ଅଭିଯୁକ୍ତ ଛାତ୍ରଙ୍କୁ ୩ ଦିନ ରିମାଣ୍ଡ
ନୟାଗଡ଼ ଅଫିସ,୨୩ା୧୨: ଏସ୍ଆଇଟି ସୋମବାର ଗିରଫ କରିଥିବା କଲେଜ ଛାତ୍ରଙ୍କୁ କୋର୍ଟରେ ହାଜର କରିବା ସହ ରିମାଣ୍ଡ ପାଇଁ ଆବେଦନ କରିଥିଲା। ଏଥିପାଇଁ କୋର୍ଟ ୩ ଦିନ ଅନୁମତି ପ୍ରଦାନ କରିଛନ୍ତି। ୨୨, ୨୩ ଓ ୨୪ ତାରିଖ ଯାଏ ଗିରଫ…
ଯୁଦ୍ଧ ଜାହାଜରେ ବୁଲିଲେ ବିଧାୟକ,ଏମ୍ପି
ପାରାଦୀପ,୨୩ା୧୨(ସ୍ବ.ପ୍ର.) : ରାଜ୍ୟର ୧୦୧ ବିଧାୟକ ଓ ଜଣେ ଏମ୍ପି ମଙ୍ଗଳବାର ପାରାଦୀପ ଗସ୍ତରେ ଆସି ଭାରତୀୟ ନୌସେନାର ଦ୍ବିତୀୟ ବୃହତ୍ ଯୁଦ୍ଧ ଜାହାଜ ଆଇଏନ୍ଏସ୍ ଜଲାସ୍ବରେ ବୁଲିଛନ୍ତି। ଏହା ନୌସେନା ଇତିହାସରେ ପ୍ରଥମ ବୋଲି କାର୍ଯ୍ୟକ୍ରମ ଶେଷରେ ରିୟଲ ଆଡମିରାଲ୍…
ବରଫ ଝଡ଼ ବେଳେ କାର୍ରେ ବୁଲୁଥିଲେ ଏହି ବ୍ୟକ୍ତି, ଗାଡ଼ିକୁ ଟ୍ରକ୍ ଧକ୍କା ମାରିବା ପରେ ଘଟିଲା ଏପରି..
କଥାରେ ଅଛି ରଖେ ହରି ତ ମାରେ କିଏ। ସେଭଳି କିଛି ଘଟିଛି ଆମେରିକାର ଜଣେ ବ୍ୟକ୍ତିଙ୍କ କ୍ଷେତ୍ରରେ। ଦୀର୍ଘ ୧୦ ଘଣ୍ଟା ଧରି ବରଫ ତଳେ କାର୍ ଭିତରେ ଫସି ରହିଥିଲେ ସେ। ହେଲେ ସୌଭାଗ୍ୟବଶତଃ ସେ ନୂଆ ଜୀବନ…
ଦକ୍ଷେଶ୍ୱର ମନ୍ଦିରରୁ ଚୋରି
ଖୋର୍ଦ୍ଧା ଅଫିସ୍/ ବାଣପୁର, ୨୩ା୧୨ (ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଣପୁରର ଐତିହାସିକ ଶୈବପୀଠ ଶ୍ରୀଦକ୍ଷେଶ୍ୱର ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ୨୨ଟି ଅଷ୍ଟଧାତୁ ମୂର୍ତ୍ତି ଚୋରି ହୋଇଛି। ଏନେଇ ମଙ୍ଗଳବାର ପାଳିଆସେବକ ଶଙ୍କର ନାୟକ ବାଣପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।…
ଭଲ ପ୍ରଦର୍ଶନ କରୁଥିବା ବ୍ୟାଙ୍କ ପୁରସ୍କୃତ ହେବେ:ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ରାଜ୍ୟର କୃଷକ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍ଏସ୍ଜି) ଏବଂ ଏମ୍ଏସ୍ଏମ୍ଇକୁ ଋଣ ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅର୍ଥନୀତିର ପୁନରୁଦ୍ଧାର ଲାଗି ଲକ୍ଷଲକ୍ଷ ଚାଷୀ, ମିଶନ ଶକ୍ତି ଗୋଷ୍ଠୀ ଏବଂ କ୍ଷୁଦ୍ର ଓ ମଧ୍ୟମ…
୨ ଦିନିଆ ରିମାଣ୍ଡରେ ଆସିଲେ ଅଭୟକାନ୍ତ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିବା ଆଇଏଫଏସ୍ ଅଫିସର ଅଭୟକାନ୍ତ ପାଠକଙ୍କୁ ମଙ୍ଗଳବାର ୨ଦିନିଆ ରିମାଣ୍ଡରେ ଆଣିଛି କମିଶନରେଟ ପୋଲିସ। ଟ୍ରାଭେଲ ସଂସ୍ଥା ସ୍କାଏ କିଙ୍ଗ୍କୁ ଠକେଇ ମାମଲାରେ ଅଭୟକାନ୍ତଙ୍କ ସମ୍ପୃକ୍ତି ଅଛି…
ହାତ ପତେଇବେ ଅଭିନେତ୍ରୀ ମୀରା
