Home Left

ପୁଣି କରୋନା ଆକ୍ରାନ୍ତ ହେଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ

ଭୁବନେଶ୍ୱର,୧୯।୪(ବୁ୍ୟୁରୋ): ବିରୋଧୀ ଦଳ ନେତା ତଥା ଭାଜପାର ବରିଷ୍ଠ ନେତା ପ୍ରଦୀପ୍ତ ନାୟକ ପୁଣି କରୋନା ଆକ୍ରାନ୍ତ ହୋଇଛନ୍ତି। ସେ ପୂର୍ବରୁ ମଧ୍ୟ କରୋନା ପଜିଟିଭ୍‌ ହୋଇଥିଲେ। ତାଙ୍କର କୋଭିଡ ଟେଷ୍ଟ ପଜିଟିଭ୍‌ ଆସିଥିବା ସେ ନିଜେ ଟୁଇଟ୍‌ କରି ସୋମବାର…

ଲୁହାପଥର ଚୋରା ଚାଲାଣ: ୨ ଗିରଫ

କେନ୍ଦୁଝର,୧୯।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ବନ ବିଭାଗ ରବିବାର ରାତିରେ ୨ ଜଣଙ୍କୁ ଗିରଫ କରିଛି। ଏହା ସହ ଗୋଟିଏ ଟିପ୍ପର ଜବତ ହୋଇଛି । ଲୁହାପଥର ଚୋରା ଚାଲାଣ ଅଭିଯୋଗରେ ରାତିରେ ପାଟ୍ରୋଲିଂ ବେଳେ ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରାଯାଇଥିବା…

କ୍ରସରରେ ବିସ୍ଫୋରଣ: ୨ମୃତ, ୩ ଗୁରୁତର

ବ୍ରହ୍ମପୁର ଅଫିସ,୧୯।୪: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଫାଦ୍ରୀପଲ୍ଲୀ ନିକଟରେ ଥିବା ଏକ କ୍ରସରରେ ସୋମବାର ପୂର୍ବାହ୍ନରେ ବିସ୍ଫୋରଣ ଘଟିଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ଏମ୍‌କେସିଜି ମେଡିକାଲ…

ବୋରିସ୍‌ଙ୍କ ଭାରତ ଗସ୍ତ ବାତିଲ…

ନୂଆଦିଲ୍ଲୀ,୧୯।୪: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ଭାରତରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ବୋରିସ୍‌ଙ୍କ ୨୫ ଏପ୍ରିଲ୍‌ରେ ଭାରତ ଗସ୍ତରେ ଆସିଥାନ୍ତେ। ତେବେ ଚଳିତ ମାସରେ…

ରୋଗ ଚିହ୍ନଟର ନୂଆ ଉପାୟ

ଆମକୁ କୌଣସି ରୋଗ ହେଲେ ଡାକ୍ତର ଉକ୍ତ ରୋଗର ଲକ୍ଷଣ ବିଷୟରେ ପ୍ରଥମେ ଭଲ ଭାବରେ ଅବଗତ ହୋଇଥାଆନ୍ତି ଏବଂ ତାହାକୁ ତର୍ଜମା କରି ଚିକିତ୍ସା କରନ୍ତି। ଅନ୍ୟପକ୍ଷରେ କେତେକ ରୋଗକୁ ଚିହ୍ନଟ କରିବା ପାଇଁ ରକ୍ତ, ମଳ, ମୂତ୍ର ପରୀକ୍ଷା…

ମାଓବାଦୀଙ୍କ ବର୍ବର କାଣ୍ଡ: ପୋଲିସ ଇନ୍‌ଫର୍ମର ସନ୍ଦେହରେ ଦୁଇ ଛାତ୍ରଙ୍କୁ ହତ୍ୟା

ମାଲକାନଗିରି,୧୯।୪(ଡି.ଏନ୍‌.ଏ.):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ ସୋମବାର ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି । ମାନବିକତାକୁ ଳାଳି ଦେଇ ଦୁଇ ଛାତ୍ରଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ମାଓବାଦୀ। ସୂଚନୁନୁଯାୟୀ, ସୁକୁମା ଜିଲା ଜଗରଗୁଣ୍ଡା ଥାନା ଅନ୍ତର୍ଗତ…

ଶୌଚାଳୟ-ସାଧାରଣ ବସ୍‌ ସେବାକୁ ସାବଧାନ…

ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦିନକୁ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ହାଇଦାବ୍ରାଦ୍‌ର ସେଣ୍ଟର ଫର୍‌ ସେଲୁଲାର ଆଣ୍ଡ୍‌ ମଲିକ୍ୟୁଲାର ବାୟୋଲୋଜିର ୧୭ ଜଣ ବୈଜ୍ଞାନିକଙ୍କ ଦ୍ୱାରା ହୋଇଥିବା ଏକ…

