Home Left

୧୪ବର୍ଷରୁ ବଳାତ୍କାର, ଏବେ ୩ କନ୍ୟା ସନ୍ତାନର ମା’

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବୟସ ଯେତେବେଳେ ୧୪ ହୋଇଥିଲା ସେବେଠାରୁ ବଳାତ୍କାରର ଶିକାର ହୋଇ ଆସୁଛନ୍ତି ଜଣେ ଯୁବତୀ। ୧୫ବର୍ଷ ଧରି ସମ୍ପର୍କୀୟ ମାମୁଙ୍କ ବଳତ୍କାର ଯୋଗୁ ଏବେ ସେ ୩ କନ୍ୟା ସନ୍ତାନର ମା’। ଏହା କୌଣସି ଆଦିବାସୀ ଇଲାକାର ଘଟଣା…

ନିଜ ଦୁଃଖ ବଖାଣିଲେ ଧୋନୀ

ମୁମ୍ବାଇ, ୨୦।୪: ଆଇପିଏଲ୍‌ ୨୦୨୧ରେ ଏମଏସ ଧୋନୀଙ୍କ ନେତୃତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ ନିଜ ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ପରେ ଧୋନୀ ତାଙ୍କ ଫିଟନେସ ବିଷୟରେ କହିଥିଲେ। ଧୋନି ସ୍ବୀକାର କରିଛନ୍ତି ଯେ, ବଢୁଥିବା…

ପୁଅକୁ ହରାଇବାର ଦେଢ଼ ମାସ ପରେ ବି ନ୍ୟାୟ ମାଗୁଛନ୍ତି ବାପା

ପିପିଲି,୨୦।୪(ସ୍ବ.ପ୍ର.): ପିପିଲିର ଗୁଡ଼ିଆପୋଖରୀ ଛକ ନିକଟସ୍ଥ ନିଶା ନିବାରଣ ସଂସ୍ଥା ଦିଶା ଫାଉଣ୍ଡେଶନରେ ମାନସିକ ବିକାରଗ୍ରସ୍ତ ଯୁବକ ଗୌତମ ମଲ୍ଲିକଙ୍କ ମୃତ୍ୟୁ ଘଟଣା ଏବେ ବି ରହସ୍ୟାବୃତ୍ତ ହୋଇ ରହିଛି। ଏହି କେନ୍ଦ୍ରରେ ସମ୍ପୃକ୍ତ ଯୁବକଙ୍କ ହାତଗୋଡ଼ ବାନ୍ଧି ନିର୍ମମ ଭାବେ…

ଓଡ଼ିଶାରେ କାମ କରିବାକୁ ଦକ୍ଷିଣ କୋରିଆ କମ୍ପାନୀ ଆଗ୍ରହ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ଦକ୍ଷିଣ କୋରିଆ ଓ ଓଡ଼ିଶା ମଧ୍ୟରେ ଦ୍ବି-ପାକ୍ଷିକ ବାଣିଜ୍ୟ ସୁଯୋଗ ସୃଷ୍ଟି ଉପରେ ରାଜ୍ୟ ସରକାରଙ୍କ ସହିତ ଇଣ୍ଡିଆନ୍‌ ଚାମ୍ବର୍ସ ଅଫ୍‌ କମର୍ସ ଏକ ଗୋଲଟେବୁଲ ବୈଠକର ଆୟୋଜନ କରିଛି ା ବୈଠକରେ ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର…

ପରିବା ବିକାଳିଙ୍କୁ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ର ମାଡ଼

ବଲାଙ୍ଗୀର ଅଫିସ,୨୦।୪: କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ସହରରେ ଭିଡ଼ ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। ଏଥିଯୋଗୁ ସୋମବାର ବଲାଙ୍ଗୀର ମ୍ୟୁନିସିପାଲିଟି ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ ରାସ୍ତାକଡ଼ ପରିବା ବିକାଳିଙ୍କୁ ସ୍ଥାନାନ୍ତର କରିବାବେଳେ ଅଭାବନୀୟ ଘଟଣ ଘଟିଛି। ମ୍ୟୁନିସିପାଲିଟି ଅଧିକାରୀଙ୍କ ମାଡରେ ଜଣେ…

ଭାରତକୁ ଆମେରିକା-ବ୍ରିଟେନ୍‌ବାସୀଙ୍କୁ ଆସିବା ମନା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। କରୋନାର ଦ୍ୱିତୀୟ ଲହରରେ ଅଧିକ ସଂଖ୍ୟକ ଛୋଟ ପିଲା ଏବଂ ଯୁବବର୍ଗ ଆକ୍ରାନ୍ତ ହେବା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସେହିପରି ଆକ୍ରାନ୍ତ ବୟସ୍କଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି।…

ଡିସିସିବି ଆର୍ଥିକ ଅନିୟମିତତାକୁ ଚାପି ଦିଆଯାଉଛି

ଯାଜପୁର ଅଫିସ,୨୦।୪: ବଲାଙ୍ଗୀର ଓ କେନ୍ଦୁଝର ଜିଲା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ(ଡିସିସିବି)ର ଆନନ୍ଦପୁର ଶାଖାରେ ହୋଇଥିବା ଅର୍ଥ ଆତ୍ମସାତ୍‌ ମାମଲାକୁ ଚାପି ଦିଆଯାଇଛି। ଏଥିରେ ସମ୍ପୃକ୍ତ ପରିଚାଳନା ନିର୍ଦ୍ଦେଶକ ଓ କର୍ମଚାରୀଙ୍କୁ ଦାୟୀ କରି ସେମାନଙ୍କଠାରୁ ଉକ୍ତ ଅର୍ଥକୁ ଆଦାୟଯୋଗ୍ୟ ଦର୍ଶାଯାଇଛି।…

ମନ ଜିଣିଲେ ଜାଡେଜା: ପଡିଆରେ କଲେ ଏମିତି କାମ

ମୁମ୍ବାଇ, ୨୦।୪: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗସ (ସିଏସ୍‌କେ) ନିଜ ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚ ଅନେକ କ୍ଷେତ୍ରରେ ରବିନ୍ଦ୍ର ଜାଡେଜାଙ୍କ ପାଇଁ…

ନିଜଆଡୁ ମାମଲା ରୁଜୁ କଲେ ହାଇକୋର୍ଟ

କଟକ ଅଫିସ, ୧୯ା୪: କଟକ ଓ ଭୁବନେଶ୍ୱରରେ ସ୍ବେରେଜ ସଫେଇବେଳେ ଶ୍ୱାସରୁଦ୍ଧ ହୋଇ ୪ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ସୋମବାର ହାଇକୋର୍ଟ ନିଜ ପକ୍ଷରୁ ଏକ ମାମଲା ରୁଜୁ କରିଛନ୍ତି। ମୃତକଙ୍କ ପରିବାରକୁ କ୍ଷତିପୂରଣ ବାବଦ ୧୦…

ମାତ୍ର ୨୧ ବଲ୍‌ରେ ବଦଳିଗଲା ସମ୍ପୂର୍ଣ୍ଣ ମ୍ୟାଚ୍‌: ବିଜୟୀ ମ୍ୟାଚ୍‌ ହାରିଲା ରାଜସ୍ଥାନ

ମୁମ୍ବାଇ, ୨୦।୪: ଆଇପିଏଲରେ ୨୦୨୧ରେ ପ୍ରଥମ ମ୍ୟାଚ୍‌ ହାରିବା ପରେ ଚେନ୍ନାଇ ସୁପର କିଙ୍ଗସ (ସିଏସ୍‌କେ) ପୁଣି ଟ୍ରାକ୍‌କୁ ଫେରିଛି। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ପ୍ରଥମ ମ୍ୟାଚରେ ଦଳ ହାରିବା ପରେ ଦଳ କ୍ରମାଗତ ଦୁଇଟି ମ୍ୟାଚ ଜିତି ନିଜର ଶକ୍ତି…

ବାହାର କାଠରୁ ଦର୍ଶନ କଲେ ଶ୍ରଦ୍ଧାଳୁ

ପୁରୀ ଅଫିସ,୨୦।୪: ନୂତନ ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ ସୋମବାର ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ଭିତରେ ଓ ବାହାରେ କଟକଣାକୁ କଡ଼ାକଡ଼ି କରାଯାଇଛି। ଭିତରକାଠ ଦର୍ଶନ ବନ୍ଦ ରହିଛି। ତେଣୁ ବାହାର କାଠ ନିକଟରୁ ଭକ୍ତମାନେ…

କୋଭାକ୍ସ କାର୍ଯ୍ୟକ୍ରମକୁ ଗ୍ରେଟାଙ୍କ ସହାୟତା

ଜେନେଭା, ୨୦।୪: ଗରିବ ଦେଶଗୁଡ଼ିକୁ କୋଭିଡ୍‌ ଟିକା ଯୋଗାଣରେ ପାତରଅନ୍ତରକୁ ନେଇ ସ୍ବିଡେନର ଜଳବାୟୁ କର୍ମୀ ଗ୍ରେଟା ଥନ୍‌ବର୍ଗ ସମାଲୋଚନା କରିଛନ୍ତି। ଗରିବ ଦେଶଗୁଡ଼ିକୁ କରୋନା ଟିକା ଯୋଗାଣ ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ର କୋଭାକ୍ସ କାର୍ଯ୍ୟକ୍ରମକୁ ଗ୍ରେଟା ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?