ଡ ଅଲରାଉଣ୍ଡର ବେନ ଷ୍ଟୋକ୍ସ ଚଳିତ ସିଜନରେ ଆଇପିଏଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?