ପୁରୁଣା ଭୁବନେଶ୍ୱର, ୨୩।୧୨(ଡି.ଏନ୍.ଏ.): କରୋନା ମହାମାରୀ ପାଇଁ ରାଜ୍ୟର ବିଭିନ୍ନ କଳାକାର ହାତବାନ୍ଧି ବସିଛନ୍ତି। ପ୍ରଭାବିତ ହୋଇଛି ଜୀବିକା। ଓଡ଼ିଆ ଫିଲ୍ମ ଜଗତର ହାସ୍ୟ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ମୀରା ମହାନ୍ତି କେନ୍ଦ୍ର ସରକାର ପକ୍ଷରୁ କଳାକାର ଭତ୍ତା ପାଉଥିଲେ। ମାତ୍ର…
ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ କର୍ମକର୍ତ୍ତାଙ୍କୁ ନବୀନଙ୍କ ଚିଠି
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଆସନ୍ତା ୨୬ରେ ବିଜୁ ଜନତା ଦଳ ୨୪ତମ ପ୍ରତିଷ୍ଠା ଦିବସ ପାଳନ କରିବ। ଏହି ଅବସରରେ ରାଜ୍ୟବାସୀଙ୍କର ଦଳ ଉପରେ ରହିଥିବା ଆସ୍ଥା ବଜାୟ ରଖିବା, ଜନସସେବାକୁ ରାଜନୀତିର ମୂଳମନ୍ତ୍ର ଭାବେ ଗ୍ରହଣ କରି କାମ କରିବାକୁ ବିଜେଡି ସଭାପତି…
ଟିକାକରଣ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): କୋଭିଡ୍ ଟିକାକରଣ ସହ ବ୍ୟାପକ ସଚେତନତା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ରାଜ୍ୟର ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ତାଙ୍କ…
କିନ୍ନରଙ୍କୁ କଲେ ଜୀବନସାଥୀ
ଅନୁଗୋଳ ଅଫିସ,୨୩ା୧୨: ୫ ବର୍ଷ ତଳୁ ଭଲ ପାଉଥିବା କିନ୍ନରଙ୍କୁ ମଙ୍ଗଳବାର ଜୀବନସାଥୀ କରିଛନ୍ତି ଜଣେ ଯୁବକ। ଏହି ଚର୍ଚ୍ଚିତ ବିବାହ ହୋଇଛି ଅନୁଗୋଳ ସହରସ୍ଥିତ ମା’ ବୁଢ଼ୀ ଠାକୁରାଣୀ ମନ୍ଦିରରେ। ଉଭୟଙ୍କ ପରିବାରରୁ କେହି ଉପସ୍ଥିତ ନ ଥିଲେ ମଧ୍ୟ…
ବ୍ରିଟେନ୍ ଫେରନ୍ତାଙ୍କୁ ୧୪ଦିନ ସଙ୍ଗରୋଧ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ) : ବ୍ରିଟେନରେ ଆତଙ୍କ ରଚିଥିବା କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍ ଯେପରି ଭାରତ ପ୍ରତି ବିପଦ ସୃଷ୍ଟି ନ କରିବ ସେଥିପାଇଁ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଇଥିବାବେଳେ ବିଦେଶ ଫେରନ୍ତାଙ୍କ ପାଇଁ ନୂଆ ଗାଇଡ଼ଲାଇନ୍ ଜାରି କରିଛନ୍ତି ରାଜ୍ୟ…
ଥଣ୍ଡାକୁ ପ୍ରଭାବିତ କରୁଛି ଜଳବାୟୁ ପରିବର୍ତ୍ତନ: ଶୀତ ଅଟକାଇଛି ଜେଟ୍ ଷ୍ଟ୍ରିମ୍
ଗ୍ରୀଷ୍ମରେ ଖରା, ମୌସୁମୀରେ ବର୍ଷା ଓ ଶୀତଦିନେ ଥଣ୍ଡା ଋତୁଚକ୍ରର ଏକ ସ୍ବାଭାବିକ ପ୍ରକ୍ରିୟା। ଏହି ପାଣିପାଗ ପରିବର୍ତ୍ତନ ପ୍ରକୃତିର ନିୟମ। କିନ୍ତୁ ବେଳେବେଳେ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଥାଏ। ଯେପରି କି ଏବେ ଡିସେମ୍ବର ଶେଷ ହୋଇ ନୂଆବର୍ଷ ଆସିବାକୁ…
Archives


