Home Left

ଅଜଣା ଫାଇଲେରିଆ ମହାମାରୀ

ଫାଇଲେରିଆ ରୋଗ ଗୋଟିଏ ଅଜଣା ମହାମାରୀ ରୂପ ଧାରଣ କଲାଣି । ଦେଶର ୬୫୦ ନିୟୁତ ବ୍ୟକ୍ତି ଏଥିରେ ଆକ୍ରାନ୍ତ । ୨୫୦ ଜିଲାରେ ପରିବ୍ୟାପ୍ତ ୨୦ଟି ରାଜ୍ୟ ସଂକ୍ରମିତ । ୨୦୨୦ ସୁଦ୍ଧା ଏହି ରୋଗ ଭାରତରୁ ମୂଳପୋଛ କରିବା…

ରାଜ୍ୟରେ ଆଜି ୩୬୩ କରୋନା ପଜିଟିଭ୍‌ ଚିହ୍ନଟ, ଆଉ ୩ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ ୩୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୫୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୮ ଜଣ ଚିହ୍ନଟ…

ମୁମ୍ବାଇ ରାସ୍ତାରେ ବୁଲୁଛନ୍ତି ଏହି କ୍ରିକେଟର

ଭାରତୀୟ କ୍ରିକେଟ ଦଳ ଏବେ ଅଷ୍ଟ୍ରେଲିଆରେ ଟେଷ୍ଟ ମ୍ୟାଚ୍‌ ଖେଳୁଛି। ଅନ୍ୟପଟେ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ରାସ୍ତାରେ ବୁଲୁଥିବାର ଦେଖିବାକୁ ମିଳିଛି। ଭାରତ-ଅଷ୍ଟ୍ରେଲିଆ ଟି-୨୦ ସିରିଜ୍‌ରେ ଚମତ୍କାର ପ୍ରଦର୍ଶନ ପରେ ହାର୍ଦ୍ଦିକ ଏବେ ନିଜ ପରିବାର ପାଖକୁ…

ପ୍ରଶାନ୍ତଙ୍କୁ ଚେତାବନୀ ଦେଲେ ମମତା

କୋଲକାତା,୨୧ ।୧୨: ଆସନ୍ତା ବର୍ଷ ହେବାକୁ ଯାଉଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ହେଲେ ଏହି ସମୟରେ ଶାସନ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ନେତା ଦଳ ଛାଡି ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଉଥିବା ଦେଖାଯାଇଛି । ଦଳ ମଧ୍ୟ ନିଜର ଅସନ୍ତୁଷ୍ଟ…

ଭାଜପା ଦୁଇ ଅଙ୍କ ଆସନ ଜିତିଲେ ଟୁଇଟର ଛାଡ଼ିଦେବି: ପ୍ରଶାନ୍ତ କିଶୋର

କୋଲକାତା,୨୧ା୧୨: ପଶ୍ଚିମବଙ୍ଗରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ବେଶ୍‌ ସରଗରମ ହୋଇଛି। ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନେତୃତ୍ୱ ପଶ୍ଚିମବଙ୍ଗ ଜୟ କରିବା ପାଇଁ ଏକ ମିଶନ ଆରମ୍ଭ କରିଛି। ଏହି ସମୟରେ ଟିଏମ୍‌ସି  ସଭାପତି ତଥା…

୪୦ ବର୍ଷରେ ନିର୍ବନ୍ଧ କଲେ ବଲିଉଡ୍‌ର ଏହି ଅଭିନେତା

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ସହ ଫିଲ୍ମ ‘ଲଭ୍‌ ଷ୍ଟୋରୀ ୨୦୫୦’ ଏବଂ ହ୍ବାଟସ୍‌ ୟୋର ରାଶି’ ରେ କାମ କରିସାରିଥିବା ଅଭିନେତା ହରମନ ବାବେଜା ନ୍ୟୁଟ୍ରେଶନ ହେଲ୍ଥ କୋଚ୍‌ ସାଶା ରାମଚନ୍ଦାନୀଙ୍କ ସହ ନିର୍ବନ୍ଧ କରିଛନ୍ତି। ସାଶାଙ୍କ ବନ୍ଧୁ ତଥା…

ଜନ୍ମଦିନରେ କ୍ରିକେଟକୁ ବାଏ ବାଏ କହିଲେ ଏହି ଦ୍ରୁତ ବୋଲର

ଚେନ୍ନାଇ,୨୧ା୧୨: ଆଜି ଅର୍ଥାତ୍‌ ଡିସେମ୍ବର ୨୧ରେ ତାମିଲନାଡୁ ତଥା ଚେନ୍ନାଇ ସୁପର କିଙ୍ଗ୍‌ସର ଉଦୀୟମାନ ଦ୍ରୁତ ବୋଲର ୟୋ ମହେଶଙ୍କ ଜନ୍ମଦିନ। ସେ ଆଜି ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କର ପ୍ରକୃତ ନାଁ ହେଉଛି ବିଜୟ କୁମାର ମହେଶ। ମହେଶ…

