Home Left

ଅଧରାତିରେ ପ୍ରଧାନ ଶିକ୍ଷୟିତ୍ରୀ-ରାତ୍ର ଜଗୁଆଳିଙ୍କୁ ହାଣିଲେ ଦୁର୍ବୃତ୍ତ:କ୍ଲିନିକ୍‌ ଯାଉଥିବାବେଳେ…

ବାରିପଦା,୨୧।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଳମା ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୁତ୍ତଙ୍କ ମରଣାନ୍ତ୍ରକ ଆକ୍ରମଣରେ ଜଣେ ମୃତ୍ୟୁବରଣ କରିଥିବାବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ବୈଶିଙ୍ଗା ଥାନା ଧନାପାଳ ଅଞ୍ଚଳର…

ବସୁଧା ଯୋଜନା ଅପହଞ୍ଚ: ପିଇବା ପାଣି ପାଇଁ ସଂଘର୍ଷ କରୁଛନ୍ତି ଗ୍ରାମବାସୀ

ଦାରିଙ୍ଗବାଡ଼ି ୨୧।୩ ( ଅରୁଣ ସାହୁ ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ସିର୍କାବର୍ଗ ପଞ୍ଚାୟତର ବାଞ୍ଜାମାହା ଗାଁ ନାହୁଡ଼ିମାହା ସାହି ଏବଂ ପାଙ୍ଗାମାହାରେ ଜଳ ସଙ୍କଟ ଉତ୍କଟ ରୂପ ନେଇଛି। ଜଳ ବିନା ମଣିଷ ହେଉ କି ପ୍ରାଣୀ…

ପରୀକ୍ଷା ଋତୁ ଓ କୁତୁକୁତୁ

ମଣିଷ ଜୀବନଟା ଗୋଟେ ପରୀକ୍ଷା। ସେ ପରୀକ୍ଷାରେ କିଏ ବହୁତ ପଢିଲା ପରେ ବାରମ୍ବାର ଫେଲ୍‌ ହେଉଥାଏ ତ ଆଉ କିଏ ଆଦୌ ନ ପଢି କପିକୁପା ନଚେତ ଧରାଧରି କରି ପାସ୍‌ ହୋଇଯାଉଛି। ତେବେ ପାଠପଢ଼ା ପରୀକ୍ଷାର ମଜା ଅଲଗା।…

ଆକାଶ ଛାତ

ଘର ତିଆରି କରିବାବେଳେ ଆମେ ଖରା, ବର୍ଷା, ଶୀତ ଓ ଅନ୍ୟାନ୍ୟ ଆପଦ ବିପଦରୁ ରକ୍ଷା ପାଇବା ପାଇଁ ଛାତଟିଏ ନିର୍ମାଣ କରୁ। ଘର ପାଇଁ ଛାତ ଯାହା, ପୃଥିବୀ ପାଇଁ ଆକାଶ ତାହା। ଅବଶ୍ୟ ଆକାଶ ସଦୃଶ ଛାତ ପାଇଁ…

ବ୍ଲକ୍‌ କାର୍ଯ୍ୟାଳୟ ପ୍ରବେଶ ପଥ ବିପଦସଙ୍କୁଳ: ଆଖି ବୁଜି ଦେଇଛି ପ୍ରଶାସନ

ଥୁଆମୂଳ ରାମପୁର, ୨୧।୩ (ଦୁର୍ଗା କୀର୍ତ୍ତୀ):ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ବିପଦସଙ୍କୁଳ ହୋଇପଡ଼ିଛି। କାର୍ଯ୍ୟାଳୟ ସମ୍ମୁଖ ଡ୍ରେନ୍‌ ଉପରେ ପଡ଼ିଥିବା ଲୁହା ପାଇପ୍‌ଗୁଡ଼ିକ ଭାଙ୍ଗିରୁଜି ଯାଇଥିଲେ ହେଁ ପ୍ରଶାସନ ଏଥିପ୍ରତି ଆଖି ବୁଜି ଦେଇଥିବା…

ପ୍ରସ୍ତାବ ପ୍ରତ୍ୟାହାର

ବେଳେବେଳେ ସରକାରୀ ନୀତିର ରହସ୍ୟମୟ ତଥା ବାଧାସୃଷ୍ଟିକାରୀ ନିଷ୍ପତ୍ତି ସମ୍ପର୍କିତ ଖବର ଦେଖିବାକୁ ମିଳେ। ତିନି ମାସ ମଧ୍ୟରେ ଭାରତର ସଂଶୋଧିତ ଭୂମିକମ୍ପ ଅଞ୍ଚଳ ନିର୍ଦ୍ଧାରଣ ବ୍ୟବସ୍ଥା ବା ପଦ୍ଧତି ପ୍ରତ୍ୟାହାର କରାଯିବା ହେଉଛି ଏପରି ଏକ ନିଷ୍ପତ୍ତି । ଏହି…

IPL 2026ରେ ଖେଳିବେ ଏହି ୫ ବରିଷ୍ଠ ଖେଳାଳି, ଜାଣନ୍ତୁ କେଉଁ ଦଳରେ କିଏ ହେଲେ ସାମିଲ

ନୂଆଦିଲ୍ଲୀ,୨୧।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) କୁ ପ୍ରାୟତଃ ଯୁବ ଖେଳାଳିଙ୍କ ପାଇଁ ଏକ କ୍ୟାରିୟର ଲଞ୍ଚର ଭାବରେ ଗଣନା କରାଯାଏ, କାରଣ ଏହି ଟୁର୍ଣ୍ଣାମେଣ୍ଟ ସେମାନଙ୍କର ଭାଗ୍ୟକୁ ପରିବର୍ତ୍ତନ କରିବା ଏବଂ ଟିମ ଇଣ୍ଡିଆରେ ସିଧାସଳଖ ପ୍ରବେଶ କରିବାର ପଥ…

ସାଞ୍ଜାସରୁ ଉନ୍ନୟନ ଟ୍ରଷ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ସମସ୍ତ ପର୍ଯ୍ୟଟନକ୍ଷେତ୍ରକୁ ରାଜ୍ୟ ସରକାର ପରିଚାଳନା କରିବେ

ଦାରିଙ୍ଗବାଡି, ୨୧।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ଠାରେ ଶୁକ୍ରବାର ସାଞ୍ଜାସରୁ ଉନ୍ନୟନ ଟ୍ରଷ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଟ୍ରଷ୍ଟର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ଆବାହନକ୍ରମେ ଅଧ୍ୟକ୍ଷା ତଥା ବାଲିଗୁଡା ଉପଜିଲାପାଳ ପ୍ରଣୀତା ଦାସଙ୍କ ଅଧ୍ୟକ୍ଷତାରେ…

ବାସନ୍ତୀକ ନବରାତ୍ର ପୂଜା : ଚନ୍ଦ୍ରଘଣ୍ଟା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୧।୩, (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଅନୁଷ୍ଠିତ ହୋଇଛି। ତୃତୀୟ ଦିବସ ଶନିବାରରେ ଦେବୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ଶୁକ୍ରବାର ହାଇଦ୍ରାବାଦରେ ଏକ ଜନସଭାକୁ ସମ୍ବୋଧିତ କରି ସେ କହିଛନ୍ତି ଯେ, ଭାରତ…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା ମିଳିଛି। ଏହି ସମୟରେ ମନ୍ଦିର ନିର୍ବାହୀ ଅଧିକାରୀ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ ତୁହା ପବନ ସାଙ୍ଗକୁ କୁଆପଥର ମାଡ ଯୋଗୁ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?