Home Left

ଦୈନିକ ୧୦ରୁ ୧୫ଟି ପାନ ଖାଇ ଓଠ ଲାଲ କରିଦେଉଥିଲେ ଆମିର: ଶୁଟିଂ ସେଟ୍‌ ପାଲଟିଥିଲା…

ବମ୍ବେ,୨୩।୧୨: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ଆମିର ଜଣେ। ତାଙ୍କ ଅଭିନୀତ ଫିଲ୍ମ ‘ପିକେ’ ଜବରଦସ୍ତ ହିଟ୍‌ ସାବ୍ୟସ୍ତ ହୋଇଥିଲା। ଦେଶ ତଥା ବିଦେଶର ଦର୍ଶକଙ୍କ ମନ ଜିଣିଥିଲା ଚଳଚ୍ଚିତ୍ରଟି । ଅନ୍ୟ ଗ୍ରହରୁ ପୃଥିବୀକୁ ଆସିଥିବା ଜଣେ ବ୍ୟକ୍ତିଙ୍କ ଚରିତ୍ରରେ…

ଚିନ୍ତା ବଢ଼ାଇଛି ପରିବର୍ତ୍ତିତ ଜଳବାୟୁ

ଜାତୀୟ କୃଷକ ଦିବସ ବା କିଷାନ ଦିବସକୁ ପ୍ରତିବର୍ଷ ଡିସେମ୍ବର ୨୩ ତାରିଖରେ ପାଳନ କରାଯାଏ। ଏହି ଦିବସଟି ଆମ ଦେଶର ପଞ୍ଚମ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂଙ୍କ ଜନ୍ମ ଦିବସ, ଯିଏ ଜଣେ କୃଷକ ନେତା ରୂପେ ଭାରତୀୟ କୃଷକଙ୍କ…

ବାଟ ଦେଖାଇଛି ବାୟୋ ଫ୍ଲକ

ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ସରସଦା ପଞ୍ଚାୟତ ତୁଳସୀପୁର ଗ୍ରାମର ୩୩ ବର୍ଷ ବୟସ୍କ ମହେଶ୍ୱର ସାମଲ ଓରଫ ଟୁନା (ବାପା-ସ୍ବର୍ଗତ କୈଳାଶ ଚନ୍ଦ୍ର ସାମଲ, ମା-ଶାନ୍ତିଲତା ସାମଲ, ମୋ : ୮୮୪୭୮୬୬୮୨୯)। କରୋନା ମହାମାରୀ ସମୟରେ ତାଙ୍କୁ ଏକ ନୂଆ…

ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ନାଁ। ବାରିପଦାରେ ଅବସ୍ଥିତ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟକୁ ଏବେ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାଁରେ ନାମିତ କରାଯାଇଛି । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଘୋଷଣା…

କେବଳ ବହୁରୂପୀ ଏଣ୍ଡୁଅ ନୁହନ୍ତି ଏମାନେ ବି ବଦଳାନ୍ତି ରଙ୍ଗ : ଜାଣନ୍ତୁ କାହିଁକି କରନ୍ତି ଏପରି

ବହୁରୂପୀ ଏଣ୍ଡୁଅ ରଙ୍ଗ ପରିବର୍ତ୍ତନ କଥା ଅପଣ ଜାଣିଥିବେ। ଏହାକୁ ଦେଖିଥିବେ ମଧ୍ୟ। ତେବେ ଏହା କେବଳ ଏକୁଟିଆ ନିଜର ରଙ୍ଗ ପରିବର୍ତ୍ତନ କରେ ତାହା ନୁହେଁ, ବିଶ୍ୱରେ ଆହୁରି ଅନେକ ପ୍ରାଣୀ ଅଛନ୍ତି ଯିଏ ରଙ୍ଗ ବଦଳାଇବାରେ ବହୁରୂପୀ ଏଣ୍ଡୁଅକୁ…

କରୋନାର ନୂଆ ସ୍ବରୂପ: ରାଜ୍ୟ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ନୂଆଦିଲ୍ଲୀ,୨୩।୧୨: କରୋନା ଭୂତାଣୁର ନୂଆ ସ୍ବରୂପ ନେଇ ଦିଲ୍ଲୀ ହାଇକୋର୍ଟ ରାଜ୍ୟ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ବ୍ରିଟେନ୍‌ରୁ ଦିଲ୍ଲୀ ଫେରିଥିବା ଲୋକଙ୍କର ଯାଞ୍ଚ୍‌ କରାଯିବା ସହିତ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯିବା ଉପରେ କୋର୍ଟ ଗୁରୁତ୍ୱାରୋପ କରିଛନ୍ତି। କେନ୍ଦ୍ର…

