ମାସ୍କ୍ ପିନ୍ଧିବା ମନା: ଜାରି ହେଲା ନିର୍ଦ୍ଦେଶ…
ଜେରୁଜେଲମ୍,୨୦।୪: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି ଯେ, ମାସ୍କ୍ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା କରୋନା ଲଢ଼େଇ ପାଇଁ ଗୁରୁତ୍ୱପୂର୍ଣ୍ଣ। ତେବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନର…
ଝିଅର ଲଭ୍ଷ୍ଟୋରୀକୁ ନେଇ ଏମିତି କହିଲେ ସୁନୀଲ ସେଟ୍ଟୀ
ନିକଟରେ ଭାରତୀୟ କ୍ରିକେଟ୍ ଦଳର ଷ୍ଟାର କ୍ରିକେଟର୍ ତଥା କିଙ୍ଗ୍ସ ଏକାଦଶ ପଞ୍ଜାବ ଅଧିନାୟକ କେ.ଏଲ ରାହୁଲ ଆଜି ୨୯ତମ ଜନ୍ମଦିନ ପାଳନ କରିଥିଲେ। ରାହୁଲଙ୍କ ଜନ୍ମଦିନରେ ସବୁଠୁ ଖାସ୍ ମେସଜ୍ ଦେଇଥିଲେ ତାଙ୍କ ଗର୍ଲଫ୍ରେଣ୍ଡ ତଥା ଅଭିନେତ୍ରୀ ଆଥିୟା ସେଟ୍ଟୀ।…
ତାତିଲେ ୧୦ ଶ୍ରେଣୀ ଛାତ୍ରୀଛାତ୍ର: ନବୀନ ନିବାସ ଆଗରେ ପରୀକ୍ଷା ବାତିଲ ଦାବି
ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦଶମ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି। ତେବେ ଏନେଇ ମଙ୍ଗଳବାର ଦଶମ ଶ୍ରେଣୀ ଛାତ୍ରୀଛାତ୍ର ନବୀନ ନିବାସ ଆଗରେ ପ୍ରତିବାଦ କରିଛନ୍ତି।…
ଭକ୍ତଙ୍କୁ ଅପିଲ: ରାମନବମୀରେ ଅଯୋଧ୍ୟା ନ ଆସି ଘରେ କରନ୍ତୁ ପୂଜାପାଠ
ଅଯୋଧ୍ୟା,୨୦।୪: ପ୍ରଭୁ ରାମଙ୍କ ନଗରୀ ଅଯୋଧ୍ୟାରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଅଯୋଧ୍ୟା ସନ୍ଥ ସମାଜର ସଭାପତି, କହ୍ନେୟା ଦାସ ଏବଂ ରଙ୍ଗ ମହଲ ମନ୍ଦିର ମହନ୍ତ ରାମଶରଣ ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇ ଚିକିତ୍ସିତ ହେଉଛନ୍ତି। ଏହି କାରଣରୁ…
ଲୋକେ ନିଜେ ଜାରି କଲେ ୧୦ ଦିନିଆ ଲକ୍ଡାଉନ୍…
ଅହମଦାବାଦ,୨୦।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ କେତେକ ଅଞ୍ଚଳରେ ସ୍ଥାନୀୟ ଲୋକେ ସରକାର ଅବା ସ୍ଥାନୀୟ ପ୍ରଶାସନର ଅନୁମତି ବିନା ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍ଡାଉନ୍ ଘୋଷଣା କରୁଛନ୍ତି। ଗୁଜରାଟର ଭାଲସାଡ୍ ସହରରେ…
ରାଜ୍ୟରେ କରୋନା ନେଲା ୫ ମୁଣ୍ଡ, କେବଳ ଏହି ଜିଲାରୁ ଅଛନ୍ତି ୩ ଜଣ
ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୫୩କୁ ବୃଦ୍ଧି ପାଇଛି। ଏହି ୫ ମୃତକଙ୍କ…
କରୋନାରୁ କେବେ ମିଳିବ ଆଶ୍ୱସ୍ତି: ଏମ୍ସ ନିର୍ଦ୍ଦେଶକ ଦେଲେ ଏମିତି ଉତ୍ତର
ନୂଆଦିଲ୍ଲୀ,୨୦।୪: ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢିଚାଲିଛି। ପ୍ରତିଦିନ ୨.୫ ଲକ୍ଷରୁ ଅଧିକ କରୋନା ରୋଗୀ ଚିହ୍ନଟ ହେଉଥିବାବେଳେ ୧୫୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟୁଛି। ଏବେ ଲୋକଙ୍କ ମନରେ ଗୋଟିଏ ପ୍ରଶ୍ନ ମହାମାରୀ କରୋନାରୁ ଆଶ୍ୱସ୍ତି ମିଳିବ କେବେ।…
ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ୫ ହଜାର ମୁହାଁ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା, କେବଳ ଖୋର୍ଦ୍ଧାରୁ …
ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୪,୭୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୮୫ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୯୭୬ ଜଣ ଲୋକାଲ କେସ୍ ଥିବା…
ବିମାନବନ୍ଦରରେ ଝିଅକୁ ଛାତିରେ ଜାବୁଡି ଧରିଲେ ଅନୁଷ୍କା
ଚେନ୍ନାଇ,୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ର ସମସ୍ତ ମ୍ୟାଚ କରୋନା ଯୋଗୁ ଚଳିତ ବର୍ଷ କେବଳ ୬ଟି ସ୍ଥାନରେ ଖେଳାଯାଉଛି। ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ସ୍ଥାନ ହେଉଛି ମୁମ୍ବାଇ ଏବଂ ଚେନ୍ନାଇ। କିଛି ଦଳ ଚେନ୍ନାଇରେ ସିଜିନ ଆରମ୍ଭ କରିଥିବାବେଳେ କିଛି…
ମହୁଲ ଗୋଟାଉଛନ୍ତି ରୌପ୍ୟ ବିଜେତା ତୀରନ୍ଦାଜ
ଏମ୍ଭି ୭୯,୧୯ା୪(ଡି.ଏନ.ଏ.): ଦିନେ ଜାତୀୟ ସ୍ତରର କ୍ରୀଡ଼ା ପ୍ରତିଯୋଗିତାରେ ତୀରନ୍ଦାଜୀରେ ଦେଶ ତଥା ରାଜ୍ୟ ପାଇଁ ରୌପ୍ୟ ପଦକ ଜିତି ସେ ଆଣିଥିଲେ ଗୌରବ। ଆଗକୁ ବଢ଼ିବାର ସ୍ବପ୍ନ ଓ ଲକ୍ଷ୍ୟ ଥିଲେ ମଧ୍ୟ ଅଭାବ ଓ ଦାରିଦ୍ର୍ୟ ତାଙ୍କ ପାଇଁ…
ଚିନ୍ତା ବଢ଼ାଇବେ କୁମ୍ଭମେଳା ଫେରନ୍ତା
ଖୋର୍ଦ୍ଧା ଅଫିସ,୨୦।୪: ଖୋର୍ଦ୍ଧା ଗ୍ରାମାଞ୍ଚଳରେ କରୋନା ସଂକ୍ରମଣ ହାର ବୃଦ୍ଧି ପାଇବାରେ ଲାଗିଛି। ଗତ ୧୦ଦିନ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୯୪ରେ ପହଞ୍ଚିିଛି। ସୋମବାର ୪୦ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପଜିଟିଭଙ୍କ ମଧ୍ୟରେ ବାଲିଅନ୍ତା ବ୍ଲକ ୭, ବାଲିପାଟଣା ଓ ଭୁବନେଶ୍ୱର…
୧୪ବର୍ଷରୁ ବଳାତ୍କାର, ଏବେ ୩ କନ୍ୟା ସନ୍ତାନର ମା’
ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବୟସ ଯେତେବେଳେ ୧୪ ହୋଇଥିଲା ସେବେଠାରୁ ବଳାତ୍କାରର ଶିକାର ହୋଇ ଆସୁଛନ୍ତି ଜଣେ ଯୁବତୀ। ୧୫ବର୍ଷ ଧରି ସମ୍ପର୍କୀୟ ମାମୁଙ୍କ ବଳତ୍କାର ଯୋଗୁ ଏବେ ସେ ୩ କନ୍ୟା ସନ୍ତାନର ମା’। ଏହା କୌଣସି ଆଦିବାସୀ ଇଲାକାର ଘଟଣା…