ବାପା ହେଲେ ଏହି ପ୍ରସିଦ୍ଧ ଅଭିନେତା

ଛୋଟ ପରଦାର ଲୋକପ୍ରିୟ ଅଭିନେତା କରଣଭୀର ବୋହରା ଦ୍ୱିତୀୟ ଥର ପାଇଁ ବାପା ହୋଇଛନ୍ତି। ତାଙ୍କର ସ୍ତ୍ରୀ ଟିଜେ ସିଦ୍ଧୁ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ପୂର୍ବରୁ ଅର୍ଥାତ୍‌ ୨୦୧୬ରେ ଏହି ଦମ୍ପତି ଯାଆଁଳା ଝିଅ ଭେଲା ବୋହରା ଏବଂ…

ଜମ୍ମୁ-କଶ୍ମୀରରେ ଭୂକମ୍ପ

ଜମ୍ମୁ-କଶ୍ମୀର,୨୧ା୧୨: ଜମ୍ମୁ-କଶ୍ମୀରରେ ସୋମବାର ସକାଳ ୮ଟା ୩୩ରେ ଭୂକମ୍ପର ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୭ ରେକର୍ଡ କରାଯାଇଛି। ଏଥିରେ କୌଣସି ଧନଜୀବନ ହାନି ହୋଇ ନ ଥିବା ସୂଚନାରୁ ଜଣାପଡ଼ିଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ମଧ୍ୟ ଡିସେମ୍ବର…

ପରୀ ହତ୍ୟାକାଣ୍ଡ ମାମଲା: ସରୋଜଙ୍କ ଘରେ ଏସ୍‌ଆଇଟି ଟିମ୍‌

ନୟାଗଡ଼ ଅଫିସ,୨୧ା୧୨: ପରୀ ହତ୍ୟାକାଣ୍ଡର ତଦନ୍ତ ପାଇଁ ଏସ୍‌ଆଇଟିର ଦୁଇ ଜଣିଆ ଟିମ୍‌ ଯଦୁପୁର ଗାଁରେ ପହଞ୍ଚିଛନ୍ତି। ମହିଳା ଇନ୍ସପେକ୍ଟର ପ୍ରଥମେ ସରୋଜଙ୍କ ମା’ ଓ ପରେ ଗାଁ ସଭାପତିଙ୍କ ପଚରାଉଚରା କରିଛନ୍ତି। ତେବେ ଅଭିଯୁକ୍ତଙ୍କୁ ତାଙ୍କ ସାଙ୍ଗରେ ଆଣି ନ…

ଜାଣନ୍ତି ଭାରତର କେଉଁ ସହରରେ ଲାଗିଥିଲା ପ୍ରଥମ ଷ୍ଟ୍ରିଟ୍‌ ଲାଇଟ୍‌

ବେଙ୍ଗାଲୁରୁ,୨୧ା୧୨: ସମୟ ଥିଲା ଲୋକେ ବିଜୁଳି ଆଲୁଅ କ’ଣ ଜାଣି ନ ଥିଲେ କି ଦେଖି ନ ଥିଲେ। ବର୍ତ୍ତମାନ ସମୟରେ କାଁ ଭାଁ ଅଞ୍ଚଳକୁ ଛାଡ଼ିଦେଲେ ପ୍ରାୟ ସବୁସ୍ଥାନରେ ଲୋକେ ବିଜୁଳି ଦେଖିସାରିଲାଣି। ମାତ୍ର ଜାଣନ୍ତି କି ଭାରତର ପ୍ରଥମେ…

ଏହି ମହିଳାଙ୍କ ପାଇଁ ନିଜର ପ୍ରେମକୁ ପାଇପାରି ନ ଥିଲେ ଗୋବିନ୍ଦା

୮୦ ଏବଂ ୯୦ ଦଶକର ସବୁଠାରୁ ସଫଳ ତଥା ଚର୍ଚ୍ଚିତ ଅଭିନେତା ଥିଲେ ଗୋବିନ୍ଦା। ୨୧ ଡିସେମ୍ବର ୧୯୬୩ରେ ମୁମ୍ବାଇର ଭିରାରରେ ଜନ୍ମଗ୍ରହଣ କରିଥିବା ଗୋବିନ୍ଦା ଆଜି ୫୭ ବର୍ଷର ହୋଇଯାଇଛନ୍ତି। ଆକ୍ସନ ଠାରୁ ଆରମ୍ଭ କରି କମେଡି, ଲଭ୍‌ ଟ୍ରାଙ୍ଗଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri