ବଜ୍ରକାପ୍ତା ଚାଲାଣବେଳେ ଧରାପଡ଼ିଲା, ୩୫ ଲକ୍ଷ ଟଙ୍କାରେ ବିକ୍ରି ହୋଇଥାନ୍ତା
ଭୁବନେଶ୍ୱର (ବ୍ୟୁରୋ), ବଡ଼ମ୍ବା (ଡି.ଏନ୍.ଏ.), ୧୮ା୪: ରାଜ୍ୟରେ ବେଧଡ଼କ ଚାଲିଛି ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ। ଶୁକ୍ରବାର ଆଉଏକ ବଜ୍ରକାପ୍ତା ଚୋରା ଚାଲାଣ ର଼୍ୟାକେଟକୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଧରିଛି। ର଼୍ୟାକେଟରେ ସମ୍ପୃକ୍ତ ଜଣେ ଚାଲାଣକାରୀଙ୍କୁ ଗିରଫ…
ମାସ୍କ ନ ପିନ୍ଧି ଡ୍ୟୁଟି କରୁଥିଲେ ଖାକିଧାରୀ: ପଚାରିବାରୁ ନାଲିଆଖି, ମାଡ଼ ମାରି ଥାନାକୁ ଟେକିନେଲେ
ଭୁବନେଶ୍ୱର,୧୮।୪(ବ୍ୟୁରୋ): କରୋନା ନିୟମ ଉଲ୍ଲଂଘନ କରୁଥିବା ପୋଲିସ ବାବୁଙ୍କ ଫଟୋ ଉଠାଇବା ଦୁଇ ଛାତ୍ରଙ୍କ ପାଇଁ ମହଙ୍ଗା ପଡିଛି। ଖାକି ପାହାର ଖାଇବା ସହ ଥାନା ହାଜତରେ ସମୟ ବିତିଛି। ମଞ୍ଚେଶ୍ୱର ଥାନା ପୋଲିସର ଏପରି ବର୍ବରତା ଖାକି ପୋଷାକରେ କଳଙ୍କର…
ବର କାନ୍ଦି କାନ୍ଦି ଯାଏ ଶାଶୁଘର…
ଶିଲଂ: ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ଏବଂ ସଂସ୍କୃତି ପ୍ରଚଳିତ ରହିଥିବାର ଦେଖିବାକୁ ମିଳିଥାଏ। ବିବାହ ଭଳି ସାମାଜିକ ପରମ୍ପରାରେ ସାଧାରଣତଃ କନ୍ୟା ବିଦା ହୋଇଥାଏ। କନ୍ୟାଙ୍କୁ ବାପଘର ଛାଡି ଶାଶୁଘରକୁ ଆସିବାକୁ ପଡ଼ିଥାଏ। କନ୍ୟା ବିଦା ସମୟରେ…
ବେଆଇନ କଳାପଥର ଖନନର ତଦନ୍ତ କରିବ ଭିଜିଲାନ୍ସ
ଯାଜପୁର ଅଫିସ,୧୮ା୪: ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଛାଖଣ୍ଡି ପାହାଡ଼ରେ ଚାଲିଥିବା ବେଆଇନ କଳାପଥର ଖନନର ତଦନ୍ତ ପାଇଁ ଭିଜିଲାନ୍ସକୁ ଲୋକାୟୁକ୍ତ ନିର୍ଦ୍ଦେଶ ଜାରି କରିଛନ୍ତି। ଲୋକାୟୁକ୍ତ ୧୨/୨୦୨୧ ନମ୍ବର ମାମଲା ଉପରେ ଗତ ୧୨ ତାରିଖରେ ଶୁଣାଣି କରି ଲୋକାୟୁକ୍ତ…
ରାଜ୍ୟରେ କରୋନା ନେଲା ୨ ମୁଣ୍ଡ
ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ରବିବାର ରାଜ୍ୟରେ କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୪୪କୁ ବୃଦ୍ଧି ହୋଇଛି। ମୃତକ ଦ୍ୱୟ ବରଗଡ଼…
ରାଉରକେଲା ସ୍ମାର୍ଟ ସିଟିରେ କରୋନା ଆତଙ୍କ
ରାଉରକେଲା ଅଫିସ୍, ୧୮।୪: ରାଉରକେଲା ସ୍ମାର୍ଟ ସିଟିରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। କରୋନାର ଭୟାବହତାକୁ ଆଖି ଆଗରେ ରଖି ଶନିବାରଠାରୁ ସହରରେ ସପ୍ତାହାନ୍ତ ସଟ୍ଡାଉନ୍ କରାଯାଇଛି। ସଟ୍ଡାଉନ ଯୋଗୁ ସହରରେ ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା। ରାଉରକେଲା ଏସ୍ପି…
ସ୍ତ୍ରୀଙ୍କ ପାଇଁ ଜହ୍ନରେ ଜାଗା କିଣିଲେ ସାଜନ୍
ଢେଙ୍କାନାଳ ଅଫିସ, ୧୯।୪: ସ୍ତ୍ରୀଙ୍କୁ ଜନ୍ମଦିନରେ ଉପହାର ସ୍ବରୂପ ମିଳିଛି ୫ ଏକର ଜାଗା। ତେବେ ପୃଥିବୀରେ ନୁହେଁ, ବରଂ ଜହ୍ନରେ କିଣାଯାଇଛି ଏହି ଜମି। ଏଭଳି ଏକ ନିଆରା ଉପହାର ଦେଇ ଉଦାହରଣ ସୃଷ୍ଟି କରିଛନ୍ତି ଢେଙ୍କାନାଳ ସହର କାରିଗରସାହି…
କୁମ୍ଭମେଳା ଫେରନ୍ତାଙ୍କ ପାଇଁ ଆର୍ଟି-ପିସିଆର୍ ବାଧ୍ୟତାମୂଳକ
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଓଡ଼ିଶାରେ କୋଭିଡ୍-୧୯ ସଂକ୍ରମଣ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର କେତେକ କଡ଼ା ସତର୍କତା ଅବଲମ୍ବନ କରୁଛନ୍ତି। ଏହି କ୍ରମରେ ଉତ୍ତରାଖଣ୍ଡ ସରକାରଙ୍କ ଦ୍ୱାରା ପଞ୍ଜୀକୃତ ହୋଇଥିବା ତଥା କୁମ୍ଭମେଳାରୁ ଓଡ଼ିଶା ଫେରୁଥିବା ଲୋକଙ୍କୁ ଆର୍ଟି-ପିସିଆର ରିପୋର୍ଟ ଦେଖାଇବାକୁ ବାଧ୍ୟତାମୂଳକ କରାଯାଇଛି।…
୩ ହଟ୍ସ୍ପଟ୍ ଜିଲାରେ ଟିକାକରଣ ବନ୍ଦ
ଭୁବନେଶ୍ୱର,୧୮।୪(ବ୍ୟୁରୋ): ଟିକା ନ ଥିବାରୁ ସୀମାନ୍ତ ୩ ହଟ୍ସ୍ପଟ୍ ଜିଲା ଝାରସୁଗୁଡ଼ା, ନୂଆପଡ଼ା ଓ କୋରାପୁଟରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି ବୋଲି ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି,…
ରୋହିତ୍-ଅନିତାଙ୍କ ଚୁମ୍ବନ ଫଟୋ ଭାଇରାଲ…
ନୂଆଦିଲ୍ଲୀ,୧୮।୪: ଏବେ ନାଗିନ୍ ଫେମ୍ ଅନିତା ହାସନାନ୍ଦାନି ଏବଂ ସ୍ବାମୀ ରୋହିତ ରେଡ୍ଡିଙ୍କ ଚୁମ୍ବନ ଫଟୋ ସୋସିଆଲ ଭିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହି ରୋମାଣ୍ଟିକ ଫଟୋକୁ ରୋହିତ ଇନଷ୍ଟାଗ୍ରାମ୍ରେ ଅପଲୋଡ୍ କରିଛନ୍ତି। ଫଟୋରେ ଉଭୟ ଅତି ଅନ୍ତରଙ୍ଗ ଭାବେ ପରସ୍ପରକୁ…
ଖଇରାରେ ପଜିଟିଭ୍, ମାର୍କୋଣାରେ ନେଗେଟିଭ୍
ଖଇରା,୧୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ କରୋନା ପରୀକ୍ଷାକୁ ନେଇ ଲୋକଙ୍କ ମନରେ ସଂଶୟ ଦେଖାଦେଇଛି ା ଗୋଟେ ପରୀକ୍ଷାରେ ପଜିଟିଭ ବାହାରୁଥିବା ବେଳେ ଅନ୍ୟ ସ୍ଥାନରେ କରାଯାଉଥିବା ପରୀକ୍ଷାରେ ନେଗେଟିଭ ବାହାରୁଥିବାରୁ ଲୋକେ ଦ୍ୱନ୍ଦ୍ୱରେ ରହୁଛନ୍ତି। ମାଖନପୁର ଗ୍ରାମରେ ଏଭଳି ଘଟଣା…
ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: ୪ ହଜାର ମୁହାଁହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା, କେବଳ ଖୋର୍ଦ୍ଧାରୁ …
ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ରବିବାର ରାଜ୍ୟରେ ୩,୬୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୫୩୭ ଜଣ ଲୋକାଲ କେସ୍ ଥିବା…