ଏହି ବୋଲ୍ଡ ଅଭିନେତ୍ରୀଙ୍କ ସୁଇମିଂପୁଲ ଦୃଶ୍ୟର ଶୁଟିଂ ପାଇଁ କରିବାକୁ ପଡ଼ିଥିଲା ଏମିତି

ବଲିଉଡର ଅନେକ ସୁନ୍ଦର ଅଭିନେତ୍ରୀ ଅଛନ୍ତି ଯେଉଁମାନେ ଅତୀତରେ ନିଜର ଅଭିନୟ ଏବଂ ସୌନ୍ଦର୍ଯ୍ୟ ପାଇଁ ଲୋକଙ୍କ ହୃଦୟ ଜିତି ପାରିଛନ୍ତି। ମାତ୍ର ବର୍ତ୍ତମାନ ସମୟ ସମ୍ପୂର୍ଣ୍ଣ ବଦଳି ଯାଇଛି। ଆମେ ବଲିଉଡ୍‌ର ବୋଲ୍ଡ ଅଭିନେତ୍ରୀ ବିଷୟରେ କହୁଛୁ। ଯିଏ ତାଙ୍କ…

ଭାଇରାଲ ହେଉଛି ଐଶ୍ୱର୍ଯ୍ୟାଙ୍କ ଏହି ଫଟୋ, ଦର୍ଶକଙ୍କ ହୃଦୟରେ ଲଗାଉଛି ନିଆଁ

ମୁମ୍ବାଇ: ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ନିଜର ସୌନ୍ଦର୍ଯ୍ୟ ଏବଂ ଅଭିନୟକୁ ନେଇ ଦେଶ ବିଦେଶରେ ଜଣାଶୁଣା। ଐଶ୍‌ ଫିଲ୍ମରୁ ଟିକେ ଦୂରେଇ ଯାଇଥିଲେ ବି ଅନେକ ସମୟରେ ସୋସିଆଲ ମିଡିଆରେ ତାଙ୍କ ଫଟୋ ଭାଇରାଲ ହୋଇଥାଏ। ଯାହାକୁ ନେଇ ଖୁବ୍‌…

ଆଖିବୁଜିଲେ ଏହି ଲୋକପ୍ରିୟ ନିର୍ଦ୍ଦେଶକ

ମରାଠୀ ଫିଲ୍ମର ଜଣାଶୁଣା ନିର୍ଦ୍ଦେଶକ ସୁମିତ୍ରା ଭାବେଙ୍କର ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ଦୀର୍ଘ ଦିନ ହେବ ସେ ଅସୁସ୍ଥ ହୋଇ ପୁଣେର ଏକ ଘରୋଇ ହସ୍ପିିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ସୁମିତ୍ରା ଜଣେ…

ଅଭିନେତ୍ରୀ ଅନନ୍ୟା ପାଣ୍ଡେ ଗାଇଲେ ଏମିତି ଗୀତ, ଭଉଣୀଙ୍କ କାନରୁ ବାହାରିଲା ରକ୍ତ

ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ବ୍ୟକ୍ତିଗତ ହେଉ କି ବୃତ୍ତିଗତ ଜୀବନ ବିଷୟରେ ସେ ପ୍ରଶଂସକମାନଙ୍କୁ ସୂଚନା ଦିଅନ୍ତି। ନିକଟରେ ଅନନ୍ୟା ନିଜ ଇନଷ୍ଟାଗ୍ରାମରେ ତାଙ୍କ ପିଲାଦିନର ଏକ ଅତି ସୁନ୍ଦର ଫଟୋ ଶେୟାର କରିଥିଲେ।…

୨୦ରୁ ୨୪ ପର୍ଯ୍ୟନ୍ତ ବନ୍ଦ ରହିବ କୋର୍ଟ

କେନ୍ଦୁଝର,୧୯।୪(ସ୍ବ.ପ୍ର.): କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କୋର୍ଟ କାର୍ଯ୍ୟରୁ ଓକିଲମାନେ ବିରତ ରହିବେ ବୋଲି ଜିଲା ଓକିଲ ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଚଳିତମାସ ୨୦ ରୁ ୨୪ ପର୍ଯ୍ୟନ୍ତ ବାର୍‌ ବନ୍ଦ ରଖିବା ନେଇ ସଂଘ କାର୍ଯ୍ୟକାରୀ କମିଟି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?