ଜୀବନସାଥୀଙ୍କ ମୃତ୍ୟୁ ପରେ ମିଳିଥିବା ଅନୁକମ୍ପାମୂଳକ ନିଯୁକ୍ତି ପରେ ବି ଜୀବିତ ସାଥୀ କରିପାରିବେ ବିବାହ: ହାଇକୋର୍ଟ
ଆହ୍ଲାବାଦ,୨୨।୧୨: ଜୀବନସାଥୀଙ୍କ ମୃତ୍ୟୁ ପରେ ମିଳିଥିବା ଅନୁକମ୍ପାମୂଳକ ନିଯୁକ୍ତି ପରେ ବି ଜୀବିତ ଥିବା ସାଥୀ ବିବାହ କରିପାରିବେ। ଏନେଇ ସମ୍ପୃକ୍ତ ବ୍ୟକ୍ତିଙ୍କ ଉପରେ କୌଣସି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ଅହ୍ଲାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ…
ସାର୍ଣ୍ଣା ଧର୍ମକୁ ସ୍ବୀକୃତି ଦାବିରେ ଆଦିବାସୀଙ୍କ ଆନ୍ଦୋଳନ, ସାମିଲ ହେଲେ ପିସିସି ସଭାପତି
କେନ୍ଦୁଝର, ୨୨।୧୨(ସ୍ବ.ପ୍ର.): ଆଦିବାସୀଙ୍କ ସାର୍ଣ୍ଣା ଧର୍ମର ସାମ୍ବିଧାନିକ ସ୍ବୀକୃତି ଦାବିରେ ମଙ୍ଗଳବାର ଆଦିବାସୀ ସଙ୍ଗଠନ ପକ୍ଷରୁ ଏକ ବିଶାଳ ରାଲି ଓ ବିକ୍ଷୋଭ ସଭା ଅନୁଷ୍ଠିତ ହୋଇଯାଇଛି। ଦ ଅଲ୍ ଇଣ୍ଡିଆ ସାର୍ଣ୍ଣା ଧର୍ମ ଚେମେଟ ଆଶ୍ରା ସଙ୍ଗଠନର ଡାକରାରେ ଆୟୋଜିତ…
ଶୀତ ଦିନେ ତ୍ୱଚାର ଯତ୍ନ
ଶୀତଦିନେ ତ୍ୱଚା ଅତ୍ୟଧିକ ଶୁଷ୍କ ହୋଇ ଫାଟିବା ଭଳି ସମସ୍ୟା ଦେଖାଯାଏ। ତେଣୁ ଏହାର ଉପଯୁକ୍ତ ଯତ୍ନ ନ ନେଲେ ତ୍ୱଚା ଫାଟି ବେଳେବେଳେ ରକ୍ତ ବୋହିବା ଭଳି ସମସ୍ୟା ବି ଦେଖିବାକୁ ମିଳିଥାଏ। ଶୀତଦିନେ ଶୁଷ୍କ ତ୍ୱଚାର କିଭଳି ଯତ୍ନ…
ପରୀ ମୃତଦେହ ସହ ଯୌନ ସମ୍ପର୍କ ରଖିଥିଲେ ଅଭିଯୁକ୍ତ
ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ନୟାଗଡ଼ ଯଦୁପୁରର ପରୀ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ସରୋଜ ସେଠୀଙ୍କୁ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ ଏସ୍ଆଇଟି। ଏ ନେଇ ମଙ୍ଗଳବାର ଏସ୍ଆଇଟି ମୁଖ୍ୟ ଅରୁଣ ବୋଥ୍ରା ପ୍ରେସ୍ମିଟ୍ ଜରିଆରେ ସୂଚନା ଦେଇଛନ୍ତି। ସରୋଜ ସେଠୀ ମୁଖ୍ୟ ଅଭିଯୁକ୍ତ…
୧୨ ଘଣ୍ଟା ଧରି ୧୦ କି.ମି. ନଦୀରେ ପହଁରୁଥିଲେ ମହିଳା, ଲୋକେ ଭାବିଲେ ମୃତ, ପରେ ଯାହା ଦେଖିଲେ ହେଲେ ଆଶ୍ଚର୍ଯ୍ୟ
ଗଙ୍ଗା ନଦୀରେ ମତ୍ସ୍ୟଜୀବୀମାନେ ଜଣେ ମହିଳାଙ୍କୁ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ବରଫ ଭଳି ଥଣ୍ଡା ପାଣିରେ ମହିଳା ଜଣକ ୧୨ ଘଣ୍ଟାଧରି ପହଁରୁଥିଲେ। ଯାହାକୁ ଦେଖି ମତ୍ସ୍ୟଜୀବୀ ମାନେ ତାଙ୍କୁ ମୃତ ବୋଲି ଭାବି ଥିଲେ। ମାତ୍ର ୧୦ କିଲୋମିଟର ଦୂରକୁ…
କ୍ରିକେଟର ସୁରେଶ ରୈନାଙ୍କୁ ଧରି ନେଲା ପୋଲିସ
ମୁମ୍ବାଇ,୨୨।୧୨: ଭାରତୀୟ କ୍ରିକେଟର ସୁରେଶ ରୈନାଙ୍କୁ ପୋଲିସ ଧରି ନେଇଛି। ତାଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ରାତ୍ରକାଳୀନ କର୍ଫ୍ୟୁ ଜାରି ରହିଥିବାବେଳେ ରୈନାଙ୍କ ସମେତ ୪୩ ଜଣ ଏକ କ୍ଲବ୍ରେ ନାଚଗୀତରେ ମାତିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ରୈନା,…
ଦୀର୍ଘ ୬ ମାସ ପରେ କମ୍ ହେଲା ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୨୨ ।୧୨: ଦେଶରେ ପାଖାପାଖି ୬ ମାସ ପରେ ୨୪ ଘଣ୍ଟାରେ ନୂଆ କରୋନା ସଂକ୍ରମିତଙ୍କ ସଖ୍ୟା ୨୦ ହଜାର ତଳେ ରହିଛି । ସେହିପରି ଚିକିତ୍ସିତ ହେଉଥିବା କରୋନା ରୋଗୀଙ୍କ ସଂଖ୍ୟା ମଧ୍ୟ ୩ଲକ୍ଷରୁୁ କମ୍ ହୋଇଯାଇଛି । କେନ୍ଦ୍ର…
ପାକିସ୍ତାନୀ ଖାଇପାରିବେନି ଅମଲେଟ୍: ଅଣ୍ଡା ଦାମ୍ ଆକାଶ ଛୁଆଁ
ଇସଲାମାବାଦ,୨୨।୧୨: ଏବେ ପାକିସ୍ତାନରେ ସାଧାରଣ ଲୋକଙ୍କ ପାଇଁ ଅମଲେଟ୍ ଖାଇବା ସାତ ସପନ ପାଲଟିବାକୁ ଯାଉଛି। ଦେଶରେ ଅଣ୍ଡା ଦାମ ଆକାଶ ଛୁଆଁ ହୋଇଛି। ଏଠାରେ ଅଣ୍ଡା ଡର୍ଜନ ୩୫୦ ଟଙ୍କାରେ ପହଞ୍ଚିଛି। ଅଣ୍ଡା ଦାମ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଥିବା…
ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ
କଳିଙ୍ଗନଗର,୨୨।୧୨(ଡି.ଏନ୍.ଏ.): ଯାଜପୁର ଜିଲା ଚୋରଦା-ଡୁବୁରୀ ୬ ଚକିଆ ରାସ୍ତା ନିର୍ମାଣ ପାଇଁ ସୋମବାରଠାରୁ ଦାନଗଦୀ ବଜାରରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ସକାଳ ୧୦ଟାରୁ ଆରମ୍ଭ ହୋଇଛି। ପ୍ରଥମେ ମାନପୁର ଓଭର ବ୍ରିଜ ନିକଟରୁ ଗୋଟିଏ ପଟ ଉଚ୍ଛେଦ କରାଯାଇଥିଲା। ସିଙ୍ଗାଗାଡିଆରେ ଦୋକାନ…
ରାଜ୍ୟରେ ୩୧୯ କରୋନା ପଜିଟିଭ ଚିହ୍ନଟ, ୪ ମୃତ
ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୩୧୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୬୯୧୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…
ନାହିଁ ସେଇ ମଜା
ଦୂର ଜାଗା ମନା:କରୋନା ପାଇଁ ଲାଗିଥିବା କଟକଣା କାରଣରୁ ଏବର୍ଷ ବୁଲାବୁଲି କରିବାର ସୁଯୋଗ ମିଳିନି। ହେଲେ ବର୍ଷ ଶେଷ ବେଳକୁ ଖ୍ରୀଷ୍ଟମାସ ଆଉ ନୂଆବର୍ଷ ପାଳିବାକୁ ଲୋକଙ୍କ ମନରେ କିଛିଟା ଉତ୍ସାହ ଦେଖାଦେଇଛି। ଏପଟେ କଟକଣା ଟିକିଏ କୋହଳ ହୋଇଥିବାରୁ…
ମୋଦି ସରକାରଙ୍କ ପାଇଁ ଅନ୍ନଦାତା ଭଗବାନ, ବିରୋଧୀଙ୍କ ନଜରରେ ଏହା ଭୋଟ ବ୍ୟାଙ୍କ: କୃଷ୍ଣପାଳ ଗୁର୍ଜର
ନୂଆଦିଲ୍ଲୀ,୨୨ ।୧୨: କେନ୍ଦ୍ର ଦ୍ୱାରା ଜାରି କରାଯାଇଥିବା କୃଷି ଆଇନ ବିରୋଧରେ କୃଷକମାନେ ଦୀର୍ଘ ପ୍ରାୟ ୨୫ ଦିନ ହେବ ଦିଲ୍ଲୀ ସୀମାରେ ଧାରଣାରେ ବସିଛନ୍ତି । ବିରୋଧୀ ବିଶେଷ କରି କଂଗ୍ରେସ ଖୋଲାଖୋଲି ଭାବେ ଏହି କୃଷକଙ୍କୁ ସମର୍ଥନ କରୁଛି…
Archives


