Home Left

ମାତ୍ର ୧ ଟଙ୍କା ନେଇ ଗୀତ ଗାଉଥିଲେ ଏହି ପ୍ରସିଦ୍ଧ ଗାୟକ

ବଲିଉଡ୍‌ର ପ୍ରସିଦ୍ଧ ଗାୟକ ମହମ୍ମଦ ରଫିଙ୍କ ଆଜି ଜନ୍ମଦିନ। ୧୯୨୪ ଡିସେମ୍ବର ୨୪ ତାରିଖରେ ପଞ୍ଜାବର କୋଟଲ ସୁଲତାନ ସିଂହ ଗ୍ରାମରେ ହୋଇଥିଲା। ପିତା ହାଜି ଅଲ୍ଲୀ ମହମ୍ମଦଙ୍କର ଛଅଟି ସନ୍ତାନଙ୍କ ଭିତରୁ ରଫି ଥିଲେ ଦ୍ୱିତୀୟ। ତେଙ୍କୁ ଘରେ ସମସ୍ତେ…

ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିପାରୁନି ଓଡ଼ିଶା

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ):ନିରନ୍ତର ବିକାଶ ଲକ୍ଷ୍ୟ ହାସଲ ଦିଗରେ ଓଡିଶା ୨୮ ରାଜ୍ୟ ମଧ୍ୟରେ ୧୬ତମ ସ୍ଥାନରେ ରହିଛି। ଅପପୁଷ୍ଟି କ୍ଷେତ୍ରରେ ଓଡିଶା ଜାତୀୟ ହାରଠାରୁ ସାମାନ୍ୟ ତଳେ ରହିଥିଲେ ମଧ୍ୟ ରାଜ୍ୟର ଆଦିବାସୀ ଅଞ୍ଚଳର ସ୍ଥିତି ଚିନ୍ତାଜନକ ରହିଛି। ମାଲକାନଗିରି ଜିଲାରେ…

ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଯାଇଛି। ବୁଧବାର ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ…

ମୃତ୍ୟୁ ଦଣ୍ଡାଦେଶ ଖାରଜ କଲେ ହାଇକୋର୍ଟ

କଟକ ଅଫିସ୍‌, ୨୪ା୧୨:ଅନୁଗୋଳ ଜିଲାରେ ଜଣେ ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ସ୍ବତନ୍ତ୍ର ପୋକ୍‌ସୋ ଅଦାଲତ ଦେଇଥିବା ମୃତ୍ୟୁ ଦଣ୍ଡାଦେଶକୁ ହାଇକୋର୍ଟ ବୁଧବାର ଖାରଜ କରିଛନ୍ତି। ଏଥିସହ ପୋକ୍‌ସୋ ଅଦାଲତ ନିଜ ରାୟର ସମୀକ୍ଷା କରିବାକୁ ଉଚ୍ଚ ଅଦାଲତ କହିଛନ୍ତି।…

ଅଭିଯୁକ୍ତଙ୍କ ମା’ଙ୍କ ବୟାନ ବଦଳିଲା

ନୟାଗଡ଼ ଅଫିସ,୨୪ା୧୨:ପରୀ ଅପହରଣ ଓ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ନୟାଗଡ଼ ଜିଲା ସଦର ଥାନା ଅଧୀନ ଯଦୁପୁର ଗାଁର ଜଣେ କଲେଜ ଛାତ୍ରଙ୍କୁ ଏସ୍‌ଆଇଟି ଗିରଫ କରିବା ପରେ କୋର୍ଟ ଚାଲାଣ କରିଥିଲା। ଏବେ ଏସ୍‌ଆଇଟି ତାଙ୍କୁ ୩…

କେଶ କାଟିବାକୁ ଯାଇ ବଦଳିଗଲା ଜୀବନ: ୧୦ ବର୍ଷ ତଳେ ହଜିଯାଇଥିବା ପୁଅକୁ ଫେରି ପାଇଲା ମା’

କେଶ କାଟିବାରୁ ପରିବାରକୁ ଫେରି ପାଇଲେ ବ୍ୟକ୍ତି। ଆପଣ ଭାବୁଥିବେ କେଶ କାଟି କିପରି ଜଣେ ତାଙ୍କ ପରିବାରକୁ ଫେରି ପାଇବ। ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ବ୍ରାଜିଲରେ ଜଣେ ବ୍ୟକ୍ତି ତିନି ବର୍ଷ ଧରି ଗୃହହୀନ ହୋଇ ଘୁରି…

୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର

ପୁରୀ ଅଫିସ, ୨୪ା୧୨:କରୋନା ଯୋଗୁ ଗତ ୯ ମାସ ଧରି ବନ୍ଦ ରହିଥିବା ଶ୍ରୀମନ୍ଦିର ବୁଧବାର ଖୋଲିଛି। ଭକ୍ତଙ୍କୁ ମହାପ୍ରଭୁ ଦର୍ଶନ ଦେଇଛନ୍ତି। ଫଳରେ ଦୀର୍ଘ ପ୍ରତୀକ୍ଷାର ଅବସାନ ଘଟିଛି। ପୁରୀ ଜିଲା ପ୍ରଶାସନର ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ…

ବୋଥ୍ରାଙ୍କ ପଲିଗ୍ରାଫ୍‌ ଟେଷ୍ଟ ପାଇଁ ହାଇକୋର୍ଟରେ ମାମଲା

କଟକ ଅଫିସ,୨୪ା୧୨:ପରୀ ହତ୍ୟା ତଦନ୍ତର ଦିଗ ବାରମ୍ବାର ବଦଳୁଛି। ଗତ ନଭେମ୍ବର ୨୫ରେ ବିଧାସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିବୃତି ରଖି ମେଡିକାଲ ତଥ୍ୟ ଯାଞ୍ଚ ଆଧାରରେ ବଳାତ୍କାର ହୋଇଥିବା ରିପୋର୍ଟ ହସ୍ତଗତ ହୋଇନାହିଁ ବୋଲି କହିଥିଲେ। କିନ୍ତୁ ଡିସେମ୍ବର…

୬୪ ବର୍ଷରେ ଅନୀଲ କପୁର: ବିବାହ ପରେ ବି ପଡ଼ିଥିଲେ ପ୍ରେମରେ…

ମୁମ୍ବାଇ,୨୪।୧୨: ବଲିଉଡ୍‌ର ଚକୋଲେଟ ହିରୋ ଅନୀଲ କପୁର ଗୁରୁବାର ୬୪ ବର୍ଷରେ ପାଦ ଦେଇଛନ୍ତି । ସେ ୧୯୫୬ ଡିସେମ୍ବର ୨୪ରେ ମୁମ୍ବାଇର ଚେମ୍ବୁରଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଫିଲ୍ମ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥାଏ। ଅନୀଲଙ୍କ ଫିଲ୍ମ କ୍ୟାରିୟର ପରି…

ପ୍ରଥମ ଦେଖାରେ ଶର୍ଟ‌ଲେସ୍‌ ସଲମାନଙ୍କୁ ଦେଖି ହସ ରୋକି ପାରି ନ ଥିଲେ କଟ୍ରିନା, ଆଉ ତା’ ପରେ…

ବମ୍ବେ: ବଲିଉଡ୍‌ର ଅନ୍ୟତମ ହିଟ୍‌ଯୋଡିଙ୍କ ମଧ୍ୟରୁ ସଲମାନ ଖାନ-କଟ୍ରିନା ଅନ୍ୟତମ। ଉଭୟ ରିଲ୍‌ ଏବଂ ରିଅଲ୍‌ ଲାଇଫ୍‌ରେ ରୋମାନ୍ସ କରିଥିବା କଥା ସମସ୍ତେ ଜାଣନ୍ତି। ରିଲ୍‌ରେ ପ୍ରେମ ଏବେ ବି ଜାରି ରହିଥିବା ବେଳେ ରିଅଲ୍‌‌ ପ୍ରେମରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଏହାସତ୍ତ୍ୱେ…

ମନରେ ଅନ୍ୟପ୍ରତି ଦୟା ଭାବନା କରେ ଦୀର୍ଘଜୀବୀ…

କାଲିଫର୍ନିଆ: ଦୀର୍ଘଜୀବୀ ହେବା ପାଇଁ ଖାଦ୍ୟପେୟ ଏବଂ ଜୀବନଶୈଳୀରେ ସକାରାତ୍ମକ ପରିବର୍ତ୍ତନ ଆବଶ୍ୟକ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ତେବେ ନିକଟରେ କାଲିଫର୍ନିଆ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି ଯେ, ମନରେ ଅନ୍ୟପ୍ରତି ଦୟା ଭାବନା ରଖୁଥିବା…

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଇତିହାସ ଜାଣନ୍ତୁ

ମେଲବର୍ନ, ୨୩।୧୨: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ପଛରେ କ’ଣ ଇତିହାସ ରହିଛି ଜାଣନ୍ତୁ। ଡିସେମ୍ବର ୨୬, ଅର୍ଥାତ୍‌ କ୍ରିସ୍‌ମାସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri