ଭିତ୍ତିଭୂମି ଅଛି, ବିକାଶକୁ ଅପେକ୍ଷା
ବାଲେଶ୍ୱର ଅଫିସ,୨୦।୪-ବାଲେଶ୍ୱର ଜିଲା ସଦର ମହକୁମାଠାରୁ ୩୨କି.ମି. ଦୂରରେ ରହିଛି ଦୁବଲାଗଡ଼ି ପନ୍ତାଳ ବେଳାଭୂମି। ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ଏହି ବେଳାଭୂମିରେ ସମସ୍ତ ଭିତ୍ତିଭୂମି ରହିଛି। ଯାହାକୁ ବିକଶିତ କରାଗଲେ ଚାନ୍ଦିପୁର, ଡଗରା, ତାଳସାରୀଠାରୁ ଏହି ବେଳାଭୂମିର…
ବେପାର ଚିନ୍ତାରେ ବ୍ୟବସାୟୀ
ବଇଣ୍ଡା,୨୦।୪ ଲକ୍ଡାଉନ୍ ଯୋଗୁ ବନ୍ଦ ହୋଇଯାଇଥିବା ବଜାର ମାତ୍ର କେଇମାସ ହେଲା ଖୋଲିଥିଲା। ବ୍ୟବସାୟ ହରାଇ ଦୁର୍ଦ୍ଦିନରେ ଥିବା ବ୍ୟବସାୟୀମାନେ ନୂଆ ଉତ୍ସାହର ସହ ଆରମ୍ଭ କରିଥିଲେ କାରବାର। ଜୀବନରେ ଏପରି ଦୁଃସମୟର ସମ୍ମୁଖୀନ ଆଉ ହେବେ ବୋଲି ସେମାନେ ଭାବି…
ଭାରତ ପାଇଁ ୪ ପଦକ ନିଶ୍ଚିତ
ନୂଆଦିଲ୍ଲୀ, ୨୦ା୪ (ପି.ଟି.)-ପୋଲାଣ୍ଡର କିଲ୍ସିଠାରେ ଚାଲିଥିବା ଉଭୟ ପୁରୁଷ ଓ ମହିଳା ଓ୍ବାଲର୍ଡ ୟୁଥ୍ ବକ୍ସିଂ ଚାମ୍ପିୟନଶିପ୍ରେ ଏସିଆନ ଚାମ୍ପିୟନ ଭିନ୍କା ଓ ଅଲଫିୟା ପଠାନଙ୍କ ସମେତ ଭାରତର ୪ ବକ୍ସର ସେମିଫାଇନାଲରେ ପ୍ରବେଶ ସହ ପଦକ ପକ୍କା କରିଛନ୍ତି। ସେମିଫାଇନାଲରେ…
ଦୂତୀଙ୍କୁ ନେଇ ଆଶାରେ ହିମା
ନୂଆଦିଲ୍ଲୀ, ୨୦।୪ (ପିଟି)-ଆସନ୍ତା ମାସରେ ପୋଲାଣ୍ଡରେ ହେବାକୁଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ରେ ଭାରତୀୟ ମହିଳା ୪x୧୦୦ ମିଟର ରିଲେ ଦଳ ଅଂଶଗ୍ରହଣ କରିବ। ସ୍ପ୍ରିଣ୍ଟ କୁଇନ ଓଡ଼ିଶାର ଦୂତୀ ଚାନ୍ଦ ଏହି ଦଳରେ ଥିବାରୁ ଭାରତ ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିବା…
ଉପକାରୀ ଲେମ୍ବୁ
ଲେମ୍ବୁ ହେଉ ଅବା ଏଥିରୁ ପ୍ରସ୍ତୁତ ସର୍ବତ ଶରୀର ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। ଆପଣଙ୍କ ଶରୀରରେ ଚର୍ବି ବଢ଼ିଯାଇଛି କି? ଯଦି ହଁ, ତେବେ ସରଳ ଉପାୟରେ ଏହାକୁ କମାଇ ପାରିବେ। ଏକ ଗ୍ଲାସ ଉଷୁମ ପାଣିରେ…
ଏହି ଅଭିନେତ୍ରୀଙ୍କ ବିବାହକୁ ନେଇ ଏମିତି ସର୍ତ୍ତ ରଖିଥିଲେ ଶ୍ୱଶୁର
ବଲିଉଡ୍ ଅଭିନେତ୍ରୀ ବବିତା କପୁର ବଲିଉଡକୁ ଅନେକ ହିଟ୍ ଫିଲ୍ମ ଭେଟି ଦେଇଛନ୍ତି। ସେ ୧୯୬୬ ମସିହାରେ ଫିଲ୍ମ ‘ଦଶ ଲାକ୍ଷ’ରୁ ବଲିଉଡରେ ଡେବ୍ୟୁ କରିଥିଲେ। ତାଙ୍କର ପ୍ରଥମ ଚଳଚ୍ଚିତ୍ର ହିଟ୍ ହୋଇଥିଲା । ପରେ ତାଙ୍କ ନିକଟକୁ ଫିଲ୍ମର ଅଫର…
ଧୋନୀଙ୍କ କ୍ୟାପଟେନଶିପ୍ର ଜବାବ ନାହିଁ
ମୁମ୍ବାଇ,୨୦।୪ : ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱଶୈଳୀର ଜବାବ ନାହିଁ। ମୁମ୍ବାଇ ପିଚ୍ ଓ ପ୍ରଥମ ବ୍ୟାଟିଂ ଆଉ ତା’ ପରେ ମ୍ୟାଚ୍ ଜିତିବା ବେଶ୍ କଷ୍ଟକର। ଏହା ଧୋନୀଙ୍କ ଦକ୍ଷ ନେତୃତ୍ୱ ବଳରେ ସମ୍ଭବ ହୋଇପାରିଛି। ସୋମବାର ଖେଳାଯାଇଥିବା ମ୍ୟାଚ୍…
ଧୋନୀଙ୍କ ରେକର୍ଡ ତାଲିକାରେ ଯୋଡ଼ି ହେଲା ନୂଆ ଫର୍ଦ୍ଦ
ମୁମ୍ବାଇ,୨୦।୪ : ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ କ୍ୟାରିୟରରେ ସୋମବାର ଯୋଡ଼ି ହୋଇଛି ଆଉ ଏକ ସଫଳତା। ଓ୍ବାଙ୍ଖଡେ ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚ୍ରେ ଅଧିନାୟକ ଭାବେ ଧୋନୀ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ପାଇଁ ଖେଳିଛନ୍ତି…
ବାଇକ୍ରେ ଯାଉଥିବା ଯୁବତୀଙ୍କ ଉପରେ ପଡ଼ିଲା ଗଛ
ଲହୁଣୀପଡା,୧୯।୪: ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ଖଣ୍ଡାଧାର ରାସ୍ତାର ମହୁଲତା ଛକ ନିକଟରେ ସୋମବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକରେ ଯାଉଥିବା ବେଳେ ରାସ୍ତା କଡରେ ଥିବା ଶୁଖିଲା ଶାଳଗଛ ଭାଙ୍ଗି ଯୁବତୀ ଉପରେ ପଡ଼ିବାରୁ ଘଟଣାସ୍ଥଳରେ…
ୟୁପିର ୫ ସହରରେ ହାଇକୋର୍ଟଙ୍କ ଲକ୍ଡାଉନ ନିର୍ଦ୍ଦେଶ ; ମାନିବାକୁ ମନା କଲେ ରାଜ୍ୟ ସରକାର
ଲକ୍ଷ୍ନୌ,୧୯।୪ : ଦୈନିକ ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତର ପ୍ରଦେଶର ୫ଟି ସହରରେ ସୋମବାର ରାତିରୁ ୨୬ ତାରିଖ ପର୍ଯ୍ୟନ୍ତ ଲକ୍ଡାଉନ ଜାରି କରିବାକୁ ନିର୍ଦ୍ଦେଶ ଦେଇଥିଲେ ଆଲାହାବାଦ୍ ହାଇକୋର୍ଟ। ରାଜଧାନୀ ଲକ୍ଷ୍ନୌ ସମେତ ପ୍ରୟାଗରାଜ, ବାରଣାସୀ, କାନପୁର ଓ ଗୋରଖପୁର…
ଶଟ୍ଡାଉନ ଶେଷ ହେବା ପରେ ବଜାରରେ ଜନଗହଳି
ସମ୍ବଲପୁର,୧୯ା୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍ଡାଉନ ଘୋଷଣା କରିଛନ୍ତି। ସୋମବାର ସକାଳ ୫ଟାରେ ଶଟ୍ଡାଉନ ଅବଧି ଶେଷ ହେବା ପରେ ସମ୍ବଲପୁର ସହରର ଲୋକମାନେ ବାହାରକୁ ଚାଲି ଆସିଥିଲେ। ଦୋକାନ ବଜାରରେ ଭିଡ ଲାଗି…
ବାହାଘର ୨୪ ଘଣ୍ଟା ପୂର୍ବରୁ ଦେବାକୁ ପଡିବ ଅତିଥିଙ୍କ ତାଲିକା
ଭୁବନେଶ୍ୱର,୧୯।୪: କରୋନା ସଂକ୍ରମଣକୁ ଦେଖି ରାଜ୍ୟ ସରକାର ଆସନ୍ତା ୨୪ ତାରିଖରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍ଡାଉନ ଘୋଷଣା କରିଛନ୍ତି। ହେଲେ ଆସନ୍ତା ୨୧ ତାରିଖରୁ ବାହାଘର ଓ ଶୁଦ୍ଧିକ୍ରିୟା ପାଇଁ ରାଜ୍ୟ ସରକାର ଜାରି କରିଛନ୍ତି ନୂଆ ଗାଇଡ୍ଲାଇନ…

