Home Left

ଜୁନ୍‌ ୨୮ରୁ ଅମରନାଥ ଯାତ୍ରା: ଏହାପୂର୍ବରୁ ଆସିଲା ବାବା ବର୍ଫାନୀଙ୍କ ଦୁର୍ଲଭ ଚିତ୍ର

ନୂଆଦିଲ୍ଲୀ,୧୮।୪: ଭଗବାନ ଶିବଙ୍କ ଭକ୍ତମାନଙ୍କ ପାଇଁ ଏକ ଖୁସି ଖବର ଅଛି। ଆସନ୍ତ ଜୁନ୍‌ ୨୮ରୁ ପବିତ୍ର ଅମରନାଥ ଯାତ୍ରା ଆରମ୍ଭ ହେଉଥିବାବେଳେ ଏହାପୂର୍ବରୁ ବାବା ବର୍ଫାନୀଙ୍କ ଏକ ଦୁର୍ଲଭ ଚିତ୍ର ଅମରନାଥ ଗୁମ୍ଫାରୁ ଆସିଛି। ବାବା ଅମରନାଥଙ୍କ ପ୍ରଥମ ଫଟୋ…

କ୍ୱାରାଣ୍ଟାଇନ୍‌ରେ ରହି ଲୋକଙ୍କୁ ସହାୟତା କରୁଛନ୍ତି ସୋନୁ ସୁଦ

ମୁମ୍ବାଇ: ବଲିଉଡ ଅଭିନେତା ସୋନୁ ସୁଦଙ୍କ ନିକଟରେ କରୋନା ଆକ୍ରାନ୍ତ ହୋଇ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଏହି ସମୟରେ ମଧ୍ୟ ସେ ନିଜ ଯନ୍ତ୍ରଣା ଭୁଲି ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି। ଟୁଇଟରରେ ଜଣେ ବ୍ୟକ୍ତି ସୋନୁ ସୁଦଙ୍କୁ ସାହାଯ୍ୟ ମାଗିଥିଲେ ଏବଂ…

ବଳାତ୍କାର ଉଦ୍ୟମ ବିଫଳ ପରେ ଛାତ୍ରୀଙ୍କ ବେକ କାଟିଥିବା ଯୁବକ ଗିରଫ

ବିନିକା,୧୮ା୪: ସୁବର୍ଣ୍ଣପୁର ଜିଲା ବିନିକା ଥାନା ଅଧୀନ ସାନଭାଲୁପାଲି ଅଞ୍ଚଳର ଜଣେ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିଲା। ଏଥିରେ ଯୁବକ ଜଣକ ବିଫଳ ହୋଇ ଛାତ୍ରୀଙ୍କୁ ଏକ ଧାରୁଆ ଦାରେ ବେକ, ହାତ ଆଙ୍ଗୁଳି କାଟି ଫେରାର ହୋଇଯାଇଥିଲେ। ଫଳରେ ଯୁବତୀ…

ନଣନ୍ଦକୁ ଟାଙ୍ଗିଆରେ ହାଣି ହତ୍ୟା କଲା ଭାଉଜ

ଜୋଧପୁର,୧୮।୪: ଚରିତ୍ର ଉପରେ ସନ୍ଦେହ କରିବାରୁ ନଣନ୍ଦକୁ ଟାଙ୍ଗିଆରେ ହାଣି ହତ୍ୟା କଲା ଭାଉଜ। ପ୍ରମାଣ ନଷ୍ଟ କରିବା ପରେ ପାଇଁ ଘରେ ଥିବା ଲୁହା ସନ୍ଦୁକରେ ଲୁଚାଇ ଥିଲେ ନଣନ୍ଦର ମୃତଦେହ। କିନ୍ତୁ ୩ ଦିନ ପରେ ପ୍ରବଳ ଗନ୍ଧ…

ମୋଦିଙ୍କୁ ଚିଠି ଲେଖିଲେ ମନମୋହନ

ନୂଆଦିଲ୍ଲୀ,୧୮।୪: ସମଗ୍ର ଦେଶରେ କରୋନା କାୟା ବିସ୍ତାର କରିଛି। ପ୍ରତିଦିନ ନୂଆ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ପରିସ୍ଥିତି ଏପରି ହୋଇଛି ଯେ, ଡାକ୍ତରଖାନା ଗୁଡ଼ିକରେ ଶଯ୍ୟା ଏବଂ ଅମ୍ଳଜାନ ଅଭାବ ପଡୁଛି। ଏଥି ସହିତ କରୋନା ଟିକା ମଧ୍ୟ ଅଭାବ…

୧୨ ଶହ ଟଙ୍କା ଖର୍ଚ୍ଚ କରି ବାପାଙ୍କୁ ମାତ୍ର ୨ ମିନିଟ୍‌ ଦେଖିପାରୁଛନ୍ତି ଝିଅ: କହିଲେ, ଭଗବାନ କାହାକୁ ଏପରି ନ କରନ୍ତୁ

ଗୋରଖପୁର,୧୮।୪: ଉତ୍ତରପ୍ରଦେଶର ଗୋରଖପୁର ଜିଲାରେ କରୋନା ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏହି କାରଣରୁ, ଏଠାରେ ମୃତକଙ୍କ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏଥି ସହିତ କୋଭିଡ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ସଂକ୍ରମିତ ଲୋକଙ୍କ ପରିବାରଙ୍କର…

ବନ୍ଧା ପଡ଼ିଥିବା ସୁନା ଆଣିବାକୁ କହିବାରୁ ସ୍ତ୍ରୀଙ୍କ ଦେହରେ ନିଆଁ ଲଗାଇ ଦେଲେ ସ୍ବାମୀ

କୋକସରା ୧୮।୪: ବନ୍ଧା ପଡିଥିବା ସୁନା ଅଳଙ୍କାର ମୁକୁଳାଇବାକୁ ନେଇ ସ୍ବାମୀ ସ୍ତ୍ରୀଙ୍କ ଝଗଡ଼ା ଚରମସୀମାରେ ପହଞ୍ଚିଛି। ରାଗ ସମ୍ଭାଳି ନ ପାରି ସ୍ବାମୀ କିରୋସିନ ଢାଳି ସ୍ତ୍ରୀଙ୍କୁ ନିଆଁ ଲଗାଇ ଦେବା ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏହି…

ମ୍ୟାକ୍ସଓ୍ବେଲ, ଡି’ ଭିଲର୍ସଙ୍କ ବିସ୍ଫୋରକ ଅର୍ଦ୍ଧଶତକ : ଆରସିବିର ହ୍ୟାଟ୍ରିକ ବିଜୟ

ଚେନ୍ନାଇ,୧୮।୪: ଚଳିତ ଆଇପିଏଲରେ ହ୍ୟାଟ୍ରିକ ବିଜୟ ହାସଲ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)। ଏମ୍‌. ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଅପରାହ୍ନରେ ଖେଳାଯାଇଥିବା ମ୍ୟାଚ୍‌ରେ ଆରସିବି ୩୮ ରନ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ହରାଇ ଦେଇଛି।…

ବିଶ୍ୱର ସବୁଠୁ ଦାମୀ ତରଳ ପଦାର୍ଥ

ଜାଣିଛନ୍ତି କି ବିଶ୍ୱର ସବୁଠୁ ଦାମୀ ତରଳ ପଦାର୍ଥ କ’ଣ? ତାହା ହେଉଛି କଙ୍କଡ଼ା ବିଛାର ବିଷ। ଏହା ନିଶ୍ଚିତ ଭୟଙ୍କର। କିନ୍ତୁ ଏହା ବିଶ୍ୱର ସବୁଠୁ ମୂଲ୍ୟବାନ ତରଳ ପଦାର୍ଥ। ଏକ ଗ୍ୟାଲନ ତଥା ପ୍ରାୟ ୪ ଲିଟର କଙ୍କଡ଼ା…

କରୋନାକୁ ନେଇ ମନରେ ଅନେକ ପ୍ରଶ୍ନ ଉଠୁଛି କି? ସବୁର ଉତ୍ତର ପାଇବା ନେଇ ନିଶ୍ଚିତ ପଢ଼ନ୍ତୁ…

ସାରା ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପ୍ରତ୍ୟହ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ପାର କରୁଥିବା ବେଳେ କିଛି ସ୍ଥାନରେ ଡାକ୍ତରଖାନାରେ ରୋଗୀଙ୍କୁ ଭର୍ତ୍ତି କରିବାକୁ ସ୍ଥାନ ନ ଥିବା ନେଇ ଚର୍ଚ୍ଚା ହେଉଛି। କିଛି…

‘ଆଶା କରୁଛି ମେ ୨ ପୂର୍ବରୁ ଦିଦିଙ୍କ ଗୋଡ ଠିକ୍‌ ହୋଇଯିବ’

କୋଲକତା,୧୮।୪: ପଶ୍ଚିମବଙ୍ଗରେ ଗତ ପାଞ୍ଚଟି ପର୍ଯ୍ୟାୟରେ ଅନୁଷ୍ଠିତ ନିର୍ବାଚନରେ ୧୮୦ଟି ଆସନରୁ ଭାଜପାକୁ ୧୨୨ରୁ ଅଧିକ ଆସନ ଜିତିବ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆଶାବାଦୀ ଅଛନ୍ତି। ରବିବାର ପୂର୍ବ ବର୍ଦ୍ଧମାନ ଜିଲାରେ ଏକ ରାଲିକୁ ସମ୍ବୋଧିତ କରି ଶାହା…

ହ୍ବାଟ୍ସଆପ୍‌ରେ ଏହି ସୁନ୍ଦରୀ ଅଭିନେତ୍ରୀଙ୍କୁ ବ୍ଲକ୍‌ କରିଦେଇଥିଲେ ପନ୍ତ, କାରଣ ଜାଣିଲେ…

ବମ୍ବେ: ଅଭିନେତ୍ରୀଙ୍କ ସହ କ୍ରିକେଟରଙ୍କ ନାମ ଯୋଡ଼ା ଯିବା ନୂଆ କଥା ନୁହେଁ। ସେଥିରୁ କିଛି ସତ ଥିବା ବେଳେ କିଛି ଗୁଜବ ବୋଲି ଜଣାପଡ଼େ। ସେଭଳି ଗୋଟିଏ ହେଲା ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ କାହାଣୀ। ୨୦୧୯ରେ ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?