Home Left

ଜନ୍ମଦିନରେ ରାହୁଲଙ୍କୁ ନିରାଶ କଲେ ଧାଓ୍ବନ, ଖରାପ ବୋଲିଂ

ମୁମ୍ବାଇ,୧୮।୪: ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୯୬ ରନ୍‌ର ବଡ଼ ଟାର୍ଗେଟ୍‌ ଛିଡ଼ା କରିଥିଲା କିଙ୍ଗ୍ସ ପଞ୍ଜାବ। କିନ୍ତୁ ଶିଖର ଧାଓ୍ବନଙ୍କ ବିସ୍ଫୋରକ ୯୨ ରନ୍‌ର ଇନିଂସ ଓ ଖରାପ ବୋଲିଂ ପଞ୍ଜାବ ପାଇଁ ସାଜିଥିଲା କାଳ। ଫଳରେ ବାର୍ଥଡେ ବୟ ଲୋକେଶ…

ବିହାରରେ ମେ’ ୧୫ ଯାଏ ସ୍କୁଲ, ମଲ୍‌, ମନ୍ଦିର ବନ୍ଦ

ପାଟନା, ୧୮।୪: ବିହାରରେ କରୋନା ସଂକ୍ରମଣ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟରେ ନାଇଟ୍‌ କର୍ଫ୍ୟୁ ଲାଗୁ କରିବା ସହ କେତେକ କଟକଣା ଘୋଷଣା କରିଛନ୍ତି। ସମସ୍ତ ଦୋକାନ ଓ ବ୍ୟବସାୟ ପ୍ରତିଷ୍ଠାନ ସନ୍ଧ୍ୟା ୬ଟାରୁ ବନ୍ଦ ରହିବ। ଏପରି…

ଚାଲିବ ଅକ୍ସିଜେନ ଏକ୍ସପ୍ରେସ୍‌ ଟ୍ରେନ

ନୂଆଦିଲ୍ଲୀ,୧୮।୪: ପୂରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ବିଭିନ୍ନ ରାଜ୍ୟରେ ଦେଖାଦେଇଛି ହସ୍ପିଟାଲ ବେଡ୍‌ ଓ ଅକ୍ସିଜେନର ଅଭାବ। ବିଭିନ୍ନ ରାଜ୍ୟରେ ଅକ୍ସିଜେନ ପହଞ୍ଚାଇବା ଦାୟିତ୍ୱ ନେଇଛି ଭାରତୀୟ ରେଲ୍‌ଓ୍ବେ। ଏ ନେଇ କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ…

କୋଭିଡ୍‌ ଆକ୍ରାନ୍ତଙ୍କୁ ଗଣବଳାତ୍କାର

ପାକୁଡ଼,୧୮।୪: ଝାଡ଼ଖଣ୍ଡର ପାକୁଡ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ବାହାରକୁ ଶୌଚ ହେବାକୁ ଯାଇଥିବା ୩୫ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାରେ ସମ୍ପୃକ୍ତ ୧୧ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ…

୪ ଏୟାର ଲାଇନ ଉପରେ ଦିଲ୍ଲୀ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୮।୪: ମହାରାଷ୍ଟ୍ରରୁ ଦିଲ୍ଲୀ ଆସୁଥିବା ସମସ୍ତ ଯାତ୍ରୀଙ୍କ କୋଭିଡ୍‌-୧୯ ଟେଷ୍ଟ ରିପୋର୍ଟକୁ ଯାଞ୍ଚ କରୁ ନାହାନ୍ତି ୪ ଏୟାର ଲାଇନ। ଏଥିଯୋଗୁ ଇଣ୍ଡିଗୋ, ବିସ୍ତାରା, ସ୍ପାଇସଜେଟ ଓ ଏୟାର ଏସିଆ ବିରୋଧରେ ମାମଲା ଦାୟର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଅରବିନ୍ଦ କେଜରିଓ୍ବାଲଙ୍କ…

୫ ଦିନିଆ ଶଟ୍‌ଡାଉନ୍‌ ଘୋଷଣା

ଚନ୍ଦାହାଣ୍ଡି,୧୮ା୪: ଛତିଶଗଡ଼ ସୀମାନ୍ତ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକକୁ ୫ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ୧୦ ଦିନ ମଧ୍ୟରେ ବ୍ଲକରୁ ୧୮୦ରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ବ୍ଲକ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।…

କୋଭିଡ୍‌ ହସ୍ପିଟାଲରେ ପଡ଼ିରହିଲା ମୃତଦେହ

ରାୟଗଡ଼ା ଅଫିସ,୧୮।୪: ରାୟଗଡ଼ା ଜିଲା ଜେକେପୁରସ୍ଥିତ କୋଭିଡ୍‌ ହସ୍ପିଟାଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ହସ୍ପିଟାଲରେ ଅସ୍ଥାୟୀଭାବେ ନିୟୋଜିତ ଚତୁର୍ଥ ଶ୍ରେଣୀ କର୍ମଚାରୀମାନଙ୍କୁ ସେମାନଙ୍କ ପ୍ରାପ୍ୟ ମିଳି ନ ଥିବାରୁ ସେମାନେ ରବିବାରଠାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ କରୋନାରେ…

କାର୍‌ରେ ରୋଗୀଙ୍କୁ ଦିଆଯାଉଛି ଅକ୍ସିଜେନ

ବଲାଙ୍ଗୀର ଅଫିସ, ୧୮ା୪: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଜରୁରିକାଳୀନ ଚିକିତ୍ସା ସେବା ବିଗିଡିବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଯୋଗୁ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଥିବା ବେଳେ ପ୍ରତିଦିନ ହସ୍ପିିଟାଲକୁ ଆସୁଥିବା ରୋଗୀଙ୍କ ଚିକିତ୍ସା ସେବାକୁ…

ଦେଶରେ ୧୮ ଲକ୍ଷ ଟପିଲା ସକ୍ରିୟ ମାମଲା

ନୂଆଦିଲ୍ଲୀ,୧୮।୪: କରୋନା ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ କରୁଛି। ରବିବାର ସକାଳ ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୬୧,୫୦୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧,୫୦୧ ଜଣଙ୍କ ଜୀବନ ଯାଇଛି। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୪୭,୮୮,୧୦୯ରେ…

ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୯୬ ରନ୍‌ର ବିଜୟ ଲକ୍ଷ୍ୟ

ମୁମ୍ବାଇ,୧୮।୪: ଅଧିନାୟକ ଲୋକେଶ ରାହୁଲ ଓ ମୟଙ୍କ ଅଗ୍ରଓ୍ବାଲଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ପ୍ରତିପକ୍ଷ ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୯୬ ରନ୍‌ର ଟାର୍ଗେଟ ଧାର୍ଯ୍ୟ କରିଛି ପଞ୍ଜାବ କିଙ୍ଗ୍ସ। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ପଞ୍ଜାବ ପାଇଁ ରାହୁଲ ଓ…

ସ୍ମାର୍ଟ ଫୋନ କିଣି ନ ଦେବାରୁ ଜେଜେମାଙ୍କୁ ହତ୍ୟା କଲା ଦଶମ ଶ୍ରେଣୀ ଛାତ୍ର

ଆଗ୍ରା,୧୮।୪: ସ୍ମାର୍ଟ ଫୋନ କିଣି ନ ଦେବାରୁ ଜେଜେମାଙ୍କୁ ହତ୍ୟା କରିଛି ଜଣେ ୧୮ ବର୍ଷୀୟ ନାତି। ଅଭିଯୁକ୍ତ ଜଣେ ଦଶମ ଶ୍ରେଣୀର ଛାତ୍ର। ଅଭିଯୋଗ ଅନୁଯାୟୀ, ଅଲିଗଡ଼ ପେଣ୍ଡ୍ରା ଗ୍ରାମରେ ୬୦ ବର୍ଷୀୟା ଜେଜେମାଙ୍କୁ ବେକ ଚିପି ହତ୍ୟା କରାଯାଇଛି।…

ବର୍ଷା ସହ କୁଆପଥର ମାଡ଼

ଆସିକା,୧୮ା୪: ଗଞ୍ଜାମ ଜିଲା ଆସିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ବର୍ଷା ସହ କୁଆପଥର ମାଡ ହୋଇଥିଲା। ଗତ ୪ଦିନ ହେଲା ଅଞ୍ଚଳରେ ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁ ଲୋକେ ଅସ୍ତବ୍ୟସ୍ତ ହେଉଥିବା ବେଳେ ବର୍ଷା ଜନସାଧାରଣଙ୍କୁ ଆଶ୍ୱସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?