ରଣବୀରଙ୍କ ସହ ବିବାହକୁ ନେଇ ଏମିତି କହିଲେ ଆଲିଆ

ବଲିଉଡ୍‌ର ଚର୍ଚ୍ଚିତ ଖବର ମଧ୍ୟରେ ଅନ୍ୟତମ ରଣବୀର କପୁର-ଆଲିଆ ଭଟ୍ଟଙ୍କ ବିବାହ। ଉଭୟଙ୍କ ବିବାହକୁ ନେଇ ଅନେକ ଦିନ ହେବ ଚର୍ଚ୍ଚା ଚାଲିଛି। ଗତ ୨ ବର୍ଷ ହେବ ଉଭୟ ପରସ୍ପରକୁ ଡେଟ୍‌ କରିଆସୁଛନ୍ତି। ବିବାହ ଋତୁ ଆରମ୍ଭ ହେବା ମାତ୍ରେ…

ଗମ୍ଭୀରଙ୍କ ଫର୍ମୁଲା: ଦ୍ୱିତୀୟ ଟେଷ୍ଟରେ ୫ ବୋଲର ଖେଳାଯାଉ; ବିରାଟଙ୍କ ସ୍ଥାନରେ ଆସନ୍ତୁ ଏହି କ୍ରିକେଟର

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭାରତୀୟ ଟିମ୍‌ ୫ଜଣ ବୋଲର୍‌ଙ୍କୁ ନେଇ ପଡ଼ିଆକୁ ଓହ୍ଲାଉ। ଅଧିନାୟକ ଅଜିଙ୍କ୍ୟ ରାହାଣେ ଚତୁର୍ଥ ସ୍ଥାନରେ ବ୍ୟାଟିଂ କରିବାକୁ ଆସନ୍ତୁ ବୋଲି ପୂର୍ବ ଓପନର ଗୌତମ ଗମ୍ଭୀର କହିଛନ୍ତି। ଦଳର ନିୟମିତ ଅଧିନାୟକ…

ସନ୍ୟାସ ଘୋଷଣା ପରେ ପ୍ରଥମ ଥର ମୁହଁ ଖୋଲିଲେ ଆମିର: କହିଲେ ‘ଏହି ଦୁଇଜଣଙ୍କ ପାଇଁ ଏଭଳି କଠିନ ନିଷ୍ପତ୍ତି ନେବାକୁ ବାଧ୍ୟ ହେଲି’

ଲାହୋର,୨୩।୧୨: ଗତ ସପ୍ତାହରେ ପାକିସ୍ତାନର ଦ୍ରୁତ ବୋଲର ମହମ୍ମଦ ଆମିର ହଠାତ୍‌ ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଥିଲେ। ଏହା ପଛରେ କି କାରଣ ରହିଛି ତାହାକୁ ନେଇ ପ୍ରଶ୍ନ କରାଯାଉଥିଲା। ଏବେ ଆମିରଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ…

ରାଜ୍ୟରେ ୩୬୪ ନୂଆ କରୋନା ପଜିଟିଭ ଚିହ୍ନଟ, ୩ ମୃତ

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉି ୩୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୨୭୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ…

ପୃଥ୍ବୀ ଶ’ଙ୍କ ସମର୍ଥନରେ ବାହାରିଲେ ‘ମିଷ୍ଟର କ୍ରିକେଟ’: କହିଲେ ‘ଦଳରୁ ବାହାର କରା ନ ଯାଉ’

ଆଡିଲେଡ୍‌,୨୩।୧୨: ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ଖରାପ ପ୍ରଦର୍ଶନ କରିବା ଯୋଗୁ ଭାରତ ଏକାଦଶରୁ ପୃଥ୍ବୀ ଶ’ଙ୍କୁ ବାହାର କରିବାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ସମୟରେ ଅଷ୍ଟ୍ରେଲିଆର ପୂର୍ବ କ୍ରିକେଟର ତଥା ‘ମିଷ୍ଟର କ୍ରିକେଟ’ ନାମରେ ଖ୍ୟାତ ମାଇକେଲ ହସେ ପୃଥ୍ବୀଙ୍କ…

ଦିଲ୍ଲୀରେ ହାଇ ଅଲର୍ଟ: ଘରଘର ବୁଲି ୭୦୦୦ ବ୍ରିଟେନ୍‌ ଫେରନ୍ତାଙ୍କର ହେବ ଯାଞ୍ଚ୍‌

ନୂଆଦିଲ୍ଲୀ,୨୩।୧୨: ବ୍ରିଟେନ୍‌ରେ କରୋନା ଭୂତାଣୁର ନୂଆ ରୂପ ଏବେ ମାରାତ୍ମକ ସ୍ଥିତି ସୃଷ୍ଟି କରିଛି। ଏହାକୁ ନେଇ ଭାରତ ସରକାରଙ୍କ ପକ୍ଷରୁ ସୁରକ୍ଷା ପଦକ୍ଷେପ ଗ୍ରହଣ କରାଯାଇଛି। ଗତ ଦୁଇ ସପ୍ତାହ ମଧ୍ୟରେ ୯ ଡିସେମ୍ବର ସୁଦ୍ଧା ବ୍ରିଟେନ୍‌ରୁ ଭାରତ ଫେରିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri